ଆମ ଜିଲା ଖବର

ଭରତପୁର କୋଇଲା ଖଣିରେ ଅଘଟଣ: ମାଟି ଧସି ଫସିଛନ୍ତି ୨୦ରୁ ଊର୍ଦ୍ଧ୍ୱ ଶ୍ରମିକ

ଅନୁଗୋଳ ଅଫିସ, ୨୪।୭: ତାଳଚେର ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣିରେ ମଙ୍ଗଳବାର ବିଳମ୍ବିତ ରାତିରେ ବ୍ଲାଷ୍ଟିଂ ହେଉଥିବା ବେଳେ ମାଟି ଧସିଯାଇଛି। ଏଥିରେ ମୃତାହତଙ୍କ ସଂଖ୍ୟା ଜଣାପଡ଼ିନାହିଁ। ତେବେ ୮/୧୦ଟି ଭାରିଯାନ ମାଟିରେ ପୋତି ହୋଇଯାଇଥିବା କୁହାଯାଉଛି। ମଙ୍ଗଳବାର ରାତିରେ ୯…

ଦନ୍ତା ହାତୀ ଆକ୍ରମଣରେ ଜଣେ ମୃତ

କେନ୍ଦୁଝର, ୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଭାଜପା (ଭୂୟାଁ ଓ ଜୁଆଙ୍ଗ ପିଢ଼) ରେଞ୍ଚ ଫୁଲଝର ପଞ୍ଚାୟତ ଶଙ୍କରୀ ଗ୍ରାମରେ ଦନ୍ତା ହାତୀ ଆକ୍ରମଣରେ ବୁଧବାର ଭୋରରୁ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିନଦ ଦେହୁରୀ। ମଙ୍ଗଳବାର ବିଳମ୍ବିତ…

ଚିଲିକାରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ: ପେସାଦାର ମତ୍ସ୍ୟଜୀବୀ ମହାସଂଘର ବିରୋଧ

କୃଷ୍ଣପ୍ରସାଦ, ୨୪ା୭(ଡି.ଏନ୍‌.ଏ.)-ପୁରୀ ଜିଲାର କୃଷ୍ଣପ୍ରସାଦ ବ୍ଲକକୁ ୩ ପାର୍ଶ୍ୱରୁ ଚିଲିକା ଏବଂ ଗୋଟିଏ ପାର୍ଶ୍ୱରୁ ବଙ୍ଗପୋସାଗର ଘେରି ରହିଛି। ତେଣୁ ଚିଲିକାକୁ କୃଷ୍ଣପ୍ରସାଦର ଭାତହାଣ୍ଡି ବୋଲି କୁହାଯାଇଥାଏ। ଚିଲିକାରୁ ମାଛ ମାରିବା ଏବଂ ଚିଙ୍ଗୁଡ଼ି ଘେରି ଦ୍ୱାରା ସେମାନେ ଯାହାକିଛି ଅର୍ଥ…

ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ ପ୍ରସ୍ତୁତ ହେଉଛି ଖାଦ୍ୟ: ଅଧିକାଂଶ ଉଦ୍ୟୋଗର ଲାଇସେନ୍ସ ନାହିଁ

ନବରଙ୍ଗପୁର,୨୪।୭(ବି.ପ୍ର.)-ନବରଙ୍ଗପୁର ଜିଲାର ବିଭିନ୍ନ ବ୍ଲକରେ ଉଦ୍ୟୋଗମାନଙ୍କ ଦ୍ୱାରା ନିମ୍ନମାନର ଖାଦ୍ୟ ପ୍ରସ୍ତୁତ କରାଯାଇ ପ୍ୟାକେଟ ଜରିଆରେ ବଜାରରେ ବିକ୍ରି ହେଉଛି। ବିନା ସରକାରୀ ନିୟମରେ ସାରା ଜିଲାରେ ଏହି ଭଳି କ୍ଷୁଦ୍ର ଉଦ୍ୟୋଗ ଗଢି ଉଠିଛି । ଏଗୁଡିକରେ ଅସ୍ବାସ୍ଥ୍ୟକର ପରିବେଶ…

ଭତାରୁ ବଁଚିତ୍‌ ବେଳମତୀ

ଲୋଇସିଂହା,୨୪।୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଁଚେତ୍‌ ସାନଟିକା ଗଁାର ସ୍ବର୍ଗତ ସହଦେବ ନାଏକକଁର ବିଧବା ମାଏକିନା ବେଳମତୀ ନାଏକ(୮୬)। ଆପନେ ଥିଲାବେଲେ ଦୁଇଝନ ଭତାର ଲାଗି ଅନେକ ଥର ପଁଚେତ୍‌ରେ ଆବେଦନ କରି ନିରାଶ ହେଇଥିଲେ। ଆଏଜ୍‌କେ ୫…

ବଲାଙ୍ଗୀର ଜିଲାପାଲକୁଁ ମୁଖ୍ୟମନ୍ତ୍ରୀକଁର ଟ୍ୱିଟ୍‍: ସମସିଆର ସମାଧାନ ଲାଗି ଦେଲେ ନିରଦେଶ

ଲାଠୋର, ୨୪।୭ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ପଁଚେତ୍‌ ସଦର କଲୋନୀପଡ଼ା ଆର ପିପଲବାହାଲ ଗାଁର ଦୁଇଟା ଖବର ଗଲା ୧୯ ଆର ୨୦ ତାରିଖ୍‌ରେ ବାହାରିଥିଲା। ଇ ଖବର ଦୁଇଟାକେ ଗୁରୁତ୍‌ ଦେଇ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର…

