ଆମ ଜିଲା ଖବର

ମୁକୁଳାପଡ଼ିଛି ନଦୀବନ୍ଧ

ବାଲେଶ୍ୱର ଅଫିସ,୨୩।୭(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲାର ରେମୁଣା ଓ ସଦର ବ୍ଲକ ମଧ୍ୟ ଦେଇ ପ୍ରବାହିତ ବୁଢ଼ାବଳଙ୍ଗ ନଦୀରେ ବନ୍ୟାଜଳ ଅଧିକାଂଶ ବର୍ଷ କୂଳ ଲଂଘୁଛି। ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ବସୁଥିଲେ ବି ଏହାର ସ୍ଥାୟୀ ପ୍ରତିକାର ଲାଗି କୌଣସି…

ବୋଲ୍‌ବମ୍‌ ଧ୍ୱନୀରେ କମ୍ପିଲା ତାରେଶ୍ୱରଦେବ ପୀଠ

ବୋଲଗଡ଼,୨୩ା୭(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବାଙ୍କୋଇସ୍ଥିତ ପ୍ରସିଦ୍ଧ ଶୈବପୀଠ ଶ୍ରୀଶ୍ରୀ ତାରେଶ୍ୱରଦେବଙ୍କୁ ଶ୍ରାବଣ ମାସ ପ୍ରଥମ ସୋମବାର ପ୍ରାୟ ୨ ହଜାରରୁ ଊର୍ଦ୍ଧ୍ୱ କାଉଡ଼ିଆ ଜଳଲାଗି କରିଛନ୍ତିି। ଏହି ଶିବଭକ୍ତଙ୍କ ବୋଲ୍‌ବମ୍‌ ଧ୍ୱନୀରେ ମନ୍ଦିର ପରିସର ପ୍ରକମ୍ପିତ ହେବା ସହ ସ୍ବତନ୍ତ୍ର…

ମ୍ୟୁଟେଶନ ମାମଲାର ଶୁଣାଣି ହେଉନି

ବ୍ରହ୍ମପୁର ଅଫିସ୍‌,୨୩ା୭-ବ୍ରହ୍ମପୁର, କୁକୁଡ଼ାଖଣ୍ଡି ଏବଂ କନିଷି ତହସିଲ୍‌ କାର୍ଯ୍ୟାଳୟରେ ମ୍ୟୁଟେଶନ୍‌ (ଜମି ଦାଖଲ ଖାରଜ)ମାମଲାଗୁଡ଼ିକର ଶୁଣାଣି ହେଉନି ବୋଲି ଅଭିଯୋଗ କରିଛି ଗଞ୍ଜାମ ଓକିଲ ସଂଘ। ସୋମବାର ଏ ନେଇ ସଂଘ ପକ୍ଷରୁ ଏକ ସ୍ମାରକପତ୍ର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ…

ନଦୀରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଫୁଲବାଣୀ ଅଫିସ,୨୩ା୭- ଫୁଲବାଣୀ ନାରାୟଣୀ ମନ୍ଦିର ନିକଟ ସାଲୁଙ୍କି ନଦୀରେ ଭାସୁଥିବା ଜଣେ କଲେଜ ଛାତ୍ରୀଙ୍କ ମୃତଦେହକୁ ସୋମବାର ଉଦ୍ଧାର କରାଯାଇଛି ା ପାରିପାର୍ଶ୍ୱିକ ସ୍ଥିତିକୁ ଲକ୍ଷ୍ୟ କଲେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି। ହେଲେ ମୃତଦେହ…

ବ୍ରହ୍ମପୁର ବଡ଼ ମେଡିକାଲ: ବାୟୋମେଟ୍ରିକ ଉପସ୍ଥାନ ପ୍ରହସନ

ବ୍ରହ୍ମପୁର ଅଫିସ,୨୩ା୭-ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ (ଏମ୍‌କେସିଜି) ଦକ୍ଷିଣ ଓଡ଼ିଶାର ଏକମାତ୍ର ବଡ ହସ୍ପିଟାଲ। ଏହା ଉପରେ ପଡୋଶୀ ଆନ୍ଧ୍ରପ୍ରଦେଶ ଓ ପୁରୀ, ଗଜପତି, କନ୍ଧମାଳ ଏବଂ ଖୋର୍ଦ୍ଧା ଅଞ୍ଚଳର ରୋଗୀମାନେ ନିର୍ଭର କରୁଛନ୍ତି। ଏମ୍‌କେସିଜି ମେଡିକାଲରେ ବୟୋମେଟ୍ରିକ ବ୍ୟବସ୍ଥା…

ନିଶାସକ୍ତ ଶିକ୍ଷକଙ୍କୁ ନିଲମ୍ବନ କଲେ ଜିଲା ଶିକ୍ଷାଧିକାରୀ

ଧରାକୋଟ,୨୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଖଜୁରିପଦା ବିଦ୍ୟାଳୟର ଜଣେ ଶିକ୍ଷକ ନିଶାସକ୍ତ ଅବସ୍ଥାରେ ସ୍କୁଲକୁ ଆସୁଥିବାରୁ ସୋମବାର ତାଙ୍କୁ ନିଲମ୍ବିତ କରାଯାଇଛି। ସେ ହେଲେ ସୀମାଞ୍ଚଳ ଶତପଥୀ। ସେ ଠିକ୍‌ ଭାବେ ପଢ଼ାଇ ପାରୁ ନ ଥିବାରୁ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ…

