ଆମ ଜିଲା ଖବର

ଦିଲ୍ଲୀରୁ ଗହଣା ଚୋରି ଅଭିଯୋଗରେ ୨ ଗିରଫ

ସୋର, ୨୭ା୭(ଡି.ଏନ.ଏ.)-ଦିଲ୍ଲୀରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଚୋରି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ସୋର ଥାନା ଅଧୀନ ରଘୁନାଥପୁର ଗ୍ରାମର କରୁଣାକର ଦାସଙ୍କୁ ସୋର ପୋଲିସ ଗିରଫ କରି ଦିଲ୍ଲୀ ପୋଲିସକୁ ହସ୍ତାନ୍ତର କରିଥିଲା। ବାଲେଶ୍ୱର ଷ୍ଟେଶନରୁ ଦିଲ୍ଲୀ ପୋଲିସକୁ…

ବେଳାଭୂମିରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ବାଲିଆପାଳ, ୨୭ା୭(ଡି.ଏନ.ଏ.)-ବାଲିଆପାଳ ଥାନା ଡଗରା ବେଳାଭୂମିରେ ଶୁକ୍ରବାର ପାନ୍ଥ ନିବାସର ପଶ୍ଚିମପଟ ଝାଉଁଜଙ୍ଗଲରେ ଏକ ଅଜଣା ପ୍ରେମୀଯୁଗଳ ଆତ୍ମହତ୍ୟା କରିଛନ୍ତି ା ପାଖାପାଖି ଦୁଇଟି ଝାଉଁଗଛରେ ଦୁଇ ଜଣ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି ା ପ୍ରେମୀଯୁଗଳଙ୍କ ମଧ୍ୟରୁ ଝିଅ…

କଲେଜ ପ୍ରତିଷ୍ଠା ଦିବସରେ ଅଧ୍ୟକ୍ଷଙ୍କ ବିୟୋଗ

ଭଞ୍ଜନଗର,୨୬ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ ଅଧ୍ୟକ୍ଷ ଅମୂଲ୍ୟ ଦାସ (୫୯)ଙ୍କ ଶୁକ୍ରବାର ରାତିରେ ଅକାଳ ବିୟୋଗ ଘଟିଛି। ପ୍ରତିଷ୍ଠା ଦିବସ ସରିବା ପରେ ସେ ଘରକୁ ଯିବାକୁ ବାହାରୁଥିବାବେଳେ ପଡିଯାଇ ମୃତ୍ୟୁ ଘଟିଛି। ଏହି…

ଆନନ୍ଦ ବଜାର ଶୃଙ୍ଖଳା ଭେଳିକି: ଖୋଲିଲାନି ଅଭିଯୋଗ ପ୍ରକୋଷ୍ଠ

ପୁରୀ ଅଫିସ,୨୬ା୭: ଶ୍ରୀମନ୍ଦିରରେ ଶୃଙ୍ଖଳା ଓ ସ୍ବଚ୍ଛତା ଆଣିବା ଲାଗି ଏକାଧିକ ନିଷ୍ପତ୍ତି ହେଉଛିି। ହେଲେ ଏହି ନିଷ୍ପତ୍ତି ମଧ୍ୟରୁ ଅନେକ ବାସ୍ତବତାର ରୂପ ନେଇପାରୁନିି। ଆନନ୍ଦ ବଜାରରେ ଅଭିଯୋଗ ପ୍ରକୋଷ୍ଠ ଖୋଲିବା ଲାଗି ମନ୍ଦିର ପ୍ରଶାସନ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ଆରମ୍ଭ ହେଲା ରଥ ଭଙ୍ଗା

ପୁରୀ ଅଫିସ, ୨୬ା୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ମଧ୍ୟରୁ ଶୁକ୍ରବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଭଙ୍ଗା ଆରମ୍ଭ ହୋଇଛିି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ୱରେ ଏହା ଭଙ୍ଗା ଯାଉଛି। ଏହି କାମରେ ୧୦ ଜଣ ଭୋଇ ସେବକ…

ନାଟ୍ୟ କଳା ମହାସଂଘର ସାଙ୍ଗଠନିକ ସଭା: ସରକାରୀ ପ୍ରୋତ୍ସାହନ ଯୋଗାଇ ଦିଆଯାଉ

ଜୁନାଗଡ,୨୬।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହର ଆରଏମ୍‌ସି ଗୋଦାମଠାରେ ଶୁକ୍ରବାର ନାଟ୍ୟ କଳା ମହାସଂଘର ଏକ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ଓ ଗୋଲାମୁଣ୍ଡା ବ୍ଲକ ଜୋନ ନାଟ୍ୟ କଳାସଂଘ ପକ୍ଷରୁ ଏହାକୁ ଆୟୋଜନ କରାଯାଇଥିଲା। ଏଥିରେ କଳାହାଣ୍ଡି ଜିଲା…

ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ ମାମଲା:  ଅଭିଯୁକ୍ତଙ୍କୁ ୫ବର୍ଷ କାରାଦଣ୍ଡ

