ଆମ ଜିଲା ଖବର

ପୋଖରୀରେ ବୁଡ଼ିଗଲେ ଦିବ୍ୟାଙ୍ଗ

ପୁରୁଷୋତ୍ତମପୁର,୧୯ା୭(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁର ଥାନା ବାଳକେଶ୍ୱରପୁର ଗ୍ରାମରେ ବୁଧବାର ପୋଖରୀରେ ଗାଧୋଇବାବେଳେ ବୁଡିଯାଇ ଜଣେ ଦିବ୍ୟାଙ୍ଗଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଏମ୍‌. ହରିକୃଷ୍ଣ ରେଡ୍ଡୀ(୫୫)। ହରିକୃଷ୍ଣ ଗାଧୋଇବାବେଳେ ବୁଡି ଯାଇଥିଲେ। ପାଖରେ ଥିବା ଲୋକେ ଦେଖି ତାଙ୍କୁ ଉଦ୍ଧାର କରି ପୁରୁଷୋତ୍ତମପୁର…

ୟୁପି ସ୍କୁଲ ଉଚ୍ଚ ବିଦ୍ୟାଳୟକୁ ଉନ୍ନୀତ ହେବାର ୪ବର୍ଷ ବିତିଲା: ଶିକ୍ଷକ ନିଯୁକ୍ତି ହେଉନି, ଶିକ୍ଷାଦାନ ବାଧାପ୍ରାପ୍ତ

ଶେରଗଡ,୧୯ା୭(ଡି.ଏନ.ଏ.)- ଶେରଗଡ ବ୍ଲକରେ ଗତ ୨୦୧୪ରେ ୧୪ଟି ଉଚ୍ଚପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷାବିଭାଗ ପକ୍ଷରୁ ଉଚ୍ଚ ବିଦ୍ୟାଳୟକୁ ଉନ୍ନୀତ କରାଯାଇଥିଲା। ଉଦ୍ଦେଶ୍ୟ ଥିଲା ଛାତ୍ରୀଛାତ୍ରମାନେ ଗୋଟିଏ ବିଦ୍ୟାଳୟରେ ମାଟ୍ରିକ ପର୍ଯ୍ୟନ୍ତ ପଢିବେ। ମାତ୍ର ଉକ୍ତ ବିଦ୍ୟାଳୟକୁ ଆନୁଷଙ୍ଗିକ ସୁବିଧା ସୁଯୋଗ ଓ ଶିକ୍ଷକ…

ଏସିଆନ ଚାମ୍ପିୟନଶିପରେ ଭାଗ ନେବେ କେନ୍ଦୁଝର ଝିଅ ମଧୁସ୍ମିତା

କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଏସିଆନ ତାଏକୋଣ୍ଡୋ ଚାମ୍ପିୟନଶିପରେ ଭାଗ ନେବା ପାଇଁ ଜାତୀୟ ଦଳରେ କେନ୍ଦୁଝର ଝିଅ ମଧୁସ୍ମିତା ମହାନ୍ତି ମନୋନୀତ ହୋଇଛନ୍ତି। ତାଙ୍କ ଘର କେନ୍ଦୁଝର ଶିଶୁଭବନ ରୋଡରେ ା ତାଏକୋଣ୍ଡୋ ଫେଡେରେଶନ ଅଫ ଇଣ୍ଡିଆ ପକ୍ଷରୁ ଜାମ୍ମୁ ଠାରେ ଅନୁଷ୍ଠିତ…

