ବେଆଇନ ଖଣି ଖନନ: ଜିଲାପାଳଙ୍କ କୋର୍ଟରେ ଶୁଣାଣି, ୩ ଖଣି ମାଲିକଙ୍କ ସମ୍ପତ୍ତି ବାଜ୍ୟାପ୍ତି ଲାଗି ନିର୍ଦ୍ଦେଶ
କେନ୍ଦୁଝର, ୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ଶନିବାର ବେଆଇନ ଖଣି ଖନନ ନେଇ ଜରିମାନା ଦେଇ ନ ଥିବା ୩ ଖଣି ମାଲିକଙ୍କ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ବି.କେ. ମହାନ୍ତି, ଭଞ୍ଜ ମିନେରାଲସ୍ ଏବଂ ବାସୁଦେବ ଅଗ୍ରୱାଲ ଖଣି ଲିଜଧାରୀମାନଙ୍କ…
ସର୍ଭେ କରୁଥିବା ବେଳେ ପଙ୍ଗାମ ନଦୀକୁ ଖସିଲେ ଜଣେ କର୍ମଚାରୀ, ଉଦ୍ଧାର କାର୍ଯ୍ୟ ଜାରି
ମାଲକାନଗିରି,୧୭।୮(ଡି.ଏନ୍.ଏ.): ମାଲକାନଗିରି ଜିଲା ପଙ୍ଗାମ ନଦୀ ପୋଲ ସର୍ଭେ କରିବାକୁ ଯାଇଥିବା ବେଳେ ନଦୀକୁ ଜଣେ କର୍ମଚାରୀ ଖସି ପଡ଼ିଛନ୍ତି। ସେ ହେଲେ ସୌଭାଗ୍ୟ ମହାରଣା। ସୌଭାଗ୍ୟ ନିଖୋଜ ଥିବା ବେଳେ ଘଟଣାସ୍ଥଳରେ ମାଥିଲି ପୋଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି…
ହୀରାକୁଦର ୫ଟି ଗେଟ୍ ବନ୍ଦ
ସମ୍ବଲପୁର, ୧୭।୮(ବ୍ୟୁରୋ): ସବୁ ନଦୀରେ ଜଳସ୍ତର କମିଛି। ବିଭିନ୍ନ ଅଞ୍ଚଳରୁ ପାଣି ଛାଡ଼ିଯାଇଛି। ଏ ନେଇ ଜଳ ସମ୍ପଦ ସଚିବ ପ୍ରଦୀପ ଜେନା ଶନିବାର ସୂଚନା ଦେଇଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି ଯେ, ହୀରାକୁଦର ୧୦ରୁ ୫ଟି ଗେଟ ବନ୍ଦ…
ଉଛୁଳିଲା ଭାର୍ଗବୀ, ତଳିଆ ଅଞ୍ଚଳରେ ପଶିଲା ପାଣି
ପୁରୀ ଅଫିସ,୧୭।୮ – ହୀରାକୁଦ ଗେଟ୍ ଖୋଲାଯିବା ପରେ ମହାନଦୀରେ ପ୍ରବାହିତ ହେଉଛି ବନ୍ୟା ପାଣି। ଫଳରେ ଏହାର ଶାଖା ନଦୀଗୁଡ଼ିକ ମଧ୍ୟ ଫୁଲିବାରେ ଲାଗିଛି। ଜିଲାର ଭାର୍ଗବୀ ନଦୀରେ ବନ୍ୟା ପାଣି ପ୍ରବାହିତ ହେବା ପରେ ଏହା ଉଚ୍ଛୁଳିଛି। ଏହାକୁ…
ବଲାଙ୍ଗୀର ଜିଲାର ବନ୍ୟାଞ୍ଚଳ ପରିଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ, ସ୍ବତନ୍ତ୍ର ସହାୟତା ପାଇଁ ପ୍ରତିଶ୍ରୁତି
ବଲାଙ୍ଗୀର ଅଫିସ, ୧୬।୮: ବଲାଙ୍ଗୀର ଜିଲାର ବନ୍ୟାଞ୍ଚଳ ପରିଦର୍ଶନକରି ଶନିବାର ସମୀକ୍ଷା ବୈଠକରେ ଯୋଗଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ଜିଲାର ବନ୍ୟା ପରିସ୍ଥିତି ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ସ୍ବତନ୍ତ୍ର ପ୍ୟାକେଜ୍ ଘୋଷଣା କରିବାକୁ ଜନପ୍ରତିନିଧି ଦାବି…
ରାଉରକେଲା ଏନ୍ଆଇଟି କ୍ୱାଟର୍ସରୁ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର
ରାଉରକେଲା ଅଫିସ, ୧୭।୮: ରାଉରକେଲାସ୍ଥିତ ଜାତୀୟ ବୈଷୟିକ ଶିକ୍ଷାନୁଷ୍ଠାନ(ଏନ୍ଆଇଟି) କ୍ୱାଟର୍ସରୁ ଶନିବାର ଏକ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ ଏନ୍ଆଇଟିର ସହକାରୀ ପ୍ରଫେସର ଆର୍. ଜୟବାଲାନ(୪୫) ଓ ସ୍ତ୍ରୀ ମାଳିନୀ। ଜୟ ବାଲାନ ଲାଇଫ ସାଇନ୍ସରେ ବୈଜ୍ଞାନିକ ଭାବେ…
