ରାସ୍ତା ଖୋଳିଦେଲେ ଦୁର୍ବୃତ୍ତ: କୂଳସର-ନୀଳପଲ୍ଲୀ ବିଚ୍ଛିନ୍ନ
ରଣପୁର,୨୭ା୭ (ସ୍ବ.ପ୍ର.): ରଣପୁର ବ୍ଲକ କୂଳସର ପଞ୍ଚାୟତର ଏକ ରାସ୍ତା ଖୋଳିଦିଆ ଯିବାରୁ କୂଳସର-ନୀଳପଲ୍ଲୀ ବିଚ୍ଛିନ୍ନ ହୋଇଯାଇଛି। ପୂର୍ବରୁ ଏହି ରାସ୍ତା ଶୋଚନୀୟ ହୋଇପଡିଥିଲା। ବାରମ୍ବାର ଦାବି ପରେ ଏହାକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ସାମିଲ କରାଯାଇ ନୂତନ ଭାବେ…
ଛାତ୍ରୀଙ୍କୁ ଅସଦାଚରଣ ନେଇ ଉତ୍ତେଜନା: ଚାନ୍ଦପୁର ମହିଳା କଲେଜ ଅଶାନ୍ତ, ଫାଟକ ସମ୍ମୁଖରେ ଧାରଣା ଦେଲେ ଛାତ୍ରୀ
ରଣପୁର,୨୭ା୭ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁର ମୋହନ ମହିଳା ମହାବିଦ୍ୟାଳୟରେ ଜଣେ ଅଧ୍ୟାପକ ଛାତ୍ରୀମାନଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ ହୋଇଛି। ମହାବିଦ୍ୟାଳୟରେ ପଢୁଥିବା ଜଣେ ଛାତ୍ରୀଙ୍କ ମାମୁ ଏ ନେଇ ରାଜ୍ୟ ବାଳିକା…
ସୁଧୁରୁନି ଟ୍ରାଫିକ୍ ଜାମ୍
ଯୋଡ଼ା,୨୭।୭(ଡି.ଏନ.ଏ.)- କେନ୍ଦୁଝର ଜିଲା ଦେଇ ଯାଇଥିବା ୫୨୦ ନଂ. ଜାତୀୟ ରାଜପଥର ଯୋଡା-ବଡବିଲ-ବିଲେଇପଦା-ଭଦ୍ରାସାହି ରାସ୍ତାରେ ଟ୍ରାଫିକ ଜାମ୍ ସମସ୍ୟା ସୁଧୁରିବା ନାଁ ନେଉନାହିଁ । ଜାତୀୟ ରାଜପଥରେ ଭଦ୍ରାସାହିଠାରୁ ଯୋଡା ଏବଂ ବିଲେଇପଦା ମଧ୍ୟରେ ବୁଧବାର ରାତିରେ ଟ୍ରାଫିକ୍ ଜାମ୍ ଯୋଗୁ…
ଶିକ୍ଷାନୁଷ୍ଠାନ ମିଶ୍ରଣକୁ ବିରୋଧ
ଆରଡ଼ି, ୨୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଠଡିହ କ୍ଲଷ୍ଟର ଅଧୀନ ଚମ୍ପାସାହି ପ୍ରାଥମିକ ବିଦ୍ୟାଳୟ ଅନ୍ୟତ୍ର ମିଶ୍ରଣକୁ ବିରୋଧ କରାଯାଇଛି। ଏହାର ପ୍ରତିବାଦରେ ଶୁକ୍ରବାର ଗ୍ରାମବାସୀ ବିଦ୍ୟାଳୟକୁ ଯାଇ ତାଲା ପକାଇ ଦେଇଛନ୍ତି। ନିୟମାନୁସାରେ ଏହି ବିଦ୍ୟାଳୟରେ…
ବଟି ମାଗି ଯୁବକ ଗିରଫ:ବାଇକ ଜବତ
ବଡ଼ସାହି,୨୭ା୭(ସ୍ବ.ପ୍ର)- ଦୋକାନୀଙ୍କୁ ବଟି ମାଗିବା ଅଭିଯୋଗରେ ବଡ଼ସାହି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି ା ଅଭିଯୁକ୍ତ ଜଣଙ୍କ ହେଲେ ବଡ଼ସାହିର ସିପୁନ କୁମାର ସେଠୀ (୨୨) ା ବଡ଼ସାହି ବଜାରରେ ଜଳଖିଆ ଦୋକାନ କରିଥିବା…
ଭୋଜିଖାଇ ୮୦ରୁ ଊଦ୍ଧର୍ବ ଝାଡ଼ାବାନ୍ତିରେ ଆକ୍ରାନ୍ତ
କୁଆମରା,୨୭।୭(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ପଞ୍ଚାୟତର ମାଙ୍କଡ଼କେନ୍ଦା ଗ୍ରାମରେ ବୁଧବାର ରାତିରେ ଭୋଜି ଖାଇ ୮୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଗ୍ରାମର ଜଣେ ବ୍ୟକ୍ତିଙ୍କ ନୂତନ ଘର ପ୍ରତିଷ୍ଠା ଲାଗି ବୁଧବାର ଭୋଜି…
