ଆଦିବାସୀଙ୍କ ଜମିରେ ଗଛ ଲଗାଇଲା ଜଙ୍ଗଲ ବିଭାଗ: ଉତ୍ତେଜନା,ଉପଜିଲାପାଳଙ୍କୁ ଭେଟିଲେ ଲୋକେ
ଛତ୍ରପୁର,୧୭ା୭(ଡି.ଏନ.ଏ.)-ବେଗୁନିଆପଡା ବ୍ଲକ ଅଧୀନ ଡଭାବଣିଆ ଆଦିବାସୀ ଗଁା ଲୋକଙ୍କୁ ଜଙ୍ଗଲ ଜମି ଅଧିକାର ଆଇନ ବଳରେ ମିଳିଥିବା ଜମିରେ ଜଙ୍ଗଲ ବିଭାଗ ଗଛ ଲଗାଇବାକୁ ନେଇ ଉତ୍ତେଜନା ଦେଖାଦେଇଛି। ଏନେଇ ଆଦିବାସୀମାନେ ମଙ୍ଗଳବାର ଛତ୍ରପୁର ଆସି ଉପଜିଲାପାଳଙ୍କୁ ଭେଟି ଘଟଣା ସମ୍ପର୍କରେ…
ଲଙ୍କାଗଡରେ ମାଓବାଦୀ ପୋଷ୍ଟର: ପୋଲିସ ଇନ୍ଫର୍ମରଙ୍କୁ ଚେତାବନୀ
ବାଲିଗୁଡା,୧୭ା୭(ଡି.ଏନ୍.ଏ.)-କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଲଙ୍କାଗଡ଼ ପଞ୍ଚାୟତର ବିଭିନ୍ନ ଗଁାରେ ମଙ୍ଗଳବାର ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। କେକେବିଏନ ମାଓବାଦୀ ସଙ୍ଗଠନ ପକ୍ଷରୁ ଏହି ପୋଷ୍ଟର ଲଗାାଯାଇଥିବା ଉଲ୍ଲେଖ ରହିଛି। ଏନେଇ ଅଞ୍ଚଳରେ ଏବେ କୋକୁଆ ଭୟ। ପୋଷ୍ଟର ମାଧ୍ୟମରେ ପୋଲିସ…
ମହୁ ବିକିବା ବାହାନାରେ ଘରେ ପଶି ଲୁଟ
ହିଞ୍ଜିଳିକାଟୁ,୧୭ା୭(ଡି.ଏନ୍.ଏ)-ହିଞ୍ଜିଳିକାଟୁ ବ୍ଲକ କଲୋନୀ ଅଞ୍ଚଳକୁ ମଙ୍ଗଳବାର ମହୁ ବକିବା ବାହାନାରେ ଆସିଥିବା ଜଣେ ଅଣ ଓଡ଼ିଆ ନାବାଳକ ଏକ ଘରେ ପଶି ସୁନା, ଟଙ୍କା ଚୋରି କରୁଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଧରି ପୋଲିସରେ ଜିମା ଦେଇଛନ୍ତି। ଏ ନେଇ ନଂ.୧୭୮/୧୯ରେ…
କଲ୍ୟାଣ ମଣ୍ଡପକୁ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ ସ୍ଥାନାନ୍ତରକୁ ବିରୋଧ: ‘ଶୈକ୍ଷିକ ବାତାବରଣ ନଷ୍ଟ କରୁଛନ୍ତି ସରକାର’
ବ୍ରହ୍ମପୁର ଅଫିସ୍,୧୭ା୭-ଖଲ୍ଲିିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟକୁ ବ୍ରହ୍ମପୁର ସହର ବାହାର ତଥା କନିଷିସ୍ଥିତ ଜି-ମ୍ୟାକ୍ସ କଲ୍ୟାଣମଣ୍ଡପକୁ ସ୍ଥାନାନ୍ତର କରାଯିବାକୁୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। କଲ୍ୟାଣମଣ୍ଡପ ଭଳି ଏକ ବ୍ୟବସାୟିକ ସ୍ଥାନରେ କିଭଳି ଶିକ୍ଷାଦାନ ହେବ, ତାହାକୁ ନେଇ ମଧ୍ୟ ସମାଲୋଚନା କରାଯାଉଛି।…
