ଆମ ଜିଲା ଖବର

ପାଟପୁରରେ କ୍ରିକେଟ ମ୍ୟାଚ୍, ବ୍ଲୁ ୱାରିୟର ଟିମ୍ ବିଜୟୀ

ଦିଗପହଣ୍ଡି/ପାଟପୁର,୧୮|୧(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜ ମିନି ଷ୍ଟାଡିୟମରେ ସ୍ଥାନୀୟ ଫ୍ରେଣ୍ଡସ୍ସ କ୍ରିକେଟ କ୍ଲବ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତବର୍ଷ ବନ୍ଧୁତ୍ବପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି । ରବିବାର କ୍ଲବର…

ବସ୍‌ ମାଲିକ ସଂଘର ବଡ଼ ନିଷ୍ପତ୍ତି: ପାରାଦୀପରୁ ଗଡ଼ିବନାହିଁ ଘରୋଇ ବସ୍‌

ପାରାଦୀପ,୧୮।୧: ମୁଖ୍ୟମନ୍ତ୍ରୀ ବସ୍‌ ଚଳାଚଳକୁ ବିରୋଧ କରି ଘରୋଇ ବସ୍‌ ମାଲିକ ସଂଘ ରବିବାର ଏକ ବଡ଼ ନିଷ୍ପତ୍ତି ନେଇଛି। ସୋମବାର ସକାଳ ୬ଟାରୁ ପାରାଦୀପ ବସ୍‌ଷ୍ଟାଣ୍ଡରୁ ଘରୋଇ ବସ୍‌ ଗଡ଼ିବ ନାହିଁ ବୋଲି ସଂଘ ପକ୍ଷରୁ ଜନସାଧାରଣଙ୍କୁ ଅବଗତ କରି…

‘ମହିଳାମାନେ ସଚେତନ ହେଲେ ପରିବାର ଦିବ୍ୟ ହେବ’

ଭଞ୍ଜନଗର,୧୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଶ୍ରୀଅରବିନ୍ଦ ଶକ୍ତିପୀଠ ପରିସରରେ ରବିବାର ଲାଲସିଂ ଆନନ୍ଦମୟୀ ମହିଳା ପାଠଚକ୍ରର ୨୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲାର ବିଭିନ୍ନ ପାଠଚକ୍ରରୁ ଶତାଧିକ ମହିଳା କର୍ମକର୍ତ୍ତା ଯୋଗ ଦେଇଥିଲେ। ସାବୁଳିଆ…

ଭୟଙ୍କର ବିସ୍ଫୋରଣ: ଉଡ଼ିଗଲା ଛାତ, ଚାଲିଗଲା ଜଣଙ୍କ ଜୀବନ

କଟକ,୧୮।୧: କଟକ ସଦର ଥାନା ଖଲର୍ଦ୍ଦା ଗାଁରେ ରବିବାର ଏକ ଅଘଟଣ ଘଟିଛି। ବେଆଇନ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ ଘଟି ଜଣଙ୍କ ମୃତ୍ୟୁ ଘଟିଛି। ବାଣ ଭିଡୁଥିବା ବେଳେ ଏହି ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ମୃତକ ସ୍ଥାନୀୟ ଗାଁର…

ଅନ୍ୟ ଜିଲା ଠିକାଦାରଙ୍କୁ ଦୃଢ଼ ବିରୋଧ, ଟେଣ୍ଡର ପକାଇଲେ…

କେସିଙ୍ଗା,୧୮ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଠିକାଦାର କଣ୍ଟ୍ରାକ୍ଟର ଆସୋସିଏଶନର ଜିଲା ସଭାପତି ଜଗଦୀଶ ମଣ୍ଡଳଙ୍କ ସଭାପତିତ୍ୱରେ ଜିଲାସ୍ତରୀୟ ଠିକାଦାର ସଂଘର ଏକ ସାଧାରଣ ବୈଠକ କେସିଙ୍ଗା ସହରସ୍ଥିତ ଏକ ହୋଟେଲ୍‌ରେ ରବିବାର ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତଥି ଭାବେ ଜିଲା ସଭାପତି…

ଘୁମୁସର ବନଖଣ୍ଡରେ ପ୍ରଥମଥର ଦେଖିବାକୁ ମିଳିଲା ବିଦେଶାଗତ ପକ୍ଷୀ, ଗତବର୍ଷ ଅପେକ୍ଷା ଏଥର…

ଭଞ୍ଜନଗର,୧୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ରବିବାର ପକ୍ଷୀ ଗଣନା ହୋଇଛି। ଏଥିରେ କଲେଜ ଛାତ୍ରୀଛାତ୍ର, ସ୍ବେଚ୍ଛାସେବୀ, ବନ ସୁରକ୍ଷା ସମିତି କର୍ମକର୍ତ୍ତାଙ୍କ ସମେତ ବନ ବିଭାଗ କର୍ମଚାରୀ ସାମିଲ ହୋଇଥିଲେ। ଏନେଇ ୩୮ଟି ଟିମ୍‌ ଗଠନ…

