ଆମ ଜିଲା ଖବର

ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା ଯୋଜନା ପ୍ରଶିକ୍ଷଣ କମିଟି ବୈଠକ: ‘କର୍ମଠ ହୁଅ, ବିପର୍ଯ୍ୟୟ ମୁକାବିଲା କର’

ଢେଙ୍କାନାଳ ଅଫିସ, ୨୦ା୭ – ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା କମିଟି ସଦସ୍ୟମାନେ ଉତ୍ସାହୀ, ଦକ୍ଷ, କର୍ମଠ ହେଲେ ପ୍ରାକୃତିକ ବିପତ୍ତିର ସଫଳ ମୁକାବିଲା କରାଯାଇପାରିବ। ସମସ୍ତେ ସଚେତନ ହୋଇ ସହଯୋଗିତା ଭିତ୍ତିରେ କାର୍ଯ୍ୟକଲେ ଧନଜୀବନର ସୁରକ୍ଷା କରାଯାଇପାରିବ ବୋଲି କହିଛନ୍ତି ଢେଙ୍କାନାଳ…

ଆତ୍ମହତ୍ୟା କରିଥିବା ଯୁବଚାଷୀଙ୍କ ଘରେ: ପହଞ୍ଚତ୍ଲେ କୃଷି ଉପନିର୍ଦ୍ଦେଶକ

ବଲାଙ୍ଗୀର ଅଫିସ, ୨୦ା୭ ବର୍ଷାଭାବରୁ ଚାଷ ଉଜୁଡି ଯିବାରୁ ବଲାଙ୍ଗୀର ସଦର ବ୍ଳକ ବରକାନୀ ଗଁାର ଯୁବଚାଷୀ ଭକ୍ତବନ୍ଧୁ ଦଣ୍ଡସେନା ବିଷପାନ କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ା ଏଭଳି ଅଭିଯୋଗ ପରେ ଜିଲା କୃଷି ଉପନିର୍ଦ୍ଦେଶକ ଶ୍ରୀଧର ଦାସ…

ବଜ୍ରପାତରେ ୩ କୃଷି ଶ୍ରମିକ ଗୁରୁତର

ସରଣ୍ଡା,୨୦।୭(ଡି.ଏନ.ଏ) ବରଗଡ଼ ଜିଲାର ଅତାବିରା, ବରଗଡ଼ ସମେତ ବିଭିନ୍ନ ସ୍ଥାନରେ ଶୁକ୍ରବାର ସନ୍ଧ୍ୟାରେ ଝଡ଼ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା । ବଜ୍ରପାତରେ ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ ଖଇରପାଲି ଗ୍ରାମର ୩ ମହିଳା କୃଷିଶ୍ରମିକ ଆହତ ହୋଇଛନ୍ତି। ସେମାନେ ହେଲେ ଏହି…

ହୃଦରୋଗ ଚିକିତ୍ସା ପାଇଁ ୪୩ ଶିଶୁ ଭୁବନେଶ୍ୱର ଗଲେ

ବରଗଡ଼ ଅଫିସ୍‌,୨୦।୭ ବରଗଡ଼ ଜିଲାର ୪୩ଜଣ ଶିଶୁଙ୍କୁ ହୃଦରୋଗ ଚିକିତ୍ସା ପାଇଁ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଶ୍ରୀ ସାଇ ଜନନୀ କ୍ୟାମ୍ପସକୁ ପ୍ରେରଣ କରାଯାଇଛି । ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ୬, ଝାରବନ୍ଧ ୫, ପାଇକମାଳ ୮, ଗାଇସିଲେଟ ୪,…

ଚିକିସତ୍ା ଲାଗି ଟଁକା ଅଭାବ୍‌:୩ ବଛର ହେଲା ଖଟେ ପଡ଼ିଛନ୍‌ ପକ୍ଷାଘାତ ରୁଗୀ

ଲାଠୋର, ୨୦ା୭ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର କଲୋନୀ ପଡ଼ାର ରୁକୁରାମ ତାଣ୍ଡି(୫୦)। ମାଏକିନା ନୃଜ୍ୟ, ଝି’ ଶିବାନୀ ଆର ପୁଓ ଲଲିତକେ ନେଇ ତାକର ପରିବାର। ଫିଦିନ୍‌ ଜଂଗଲୁ ଜାଲନି କାଠ୍‌ ଆନି ବିକାଭଂଗା କରି ଯାହା…

ମାନବିକତା ଦେଖାଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ: ଏନ୍‌ଆରସିରେ ଭରତି ହେବେ ଚନ୍ଦ୍ରକାନ୍ତ

ଲୋଇସିଂହା,୨୦।୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ଗଁାର ନିସାହା ବିଧବା ମହିଲା ପୁଷ୍ପକାନ୍ତି ଆର ତାକର ପୁଓ ଚନ୍ଦ୍ରକାନ୍ତକୁଁ ବିଙ୍ଗ ହ୍ୟୁମାନ ଫାଉନଣ୍ଡେସନ ସାହାଯ୍‌ର ହାତ ବଢ଼େଇଛେ। ଶୁକୁରବାର ସଂଗଠନର ସଦସିଅମାନେ ମା’ପୁଓକୁଁ ଉଧାର କରିଥିଲାବେଲେ ଚନ୍ଦ୍ରକାନ୍ତକୁଁ ଲୋଇସିଂହା ଡାକ୍‌ତରଖାନାରେ…