ଦିଲ୍ଲୀରୁ ଗହଣା ଚୋରି ଅଭିଯୋଗରେ ୨ ଗିରଫ
ସୋର, ୨୭ା୭(ଡି.ଏନ.ଏ.)-ଦିଲ୍ଲୀରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଚୋରି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ସୋର ଥାନା ଅଧୀନ ରଘୁନାଥପୁର ଗ୍ରାମର କରୁଣାକର ଦାସଙ୍କୁ ସୋର ପୋଲିସ ଗିରଫ କରି ଦିଲ୍ଲୀ ପୋଲିସକୁ ହସ୍ତାନ୍ତର କରିଥିଲା। ବାଲେଶ୍ୱର ଷ୍ଟେଶନରୁ ଦିଲ୍ଲୀ ପୋଲିସକୁ…
ବେଳାଭୂମିରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା
ବାଲିଆପାଳ, ୨୭ା୭(ଡି.ଏନ.ଏ.)-ବାଲିଆପାଳ ଥାନା ଡଗରା ବେଳାଭୂମିରେ ଶୁକ୍ରବାର ପାନ୍ଥ ନିବାସର ପଶ୍ଚିମପଟ ଝାଉଁଜଙ୍ଗଲରେ ଏକ ଅଜଣା ପ୍ରେମୀଯୁଗଳ ଆତ୍ମହତ୍ୟା କରିଛନ୍ତି ା ପାଖାପାଖି ଦୁଇଟି ଝାଉଁଗଛରେ ଦୁଇ ଜଣ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି ା ପ୍ରେମୀଯୁଗଳଙ୍କ ମଧ୍ୟରୁ ଝିଅ…
କଲେଜ ପ୍ରତିଷ୍ଠା ଦିବସରେ ଅଧ୍ୟକ୍ଷଙ୍କ ବିୟୋଗ
ଭଞ୍ଜନଗର,୨୬ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ ଅଧ୍ୟକ୍ଷ ଅମୂଲ୍ୟ ଦାସ (୫୯)ଙ୍କ ଶୁକ୍ରବାର ରାତିରେ ଅକାଳ ବିୟୋଗ ଘଟିଛି। ପ୍ରତିଷ୍ଠା ଦିବସ ସରିବା ପରେ ସେ ଘରକୁ ଯିବାକୁ ବାହାରୁଥିବାବେଳେ ପଡିଯାଇ ମୃତ୍ୟୁ ଘଟିଛି। ଏହି…
ଆନନ୍ଦ ବଜାର ଶୃଙ୍ଖଳା ଭେଳିକି: ଖୋଲିଲାନି ଅଭିଯୋଗ ପ୍ରକୋଷ୍ଠ
ପୁରୀ ଅଫିସ,୨୬ା୭: ଶ୍ରୀମନ୍ଦିରରେ ଶୃଙ୍ଖଳା ଓ ସ୍ବଚ୍ଛତା ଆଣିବା ଲାଗି ଏକାଧିକ ନିଷ୍ପତ୍ତି ହେଉଛିି। ହେଲେ ଏହି ନିଷ୍ପତ୍ତି ମଧ୍ୟରୁ ଅନେକ ବାସ୍ତବତାର ରୂପ ନେଇପାରୁନିି। ଆନନ୍ଦ ବଜାରରେ ଅଭିଯୋଗ ପ୍ରକୋଷ୍ଠ ଖୋଲିବା ଲାଗି ମନ୍ଦିର ପ୍ରଶାସନ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…
ଆରମ୍ଭ ହେଲା ରଥ ଭଙ୍ଗା
ପୁରୀ ଅଫିସ, ୨୬ା୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଶୁକ୍ରବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ୱରେ ଏହା ଭଙ୍ଗା ଯାଉଛି। ଏହି କାମରେ ୧୦ ଜଣ ଭୋଇ ସେବକ…
ନାଟ୍ୟ କଳା ମହାସଂଘର ସାଙ୍ଗଠନିକ ସଭା: ସରକାରୀ ପ୍ରୋତ୍ସାହନ ଯୋଗାଇ ଦିଆଯାଉ
ଜୁନାଗଡ,୨୬।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହର ଆରଏମ୍ସି ଗୋଦାମଠାରେ ଶୁକ୍ରବାର ନାଟ୍ୟ କଳା ମହାସଂଘର ଏକ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ଓ ଗୋଲାମୁଣ୍ଡା ବ୍ଲକ ଜୋନ ନାଟ୍ୟ କଳାସଂଘ ପକ୍ଷରୁ ଏହାକୁ ଆୟୋଜନ କରାଯାଇଥିଲା। ଏଥିରେ କଳାହାଣ୍ଡି ଜିଲା…

