ଆମ ଜିଲା ଖବର

ନାବାଳିକା ବଳାତ୍କାର ମାମଲା : ଦୋଷୀଙ୍କୁ ୧୦ ବର୍ଷ କାରାଦଣ୍ଡ

ଭଦ୍ରକ ଅଫିସ, ୨୦।୭ – ଶନିବାର ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ବିଚାରପତି ସାହା ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତ ମାଝୀଙ୍କୁ ୧୦ ବର୍ଷ କାରାଦଣ୍ଡ ସହ ୧ ଲକ୍ଷ ଟଙ୍କା ଜରିମାନା ଶୁଣାଣି କରିଛନ୍ତି।…

ସୁରକ୍ଷାକର୍ମୀଙ୍କୁ ମାଡ଼, ମାମଲା ରୁଜୁ

ଯୋଡ଼ା,୨୦।୭(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ା ସହରର ହୁଡିସାହିଠାରେ ରହୁଥିବା ସୁରକ୍ଷାକର୍ମୀଙ୍କ ସହଯୋଗୀମାନେ ମାଡ଼ ମାରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗରୁ ଜଣାପଡ଼ିଛି ଯେ, ଏକ ସିକ୍ୟୁରିଟି ସଂସ୍ଥାରେ ସୁରକ୍ଷାକର୍ମୀ ଭାବେ କାର୍ଯ୍ୟ କରୁଥିବା ରାମ୍‌ ଗତ ଜୁନ୍‌…

କଲ୍ୟାଣ ମଣ୍ଡପକୁ ବିଶ୍ୱବିଦ୍ୟାଳୟ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ

ବ୍ରହ୍ମପୁର ଅଫିସ,୨୦।୭ : ଗଞ୍ଜାମ ଜିଲା ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ସହର ଉପକଣ୍ଠ କନିସିସ୍ଥିତ ଏକ କଲ୍ୟାଣ ମଣ୍ଡପକୁ ସ୍ଥାନାନ୍ତର ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଯାଇଛି। ଗାଡ଼ିରେ ବିଶ୍ୱବିଦ୍ୟାଳୟର ଆସବାବପତ୍ର ଏବଂ ଅନ୍ୟାନ୍ୟ ଜିନିଷ ଶନିବାର ସ୍ଥାନାନ୍ତର କରାଯାଇଛି। ୨୦୧୫…

ପୃଥକ ଦୁର୍ଘଟଣା: ୨ ମୃତ

ବ୍ରହ୍ମପୁର ଅଫିସ, ୨୦।୭: ବାଇକରୁ ଖସି ପୃଥକ ଘଟଣାରେ ୨ ଜଣଙ୍କର ଏମ୍‌କେସିଜି ମେଡିକାଲରେ ମୃତ୍ୟୁ ଘଟିଛି। ସେମାନେ ହେଲେ ଦିଗପହଣ୍ଡି ଥାନା ଅନ୍ତର୍ଗତ କୃଷ୍ଣକୃପାମୟପୁର ଗ୍ରାମର ବାଙ୍କି ଦଳାଇ(୫୫) ଓ ସଦର ଥାନା ଅନ୍ତର୍ଗତ ଚଣ୍ଡୀପଦର ଗାଁର ମଞ୍ଜୁ ଦାସ(୪୫)।…

ବିଷପାନ କରିଥିବା ବୃଦ୍ଧାଙ୍କ ଚିକିତ୍ସାଧୀନ ଅବସ୍ଥାରେ ଜୀବନ ଗଲା

ବ୍ରହ୍ମପୁର ଅଫିସ, ୨୦।୭: ଗଞ୍ଜାମ ଜିଲା ଏମ୍‌କେସିଜି ମେଡିକାଲରେ ବିଷ ପିଇ ଚିକିତ୍ସାଧୀନ ଥିବା ଜଣେ ବୃଦ୍ଧାଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ଫୁଲବାଣୀ ସଦର ଥାନା ଅନ୍ତର୍ଗତ ପିଶୁପଦର ଗାଁର କଳ୍ପନା କହଁର (୬୨)। ପ୍ରକାଶ ଯେ, କଳ୍ପନାଙ୍କର…

ଭାଣିଜୀ କାଠଫାଳିଆ ମାଡ଼ରେ ମାମୁଙ୍କ ମୃତ୍ୟୁ: ଭାଣିଜୀ ଗିରଫ

ବାଲେଶ୍ୱର ଅଫିସ,୨୦।୭: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଧୀନ ସାହାଦା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଭାଣିଜୀ କାଠଫାଳିିଆ ମାଡ଼ରେ ମାମୁଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ମାମୁ ତେଲି ସିଂ(୪୫) ଓ ଭାଣିଜୀ ଗୁରୁବାରି(୩୨)ଙ୍କ ମଧ୍ୟରେ…