ଆଶ୍ରମ ସ୍କୁଲରେ ଛାତ୍ରୀଙ୍କୁ ଅସଦାଚରଣ: ପ୍ରଧାନଶିକ୍ଷକ ଗିରଫ, ପୋଲିସର ତଦନ୍ତ ଜାରି

କେନ୍ଦୁଝର,୧୯ା୭ (ସ୍ବ.ପ୍ର.)-କେନ୍ଦୁଝର କାଞ୍ଜିପାଣିରେ ଥିବା ଆଶ୍ରମ ସ୍କୁଲରେ ଛାତ୍ରୀମାନଙ୍କୁ ନିର୍ଯାତନା ଦିଆଯିବା ସହ ଅସଦାଚରଣ କରାଯାଉଛି ା ପ୍ରଧାନଶିକ୍ଷକ ଅଧିକାଂଶ ସମୟରେ ଛାତ୍ରୀମାନଙ୍କୁ ନିଜର ବ୍ୟକ୍ତିଗତ କାମରେ ଲଗାଉଥିବା ଅଭିଯୋଗ ହୋଇଛି ା ଏହି ଅଭିଯୋଗକୁ ଭିତ୍ତି କରି ପୋଲିସ କାର୍ଯ୍ୟାନୁଷ୍ଠାନ…

ବର୍ଷା ପାଇଁ ମାଜଣା: ଠାକୁରାଣୀଙ୍କୁ ପୂଜାକଲେ ଶତାଧିକ ମହିଳା

କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଚଳିତ ବର୍ଷା ଅଭାବରୁ ଅନେକ ସ୍ଥାନରେ ଚାଷ କାର୍ଯ୍ୟ ବ୍ୟାହତ ହୋଇଛି ା ଜଳ ଅଭାବରୁ ଅନେକ ଅଞ୍ଚଳରେ ତଳି ମରିବାକୁ ବସଥିବାବେଳେ ଆଉ ଅନ୍ୟ ଅଞ୍ଚଳରେ ତଳି ରୁଆ କାମ ଆରମ୍ଭ ହୋଇ ପାରୁନାହିଁ ା ଏଭଳି…

ଜଳୁନି ଟୋଲପ୍ଲାଜା ହାଇମାଷ୍ଟ

ଢେଙ୍କିକୋଟ,୧୯ା୭(ଡି.ଏନ୍‌.ଏ.)- ଜାତୀୟ ରାଜପଥ ୨୦ନଂ. ନବୀକରଣ ପରେ ଢେଙ୍କିକୋଟ ଗ୍ରାମବାସୀଙ୍କ ଦୁଃଖ ବଢ଼ିଯାଇଛି। ଅଧାପନ୍ତରିଆ କରି ଠିକା ସଂସ୍ଥା ଚାଲିଗଲା। ଉଭୟ ପାର୍ଶ୍ୱ ସର୍ଭିସ ରୋଡ୍‌ ନିର୍ମାଣ ଏପର୍ଯ୍ୟନ୍ତ ହୋଇନାହିଁ। ଓଭରବ୍ରିଜ୍‌ରେ ୪ ଲେନ୍‌ କଲାନି ରାସ୍ତା ନ ହେବାରୁ ଦୈନିକ…

ବିଶ୍ୱବ୍ୟାଙ୍କ ଅନୁଦାନ ଅର୍ଥ ମିଳିବାରେ ବିଳମ୍ବ

ତିହିଡ଼ି, ୧୯।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ପାଳିଆବିନ୍ଧାସ୍ଥିତ ବିରଞ୍ଚିନାରାୟଣ ମାଧବ ଅର୍ଜୁନ(ବିଏନ୍‌ଏମ୍‌ଏ) କଲେଜର ଭିତ୍ତିଭୂମି ବିକାଶ ପାଇଁ ବିଶ୍ୱବ୍ୟାଙ୍କ ପକ୍ଷରୁ ୧୦ କୋଟି ଟଙ୍କାର ସହାୟତା ରାଶି ମଞ୍ଜୁର ହୋଇଥିଲା। ଏହି ଅନୁଦାନ ଅର୍ଥ ମିଳିବାରେ…

