ଆମ ଜିଲା ଖବର

ପାରିକୁଦ ଗଡ଼ରେ ଗୁରୁପୂର୍ଣ୍ଣିମା, ଭଜନ ପ୍ରତିଯୋଗିତା

କୃଷ୍ଣପ୍ରସାଦ,୧୬ା୭(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ପାରିକୁଦ ଗଡ ଗାନ୍ଧୀଛକସ୍ଥିତ ଶ୍ରୀ ଶିରିଡି ସାଇବାବାଙ୍କ ପୀଠରେ ମଙ୍ଗଳବାର ଗୁରୁପୂର୍ଣ୍ଣିମା ପାଳିତ ହୋଇଯାଇଛି ା ଶିରିଡ଼ି ସାଇ ସଂସ୍ଥାନ ତରଫରୁ ସାଇ ସଂକୀର୍ତ୍ତନ, ସାଇ ସତ୍‌ଚରିତ ପାରାୟଣ, ନାରାୟଣ ସେବା ଆଦି କାର୍ଯ୍ୟକ୍ରମ…

ଉଚ୍ଚ ବିଦ୍ୟାଳୟରେ ଚାରାରୋପଣ

ବୋଲଗଡ଼,୧୬ା୭(ଡି.ଏନ୍‌.ଏ.)-ବୋଲଗଡ଼ ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ ଓ ଅନ୍ୟାନ୍ୟ ସ୍ଥାନରେ ମଙ୍ଗଳବାର ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗେଡିଆପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏନ୍‌ସିସି ଅଧିକାରୀ ଦିବାକର ସାହୁ, ଶିକ୍ଷୟିତ୍ରୀ/ଶିକ୍ଷକ, କ୍ୟାଡ଼େଟ୍‌ ଓ ଛାତ୍ରୀଛାତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।…

ଗାଁବାସୀକୁ ସମସିଆ ପଚାରି ବୁଝ୍‌ଲେ ବିଡିଓ

ଅତାବିରା, ୧୭।୭ (ଡି.ଏନ୍‌.ଏ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ର ଭିନେ ଭିନେ ଗଁାର ସମସିଆ ବାବ୍‌ଦେ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ଲାଗ୍‌ ଲାଗ୍‌ ଖବର ବାହାରିଥିଲା। ଖବର ବାହାରଲାରୁ ଭେଡ଼େନ ବିଡିଓ ମୂରଲୀଧର ନାୟକ ନିଜେ ପଁଚେତ୍‌ର ଭିନେ…

ସମାଜ ଲାଗି ଉଦାହରନ୍‌ ସାଜିଛନ୍‌ ହଳ ଆର ରାତ୍ର

ଅତାବିରା, ୧୭।୭ (ଡି.ଏନ୍‌.ଏ): ଆମର ସମାଜରେ ଅନେକ ଲୋକ୍‌ ପିଲାଛୁଆ ବିହାଚୁରା କରିସାଏଲେ, ଚାକରିରୁ ଅବସର ନେଲେ ଘରେ ବସି ରହୁଛନ୍‌। ଯେନ୍‌ଥିରଲାଗି ବିନା କାମ୍‌ଧଁଦାରେ ସେମାନେ ଅନେକ ସମିଆରେ ମାନସିକ୍‌ ଚାପ୍‌ରେ ରହେବାର ସଂଗେ ତାହାକୁ ନାନା ରୁଗ୍‌ଦୁଖ୍‌ ମାଡ଼ି…

ଆପ୍‌ନେ ଆର ପୁଓ ଆରପାରେ:ନିଜର ଭାଏଗ୍‌କେ ନିଦୁଁଛନ୍‌ ଶାଶ୍‌ ବହ

ଲୋଇସିଂହା,୧୭।୭ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଧୀନ ବାଦିବାହାଲ ଗଁାର ବୁରୁଧ୍‌ ବିଧବା ସଖୀ ମେହେର। ବଛ୍‌ରେ ଭିତରେ ସେ ପୁଓ ଆର ଆପ୍‌ନେକେ ହରେଇଛନ୍‌। ଏହେଦେ ଘରେ ନିସାହା ବିଧବା ବହ ଆର ୩ ବଛର୍‌ର ନାତି ରହିଛନ୍‌।…

ଷ୍ଟାର୍ସ ପ୍ରକଳ୍ପ ପରିକଳ୍ପନା: ଭିତ୍ତିଭୂମି ଦେଖିଲେ ବିଶ୍ୱବ୍ୟାଙ୍କ ପ୍ରତିନିଧି

ଢେଙ୍କାନାଳ ଅଫିସ,୧୭।୭-ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ଏବଂ ପରୀକ୍ଷାରେ ଭଲ ଫଳାଫଳ ହାସଲ କରିବା ଲକ୍ଷ୍ୟରେ ନୀତି ଆୟୋଗ ପକ୍ଷରୁ ଷ୍ଟାର୍ସ (ଷ୍ଟ୍ରେଙ୍ଗଦେନିଂ ଟିଚିଙ୍ଗ୍‌-ଲର୍ନିଂ ଆଣ୍ଡ୍‌ ରେଜଲ୍ଟ ଫର ଷ୍ଟେଟ୍‌) ପ୍ରକଳ୍ପ ପରିକଳ୍ପନା କରାଯାଇଛି। ଏହାକୁ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାରଙ୍କ…