ବିଜୁ ପକାଘର ଯୋଜନା ବାଟ୍‌ବନା:୧୦ ବଛର ହେଲା ଗୁହାଲ ପାଲଟିଛେ ଘର

ଦେଓଗାଁ,୨୪ା୭ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ କୁଲୁତାପଡ଼ା ପଁଚେତ୍‌ରେ ରାଏଜ୍‌ ସରକାରକଁର ବିଜୁ ପକାଘର ଯୋଜନା ବାଟବନା ହେଇଥିବାର ଦେଖ୍‌ବାକେ ମିଲିଛେ। ଇ ପଁଚେତ୍‌ର ମୁଣ୍ଡପଲା ଗଁା ନୂଅଁା କଲୋନୀ ଅଏଁଲାପରାର ଝନେ ଲୋକ୍‌ ତାକର ପିଲାଛୁଆ ଧରି ଗାଈ,…

ପାଲଲହଡ଼ାବାସୀଙ୍କୁ ନାଳ ପାଣି ଯୋଗାଣ ଅଭିଯୋଗ

ପାଲଲହଡ଼ା,୨୪ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ସଦର ମହକୁମାବାସୀଙ୍କୁ ସ୍ବଚ୍ଛ ପିଇବା ପାଣି ଯୋଗାଣ ପାଇଁ ନିର୍ମାଣ ହୋଇଥିବା ଜଳଯୋଗାଣ ପ୍ରକଳ୍ପ ଅଚଳ ହୋଇପଡିଛି। ଏକ କମ୍ପାନୀ ପକ୍ଷରୁ ପ୍ରାୟ ଦେଢ କୋଟି ଟଙ୍କା ସହଯୋଗରେ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ଦ୍ୱାରା…

ଅନୁଗୋଳ ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଅନୁଗୋଳ ଅଫିସ, ୨୪।୭-ଅନୁଗୋଳ ବସ୍‌ଷ୍ଟାଣ୍ଡ ନିକଟ ଆହାରକେନ୍ଦ୍ର ପଛପଟେ ଶନିବାର ରାତିରେ ଘଟିଥିବା ନାବାଳିକା ବଳାତ୍କାର ଘଟଣାର ଅଭିଯୁକ୍ତ ଅମଲାପଡ଼ାର ଶିବୁ ପଟ୍ଟନାୟକ(୫୫)ଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ନାବାଳିକାଙ୍କ ମାଇଁ କରିଥିବା ଅଭିଯୋଗ ଆଧାରରେ ନଂ. ୫୫୨/୧୯ରେ ମାମଲା ରୁଜୁ…

ସାଢ଼େ ୩ବର୍ଷରେ ମଲେଣି ୧୦୪

ଢେଙ୍କାନାଳ ଅଫିସ,୨୪।୭-ଢେଙ୍କାନାଳ ଜିଲାରେ ସାପ କାମୁଡ଼ା ମୃତ୍ୟୁସଂଖ୍ୟା ଚିନ୍ତାଜନକ ହୋଇଛି। ଗତ ସାଢ଼େ ୩ବର୍ଷ ମଧ୍ୟରେ ଜିଲାରେ ସାପ କାମୁଡ଼ାରେ ୧୦୪ଜଣଙ୍କ ଜୀବନ ଗଲାଣି। ଗ୍ରାମାଞ୍ଚଳ ଏବଂ ଅପହଞ୍ଚ ଇଲାକାରେ ଏହି ସ୍ଥିତି ଅତ୍ୟନ୍ତ ଉଦ୍‌ବେଗଜନକ ରହିଛି। ସଚେତନତା ଅଭାବ ଏହାର…

ସିକରମାହା ସ୍କୁଲରେ ଟିଜିଟି ଶିକ୍ଷକ ନାହାନ୍ତି: ନବମ,ଦଶମ ଶ୍ରେଣୀ ଛାତ୍ରୀଛାତ୍ର ହଇରାଣ

ଫୁଲବାଣୀ ଅଫିସ,୨୪ା୭-ସରକାର ଅଷ୍ଟମ ଶ୍ରେଣୀ ଥିବା ବିଦ୍ୟାଳୟକୁ ଅପଗ୍ରେଡ କରି ନବମ ଓ ଦଶମ ଶ୍ରେଣୀ ଖୋଲିଛନ୍ତି। ହେଲେ ପିଲାମାନଙ୍କୁ କିପରି ପଢ଼ାଯିବ ତାର ବ୍ୟବସ୍ଥା କରି ନାହାନ୍ତି। ଅର୍ଥାତ ବିଦ୍ୟାଳୟଗୁଡିକରେ ଟିଜିଟି(ହାଇସ୍କୁଲ) ଶିକ୍ଷକ ପଦବୀ ସୃଷ୍ଟି କରି ନାହାନ୍ତି। ଫଳରେ…

୨୦ ହଜାର ଟଙ୍କା ଠକେଇ, ଯୁବକ ଗିରଫ

ଫୁଲବାଣୀ ଅଫିସ, ୨୪ା୭: ନିଜକୁ କାଳିଆ ଏଜେଣ୍ଟ ପରିଚୟ ଦେଇ ଏଟିଏମ୍‌ ବଦଳାଇ ୨୦ ହଜାର ଟଙ୍କା ଜଣେ ଯୁବକ ଲୁଟ୍‌ କରିଛନ୍ତି। ଲୁଟର ଶୀକାର ବ୍ୟକ୍ତି ଘଟଣା ସମ୍ପର୍କରେ ଟାଉନ ଥାନାରେ ଅଭିଯୋଗ କରିବା ପରେ ପୋଲିସ ସମ୍ପୃକ୍ତ ଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?