ତ୍ରିରଙ୍ଗା ତଳେ ସଭିଏଁ ଏକାଠି
ପରଜଙ୍ଗ, ୧୫।୮( ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର ଆଡମ୍ବରପୂର୍ଣ୍ଣ ଭାବେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ତ୍ରିରଙ୍ଗା ତଳେ ସମସ୍ତେ ଏକାଠି ହୋଇ ଦେଶଭକ୍ତିର ସ୍ବରରେ ମିଳାଇଥିଲେ ସ୍ବର। ବ୍ଲକ କାର୍ଯ୍ୟାଳୟରେ ବ୍ଲକ ଅଧ୍ୟକ୍ଷ ଅକ୍ଷୟ ବେହେରା…
‘ଆଦୃତ’ରେ ସାମୂହିକ ଜନ୍ମ ଉତ୍ସବ
ଅନୁଗୋଳ ଅଫିସ, ୧୫।୮-ଅନୁଗୋଳ ପଞ୍ଚମହଲାସ୍ଥିତ ଆଦୃତ ଶିଶୁ ସଦନରେ ଗୁରୁବାର ଅନ୍ତେବାସୀ ଶିଶୁମାନଙ୍କ ସାମୂହିକ ଜନ୍ମ ଉତ୍ସବ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଶିକ୍ଷାବିତ୍ ଶ୍ରୀକାନ୍ତ ମିଶ୍ର, ସମ୍ମାନିତ ଅତିଥି ଭାବେ ଜିଲା ଶିଶୁ ମଙ୍ଗଳ କମିଟି ଭାରପ୍ରାପ୍ତ ଅଧ୍ୟକ୍ଷ ଦେବାଶିଷ…
ବିଧାୟକଙ୍କ ସ୍ବାସ୍ଥ୍ୟକେନ୍ଦ୍ର ଗସ୍ତ
ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)- ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୁରୁବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଗସ୍ତ କରିଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ର ପରିସର ଓ ରୋଗୀଙ୍କ ଶର୍ଯ୍ୟା ସଫା ନ ଥିବା ଦେଖି ଉଦ୍ବେଗ ପ୍ରକାଶ କରିଥିଲେ। ପରେ ସେ ରୋଗୀ ଏବଂ ଗର୍ଭବତୀଙ୍କ ସହ ଆଲୋଚନା…
କେଶିଙ୍ଗାରେ ସ୍ବାଧୀନତା ଦିବସ
କେଶିଙ୍ଗା, ୧୫।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେଶିଙ୍ଗା ସହରରେ ଥିବା ବିଦ୍ୟାପୀଠ ଖେଳପଡ଼ିଆଠାରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ନାଗରିକ କମିଟି ପକ୍ଷରୁ ପାଳିତ ହୋଇଯାଇଛି। ଏଥିରେ କଳାହାଣ୍ଡି ଜିଲାର ଉପ ଜିଲାପାଳ ମିର୍ଦ୍ଧା ଟପ୍ନୋ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। କେଶିଙ୍ଗା…
ଉଦଳାରେ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ
ଉଦଳା,୧୫।୮(ଡି.ଏନ୍.ଏ.)- କପ୍ତିପଦା ଉପଖଣ୍ଡସ୍ତରୀୟ ୭୩ ତମ ସ୍ବାଧୀନତା ଦିବସ ଉଦଳା ହାଇସ୍କୁଲ ପଡ଼ିଆରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଉପଜିଲାପାଳ ଭଗବାନ ବେହେରା ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀମାନଙ୍କ ଦ୍ୱାରା ଜାତୀୟ ସଙ୍ଗୀନ ଗାନ…
ଜଙ୍ଗଲ ଜମି ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ
ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ପଥପାର୍ଶ୍ୱ ସେବା କେନ୍ଦ୍ରରେ ଗୁରୁବାର ଅଞ୍ଚଳର ଜନଜାତି ସମ୍ପ୍ରଦାୟର ଲୋକଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଛି। ଏଥିପାଇଁ ସେବାକେନ୍ଦ୍ରରେ ତହସିଲ କାର୍ଯ୍ୟାଳୟ ପକ୍ଷରୁ ୧୧ ଷ୍ଟଲର ବ୍ୟବସ୍ଥା କରାଯାଇଥିଲା। ଏଥିରେ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ମୁଖ୍ୟ ଅତିଥି…
ପୁରୀରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ
ପୁରୀ ଅଫିସ, ୧୫।୮: ପୁରୀ ଶରଧାବାଲିଠାରେ ଗୁରୁବାର ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସକାଳ ୯ଟା ୧୫ରେ ମୁଖ୍ୟଅତିଥିଭାବେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଉପସ୍ଥିତ ହୋଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଏକ ଖୋଲା ଜିପ୍ରେ ମନ୍ତ୍ରୀ ପରେଡ୍…
ସବୁଠି ଉଡ଼ିଲା ତ୍ରିରଙ୍ଗା
ଭୁବନ, ୧୫।୮(ଡି.ଏନ.ଏ.)-ଭୁବନ ଅଞ୍ଚଳର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ପକ୍ଷରୁ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏନ୍ଏସି କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା…
ବିଭିନ୍ନ ସ୍ଥାନରେ ବାଇକ୍ ଦୁର୍ଘଟଣା, ୫ ଆହତ
ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଗୁରୁବାର ବାଇକ୍ ଦୁର୍ଘଟଣାରେ ୫ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଗୁମାନସିଂ ପ୍ରଧାନ, ପୁର୍ଣ୍ଣଚନ୍ଦ୍ର ପ୍ରଧାନ,ନଇମୀ ନାୟକ, ପଦ୍ମନ ଦଣ୍ଡସେନା, ନଇବ ଦିଗାଳ। ଉକ୍ତ ବ୍ଲକ ପରପଙ୍କା ଗ୍ରାମର ଗୁମାନସିଂ, ପୁର୍ଣ୍ଣଚନ୍ଦ୍ର ଏକ…
ଯୁବତୀଙ୍କୁ ବଳାତ୍କାର ଅଭିଯୋଗ
ଭୁବନ, ୧୫।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଆନନ୍ଦପୁର ଗ୍ରାମର ଅମ୍ବୁଜ ମଳିକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ପୋଲିସ ସୂଚନା ଅନୁଯାୟୀ, ଯୁବତୀ ଜଣକ ଟିପିଲେଇ ହାଟଛକକୁ ବୁଧବାର…
କାପୁଡ଼ିଆ ସମାଜ ପାଳିଲା ରକ୍ଷାବନ୍ଧନ ଉତ୍ସବ: ଶୋଭାଯାତ୍ରାରେ ଦୁଲୁକିଲା ସହର
ଭୁବନ, ୧୫।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ କାପୁଡ଼ିଆ ସମାଜ ପକ୍ଷରୁ ଗୁରୁବାର ଧୂମ୍ଧାମରେ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ସଙ୍ଗଠନର କୋଠଘରେ ଆରାଧ୍ୟ ଦେବତା ରାଧାକୃଷ୍ଣ ଏବଂ ମହାପ୍ରଭୁ ବଳରାମଙ୍କୁ ପାରମ୍ପରିକ ନୀତିରେ ପୂଜାର୍ଚ୍ଚନା କରାଯାଇଥିଲା। ଏଥିସହ ଗୋ ମାତାକୁ…
ମହିଳାଙ୍କ ସନ୍ଧେହଜନକ ମୃତ୍ୟୁ, ସ୍ବାମୀ ଅଟକ
ବ୍ରହ୍ମପୁର ଅଫିସ,୧୫।୮-ଗୋଶାଣିନୁଆଗାଁ ଥାନା ନୂଆ ଖଜୁରିଆରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେ ହେଲେ ମଞ୍ଜୁଲତା ଦଳାଇ (୨୨)। ଏ ନେଇ ପୋଲିସ ନଂ. ୧୩/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।…

