ବାଉରୀଯୋର ପୋଲ ଉପରେ ୭ଫୁଟ ପାଣି: ବୀରମହାରାଜପୁରରୁ ରେଢ଼ାଖୋଲ, ବୌଦ୍ଧକୁ ଯୋଗାଯୋଗ ବିଚ୍ଛିନ୍ନ
ଅମରପାଲି, ୧୩।୮(ଡି.ଏନ.ଏ.): ବୀରମହାରାଜପୁର-ରେଢ଼ାଖୋଲ ରାସ୍ତାର ପିତାମହୁଲ ନିକଟ ବାଉରୀଯୋର ପୋଲ ଉପରେ ପ୍ରାୟ ୭ଫୁଟ ପାଣି ଜମି ପ୍ରବାହିତ ହେଉଥିବାରୁ ଉକ୍ତ ବାଟ ଦେଇ ଯାତାୟତ ବ୍ୟାହତ ହୋଇଛି। ଫଳରେ ବୀରମହାରାଜପୁରରୁ ରେଢ଼ାଖୋଲ ଓ ବୌଦ୍ଧକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି। ଉପରମୁଣ୍ଡରେ…
ଅନ୍ଲାଇନ୍ ଶପିଂ ସଂସ୍ଥା ଗାଡ଼ିରୁ ପାର୍ସଲ ଲୁଟ୍ ଘଟଣା: ପୋଲିସ ଜାଲରେ ଲୁଟେରା ଗ୍ୟାଙ୍ଗ୍, ମୋବାଇଲ ଟ୍ରାକିଂରୁ ଧରାପଡ଼ିଲେ
କାମାକ୍ଷାନଗର, ୧୩।୮(ଡି.ଏନ୍.ଏ.)-ଅନ୍ଲାଇନ ଶପିଂ ସଂସ୍ଥାର ପାର୍ସଲ ଭ୍ୟାନ୍ରୁ ସାମଗ୍ରୀ ଲୁଟ୍ ମାମଲାରେ ସମ୍ପୃକ୍ତ ଲୁଟେରା ଗ୍ୟାଙ୍ଗ୍ର ୩ ସଦସ୍ୟଙ୍କୁ ମୋବାଇଲ ଟ୍ରାକିଂ କରି କାବୁ କରିଛି କାମାକ୍ଷାନଗର ପୋଲିସ। ସେମାନେ ହେଲେ କଙ୍ଗେଇଲୋ ଗ୍ରାମର ବିକାଶ ମଲ୍ଲିକ (୨୦), ଜଗନ୍ନାଥପୁର ଗ୍ରାମର…
ବାରୁଆଁ ଗାଁରୁ ଭାଲୁ ଛୁଆ ଉଦ୍ଧାର
ଆନନ୍ଦପୁର,୧୩।୮(ସ୍ବ.ପ୍ର.)-ଆନନ୍ଦପୁର ବ୍ଲକ କଂଟିପାଳ ପଞ୍ଚାୟତ ବାରୁଆଁ ଗ୍ରାମରୁ ମଙ୍ଗଳବାର ଏକ ଭାଲୁ ଛୁଆ ଉଦ୍ଧାର ହୋଇଛି। ସ୍ଥାନୀୟ ଜଙ୍ଗଲରୁ ଭାଲୁ ଛୁଆଟି ଗ୍ରାମ ମଧ୍ୟକୁ ପଶିଆସିଥିଲା। ଆଉ ଫେରିପାରି ନ ଥିଲା। ଗ୍ରାମର ଲୋକେ ଭାଲୁ ଛୁଆକୁ ସୁରକ୍ଷିତ ରଖି ବନ…
ମରୁଡ଼ି ଘୋଷଣା ଦାବିରେ ଗଣଆନ୍ଦୋଳନ
ବାଲିଆପାଳ,୧୩।୮(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ସମେତ ବସ୍ତା, ଜଳେଶ୍ୱର, ଭୋଗରାଇ ବ୍ଲକ ଏବଂ ବାଲେଶ୍ୱର ଜିଲାକୁ ମରୁଡି ଅଞ୍ଚଳ ଘୋଷଣା ଦାବିରେ ଚାଷୀ ଏକତା ମଞ୍ଚ ଏବଂ ସୂଚନା ଅଧିକାର ସଂଘ ପକ୍ଷରୁ ବାଲିଆପାଳ ତହସିଲ ସମ୍ମୁଖରେ ଗଣଆନ୍ଦୋଳନ ଓ ପ୍ରତିବାଦ ସଭା ଅନୁଷ୍ଠିତ…
ଭୋଗରାଇ ଥାନା ଆଗରେ ଡିଏସ୍ଓର ବିକ୍ଷୋଭ
ଭୋଗରାଇ,୧୩।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ସମ୍ମୁଖରେ ଡିଏସ୍ଓ ପକ୍ଷରୁ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନିକଟରେ ତାଳସାରୀ ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ନିର୍ଯାତନା ଦେବା ଓ ଅଶ୍ଳୀଳ ଭିଡ଼ିଓ ଭାଇରାଲ କରି ବ୍ଲାକମେଲ କରିବା ଦୁର୍ବୃତ୍ତଙ୍କୁ ଅବିଳମ୍ବେ ଗିରଫ କରି କାର୍ଯ୍ୟାନୁଷ୍ଠାନ…
ଫାଇନାନ୍ସ କର୍ମଚାରୀଙ୍କଠାରୁ ୧.୧୮ ଲକ୍ଷ ଲୁଟ୍ ଅଭିଯୋଗ
ରୂପ୍ସା,୧୩।୮(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ନଗ୍ରମ ସ୍କୁଲଛକଠାରେ ସୋମବାର ଏକ ଫାଇନାନ୍ସ କମ୍ପାନୀର କର୍ମଚାରୀଙ୍କଠାରୁ ୧ଲକ୍ଷ ୧୮ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା (ନଂ. ୨୫୭/୧୯) ରୁଜୁକରି ତଦନ୍ତ ଜାରି ରଖିଛି। ତେବେ…