ଶୌଚ ପାଇଁ ଯାଇ ନିଖୋଜ ଥିଲେ ମହିଳା, ଜଙ୍ଗଲରେ ଝୁଲନ୍ତା…

ଆନନ୍ଦପୁର,୧୮ା୧:(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ବିରିଡିହା ଗ୍ରାମର ମହିଳା ନଦୀକୁ ଶୌଚ ହେବାପାଇଁ ଯାଇ ନିଖୋଜ ଥିବା ବେଳେ ରବିବାର ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ, କେନ୍ଦୁଝର ଜିଲା ଆନନ୍ଦପୁର ଥାନା…

ରାଉରକେଲା ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରର ଜଣଙ୍କୁ ମିଳିବ ଚାକିରି, ୫ ମାସ ଯାଏ ସମସ୍ତ…

ରାଉରକେଲା,୧୮ା୧: ରାଉରକେଲା ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ସୁଶାନ୍ତ କୁମାର ବିଶ୍ୱାଳଙ୍କ ପରିବାରର ଜଣଙ୍କୁ ନିଯୁକ୍ତି ମିଳିବ। ଏନେଇ ଇଣ୍ଡିଆ ଓ୍ବାନ୍‌ ଏୟାର ସିଇଓ ପ୍ରେମ କୁମାର ଗର୍ଗ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଶାନ୍ତଙ୍କ ପରିବାରର ଜଣଙ୍କୁ ଇଣ୍ଡିଆ ଓ୍ବାନ୍‌…

ଗଞ୍ଜାମରେ ED ଚଢ଼ାଉ ଘଟଣା: ଅନେକ ଆପରାଧିକ କାଗଜପତ୍ର ସହ ଗୁରୁତ୍ୱପୂର୍ଣ୍ଣ ସମ୍ପତ୍ତି ରେକର୍ଡ, ଖଣି ଲିଜ୍‌ ଚୁକ୍ତିନାମା ସହ…

ବ୍ରହ୍ମପୁର,୧୮ା୧(ସୁବାସ ଚନ୍ଦ୍ର ପାଢ଼ୀ): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଭୁବନେଶ୍ୱର ଜୋନାଲ ଅଫିସ୍‌ ପିଏମ୍‌ଏଲ୍‌ଏ, ୨୦୦୨ ର ବ୍ୟବସ୍ଥା ଅନୁଯାୟୀ, ଗଞ୍ଜାମ ଜିଲାର ୨୫ରୁ ଅଧିକ ସ୍ଥାନରେ ଏକ ବ୍ୟାପକ ଚଢ଼ାଉ ଅଭିଯାନ ଚଳାଇଥିଲା। ୬ଟି ରାଜ୍ୟର ୧୭୫ରୁ ଅଧିକ ଅଧିକାରୀ ବେଆଇନ ବାଲି…

ନଦୀରୁ ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିବା ପରେ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ନିଖୋଜ ନାବାଳକଙ୍କ ସ୍କୁଲ ଡ୍ରେସ୍‌ ଦେଖି…

ବଲାଙ୍ଗୀର,୧୮ା୧(ସୁନିଲ କୁମାର ମହାନ୍ତି/ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ହିର୍ଲି ନଦୀରୁ ଖଣ୍ଡ ବିଖଣ୍ଡିତ ମୃତଦେହ ରବିବାର ଠାବ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଘଟଣାର କୋଣସି ପରିଚୟ ମିଳିପାରିନାହିଁ। ଲରମ୍ଭା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।…

ଝିଅମାନଙ୍କୁ ଆତ୍ମନିର୍ଭର ସୁରକ୍ଷା ଦେଇ ପାରିବ…

ଗଞ୍ଜାମ,୧୮।୧(ବିଦ୍ୟାଧର ସାହୁ ): ଗଞ୍ଜାମ ସହରସ୍ଥିତ ଇଣ୍ଡୋର ଷ୍ଟାଡୟମଠାରେ ଜିଲା ସ୍ତରୀୟ କିକ୍‌ ବକ୍ସିଂ ପ୍ରତିଯୋଗିତା ରବିବାର ଶୁଭାରମ୍ଭ ହୋଇଯାଇଛି। ଛତ୍ରପୁର ଲୋକପ୍ରିୟ ଯୁବ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ସମ୍ମାନିତ…

‘ଅନ୍ୟମାନଙ୍କୁ ଜ୍ଞାନ ବାଣ୍ଟିଲେ ଲକ୍ଷ୍ୟ ସାଧନ ହୋଇଥାଏ’

ଭଞ୍ଜନଗର,୧୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ୭ ଦିନ ବ୍ୟାପୀ ଶୀତକାଳୀନ ସ୍ବତନ୍ତ୍ର ଶିବିର ପୋଷ୍ୟ ଗ୍ରାମ ଶ୍ରୀରାମ ନଗର ଓ ଛେଦାଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?