ଆମ ଜିଲା ଖବର

ବ୍ୟାଙ୍କ ମ୍ୟାନେଜର କହି ବୃଦ୍ଧଙ୍କଠାରୁ ଟଙ୍କା ଲୁଟ

ଦିଗପହଣ୍ଡି,୨୫ା୭(ଡି.ଏନ.ଏ.)-ଦିଗପହଣ୍ଡି ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ନିକଟରୁ ବୁଧବାର ସକାଳ ପ୍ରାୟ ସାଢ଼େ ୯ଟାରେ ଲୁଟେରା ଅଭିନବ ଉପାୟରେ ଜଣେ ବୃଦ୍ଧଙ୍କଠାରୁ ଟଙ୍କା ଲୁଟି ଫେରାର୍‌ ହୋଇଯାଇଛନ୍ତିି। ଲୁଟର ଶିକାର ହୋଇଛନ୍ତି ଦିଗପହଣ୍ଡି ଥାନା ନୂଆ ମୌଳାଭଞ୍ଜା ଗ୍ରାମ ଗୋପବନ୍ଧୁ ନଗରର…

ପୋଲିସ,ଅବକାରୀ ବିଭାଗର ମିଳିତ ଚଢାଉ: ମଦ ଜବତ, ୯ ଗିରଫ

ଆସିକା,୨୫ା୭ (ଡି.ଏନ୍‌.ଏ.) – ଆସିକା ଥାନା ଇଲାକାର ବିଭିନ୍ନ ଗ୍ରାମାଞ୍ଚଳରେ ଚାଲିଥିବା ଚୋରା ରନ୍ଧା ମଦ ଭାଟି ଓ ମଦ ଦୋକାନ ଉପରେ ବୁଧବାର ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଥିଲା। ଏହି ଚଢାଉରେ ୧୨୦ ଲିଟର…

ଅଟୋ ଚଳାଇବେ, ପେଟ୍ରୋଲ ପମ୍ପରେ ରହିବେ ମହିଳା

ଛତ୍ରପୁର,୨୫ା୭(ଡି.ଏନ.ଏ.) – ଗଞ୍ଜାମ ଜିଲାରେ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଆହୁରି କ୍ରିୟାଶୀଳ କରିବା ସହ ମହିଳା ସଂଘ ସଦସ୍ୟାମାନଙ୍କୁ ଆମତ୍ନିର୍ଭରଶୀଳ କରାଯିବ। ବୁଧବାର ଏ ନେଇ ଛତ୍ରପୁରସ୍ଥିତ ଡିଆରଡିଏ ସମ୍ମିଳନୀ ଗୃହରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଏକ ବୈଠକ…

ମତ୍ସ୍ୟ ଯାଅଁ।ଳ ବିକ୍ରି ଆରମ୍ଭ:ମାଛ ଚାଷ ପାଇଁ ଏସ୍‌ଏଚ୍‌ଜିକୁ ପ୍ରୋତ୍ସାହନ ମିଳିବ

ଭଞ୍ଜନଗର,୨୫।୭(ଡି.ଏନ୍‌.ଏ.)-ଭଞ୍ଜନଗର ସରକାରୀ ମସତ୍‌ୟ ଯାଅଁ।ଳ ଉପତ୍ାଦନ କେନ୍ଦ୍ରରୁ ଚଳିତ ବର୍ଷ ପାଇଁ ବୁଧବାର ଠାରୁ ବିଭିନ୍ନ କିସମର ଯାଅଁ।ଳ ବିକ୍ରି ଆରମ୍ଭ ହୋଇଛି। ଆସିକା କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ବୀରେନ୍ଦ୍ର କେଶରୀ ଆରୁଖ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯାଅଁ।ଳ…

ଚାଷ ଜମି ଫାଟି ଆଁ, ମରୁଡ଼ି ଆଶଙ୍କା: ଚାଷୀକୂଳ ହତାଶ

ତେଲକୋଇ, ୨୫।୭(ଡି.ଏନ.ଏ.)-ସ୍ବଳ୍ପ ବୃଷ୍ଟି ପାତ ଯୋଗୁଁ ତେଲକୋଇ ବ୍ଲକରେ ଚାଷ ଜମି ଫାଟି ଆଁ କଲାଣି। ଧାନ ରୁଆ, ବିହୁଡା ଠପ ହୋଇଥିବା ବେଳେ ଧାନ ତଳି ହଳଦିଆ ହୋଇ ପଡିଛି। ଶ୍ରାବଣ ମାସ ଆରମ୍ଭ ହୋଇଥିବା ବେଳେ ବର୍ଷା ର…

ହାତୀ ପାଇଁ ରାତି ଅନିଦ୍ରା ଗ୍ରାମବାସୀ

ଚମ୍ପୁଆ,୨୫ା୭(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜରେ ହାତୀ ଉପଦ୍ରବ ଦିନକୁ ଦିନ ବଢି ଚାଲିଥିବା ବେଳେ ବନ ବିଭାଗର ନାଚର ପଣିଆ ଗ୍ରାମବାସୀଙ୍କୁ ରାତ୍ରୀ ଅନିଦ୍ରା ହେବାକୁ ବାଧ୍ୟ କରୁଛି। ବର୍ଷା ଅଭାବରୁ ଚମ୍ପୁଆ ବ୍ଲକରେ ମରୁଡି ଆଶଙ୍କା ଦେଖା ଦେଇଥିବା ବେଳେ ଚାଷୀ ଆତଙ୍କିତ…

