ସ୍କୁଲ ଆସିଲେନି ପିଲା, ବସି ବସି ଫେରିଲେ ଶିକ୍ଷକ
ବନ୍ତଳା, ୨୩।୭ (ଡି.ଏନ୍.ଏ.) ଅନୁଗୋଳ ଜିଲା ଅନ୍ତୁଳିଆ ପଞ୍ଚାୟତ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ସୋମବାର କୌଣସି ଛାତ୍ରୀଛାତ୍ର ଆସି ନ ଥିଲେ। ସ୍କୁଲକୁ ଅଧିକ ୨ଜଣ ଶିକ୍ଷକ ନ ଦିଆଯିବା ପର୍ଯ୍ୟନ୍ତ ଅଭିଭାବକମାନେ ପିଲାଙ୍କୁ ଛାଡ଼ିବେ ନାହିଁ ବୋଲି ପୂର୍ବରୁ ଚେତାବନୀ…
ନୂତନ ଟାଟା ଅଲଟ୍ରା ଟି ୭ ବଜାରରେ
ଅନୁଗୋଳ ଅଫିସ, ୨୩।୭ ଟାଟା ମୋଟର୍ସ ପକ୍ଷରୁ ନୂଆ ଅଲଟ୍ରା ଟି ୭ର ଅନୁଗୋଳ ସହରରେ ବଜାର ପ୍ରବେଶ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଗ୍ରାହକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିରେ ଟାଟାମୋଟର୍ସର ଓଡ଼ିଶା ମୁଖ୍ୟ ଅଭିଶେକ ଗୁପ୍ତା, ପ୍ରଡକ୍ଟ ମ୍ୟାନେଜର ଦୀପଙ୍କର ପାଣ୍ଡେ,…
ଚାଉଳ ମିଳୁଛି, ହିତାଧିକାରୀ ଜାଣିନାହାନ୍ତି : ଲୁଟି ନେଉଛନ୍ତି ରିଟେଲର
ଜଗତ୍ସିଂହପୁର ଅଫିସ,୨୩ା୭: ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ଗରିବ ପରିବାରକୁ ଚାଉଳ, କିରୋସିନ ଆଦି ସାମଗ୍ରୀ ପ୍ରଦାନ ନିମନ୍ତେ ସରକାର ବ୍ୟବସ୍ଥା କରିଛନ୍ତି। ମାତ୍ର ପରିତାପର ବିଷୟ ପ୍ରକୃତ ହିତାଧିକାରୀଙ୍କ ପାଖରେ ଏସବୁ ସାମଗ୍ରୀ ପହଞ୍ଚତ୍ପାରୁନାହିଁ। କେତେକ କ୍ଷେତ୍ରରେ ଗରିବ ହିତାଧିକାରୀଙ୍କ…
ତାଳଚେରରେ ସୁଧୁରୁନି ବିଦ୍ୟୁତ୍ ସେବା
ତାଳଚେର, ୨୩ା୭(ନି.ପ୍ର.) ଏନଜେନରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ମୃତ୍ୟୁ ପରେ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ କର୍ମଚାରୀମାନେ ଚଳାଇଥିବା ଆନ୍ଦୋଳନ ୩ ମାସରେ ପହଞ୍ଚିଲାଣି। ହେଲେ ଏହାର ସମାଧାନ କରାଯାଉ ନ ଥିବାରୁ ତାଳଚେର ଅଞ୍ଚଳର ବିଦ୍ୟୁତ୍ ଉପଭୋକ୍ତାମାନେ ଅକଥନୀୟ…
ଘର ପାଇଁ ୭ ବର୍ଷ ହେଲା ପ୍ରଶାସନ ନିକଟକୁ ଦୌଡୁଛନ୍ତି ବୃଦ୍ଧ
ନବରଙ୍ଗପୁର,୨୩।୭(ବି.ପ୍ର.)- ୭ ବର୍ଷ ତଳେ ନିଆଁ ଲାଗି ଘର ଜଳିଗଲା। ଯେଉଁ ଭଙ୍ଗା ଦଦରା ଘର ଖଣ୍ଡେ ଥିଲା ତାହା ବର୍ଷାରେ ଭାଙ୍ଗିଗଲା। ଘର ଖଣ୍ଡିଏ ପାଇଁ ତତ୍କାଳୀନ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଏକମ୍ବା ଗାଁର…
କୁଜଙ୍ଗରେ ମରୁଡିର ପଦଧ୍ୱନୀ : ତଳିକୁ ଦେଖି ଟଳିପଡ଼ିଲେ ଚାଷୀ
କୁଜଙ୍ଗ,୨୩ା୭(ସ୍ବ.ପ୍ର.): ଶ୍ରାବଣ ମାସ ଆରମ୍ଭ ହୋଇଯାଇଥିଲେ ମଧ୍ୟ ବର୍ଷା ଦେଖାନାହିଁ। ଏଥିଯୋଗୁ ଜଗତ୍ସିଂହପୁର ଜିଲାର ଉପକୂଳ କୁଜଙ୍ଗ ଅଞ୍ଚଳରେ ମରୁଡ଼ିର ପଦଧ୍ୱନୀ ଶୁଣାଗଲାଣି। ବହୁ କଷ୍ଟରେ ଚାଷୀ ଯେଉଁ ତଳି ପକାଇଥିଲେ ବର୍ଷା ଅଭାବରୁ ସେସବୁ ନଷ୍ଟ ହେବାକୁ ବସିଲାଣି। ଏଥିରେ…
ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପ୍ରସ୍ତୁତି, ଅଂଶଗ୍ରହଣକରିବେ ୩୨ ପରେଡ ଦଳ
ଅମରପାଲି, ୨୩।୭(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରସ୍ଥିତ ମୈତ୍ରିସଦନଠାରେ ସୋମବାର ଅପରାହ୍ନରେ ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଉପଜିଲାପାଳ ସୁବ୍ରତ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ତହସିଲଦାର ଖଦାଳ ପାତ୍ର, ଏସଡିପିଓ ଧିରୋଜ…
ସରକାରୀ ମାନ୍ୟତା ମିଳିଲାନି: ବନ୍ଦ ହେଲାଭୀମଭୋଇ ସ୍ବାସ୍ଥ୍ୟକେନ୍ଦ୍ର
ସୋନପୁର,୨୩।୭(ନି.ପ୍ର.) ସୁବର୍ଣ୍ଣପୁର ଜିଲା ସନ୍ଥକବି ଭୀମଭୋଇଙ୍କ ସମାଧି ପୀଠ ଖଲିଆପାଲିଠାରେ ଜନସାଧାରଣଙ୍କ ଉଦ୍ୟମରେ ଚାଲି ଆସିଥିବା ସ୍ବାସ୍ଥ୍ୟକେନ୍ଦ୍ରଟି ଶେଷରେ ବନ୍ଦ ହେଲା। ଦେଢ ମାସ ହେଲା ସ୍ବାସ୍ଥ୍ୟକେନ୍ଦ୍ରକୁ ଆଉ ଡାକ୍ତର, ଫାର୍ମାସିଷ୍ଟ କିମ୍ବା ସ୍ବାସ୍ଥ୍ୟ କର୍ମଚାରୀ ଆସୁନାହାନ୍ତି। ଔଷଧ ମଧ୍ୟ ଆଉ…
ଜଳିଗଲାଣି ଧାନଗଛ, ଚିନ୍ତାରେ ଚାଷୀ
ଉଲୁଣ୍ଡା, ୨୩ା୭ (ଡି.ଏନ.ଏ.) ଶ୍ରାବଣ ମାସର ଆଦ୍ୟ ଚଉଠି, ଚାରିଦିଗୁ ମେଘ ଆସିବ ଘୋଟି। ଫେଲ ମାରିଲା ଏହି ଖନା ବଚନ। ଚଳିତ ବର୍ଷ ଶ୍ରାବଣ ମାସର ଆଦ୍ୟ ଚଉଠି ଗତ ଶନିବାର ଦିନଠାରୁ ୩୯ ଡିଗ୍ରୀ ତାପମାତ୍ରା ଉପରେ ସିଝୁଛି…
ଚମରାବାହାଲ ମାଲିଆ ହତ୍ୟାକାଣ୍ଡ , ୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ
ବୌଦ୍ଧ,୨୩।୭(ସ୍ବ.ପ୍ର.) ବୌଦ୍ଧ ଜିଲା ଅତିରିକ୍ତ ଜିଲା ଦୌରାଜଜ ସତ୍ୟନାରାୟଣ ଷଡଙ୍ଗୀ ଏକ ହତ୍ୟା ମାମଲାର ବିଚାର କରି ସୋମବାର ୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେବାସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ସେମାନେ ହେଲେ ମନମୁଣ୍ଡା ଥାନା…
ପାଉଚ ମଦରେ ନିଆଁ ଲଗାଇଲେ ମହିଳା
ବୌଦ୍ଧ, ୨୩।୭.(ସ୍ବ.ପ୍ର.)-ବୌଦ୍ଧ ଜିଲାରେ ମହିଳାମାନେ ମଦ ବିରୋଧୀ ଆନ୍ଦୋଳନ କରିଛନ୍ତି। ଜିଲାରେ ବହୁ ସଂଖ୍ୟାରେ କୁଚିଆ ମଦ ଦୋକାନ ଖୋଲାଯାଇ ଦେଶୀ, ବିଦେଶୀ ମଦ ବିକ୍ରି କରାଯାଉଛି। ହେଲେ ଜିଲା ଅବକାରୀ ବିଭାଗ ଓ ପୋଲିସ ପ୍ରଶାସନ ନାମକୁ ମାତ୍ର ମଦ…
ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର
ଖଲ୍ଲିକୋଟ,୨୨।୭(ଡି.ଏନ.ଏ.)-ଖଲ୍ଲିକୋଟ ଥାନା ମଥୁରା ଓ ଭରସା ଗ୍ରାମ ମଧ୍ୟ ଭାଗରେ ଥିବା ଏକ ବ୍ରିଜ ତଳୁ ସୋମବାର ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି। ବ୍ରିଜ ତଳେ ମୃତ ଶିଶୁକନ୍ୟା ପଡ଼ି ରହିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ। ଖଲ୍ଲିକୋଟ…

