ଜୁବୁଲି ପାର୍କରୁ ମୁହଁ ଫେରାଉଛନ୍ତି ଲୋକେ
ବାରିପଦା ଅଫିସ,୨୫।୭- ସହରବାସୀ ନିଜ ବ୍ୟସ୍ତ ବହୁଳ ଜୀବନରୁ କିଛି ସମୟ ପାଇଲେ ବୁଲିବାକୁ ଭଲ ପାଆନ୍ତି। ପ୍ରକୃତିକ ପରିବେଶ ହୋଇଥିଲେ ଲୋକେ ଭିଡ଼ ଜମାଇଥାନ୍ତି। ଲୋକଙ୍କ ଚିତ୍ତବିନୋଦନ ସହିତ ଏଥିରୁ ରାଜସ୍ବ ଆଦାୟ ଲକ୍ଷ୍ୟ ନେଇ ବାରିପଦା ପୌର ପରିଷଦ…
ସମୁଦ୍ରରେ ଡଙ୍ଗା ବୁଡ଼ି ଜଣେ ମତ୍ସ୍ୟଜୀବୀ ନିଖୋଜ, ୩ ଉଦ୍ଧାର
ରୂପ୍ସା/ବସ୍ତା,୨୫।୭(ଡି.ଏନ.ଏ./ସ୍ବ.ପ୍ର.)- – ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ବାହାବଳପୁର ନିକଟ ସମୁଦ୍ରରେ ବୁଧବାର ଏକ ଦେଶୀଡଙ୍ଗା ବୁଡ଼ି ଯିବାରୁ ଜଣେ ମତ୍ସ୍ୟଜୀବୀ ନିଖୋଜ ଥିବା ଜଣାପଡ଼ିଛି। ଅନ୍ୟ ୩ ଜଣ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଛି। ଏକ ଦେଶୀ ଡଙ୍ଗାରେ ମାଛ…
ଭିଜିଲାନ୍ସ ଜାଲରେ କୋଟିପତି କିରାଣି: ଏକକାଳୀନ ୫ ସ୍ଥାନରେ ଚଢ଼ାଉ
ଜଳେଶ୍ୱର,୨୫।୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ସହର ନୂଆବଜାର ସ୍ଥିତ ଜଳେଶ୍ୱର ମହିଳା ମହାବିଦ୍ୟାଳୟର ମୁଖ୍ୟ କିରାଣି ତରଣୀ କୁମାର ଭୂୟଁା ଓରଫ୍ ମଣ୍ଟୁଙ୍କ ବାସ ଭବନ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ବୁଧବାର ଏକକାଳୀନ ଚଢାଉ କରିଛି। ପ୍ରାୟ ଅଢ଼େଇ…
ମରୁଡ଼ି ବେଳେ ଉଠାସେଚ ପଏଣ୍ଟ ଅଚଳ
ଖଇରା,୨୫।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଡୁଙ୍ଗୁରା ପଞ୍ଚାୟତ ଅଧୀନ ବାରଭାଗିଆ ଗ୍ରାମରେ ଥିବା ୨ଟି ଉଠା ସେଚପଏଣ୍ଟ ଅକାମୀ ହୋଇ ପଡିଛି। ଅନାବୃଷ୍ଟି ସମୟରେ ସେଚ ପଏଣ୍ଟ ଅଚଳ ହେବାରୁ ଶତାଧିକ ଚାଷୀଙ୍କ ଚିନ୍ତା ବଢି ଯାଇଛି। ବିଭାଗୀୟ ଅଧିକାରୀ ସ୍ଥିତି…
ଅଗ୍ନିକାଣ୍ଡ: ୨୦ ବଖରା ଜଳିଗଲା
ଚିକିଟି/ହାତୀଓଟ,୨୫ା୭(ଡି.ଏନ୍.ଏ.)- ଚିକିିଟି ବ୍ଲକ ଚାନ୍ଦପୁର ପଞ୍ଚାୟତ ଆଦିବାସୀ ବାତରଡାପଲ୍ଲୀ ଗ୍ରାମରେ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟି ୮ ଆଦିବାସି ପରିବାରଙ୍କ ୧୬ ବଖରା ଜଳିଯାଇଛି। ସେହିପର ପୋଲସରା ବ୍ଲକ ହାତୀଓଟ ପଞ୍ଚାୟତର ପ୍ରାଣଦେଇପୁର ଗ୍ରାମରେ ବୁଧବାର ଅଗ୍ନିକାଣ୍ଡ ଘଟି ୪ ବଖରା…
ଲାଞ୍ଚ ମାମଲା: ବରିଷ୍ଠ କିରାଣିଙ୍କୁ ୨ ବର୍ଷ ଜେଲ
ଫୁଲବାଣୀ ଅଫିସ, ୨୫ା୭-ଏକ ଲାଞ୍ଚ ମାମଲାର ବିଚାର କରି ବୁଧବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଭଗବାନ ପ୍ରଧାନ ଅଭିଯୁକ୍ତ ବରିଷ୍ଠ କିରାଣିଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା କରିଛନ୍ତି। ଏହା ଅନାଦାୟ…
ପଥର, ବାଲି ଚାଲାଣବେଳେ ୬ ଗାଡ଼ି ଜବତ