ଢେଙ୍କାନାଳ ଅଫିସ, ୨୬।୭-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରେ ୨୦୧୫ରେ ଘଟିଥିବା ନାବାଳିକା ଛାତ୍ରୀ (୧୬ବର୍ଷ) ବଳାତ୍କାର ଘଟଣାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ବିଚାରପତି ରାଜକିଶୋର ମହାପାତ୍ର ମାମଲାର ଅଭିଯୁକ୍ତ ସୁଦାମ ସାହୁଙ୍କୁ ଦୋଷୀ ସାବ୍ୟସ୍ତ…

ସ୍ପଷ୍ଟ ଦିବାଲୋକରେ ଲୁଟେରା ଆତଙ୍କ: ବାଇକ୍‌ ଡିକି ଭାଙ୍ଗି ୨୯ ହଜାର ଲୁଟ୍‌

ଭୁବନ, ୨୬।୭(ଡି.ଏନ.ଏ.)-ଭୁବନ ବସ୍‌ଷ୍ଟାଣ୍ଡରୁ ଶୁକ୍ରବାର ଅପରାହ୍ନ ୨ଟାରେ ବାଇକ୍‌ ଡିକି ଭାଙ୍ଗି ୨୯ ହଜାର ଟଙ୍କା ଏବଂ ଜରୁରୀ କାଗଜପତ୍ର ଲୁଟ୍‌ ହୋଇଛି। ଲୁଟ୍‌ର ଶିକାରଯ ହୋଇଛନ୍ତି ଭୂଷଳ ପଞ୍ଚାୟତ ଅସୁରବନ୍ଧପାଟଣା ଗ୍ରାମର ଲକ୍ଷ୍ମୀଧର ବେହେରା। ସ୍ପଷ୍ଟ ଦିବାଲୋକରେ ଜନଗହଳିପୂର୍ଣ୍ଣ ସ୍ଥାନରୁ…

ଏନ୍‌ଏଚ୍‌ ଉପରେ ବର୍ଷାପାଣି ସୁଅ: ୨ ଘଣ୍ଟା ଯାତାୟାତ ବ୍ୟାହତ

କାମାକ୍ଷାନଗର, ୨୬ା୭(ଡି.ଏନ୍‌.ଏ.)-ଲଘୁଚାପ ପ୍ରଭାବରେ ହୋଇଥିବା ଲଗାଣବର୍ଷାରେ କାମାକ୍ଷାନଗର ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥର ବାଇସିଙ୍ଗାଗଡ଼ାରେ ୨ଫୁଟ ପାଣି ଜମି ରହିଥିଲା। ଫଳରେ ୨ ଘଣ୍ଟା ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ବାଇସିଙ୍ଗା ନାଳ ଉପରେ ଥିବା ଉକ୍ତ ଗଡ଼ା ବ୍ରିଟିଶ…

ଶୁଳିଆପଦା ବ୍ଲକ୍‌ରେ ସର୍ବାଧିକ ବର୍ଷା

ବାରିପଦା ଅଫିସ,୨୬।୭- ମୟୂରଭଞ୍ଜ ଜିଲାରେ ବୁଧବାର ସନ୍ଧ୍ୟାରୁ ବିଭିନ୍ନ ସମୟରେ ବର୍ଷା ହେଉଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଜିଲାରେ ମୋଟ ୪୯୦.୧୮ ମିମି ବର୍ଷା ହୋଇଥିବା ଜଣାପଡିଛି। ସୂଚନା ମୁତାବକ ଶୁଳିଆପଦା ବ୍ଲକ୍‌ରେ ସର୍ବାଧିକ ୬୪.୨ ମି.ମି ବର୍ଷା ହୋଇଛି। ସେହିପରି…

ଅଜଗର ଉଦ୍ଧାର

ଠାକୁରମୁଣ୍ଡା,୨୬ା୭(ଡି.ଏନ୍‌.ଏ.)- ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଭରାଣ୍ଡିହା ପଞ୍ଚାୟତର ଗମ୍ଭାରୀଆ ଗ୍ରାମରୁ ବନବିଭାଗ ଏକ ଅଜଗର ଉଦ୍ଧାର କରିଛି। ଶୁକ୍ରବାର ଭରାଣ୍ଡିହା ସମିତି ସଭ୍ୟ ରଘୁନାଥ ମହାନ୍ତଙ୍କ ବଗିଚାରେ ଲଗାଯାଇଥିବା ଜାଲରେ ସାପଟି ପଡି ଯାଇଥିଲା। ସାପଟି ଏକ କୁକୁଡ଼ାକୁ…

ମିଶନ ‘ବିୟୁଟି ସିଟି’କୁ ସ୍ବାଗତ: ସହରକୁ ଜବରଦଖଲ ମୁକ୍ତ ଦାବି

ବାଲେଶ୍ୱର ଅଫିସ,୨୬।୭-ବାଲେଶ୍ୱର ସହର ରାସ୍ତା ତଥା ନୟନଯୋରୀକୁ ଜବରଦଖଲ କରି ବହୁ ବ୍ୟକ୍ତିବିଶେଷ, ବ୍ୟବସାୟୀମାନେ ସଙ୍କୁଚିତ କରିବା ଦ୍ୱାରା ସର୍ବସାଧାରଣ ଯାତାୟାତରେ ସମସ୍ୟା ଭୋଗୁଛନ୍ତି। ଏହାକୁ ଅନୁଭବ କରି ଗତ ୨୨ତାରିଖରୁ ନୂତନ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶରେ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?