ପିକ୍ନିକ୍ ପାଇଁ ଯାଉଥିଲେ: ଗାଡ଼ି କାଚ ଭାଙ୍ଗି ସୁନା ଅଳଙ୍କାର, ମୋବାଇଲ ଲୁଟିନେଲେ ଦୁର୍ବୃତ୍ତ
ନିରାକାରପୁର, ୧୭।୮(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ନୂଆ ଜଗନ୍ନାଥ ସଡ଼କର ଏକ ଇଟା କମ୍ପାନୀ ନିକଟରେ ଶନିବାର ଭୋର ସମୟରେ ଏକ ପିକ୍ନିକ୍ ଗାଡ଼ି କାର ଭାଙ୍ଗି ଦୁର୍ବୃତ୍ତମାନେ ସୁନା ଅଳଙ୍କାର ଓ…
ପୋଖରୀରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର
ବ୍ରହ୍ମପୁର ଅଫିସ, ୧୭।୮: ଗଞ୍ଜାମ ଜିଲା ଗେଟବଜାର ନିକଟ ପାୟଲ ସିନେମା ହଲ ସମ୍ମୁଖରେ ଥିବା ଏକ ପୋଖରୀରୁ ଶନିବାର ସକାଳେ ୨ ଦିନ ହେବ କେଉଁଆଡ଼େ ନିଖୋଜ ଥିବା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଗେଟବଜ଼ାର ଗୋଲାପଲ୍ଲୀ…
ଜଗତ କଲ୍ୟାଣ ପାଇଁ ଶ୍ରୀ ସୁଦର୍ଶନଙ୍କ ଗ୍ରାମ ପରିକ୍ରମା:ବିଭିନ୍ନ ରୋଗରୁ ଗ୍ରାମବାସୀଙ୍କୁ ମିଳେ ସୁରକ୍ଷା
ଖଣ୍ଡପଡ଼ା,୧୭ା୮(ସ୍ବ.ପ୍ର.)-କଣ୍ଟିଲୋ ନୀଳମାଧବ ପୀଠ, ଖଣ୍ଡପଡ଼ା ଓ ସିଧାମୂଳାସ୍ଥିତ ଜଗନ୍ନାଥ ମନ୍ଦିର, ଖଳିସାହି ଗୋପାଳ ଜୀଉ ମନ୍ଦିରରେ ୪ ଦିନବ୍ୟାପୀ ଚାଲିଥିବା ଝୁଲଣ ଯାତ୍ରା ଗହ୍ମା ପୂର୍ଣ୍ଣିମା ତିଥିରେ ଉଦ୍ଯାପିତ ହୋଇଯାଇଛି ା ଏହି ଉପଲକ୍ଷେ ଗୁରୁବାର ନୀଳମାଧବ ଜୀଉଙ୍କ ଆୟୁଧ ଶ୍ରୀ…
ଟାଙ୍ଗୀ ଗ୍ରାମ ନ୍ୟାୟାଳୟ ପକ୍ଷରୁ ଚାରାରୋପଣ
ଟାଙ୍ଗୀ(ଖୋର୍ଦ୍ଧା),୧୭।୮(ଡି.ଏନ.ଏ.)-ଓଡିଶା ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ବନ ବିଭାଗ ସହଯୋଗରେ ଟାଙ୍ଗୀ ଗ୍ରାମ ନ୍ୟାୟାଳୟ ପ୍ରଥମ ଶ୍ରେଣୀ ବିଚାର ବିଭାଗ ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ମାଜିଷ୍ଟ୍ରେଟ ଶାଶ୍ୱତୀ ମହାପାତ୍ରଙ୍କ ନେତୃତ୍ୱରେ ପଥରବନ୍ଧ ନର୍ସରୀ ପରିସରରେ ସ୍ବାଧୀନତା ଦିବସ…
ବିଜୁ ଯୁବ ବାହିନୀ ପକ୍ଷରୁ ଆବର୍ଜନା ମୁକ୍ତ ଅଭିଯାନ
କୃଷ୍ଣପ୍ରସାଦ,୧୭ା୮(ଡି.ଏନ.ଏ.)-ପୁରୀ ଜିଲାପାଳଙ୍କ ସ୍ବଚ୍ଛ ପରିବେଶ କାର୍ଯ୍ୟକ୍ରମ ଅବସରରେ ମୋ ବେଳାଭୂମି ଯୋଜନାରେ କୃଷ୍ଣପ୍ରସାଦ ବ୍ଲକ ଅନ୍ତଗତ ଚିଲିକା ଉପକୂଳ ପର୍ଯ୍ୟଟନ ସ୍ଥଳରୁ ଶୁକ୍ରବାର ଆବର୍ଜନା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି ା ବିଜୁ ଯୁବ ବାହିନୀ ଏଥିରେ ବିଶେଷ ଭୂମିକା ଗ୍ରହଣ…
ନୟାଗଡ଼ ଜିଲା ମୁଖ୍ୟ ଚିକତ୍ସାଳୟ : ୮ମାସ ହେଲା ବନ୍ଦ ରହିଛି ଇସିଜି
ନୟାଗଡ଼ ଅଫିସ,୧୭ା୮- ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଦଲାଲମାନେ ଅବାଧରେ ପଶି ରୋଗୀମାନଙ୍କ ଇସିଜି (ଇଲୋକ୍ଟ୍ରୋ କାଡ଼ିଓଗ୍ରାମ) ପରୀକ୍ଷା କରୁଛନ୍ତି। ଦିନେ କି ଦୁଇଦିନ ନୁହେଁ ଦୀର୍ଘ ୮ମାସ ହେଲା ଏହିଭଳି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମୁଖ୍ୟ ଚିକିତ୍ସାଳୟରେ ମାଗଣା ଇସିଜି…