ଗଞ୍ଜେଇ ଚୋରା ଚାଲାଣ ମାମଲା: ୨ ଅଭିଯୁକ୍ତଙ୍କୁ ୧୫ ବର୍ଷ ଲେଖାଏ ଜେଲ
ବ୍ରହ୍ମପୁର ଅଫିସ,୧୭ା୭: ଏକ ଗଞ୍ଜେଇ ଚୋରା ଚାଲାଣ ମାମଲାର ଶୁଣାଣି କରି ଅତିରିକ୍ତ ଜିଲା ଦୌରାଜଜ (ଏଡିଜେ)-୧ ସଞ୍ଜୟ କୁମାର ସାହୁ ୨ ଅଭିଯୁକ୍ତଙ୍କୁ ୧୫ ବର୍ଷ ଲେଖାଏ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ପ୍ରତ୍ୟେକଙ୍କୁ ଦେଢ଼ଲକ୍ଷ ଟଙ୍କା ଲେଖାଏ ଜରିମାନା ଦେବାକୁ…
ପ୍ରଶାସନର ମୁଣ୍ଡବ୍ୟଥା ସାଜିଛି ହଳଦିଆପଦର ବସ୍ଷ୍ଟାଣ୍ଡ
ବ୍ରହ୍ମପୁର ଅଫିସ,୧୭ା୭-ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦରରେ ନିର୍ମିତ ନୂତନ ସିଟି ବସ୍ ଟର୍ମିନାଲ ଉଦ୍ଘାଟନକୁ ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିଛି। ତଥାପି ଏହାକୁ କାର୍ଯ୍ୟକ୍ଷମ କରିବାରେ ପ୍ରଶାସନ ଅସଫଳ ହୋଇଛି। ଏବେ ଏହି ବସ୍ଷ୍ଟାଣ୍ଡ କାର୍ଯ୍ୟକ୍ଷମ ପ୍ରଶାସନ, ବ୍ରହ୍ମପୁର ଉନ୍ନୟନ…
ଶ୍ୱଶୂରଘର ଲୋକେ ମୁମୂର୍ଷୁ ଅବସ୍ଥାରେ ଛାଡ଼ି ଯାଇଥିବା ଜ୍ୱାଇଁଙ୍କ ମୃତ୍ୟୁ: ପୋଲିସ ମାଡ଼ରେ ମୃତ୍ୟୁ ଘଟିଥିବା କହିଲେ ସ୍ତ୍ରୀ
ଆନନ୍ଦପୁର,୧୭। ୭(ସ୍ବ.ପ୍ର.)- ସୋମବାର ରାତିରେ ଶ୍ୱଶୁରଘର ଲୋକେ ଜ୍ୱାଇଁଙ୍କୁ ମୁମୂର୍ଷୁ ଅବସ୍ଥାରେ ଆଣି ଘରେ ଛାଡ଼ିଯିବାପରେ ମଙ୍ଗଳବାର ସକାଳେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ଆନନ୍ଦପୁର ପୌରାଞ୍ଚଳ ଅଧୀନ ଫକୀରପୁର ଗ୍ରାମରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ମଣ୍ଟୁଣି ଦାଶଙ୍କୁ ଶ୍ୱଶୁର…
ସୋଲାର ସିଷ୍ଟମ୍ ନଳକୂପ ଅଚଳ: ଫେଲ୍ ମାରିଛି ଯୋଜନା