ଧୂପକାଠି ନିଆଁରୁ ଜଳିଗଲା ପିବିସି ପାଇପ

ବ୍ରହ୍ମପୁର ଅଫିସ,୨୦। ୭: ଗଞ୍ଜାମ ଜିଲା ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଶଶିଭୂଷଣ ମହିଳା ମହାବିଦ୍ୟଳୟ ପାର୍ଶ୍ୱରେ ଥିବା ପୁରୁଣା ଖ୍ରୀଷ୍ଟିୟାନ ସାହିରେ ରଖାଯାଇଥିବା ପିବିସି ପାଇପ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ…

ନିର୍ମାଣ ହେବ ଦ୍ୱିତୀୟ ବ୍ରାହ୍ମଣୀ ସେତୁ: ଦାଣ୍ଡିଆପାଲ୍ଲୀରେ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ

ରାଉରକେଲା ଅଫିସ,୨୦।୭: ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ଦାଣ୍ଡିଆପାଲ୍ଲୀଠାରେ ଶନିବାର ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ଜମି ଅଧିଗ୍ରହଣ ନିମନ୍ତେ ପଦକ୍ଷେପ ନିଆଯାଇଛି। ଉତ୍ତେଜନା ଆଶଙ୍କାରେ ଘଟଣାସ୍ଥଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ତେବେ ପ୍ରାୟ ୮ ଏକର ଜମି ଅଧିଗ୍ରହଣ…

ଶିଶୁକନ୍ୟାର ମୃତଦେହରୁ ଆଖି ଗାଏବ ଘଟଣା: ଖୋଳତାଡ଼ ଆରମ୍ଭ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ଚାଲିଛି ଆଲୋଚନା

ଅନୁଗୋଳ ଅଫିସ,୨୦।୫: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପରିଚାଳନାଗତ ଅବ୍ୟବସ୍ଥା ଯୋଗୁ ଜଣେ ୪ ବର୍ଷର ଶିଶୁକନ୍ୟା ପ୍ରୀତି ଗୋଚ୍ଛାୟତଙ୍କ ମୃତଦେହରୁ ଦୁଇ ଆଖି ଗାଏବ ହେବା ନେଇ ଶୁକ୍ରବାର ଅଭିଯୋଗ ହୋଇଥିଲା। ତେବେ ଶନିବାର ଚିକିତ୍ସାଳୟରେ ସ୍ବାସ୍ଥ୍ୟ ଓ ପରିବାର…

ଚତୁର୍ଥଦିନରେ ସେବା ମହାବିଦ୍ୟାଳୟ ଛାତ୍ରଙ୍କ ଧାରଣା

ବ୍ରହ୍ମପୁର ଅଫିସ,୨୦।୭: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ପରିସରରେ ଥିବା ସେବା ମହାବିଦ୍ୟାଳୟ ଛାତ୍ରଙ୍କ ଧାରଣା ଶନିବାର ଚତୁର୍ଥ ଦିନରେ ପହଞ୍ଚିଛି। ନୂତନ ଭାବେ ନିର୍ମିତ ଛାତ୍ରାବାସରେ ଛାତ୍ରଙ୍କୁ ରହିବାକୁ ଅନୁମତି ଦାବିନେଇ ଉଭୟ ଛାତ୍ରୀଛାତ୍ର…

ଖବରଦାତାଙ୍କୁ ଆକ୍ରମଣ ଘଟଣା: ବ୍ରହ୍ମପୁର ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନିନ୍ଦା

ବ୍ରହ୍ମପୁର ଅଫିସ,୨୦।୭: ରାଜ୍ୟର ବିଭିନ୍ନ ସ୍ଥାନରେ ଗତ କିଛିଦିନ ହେବ ଖବରଦାତାଙ୍କ ଉପରେ ବାରମ୍ବାର ଆକ୍ରମଣ ହେଉଛି। ଏହାକୁ ବ୍ରହ୍ମପୁର ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦୃଢ଼ ନିନ୍ଦା କରାଯିବା ସହ ଶନିବାର ସ୍ଥାନୀୟ ଏନ୍‌ଜିଓ ହଲ୍‌ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…

ଧରିତ୍ରୀରେ ଖବର ପ୍ରକାଶିତ ହେବାପରେ ଚେତିଲା ପୂର୍ତ୍ତ ବିଭାଗ: ରାତିଅଧିଆ ରାସ୍ତା ମରାମତି କାର୍ଯ୍ୟ ଶେଷ

ଦାରିଙ୍ଗବାଡ଼ି,୨୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି-ବ୍ରାହ୍ମଣୀଗାଁକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ଦବି ଯାତାୟାତରେ ସମସ୍ୟା ହେଉଥିଲା। ତେବେ ରାସ୍ତା ମରାମତି ଦିଗରେ ବିଭାଗ ପଦକ୍ଷେପ ନେବା ବଦଳରେ ବର୍ଷା ଛାଡ଼ିଲେ ମରାମତି କରାଯିବ ବୋଲି କହିଥିଲା। ଏ ନେଇ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?