ଭଞ୍ଜନଗର,୨୪।୭(ଡି.ଏନଏ): ପଥର, ବାଲି, ଗୋଡ଼ି ବେନିୟମ ଚାଲାଣ ଯୋଗୁ ସରକାର ବିପୁଳ ରାଜସ୍ବ ହରାଉଛନ୍ତି। ବୁଧବାର ଭଞ୍ଜନଗର ତହସିଲ ଓ ଗାଲେରୀ, ଭଞ୍ଜନଗର ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ମିଳିତ ଭାବେ ଚଢ଼ାଉ କରାଯାଇଥିଲା। ଏହି ସମୟରେ ୬ଟି ଗାଡ଼ିରେ ବେନିୟମ…
ମଧ୍ୟାହ୍ନ ଭୋଜନ ତଦାରଖ କଲେ ବ୍ଲକ ଅଧକ୍ଷା, ବିଡ଼ିଓ
ଶେରଗଡ,୨୪ା୭(ଡି.ଏନ୍.ଏ.)- ଶେରଗଡ଼ ବ୍ଲକ ବାଦୁଆ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନରେ ଯାଇ ବୁଧବାର ଶେରଗଡ଼ ବିଡ଼ିଓ ସୁରଞ୍ଜନ କୁମାର ସାହୁ ଓ ବ୍ଲକ ଅଧକ୍ଷା ସାରସ ସ୍ବାଇଁ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାର ତଦାରଖ କରିଥିଲେ। ଛାତ୍ରୀଛାତ୍ର ମାନେ ମଧ୍ୟାହ୍ନ…
ଟ୍ରାକ୍ଟର ଓଲଟି ଶ୍ରମିକ ମୃତ
କ.ନୂଆଗଁା,୨୪ା୭(ଡି.ଏନ୍.ଏ.)-କନ୍ଧମାଳ ଜିଲା ସାରଙ୍ଗ ଗଡ଼ ଥାନା ଅଞ୍ଚଳରେ ବୁଧବାର ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବନେଗଁାର ଜମ୍ବେବ ପ୍ରଧାନ (୨୦)। ଟ୍ରାକ୍ଟରଟି ଗୋଡ଼ି ନେଇ ଗୁଟିଙ୍ଗିଆ ଅଭିମୁଖେ ଯାଉଥିବା ବେଳେ କାଣିବିଡ଼ିକାଠାରେ ଓଲଟିପଡ଼ିଥିଲା। ଏଥିରେ…
ନାରୀ ନିର୍ଯାତନା, ବିପର୍ଯ୍ୟସ୍ଥ ଆଇନଶୃଙ୍ଖଳା ପ୍ରତିବାଦ: କଂଗ୍ରେସର ଗଣଧାରଣା, ପ୍ରତିବାଦ ସଭା
ଭବାନୀପାଟଣା,୨୪।୭(ଡି.ଏନ.ଏ.): ରାଜ୍ୟରେ ନାବାଳିକା ବଳାତ୍କାର, ନାରୀ ନିର୍ଯାତନା ଏବଂ ଆଇନଶୃଙ୍ଖଳା ବିପର୍ଯ୍ୟସ୍ଥ ହୋଇପଡ଼ିଛି। ଏହାର ପ୍ରତିବାଦରେ ବୁଧବାର କଂଗ୍ରେସ ପକ୍ଷରୁ ରାଜ୍ୟ ବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲା ସଦର ମହକୁମାରେ…
ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ଅସଦାଚରଣ ଘଟଣା: ମହାବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ
ଉଦଳା,୨୪ା୭(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଥିବା ଏକ ମହାବିଦ୍ୟାଳୟର ଅଧ୍ୟକ୍ଷ ଜଣେ ଅଧ୍ୟାପିକାଙ୍କୁ ଅସଦାଚରଣ କରିବା ଘଟଣାକୁ ନେଇ ସ୍ଥାନୀୟ ଗ୍ରାମବାସୀ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଅଧ୍ୟାପିକାଙ୍କ ଅଭିଯୋଗ କ୍ରମେ ମଙ୍ଗଳବାର ପୋଲିସ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ…
ଇଣ୍ଟିଗ୍ରେଟେଡ୍ ବିଏଡ୍, ଏମ୍ଏଡ୍ ପାସ୍ ପ୍ରମାଣପତ୍ରକୁ ଅଣଦେଖା: ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ
ବାଲେଶ୍ୱର ଅଫିସ,୨୪।୭: ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ୍ରେ ଇଣ୍ଟିଗ୍ରେଟେଡ୍ ବିଏଡ୍, ଏମ୍ଏଡ୍ ଯୋଗ୍ୟତା ହାସଲ କରିଥିବା ୧୫୦ ଛାତ୍ରୀଛାତ୍ର ଓଟିଇଟି, ସିଟିଇଟି, ଓଏସ୍ଏସ୍ଟିଇଟି, ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟରେ ଶିକ୍ଷକତା ପାଇଁ ଫର୍ମ ପକାଇବାକୁ ଅସମର୍ଥ ହେଉଥିବା ଅଭିଯୋଗ କରିଛନ୍ତି।…

