ଆମ ଜିଲା ଖବର

ଗୁଳିମାଡ଼ରେ ଜଣେ ଗୁରୁତର

ବାଲେଶ୍ୱର ଅଫିସ,୨୫।୭: ବାଲେଶ୍ୱର ଜିଲା ସହଦେବ ଖୁଣ୍ଟା ଥାନା ଅନ୍ତର୍ଗତ ଆନନ୍ଦ ବଜାରରେ ଗୁରୁବାର ପୂର୍ବାହ୍ନରେ ୬/୭ ଜଣ ଯୁବକ ତେଲେଙ୍ଗାସାହି ଅଞ୍ଚଳର ରୋହିତ ରାଓ(୧୮)ଙ୍କୁ ଗୁଳି କରିବା ସହ କଟୁରିରେ ଆକ୍ରମଣ କରିଥିଲେ। ଏଥିରେ ରୋହିତଙ୍କ ବାମଗୋଡ଼ରେ ଗୁଳି ବାଜିଥିବାବେଳେ…

ଅଙ୍ଗନବାଡ଼ି କେନ୍ଦ୍ର ପରିଦର୍ଶନ କଲେ ତହସିଲଦାର

ଶେରଗଡ଼,୨୫।୭(ଡି.ଏନ.ଏ.): ଗଞ୍ଜାମ ଜିଲାର ଶେରଗଡ଼ ତହସିଲଦାର ଗୁରୁବାର ଦିନ କୁଲାଗଡ଼ ସେକ୍ଟର ଓ ମହୁପଦର ସେକ୍ଟରରେ ଥେିବା ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରଗୁଡିକୁ ଅଚାନକ ପରିଦର୍ଶନ କରିଛନ୍ତି। ତହସିଲଦାର ଡ଼. ଦୟାସିନ୍ଧୁ ପରିଡା ପ୍ରଥମେ ମହୁପଦର ସେକ୍ଟରର କିଛି ଅଙ୍ଗନବାଡ଼ି କେନ୍ଦ୍ର ପରିଦର୍ଶନ…

ଚାଷୀ ଆତ୍ମହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବରଗଡ଼ ଅଫିସ,୨୫।୭: ବରଗଡ଼ ସଦର ଥାନା ଅନ୍ତର୍ଗତ ବୀରମାଲ ନିକଟ ପୋଢ଼ମୁଣ୍ଡା ଗ୍ରାମରେ ବୁଧବାର ରାତିରେ କୀଟନାଶକ ପିଇ ଜଣେ ଯୁବଚାଷୀ ବୈଷ୍ଣବ ଭୁଏ(୨୭) ଆତ୍ମହତ୍ୟା କରଥିବା ଅଭିଯୋଗ ହୋଇଛି। ଫସଲହାନି ସହିତ ଋଣବୋଝ ଚିନ୍ତାରେ ସେ ଆତ୍ମହତ୍ୟା କରିଛନ୍ତି ବୋଲି…

ବଣ୍ଡାଖାଲି ଜଙ୍ଗଲରେ ମାଓବାଦୀ-ଏସ୍‌ଓଜି ଯବାନ ଗୁଳି ବିନିମୟ

ଭବାନୀପାଟଣା/ଲାଞ୍ଜିଗଡ଼, ୨୫।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଜେପୁର ଥାନା ଅନ୍ତର୍ଗତ ବଣ୍ଡାଖାଲି ଜଙ୍ଗଲରେ ବୁଧବାର ସକାଳେ ମାଓବାଦୀ ଓ ଏସ୍‌ଓଜି ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି । ସ୍ଥାନୀୟ ପୋଲିସ ବାରାକ୍‌ଠାରେ…

ଦ୍ୱିତୀୟ ଦିନରେ ବି ଖୋଲିଲାନି ତାଲା, ଗଛ ମୂଳେ ପାଠ ପଢିଲେ ଛାତ୍ରୀଛାତ୍ର

ତଳଗାଁ,୨୫।୭(ଡି.ଏନ.ଏ) ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଗଣ୍ଡାପାଜୁ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ସୁଶାନ୍ତ କୁମାର ବେହେରାଙ୍କୁ ଅନ୍ୟତ୍ର ବଦଳି ପ୍ରତିବାଦରେ ଅଭିଭାବକମାନେ ସ୍କୁଲରେ ପକାଇଥିବା ତାଲା ବନ୍ଦ ଆନ୍ଦୋଳନ ବୁଧବାର ଦ୍ୱିତୀୟ ଦିବସରେ ପହଞ୍ଚିଛି । ଛାତ୍ରୀଛାତ୍ର ସ୍କୁଲକୁ ଆସିଥିବାବେଳେ ତାଲା…

ବିକାଶର ଆଁଖିରେ ବଢ଼ୁଛେ ଆବୁ: ଟଁକା ଯୁଗାଡ଼ ଚିନ୍‌ତାରେ ଗରିବ୍‌ ମା’ବାପ୍‌

କୋକସରା,୨୫।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋତୋମୁଣ୍ଡା ପଁଚେତ୍‌ ଅଧୀନ ଚୋରଣିଦୁଆର ଗାଁର ମଙ୍ଗଲେ ମାଝି ଆର ତ୍ରୀନାଥ ମାଝିକଁର ପୁଓ ବିକାଶ ମାଝି(୫)। ସେ ଜନମ୍‌ ବେଲେ ଠିକ୍‌ଠାକ୍‌ ଥିଲାବେଲେ ପାଖାପାଖି ବଛ୍‌ରେ ହେଲା ତାକର ଭୁଜନି ଆଏଁଖ୍‌ରେ ଗୁଟେ…