ହିନ୍ଦୋଳ ବନାଞ୍ଚଳରେ ପୁଣି ହାତୀ ଛୁଆ ମୃତ: ୨ ମାସରେ ୪ ମଲେଣି

ରାସୋଳ, ୧୭।୭(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳରେ ଅସୁରକ୍ଷିତ ହୋଇପଡ଼ିଛନ୍ତି ହାତୀ। ବିଭିନ୍ନ କାରଣରୁ ସଂରକ୍ଷିତ ଜଙ୍ଗଲରେ ହାତୀ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ବମ୍ପା ସେକ୍ସନ ଅଧୀନ ଭିଙ୍ଗିରା ସଂରକ୍ଷିତ ଜଙ୍ଗଲରେ ଏକ ହାତୀ ଛୁଆର ମୃତଦେହ…

ଅନୁଗୋଳ ସହରରେ ପରୀକ୍ଷାମୂଳକ ସିସିଟିଭି କାର୍ଯ୍ୟ ଆରମ୍ଭ: ଥାନା ଛକ ହେବ ଜିରୋ ଟଲରେନ୍ସ ଜୋନ

ଅନୁଗୋଳ ଅଫିସ, ୧୭।୭-ଅନୁଗୋଳ ସହରକୁ ସିସିଟିଭି ନଜରରେ ରଖିବା କାର୍ଯ୍ୟ ଆରମ୍ଭ ହୋଇଛି। ବର୍ତ୍ତମାନ ପରୀକ୍ଷା ମୂଳକ ଭାବେ ଏହା କାର୍ଯ୍ୟକାରୀ କରାଯାଇଛି। ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଏହାକୁ ଉଦ୍‌ଘାଟନ କରିବା ପରେ ସହରରେ ସିସିଟିଭି ଜରିଆରେ ଟ୍ରାଫିକ ନିୟନ୍ତ୍ରଣ କାର୍ଯ୍ୟ…

ରଣପଶି ରେଲ୍‌ଓ୍ବେ ଓଭରବ୍ରିଜ୍‌ରେ ଫାଟ: ଦୋଷ ଢାଙ୍କିବାକୁ ପିଚୁ ପ୍ୟାଚ୍‌

ଢେଙ୍କାନାଳ ଅଫିସ,୧୭ା୭-ଢେଙ୍କାନାଳ ସଦର ବ୍ଲକ ରଣପଶି ନିକଟରେ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମିତ ରେଲୱେ ଓଭରବ୍ରିଜରେ ଫାଟ ସୃଷ୍ଟି ହୋଇଛି। ଏହି ଘଟଣା ପଦାକୁ ଆସିବା ପରେ ଦୋଷ ଢାଙ୍କିବାକୁ ତରବରିଆ ଭାବେ ଫାଟ ସ୍ଥାନରେ ପିଚୁ ପ୍ୟାଚ୍‌ ପକାଯାଇଛି। ଅନ୍ୟପଟେ…

କଣିହାଁ ବ୍ଲକ ଅଞ୍ଚଳରେ ହାତୀ ଆତଙ୍କ

କଣିହାଁ,୧୭।୭(ଡି.ଏନ.ଏ.)-ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ଦୀର୍ଘ ୧୫ ଦିନ ହେବ ଦେବଗଡ ଜିଲା ଅଞ୍ଚଳରୁ ଆସିଥିବା ୩ ହାତୀ ବ୍ଲକ ଅଞ୍ଚଳରେ ଆତଙ୍କ ଖେଳାଇଛନ୍ତି। କଣିହାଁ ବନାଞ୍ଚଳ ଅଧୀନ ଜଙ୍ଗଲ ଛାଡ଼ି ଉକ୍ତ ହାତୀ…

ମହିଳାଙ୍କୁ ଦୁର୍ବ୍ୟବହାର ସହ ଲୁଟ୍‌: ଅଭିଯୁକ୍ତଙ୍କୁ କାବୁ କରି ଛେଚିଲେ ଲୋକେ

ଅନୁଗୋଳ ଅଫିସ, ୧୭।୭-ଅନୁଗୋଳ ରେଳ ଷ୍ଟେଶନରେ ଟ୍ରେନ୍‌କୁ ଅପେକ୍ଷା କରିଥିବା ଜନୈକା ମହିଳାଙ୍କୁ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ସୋମବାର ବିଳମ୍ବିତ ରାତିରେ ଦୁର୍ବ୍ୟବହାର କରିବା ସହ ତାଙ୍କଠାରୁ ଟଙ୍କା ଲୁଟି ନେଇଥିବା ଚର୍ଚ୍ଚାର ବିଷୟ ହୋଇଛି। ଷ୍ଟେଶନରେ ଥିବା ଅନ୍ୟ…

ସ୍ବାଧୀନତା ଦିବସ ପାଇଁ ପ୍ରସ୍ତୁତି ବୈଠକ: ପରେଡ୍‌ରେ ଅଂଶଗ୍ରହଣ କରିବେ ୫୦ ଦଳ

ଅନୁଗୋଳ ଅଫିସ, ୧୭।୭- ଅନୁଗୋଳ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ମଙ୍ଗଳବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମସ୍ତଙ୍କ ସକ୍ରିୟ ଅଂଶଗ୍ରହଣ ଓ ସହଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?