ମନଲୋଭା କେନ୍ଦୁଝରର ବଡ଼ି

କେନ୍ଦୁଝର, ୨୫ା୭(ଦୀପକ ମିଶ୍ର): କେନ୍ଦୁଝରର ଓଡ଼ିଶା ପ୍ରସିଦ୍ଧ ବଡ଼ି କଥା କିଏ ନ ଜାଣେ। ଏହି ବଡିକୁ ନେଇ ଆଦର ବଢୁଥିଲେ ମଧ୍ୟ ସେପରି ଭାବେ ସରକାରୀ ଭାବେ ପ୍ରୋତ୍ସାହନ ମିଳୁନାହିଁ। କେନ୍ଦୁଝରରେ ଏହା ପାଇଁ ଏକ ସ୍ବତନ୍ତ୍ର ବଜାର ଟିଏ…

ବିଦ୍ୟାଳୟରେ ଖତ ଖାଉଛି କମ୍ପ୍ୟୁଟର

ଭଦ୍ରକ ଅଫିସ, ୨୫।୭ – ଆଧୁନିକତା ଦୌଡ଼ରେ ଛାତ୍ରୀଛାତ୍ରଙ୍କୁ ତାଳ ଦେଇ ସାମିଲ କରାଇବା ପାଇଁ କମ୍ପ୍ୟୁଟର ପ୍ରଶିକ୍ଷଣ ଶିକ୍ଷା ବ୍ୟବସ୍ଥାର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇପଡ଼ିଛି। ଏଥିପାଇଁ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ନାନା ଉଦ୍ୟମ କରାଯାଉଛି।…

ଶିଶୁ ଓ ମହିଳାଙ୍କ ସୁରକ୍ଷା ଦାବିରେ ବିକ୍ଷୋଭ

ବାରିପଦା ଅଫିସ,୨୫।୭- ରାଜ୍ୟରେ କ୍ରମାଗତ ଭାବେ ଶିଶୁ, ନାବାଳିକା ଓ ନାରୀ ନିର୍ଯାତନା, ବଳାତ୍କାର, ଅପହରଣ ଓ ନିଖୋଜ ଘଟଣା ବଢ଼ି ଚାଲିିଛି। ଏହାର ପ୍ରତିବାଦରେ ତଥା ଶିଶୁ ଓ ମହିଳାଙ୍କ ସୁରକ୍ଷା ଦାବିରେ ରାଜ୍ୟ କଂଗ୍ରେସର ନିର୍ଦ୍ଦେଶ କ୍ରମେ ମୟୂରଭଞ୍ଜ…

ଜୁବୁଲି ପାର୍କରୁ ମୁହଁ ଫେରାଉଛନ୍ତି ଲୋକେ

ବାରିପଦା ଅଫିସ,୨୫।୭- ସହରବାସୀ ନିଜ ବ୍ୟସ୍ତ ବହୁଳ ଜୀବନରୁ କିଛି ସମୟ ପାଇଲେ ବୁଲିବାକୁ ଭଲ ପାଆନ୍ତି। ପ୍ରକୃତିକ ପରିବେଶ ହୋଇଥିଲେ ଲୋକେ ଭିଡ଼ ଜମାଇଥାନ୍ତି। ଲୋକଙ୍କ ଚିତ୍ତବିନୋଦନ ସହିତ ଏଥିରୁ ରାଜସ୍ବ ଆଦାୟ ଲକ୍ଷ୍ୟ ନେଇ ବାରିପଦା ପୌର ପରିଷଦ…

ସମୁଦ୍ରରେ ଡଙ୍ଗା ବୁଡ଼ି ଜଣେ ମତ୍ସ୍ୟଜୀବୀ ନିଖୋଜ, ୩ ଉଦ୍ଧାର

ରୂପ୍‌ସା/ବସ୍ତା,୨୫।୭(ଡି.ଏନ.ଏ./ସ୍ବ.ପ୍ର.)- – ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ବାହାବଳପୁର ନିକଟ ସମୁଦ୍ରରେ ବୁଧବାର ଏକ ଦେଶୀଡଙ୍ଗା ବୁଡ଼ି ଯିବାରୁ ଜଣେ ମତ୍ସ୍ୟଜୀବୀ ନିଖୋଜ ଥିବା ଜଣାପଡ଼ିଛି। ଅନ୍ୟ ୩ ଜଣ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଛି। ଏକ ଦେଶୀ ଡଙ୍ଗାରେ ମାଛ…

ଭିଜିଲାନ୍ସ ଜାଲରେ କୋଟିପତି କିରାଣି: ଏକକାଳୀନ ୫ ସ୍ଥାନରେ ଚଢ଼ାଉ

ଜଳେଶ୍ୱର,୨୫।୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ସହର ନୂଆବଜାର ସ୍ଥିତ ଜଳେଶ୍ୱର ମହିଳା ମହାବିଦ୍ୟାଳୟର ମୁଖ୍ୟ କିରାଣି ତରଣୀ କୁମାର ଭୂୟଁା ଓରଫ୍‌ ମଣ୍ଟୁଙ୍କ ବାସ ଭବନ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ବୁଧବାର ଏକକାଳୀନ ଚଢାଉ କରିଛି। ପ୍ରାୟ ଅଢ଼େଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?