ଝୁମ୍ପୁରା, ୧୭।୭ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଖଣି କ୍ଷତିଗ୍ରସ୍ତ ଅଞ୍ଚଳ ଭାବେ ପ୍ରଥମ ଭାଗରେ ଚିହ୍ନଟ ହୋଇଥିବା ୫ଟି ପଞ୍ଚାୟତ (ବସନ୍ତପୁର, ମଲଦା, ନୟାଗଡ, କୁଟୁଗାଁ, ନିଶ୍ଚିନ୍ତପୁର) ବାସିନ୍ଦାଙ୍କୁ ପାନୀୟ ଜଳ ଯୋଗାଇ ଦେବା ପାଇଁ ଗଭୀର ନଳକୂପ…
ବ୍ୟାଙ୍କ ପରିଚାଳକଙ୍କୁ ଘେରିଲେ ମହିଳା
ବାହାନଗା, ୧୭।୭(ଡି.ଏନ.ଏ.)-ଋଣ ନ ପାଇ ବାହାନଗା ବ୍ଲକ ଚିତ୍ତଳ ଗ୍ରାମର ‘ଜୟ ମହାବୀର’ ମହିଳା ଗ୍ରୁପ୍ର ସଦସ୍ୟାମାନେ ମଙ୍ଗଳବାର ଓଡିଶା ଗ୍ରାମ୍ୟ ବ୍ୟାଙ୍କ ପରିଚାଳକଙ୍କୁ ଘେରିଥିଲେ। ଶାଖା ପରିଚାଳକଙ୍କ କଥାରେ ମହିଳାମାନେ ରାଜି ନ ହୋଇ ଶେଷରେ ଆକାଉଣ୍ଟ ବନ୍ଦ କରି…
ସରକାରୀ ଜମିରୁ ମୋରମ ଲୁଟ୍: ରାଜସ୍ବ ହରାଉଛନ୍ତି ସରକାର
ଔପଦା, ୧୭।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ତହସିଲ ଅନ୍ତର୍ଗତ ଗଡ଼ସାହି ପଞ୍ଚାୟତର କୁସୁନଦାସପୁର, ରଙ୍ଗାମାଟିଆ, ପଣ୍ଡୁଆ, ପଥରପଦା ଆଦି ଗ୍ରାମରେ ଥିବା ସରକାରୀ ଜମିରୁ ମୋରମ ଲୁଟ୍ କରାଯାଉଛି। ସରକାର ହଜାର ହଜାର ଟଙ୍କାର ରାଜସ୍ବ ହରାଉଥିବା ବେଳେ ପ୍ରଶାସନ ଜାଣି ମଧ୍ୟ…
ମାଙ୍କଡ଼ ଉତ୍ପାତ, ୧୨ରୁ ଊର୍ଦ୍ଧ୍ୱ ଆହତ
ବସ୍ତା, ୧୭।୭(ସ୍ବ.ପ୍ର.)-ବସ୍ତା ଥାନା କୁଳିଦା ପଞ୍ଚାୟତରେ ଗତ ୧୫ଦିନ ହେଲା ମାଙ୍କଡ଼ଙ୍କ ଉପଦ୍ରବ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ୫୦ରୁ ଊର୍ଦ୍ଧ୍ୱ ମାଙ୍କଡ଼ ଏହି ପଞ୍ଚାୟତର ତେନ୍ତୁଳିଆ, କୁଳିଦା, ଆଗ୍ରଡ଼ା ଆଦି ଗ୍ରାମରେ ଉପତ୍ାତ କରିବା ସହିତ ରାସ୍ତାରେ ଯାତାୟାତ…
ପାରିବାରିକ ଅଶାନ୍ତି: ସ୍ତ୍ରୀକୁ ଠେଙ୍ଗାରେ ପିଟି ମାରିବା ପରେ ଟାଙ୍ଗିଦେଲେ ସ୍ବାମୀ
କୋରାପୁଟ,୧୬ା୭(ସ୍ବ.ପ୍ର.): ଦମ୍ପତିଙ୍କ ଭିତରେ ପାଟିତୁଣ୍ଡ ଚାଲେ। କିନ୍ତୁ ମଙ୍ଗଳବାର ଏହି ପାରିବାରିକ ଅଶାନ୍ତି ଉଗ୍ର ରୂପ ନେଇଥିଲା। କ୍ରୋଧରେ ଉନ୍ମତ୍ତ ସ୍ବାମୀ ଠେଙ୍ଗାରେ ସ୍ତ୍ରୀଙ୍କୁ ପିଟିପିଟି ମାରିବା ପରେ ଆତ୍ମହତ୍ୟାର ରୂପ ଦେବା ପାଇଁ ରଶି ଲଗାଇ ମୃତଦେହକୁ ଘରେ ଟାଙ୍ଗିଦେଇଛନ୍ତି।…