କୋରାପୁଟ ଜିଲାରେ ୬୩୫ ମିଲିମିଟର ବର୍ଷା ରେକର୍ଡ: କୋଟପାଡ଼ ବ୍ଲକରେ ସର୍ବାଧିକ
କୋରାପୁଟ,୧୩।୮(ସ୍ବ.ପ୍ର): ୨ ଦିନ ହେବ ବର୍ଷା ଲାଗି ରହିଥିବା ବେଳେ କୋରାପୁଟ ଜିଲାରେ ମଙ୍ଗଳବାର ୬୩୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। କୋଟପାଡ଼ ବ୍ଲକରେ ସର୍ବାଧିକ ୧୨୫ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାଯାଇଛି ା ସେହିପରି…
ତ୍ରିରଙ୍ଗା ତଳେ ପକାଇବାକୁ ନେଇ ଉତ୍ତେଜନା: ପିଏନ୍ କଲେଜରେ ଏବିଭିପିର ଧାରଣା
ଖୋର୍ଦ୍ଧା ଅଫିସ,୧୩।୮: ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)ର ତ୍ରିରଙ୍ଗା ଯାତ୍ରାବେଳେ ତ୍ରିରଙ୍ଗାକୁ ତଳେ ପକାଇବାକୁ ନେଇ ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ଉତ୍ତେଜନା ଦେଖାଦେଇଛି। ତ୍ରିରଙ୍ଗାର ଅପମାନ ପ୍ରତିବାଦରେ ଏବିଭିପି ପକ୍ଷରୁ ଧାରଣା ଚାଲୁରହିଛି। ଏ ନେଇ ବିଜୁ ଛାତ୍ର…
ବାରୁଆଁରୁ ଭାଲୁ ଛୁଆ ଉଦ୍ଧାର
ଆନନ୍ଦପୁର,୧୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତ ବାରୁଆଁ ଗ୍ରାମରୁ ମଙ୍ଗଳବାର ଏକ ଭାଲୁ ଛୁଆ ଉଦ୍ଧାର କରାଯାଇଛି। ସ୍ଥାନୀୟ ଜଙ୍ଗଲରୁ ଭାଲୁ ଛୁଆଟି ଗ୍ରାମ ମଧ୍ୟକୁ ପଶିଆସିଥିବ ବେଳେ ଆଉ ଫେରିପାରି ନ ଥିଲା। ଗ୍ରାମ ଲୋକେ ଭାଲୁ…
ବନ୍ୟା ଘେରରେ ବଲାଙ୍ଗୀର ସହର: ୧ ହଜାର ଲୋକ ସ୍ଥାନାନ୍ତରିତ; ତଦାରଖ କରୁଛନ୍ତି ଜିଲାପାଳ, ଏସ୍ପି
ବଲାଙ୍ଗୀର ଅଫିସ, ୧୩।୮: ଲଗାଣ ବର୍ଷାରେ ବଲାଙ୍ଗୀର ସହର ଉବୁଟୁବୁ ହେଉଛି । ବନ୍ୟା ଜଳରେ ସମଗ୍ର ସହର ଭାସମାନ ଅବସ୍ଥାରେ। ପରିସ୍ଥିତି ଅନୁଧ୍ୟାନକରି ଜିଲାପାଳ ଅରିନ୍ଦମ ଡାକୁଆ ଜରୁରୀ ବୈଠକ ଡାକିଛନ୍ତି। ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ଡିଆର୍ଡିଏ ପିଡି…
ସଶସ୍ତ୍ର ଡକାୟତି: ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ନଗଦ ଟଙ୍କା, ୨ ବାଇକ ଲୁଟ୍
ଓଡ଼ଗାଁ, ୧୩।୮(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅନ୍ତର୍ଗତ ଗୋଠଣ ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ୪ରୁ ୫ ଡକାୟତ ଗାଁ ମୁଣ୍ଡରେ ରହୁଥିବା ଭଗବାନ ଷଡ଼ଙ୍ଗୀଙ୍କ ଘରେ ପଶି ପରିବାରଙ୍କୁ ବନ୍ଧୁକ ଓ ମାରଣାସ୍ତ୍ର…
ପୋଲିସ ଏଆଇଜି ହେଲେ ସୁଶୀଲ ମିଶ୍ର
ଭବାନୀପାଟଣା,୧୩।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସୁଶୀଲ ମିଶ୍ରଙ୍କୁ କଟକ ମୁଖ୍ୟାଳୟରେ ପୋଲିସ ଏଆଇଜି ଭାବରେ ମଙ୍ଗଳବାର ପଦୋନ୍ନତି ମିଳିଛି। ଗୃହ ବିଭାଗର ଚିଠି ନଂ. ୩୫୪୪୩/୮/୮/୨୦୧୯ରୁ ଏହା ଜଣାପଡିଛି। ତେବେ ପୂର୍ବରୁ ସୁଶୀଲ ଭୁବନେଶ୍ୱର ପୋଲିସ କମ୍ପ୍ୟୁଟର ବିଭାଗ ଏସ୍ପି…