ଜମି ଛଡ଼ାଇ ନେଇ ଗାଁରୁ ତଡ଼ି ଦେଲେ

ବରଗଡ଼ ଅଫିସ୍‌,୨୫।୭: ବରଗଡ଼ ଜିଲାର ଉପାନ୍ତ ଅମ୍ବାଭୋନା ଥାନା ଅନ୍ତର୍ଗତ କୁମ୍ଭୋ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗ୍ରାମର ୬ଜଣ ମୁଷ୍ଟିମେୟ ଲୋକ ଭୟଭୀତ କରି ୧୨ ଏକର ଜମି ଛଡ଼ାଇ ନେବା ସହିତ ଗ୍ରାମରୁ ତଡ଼ି…

ବାଟବନା ହେଇଛେ ଆବାସ ଯୋଜନା: ଦଦ୍‌ରା ମାଟି ଖପର ଘରେ ଗରିବ୍‌ ପରିବାର

ଲାଠୋର, ୨୫।୭ (ଡି.ଏନ୍‌.ଏ.): ସରକାର ଗରିବ ଦୁଖି, ବାସହୀନମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଅବାସ, ବିଜୁ ପକାଘର, ମୋ କୁଡ଼ିଆ ଯୋଜନାରେ ସାମିଲ କରି ପକାଘର ଯୁଗେଇ ଦେଉଛନ୍‌। ହେଲେ ଏସ୍‌ଇସିସି ତାଲିକାନେ ଭୁଲଭଟକା ଲାଗି ଅନେକ ଜାଗାରେ ଗରିବ୍‌ ପରିବାରମାନେ…

ସାହାଯ୍‌ ଲାଗି ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀକୁଁ ଗୁହାରି କଲେ ଗାଁବାସୀ: ବୋନମ୍ୟାରୋ ସମସିଆରେ ପୀଡ଼ିତ ମାନସ

ଲୋଇସିଂହା,୨୫।୭ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ହରଭଙ୍ଗା ଗାଁର ବେଣୁଧର ବିଶ୍ୱାଳକଁର ପୁଓ ମାନସ ବିଶ୍ୱାଳ(୭)। ଏହେଦେ ସେ ବୋନମ୍ୟାରୋ ସମସିଆରେ ପୀଡ଼ିତ ଥିଲାବେଲେ ତାକର ଗୁଟେ କିଡ଼୍‌ନୀ ଥିବାର ପରୀକ୍ଷା ନିରୀକ୍ଷାରୁ ଜନାପଡ଼ିଛେ। ଏନ୍‌ତାଥି ତାକର ଚିକିତ୍ସା ଲାଗି…

ବିଶ୍ୱସ୍ତରୀୟ ହେବ ରାୟଗଡ଼ା ଷ୍ଟେଶନ

ରାୟଗଡ଼ା ଅଫିସ, ୨୫ା୭: ରାୟଗଡ଼ା ରେଳଷ୍ଟେଶନ ହେବ ବିଶ୍ୱସ୍ତରୀୟ। ଆସନ୍ତା ସେପ୍ଟେମ୍ବରରେ ଏଥିନିମନ୍ତେ କାର୍ଯ୍ୟ ଆରମ୍ଭ ହେବ। ସେପ୍ଟେମ୍ବର ଶେଷ ସୁଦ୍ଧା ଆଇଏସ୍‌ଓ-୧୪୦୦୧ ସାର୍ଟିଫିକେଟ ହସ୍ତଗତ ହେବା ପରେ ଏହା ଆଗକୁ ଗଡ଼ିବ। ତେବେ ସାର୍ଟିଫିକେଟ ପ୍ରଦାନ ପାଇଁ ବୁଧବାର ରେଳ…

କୁଳସଚିବ, ପରୀକ୍ଷା ନିୟନ୍ତ୍ରକଙ୍କୁ ଘେରିଲେ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିିସ,୨୫ା୭- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନ ଡିଗ୍ରୀ କଲେଜ ଛାତ୍ରୀଛାତ୍ରଙ୍କ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ ପେପର ପରୀକ୍ଷା ଫଳ ବର୍ଷକ ପରେ ବି ପ୍ରକାଶ ପାଇ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଚଳିତ ଶିକ୍ଷାବର୍ଷରେ ସ୍ନାତକୋତ୍ତର, ଏମବିଏ,…

ବନ୍ଧ ପୁନରୁଦ୍ଧାର ନେଇ ଦୁଇଗୋଷ୍ଠୀ ମୁହାଁମୁହିଁ

ଧରାକୋଟ,୨୫ା୭(ଡି.ଏନ.ଏ.)- ଧରାକୋଟ ବ୍ଲକର ବାହାରପୁର ପଞ୍ଚାୟତ ଜଗନ୍ନାଥପୁର ଶାସନ ଗ୍ରାମର ରଙ୍କିବନ୍ଧ ପୁନରୁଦ୍ଧାର କାର୍ଯ୍ୟକୁ ନେଇ ଗ୍ରାମର ଦୁଇଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଗତ ମଙ୍ଗଳବାର ଗଁ।ର ପଶ୍ଚିମ ଦିଗରେ ଥିବା ରଙ୍କିବନ୍ଧରେ ମେଶିନ ଦ୍ୱାରା ପୁନରୁଦ୍ଧାର କାମ ଆରମ୍ଭ ହୋଇଥିଲା। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?