ପରିବାରକୁ ସହାୟ ହେବାରେ ଆତ୍ମତୃପ୍ତି ନିଆରା

ଭଦ୍ରକ ଅଫିସ,୧୯।୭- ଦାରିଦ୍ର୍ୟ ଓ ଅସହାୟତା ଆଗରେ ହାର୍‌ ନ ମାନି ମନୋବଳକୁ ଦୃଢ କରି ଏକ ଚା’ ଦୋକାନ କରି ପରିବାର ସମ୍ଭାଳୁଛନ୍ତି ଶୁଭାରାଣୀ। ଦୀର୍ଘ ୧୨ ବର୍ଷ ଧରି ବରପଦା ବଜାରରେ ସେ ଏହି ଦୋକାନ କରି ଆସୁଛନ୍ତି।…

‘ବେଆଇନ ବାଲିଚାଲାଣ ଉପରେ ଲଗାମ ଲଗାଯିବ’

ଜଳେଶ୍ୱର, ୧୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲାର ନୂତନ ଜିଲାପାଳ ଭାବେ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଦାୟିତ୍ୱ ନେବା ପରେ ଗୁରୁବାର ପୂର୍ବାହ୍ନରେ ଜଳେଶ୍ୱର ତହସିଲ ପରିସରରେ ଅଚାନକ ପହଞ୍ଚିଥିଲେ। ତହସିଲଦାର ଅଭିମନ୍ୟୁ ପଣ୍ଡା ଉପସ୍ଥିତ ଥିଲେ ମଧ୍ୟ କାର୍ଯ୍ୟାଳୟରେ କେତେକ କର୍ମଚାରୀ ଅନୁପସ୍ଥିତ ଥିଲେ।…

ସଫେଇ ନାଁରେ ସରକାରୀ ଅଫିସ୍‌ ପରିସରରୁ ମୂଲ୍ୟବାନ ଗଛ ଚାଲାଣ

ବାଲେଶ୍ୱର ଅଫିସ, ୧୯।୭-ବାଲେଶ୍ୱର ଜଳସେଚନ ବିଭାଗ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଥିବା ନିମ୍ବ, ଆକାଶୀ, ଶାଗୁଆନ, କଦମ୍ବ, ଆମ୍ବ ଭଳି ୫୦ରୁ ଊର୍ଦ୍ଧ୍ୱ ମୂଲ୍ୟବାନ ଗଛ କାଟି ୪୦୭ ଏବଂ ପିକଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ ଚାଲାଣ କରାଯାଉଥିବା ଅଭିଯୋଗ…

ମୌସୁମୀ ନିଷ୍କ୍ରିୟ, ଚାଷୀ ହତାଶ:୧୬,୮୪୩ ହେକ୍ଟର ଜମି ପଡ଼ିଆ

ରୂପ୍‌ସା, ୧୯।୭-ଚଳିତବର୍ଷ ବର୍ଷା ନିୟମିତ ହେଉ ନ ଥିବାରୁ ଧାନ ଅମଳ ହେବାର ସମ୍ଭାବନା କ୍ଷୀଣ ହୋଇଛି। ବର୍ଷା ଅଭାବରୁ ଚାଷୀ ହାତ ବାନ୍ଧି ବସିଛି। ମୌସୁମୀ ସକ୍ରିୟ ହେଉ ନ ଥିବାରୁ ଆଦୌ ବର୍ଷା ହେଉନାହଁି। ଜୁଲାଇ ମାସର ୧୮…

ଜ୍ୱାଇଁଙ୍କୁ ଶ୍ୱଶୁରଙ୍କ ଛୁରାମାଡ

ଦିଗପହଣ୍ଡି,୧୮ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକୟଁା ଛକ ନିକଟରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଜ୍ୱାଇଁଙ୍କୁ ଶ୍ବଶୁର ଛୁରାମାଡ କରିଛନ୍ତି। ଆହତ ଯୁବକ ଜଣକ ହେଲେ ଦିଗପହଣ୍ଡି ଥାନା କଲ୍ୟାଣପୁର ଗ୍ରାମର ସଞ୍ଜୟ ଗୌଡ। ସଞ୍ଜୟ ରାସ୍ତା ଉପରେ ଠିଆହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?