ପରୀକ୍ଷା ଫଳ ପ୍ରକାଶରେ ଅନିୟମିତତା ଅଭିଯୋଗ

ବ୍ରହ୍ମପୁର ଅଫିସ,୨୩ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ଡିଗ୍ରୀ ମହାବିଦ୍ୟାଳୟ ଯୁକ୍ତ ୩ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ୍‌ ପେପର ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ ହୋଇଥିବା ଅଭିଯୋଗ ହୋଇଛି। ପରୀକ୍ଷାର ବର୍ଷେ ବିତିବା ପରେ ମଧ୍ୟ ଫଳ ପ୍ରକାଶ ପାଇ…

ନବୀକରଣ ନ ହୋଇ ଓଜନ, ମାପ ଯନ୍ତ୍ର ବ୍ୟବହାର:୨ ବ୍ୟାଙ୍କ ଦେଲେ ଜରିମାନା, ଗୋଟିଏକୁ ନୋଟିସ

ଭଞ୍ଜନଗର/ସୋରଡ଼ା,୨୩।୭(ଡି.ଏନ.ଏ)-ଘରୋଇ ଓ ରାଷ୍ଟ୍ରାୟତ ବ୍ୟାଙ୍କଗୁଡ଼ିକରେ ଓଜନ ମାପ ଯନ୍ତ୍ରଗୁଡ଼ିକ ନବୀକରଣ ନ ହୋଇ ବ୍ୟବହାର ହେଉଛି । ସେହିପରି କେତେକ ବ୍ୟାଙ୍କ ଆଇଏସ୍‌ଓ ମାନ୍ୟତାପ୍ରାପ୍ତ ଓଜନ ମାପ ଯନ୍ତ୍ର ବ୍ୟବହାର କରୁନାହାନ୍ତି। ଏ ସମ୍ପର୍କରେ ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜଙ୍କ…

ବ୍ରାହ୍ମଣୀଗାଁ ବନାଞ୍ଚଳରେ ବାଘ ଆତଙ୍କ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୩।୭(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳରେ ଗତ ଦୁଇଦିନ ହେଲା ବାଘ ଆତଙ୍କ ଦେଖାଯାଇଛି। ବାଘକୁ କେହି ଦେଖି ନ ଥିଲେ ମଧ୍ୟ ବନାଞ୍ଚଳ ଅନ୍ତର୍ଗତ ଆଡିଗୁଡ଼ି ଗ୍ରାମ ନିକଟ ସିଆଙ୍ଗାଉଜୁ ପାହାଡ଼ରେ ଶନିବାର ଏକ ବାଛୁରି ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ…

ଗାଁ ମାଟିରୁ ଅର୍ଥ ସାଉଁଟୁଛନ୍ତି ନଡିଆ ତୋଳାଳୀ ବୈକୁଣ୍ଠ

ଓଡ଼ଗାଁ ,୨୩।୭(ଆଦର୍ଶ କୁମାର ପଟ୍ଟନାୟକ)-ଗ୍ରାମର ଅନ୍ୟମାନଙ୍କ ଭଳି ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇ ରୋଜଗାର କରିବାକୁ ଉଚିତ ମନେ କଲେନି ସେ। ଗଁ। ରେ ରହି ଅର୍ଥ ଉପାର୍ଜନ କରି ପରିବାର ସଦସ୍ୟଙ୍କ ସୁଖଦୁଃଖରେ ସାମିଲ ହେବାକୁ ସେ ମନସ୍ଥ…

ସ୍ବଳ୍ପ ବୃଷ୍ଟି, ଚାଷଜମି ଶୁଖିଲା: ମୁଣ୍ଡରେ ହାତଦେଇ ବସିଛି ଚାଷୀ

ରଣପୁର,୨୩ା୭ (ସ୍ବ.ପ୍ର.): ବର୍ଷା ଅଭାବରୁ ରଣପୁର ବ୍ଲକ ଅଞ୍ଚଳରେ ଜମି ଫାଟି ଆଁ କଲାଣି। କେଉଁଠି ବର୍ଷା ପାଇଁ ବେଙ୍ଗ ବିବାହ ତ ଆଉ କେଉଁଠି ଡାଳମାଙ୍କୁଡି ନୃତ୍ୟ କରାଗଲାଣି ା ତଥାପି ଇନ୍ଦ୍ର ଦେବଙ୍କ କୋପ ଚାଷୀଙ୍କ ଉପରୁ ଦୂର…

ବର୍ଷା ପାଇଁ ବେଙ୍ଗ,ବେଙ୍ଗୁଲୀଙ୍କ ପୂଜାର୍ଚ୍ଚନା

ମହାକାଳପଡ଼ା,୨୩ା୭(ଡି.ଏନ୍‌.ଏ.)- ଚଳିତ ବର୍ଷ ମହାକାଳପଡା ବ୍ଲକରେ ଭଲ ବର୍ଷା ନ ହେବାରୁ ଚାଷୀଙ୍କ ଠାରୁ ଆରମ୍ଭ କରି ସମସ୍ତଙ୍କ ଚିନ୍ତା ବଢ଼ିବାରେ ଲାଗିିଛି। ବର୍ଷା ଅଭାବରୁ ଜମିରେ ଗଜା ମରୁଡ଼ି ହେବାର ଆଶଙ୍କା ରହିଛି। ଏନେଇ ମହାକାଳପଡା ବ୍ଲକ ଅନ୍ତର୍ଗତ ବଉଳକଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?