ବ୍ୟବଚ୍ଛେଦ ପୂର୍ବରୁ ଶିଶୁକନ୍ୟାର ଆଖି ଗାଏବ

ଅନୁଗୋଳ,୨୦ା୭(ଡି.ଏନ.ଏ.)- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ଘଟିଛି ଏକ ଅଭାବନୀୟ ଘଟଣା। ବ୍ୟବଚ୍ଛେଦ ପାଇଁ ଶବ ସଂରକ୍ଷଣ ଗୃହରେ ରଖାଯାଇଥିବା ଜଣେ ଶିଶୁକନ୍ୟାର ମୃତଦେହରୁ ଦୁଇ ଆଖି ଗାଏବ ହୋଇଯାଇଛି। ମଧ୍ୟାହ୍ନରେ ପରିବାର ଲୋକେ ଏହା ଦେଖିବା ପରେ ମେଡିକାଲ…

ନାବାଳିକା ଗର୍ଭବତୀ ଘଟଣା: ଅଭିଯୁକ୍ତ କୋର୍ଟ ଚାଲାଣ

ତୁମୁଡିବନ୍ଧ,୨୦ା୭(ଡି.ଏନ୍‌.ଏ.) -କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବେଲଘର ରାଙ୍ଗାପାରୁ ଏଜୁକେଶନ କମ୍ପ୍ଲେକ୍ସରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ରୁତୁଙ୍ଗିଆ ପଞ୍ଚାୟତ ବଣ୍ଡଗୁଡା ଗ୍ରାମର ଅମୁଲ୍ୟ ପ୍ରଧାନୀ (୨୦)।…

୬ ମାସରେ ଗଲାଣି ୨୩୧ ଜୀବନ

ଛତ୍ରପୁର,୨୦ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି ା ଜିଲାରେ ଗତ ୬ ମାସ ମଧ୍ୟରେ ହୋଇଥିବା ୪୧୧ ଦୁର୍ଘଟଣାରେ ୨୩୧ ଜଣଙ୍କ ଜୀବନ ଯାଇଛି। ୨୬୩ ଜଣ ଗୁରୁତର ଆହତ ହୋଇଛନ୍ତି। ଜିଲା ଦେଇ ଯାଇଥିବା…

ପୁଣି ଲାଗିଲା ମାଓବାଦୀ ପୋଷ୍ଟର

ଫିରିଙ୍ଗିଆ,୨୦ା୭-କିଛି ଦିନ ବ୍ୟବଧାନ ପରେ ପୁଣି ଫିରିଙ୍ଗିଆ ବ୍ଲକର ବିଭିନ୍ନ ସ୍ଥାନରେ ମାଓବାଦୀ ଶୁକ୍ରବାର ପୋଷ୍ଟର ଲଗାଇଛନ୍ତି। ଫିରିଙ୍ଗିଆ ଅଞ୍ଚଳର ସାଡିଙ୍ଗିଆ, ସୁମେରୁବନ୍ଧ, ଲେଣ୍ଡ୍ରିଗୁଡା, ମାଲା ଓ ଫିରିଙ୍ଗାଆ ବଜାରରେ ମାଓବାଦୀ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। କେକେବିଏନ ଡିଭିଜନର କାନ୍ଥ…

ଟ୍ରକ ମଡ଼ାଇ ୨ ଜଣଙ୍କୁ ହତ୍ୟା ଘଟଣା: ୩ ଅଭିଯୁକ୍ତ କୋର୍ଟଚାଲାଣ, ଟ୍ରକ ଜବତ

ଜଗନ୍ନାଥପ୍ରସାଦ,୨୦ା୭(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ଥାନା ଚଢିଆପଲ୍ଲୀ ଗ୍ରାମ ମୁଖ୍ୟ ରାସ୍ତାରେ ଗତ ଗୁରୁବାର ରାତିରେ ଦୁର୍ଘଟଣାରେ ରାମଚନ୍ଦ୍ର ଗୌଡ଼ ଓ କୃଷ୍ଣ ନାଇକଙ୍କ ମୃତ୍ୟୁ ଘଟିଥିଲା। ଏହି ମାମଲାର ଶୁକ୍ରବାର ସ୍ଥାନୀୟ ପୋଲିସ ୩ ଜଣ ଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି। ସେମାନେ ହେଲେ ଚଢିଆପଲ୍ଲୀ…

ଭୁଜାଲି ମାଡ଼ରେ ଜଣେ ଗୁରୁତର

ଜଗନ୍ନାଥପ୍ରସାଦ,୨୦ା୭(ଡି.ଏନ.ଏ.): ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଗଣ୍ଡାଧର ପଞ୍ଚାୟତର ବିରୂପାକ୍ଷ ନାୟକଙ୍କୁ ଶୁକ୍ରବାର ଭୁଜାଲିରେ ଆକ୍ରମଣ କରାଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଜଗନ୍ନାଥପ୍ରସାଦ ଓ ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି। ରିପୋର୍ଟ ଲେଖାଯିବା ସୁଦ୍ଧା ଏ ନେଇ ଥାନାରେ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?