ଧରାପଡିଲେ ଚୋରଗ୍ୟାଙ୍ଗ: ୯ ଗିରଫ, ୩୯ ମୋବାଇଲ, ୩ ବାଇକ ଜବତ
ବାଲେଶ୍ୱର ଅଫିସ, ୧୬।୭-ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ପୋଲିସ ଏକ ଚୋରଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି। ଏହି ଗ୍ୟାଙ୍ଗରେ ୯ଜଣ ଚୋର ଅଛନ୍ତି। ସେମାନଙ୍କଠାରୁ ୩୯ ମୋବାଇଲ, ୩ ବାଇକ୍ ଜବତ କରାଯାଇଥିବା ମଙ୍ଗଳବାର ଅପରାହ୍ନରେ ଆୟୋଜିତ ଖବରଦାତା ସମ୍ମିଳନୀରେ…
ଲକ୍ଷାଧିକ ଟଙ୍କାର ଜିଞ୍ଜର ସହ ପିକଅପ୍ ଜବତ, ଜଣେ ଗିରଫ
ବାଲେଶ୍ୱର ଅଫିସ, ୧୬।୭-ବାଲେଶ୍ୱର ଭ୍ରାମ୍ୟମାଣ ଅବକାରୀ ବିଭାଗ ସୋମବାର ପୂର୍ବାହ୍ନ ସମୟରେ ଶିଳ୍ପାଞ୍ଚଳ ଥାନା ବାମପଦା ଛକରେ ଗୋଟିଏ ପିକଅପ୍ ଭ୍ୟାନ୍ (ନଂ. ଓଡ଼ି୦୧ୟୁ୪୨୨୨)ରେ ଯାଉଥିବା ୨୫ପେଟି ଜିଞ୍ଜର ଜବତ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ଦେଢଲକ୍ଷ ଟଙ୍କା ହେବ। ଏହାକୁ…
ଦଧିବାମନଜୀଉ ମନ୍ଦିରରୁ ରାଧାକୃଷ୍ଣଙ୍କ ମୂର୍ତ୍ତି ଚୋରି: ବର୍ଷକ ତଳେ ମୁଖ୍ୟ ମନ୍ଦିରରୁ ଚୋରି ସୁନା ଚିତାର ଟେର ପାଇନି ପୋଲିସ
ଆନନ୍ଦପୁର,୧୬। ୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁରର ପୁରାତନ ଦଧିବାମନଜୀଉ ମନ୍ଦିର ବେଢ଼ାରୁ ପିତ୍ତଳ ନିର୍ମିତ ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତି ମଙ୍ଗଳବାର ପୂର୍ବାହ୍ନରେ ଚୋରି ହୋଇଯାଇଛି। ଗତ ବର୍ଷ ଜୁନ୍ ୧ ତାରିଖରେ ମୁଖ୍ୟ ମନ୍ଦିରରୁ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ୩ ସୁନା ଚିତା…
ବନ୍ଧୁକ ମୁନରେ ବ୍ୟାଙ୍କମିତ୍ରଙ୍କଠାରୁ ୧.୭୬ ଲକ୍ଷ ଲୁଟ୍
କାମାକ୍ଷାନଗର, ୧୬।୭(ଡି.ଏନ୍.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ତଣ୍ଡିମୁଣ୍ଡା ନିକଟରୁ ମଙ୍ଗଳବାର ପୂର୍ବାହ୍ନରେ ଲୁଟ୍ ହୋଇଛି। ଦୁର୍ବୃତ୍ତମାନେ ବନ୍ଧୁକ ମୁନରେ ଭୟଭୀତ କରାଇ ବାଟଗାଁ ଏସ୍ବିଆଇ ଗ୍ରାହକ ସେବା କେନ୍ଦ୍ରର ବ୍ୟାଙ୍କ ମିତ୍ର ସୁନୀଲ ମିଶ୍ରଙ୍କଠାରୁ ୧ ଲକ୍ଷ ୭୬ ହଜାର ଟଙ୍କା…
କାର୍ଯ୍ୟରେ ଯୋଗଦେଲେ ସୁବର୍ଣ୍ଣପୁରର ନୂଆ ଜିଲାପାଳ: ମୌଳିକ ସମସ୍ୟାର ସମାଧାନକୁ ଗୁରୁତ୍ୱ
ସୋନପୁର,୧୬।୭(ନି.ପ୍ର.): ସୁବର୍ଣ୍ଣପୁରର ନୂତନ ଜିଲାପାଳଭାବେ ମନୀଷା ବାନାର୍ଜୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ବାନାର୍ଜୀ ଗୃହ ବିଭାଗର ଉପସଚିବ ଭାବେ କାର୍ଯ୍ୟ କରୁଥିଲେ। ୨୦୧୩ ବ୍ୟାଚ୍ ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ବାନାର୍ଜୀ ପ୍ରଥମେ କଳାହାଣ୍ଡି ଜିଲାର ଉପଜିଲାପାଳ…
ଧରିତ୍ରୀ ପ୍ରଭାବ: ଯୋରାଡବରାଠାରେ ବିଦ୍ୟୁତ୍ ସଂଯୋଗ କାମ ଆରମ୍ଭ
କର୍ଲାମୁଣ୍ଡା,୧୬।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରାବସ୍ତିଠାତେ ଗତ ଜୁନ ୧୫ ତାରିଖରେ ହୋଇଥିବା ଝଡତୋଫାନ ଯୋଗୁ ଟ୍ରାନ୍ସଫର୍ମର ପଡିଯାଇଥିଲା। ଦୀର୍ଘ ୨୮ ଦିନ ବିତିଥିଲେ ହେଁ ବିଦ୍ୟୁତ୍ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନେଇ ନ ଥିବା ଗ୍ରାମବାସୀ ଅଭିଯୋଗ…
ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ ନେଇ ଭୁବନେଶ୍ୱରରେ ବୈଠକ: ବର୍ଷେ ପରେ ବଦଳିବ ସୁନ୍ଦରୀ ଠିକଣା
ବନ୍ତଳା,୧୬ା୭(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପକୁ ନେଇ ସୋମବାର ଭୁବନେଶ୍ୱରର ଅରଣ୍ୟ ଭବନରେ ଅନୁଷ୍ଠିତ ହୋଇଥିଲା ଏକ ଉଚ୍ଚସ୍ତରୀୟ ବୈଠକ। ଏଥିରେ ପ୍ରଥମ ଆନ୍ତଃ ରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତର ପ୍ରକ୍ରିୟା ପ୍ରାଥମିକ ପର୍ଯ୍ୟାୟରେ ଅସଫଳ ହୋଇଥିବା କୁହାଯିବା ସହ ଏହାକୁ…
ଅଧିକ କାର୍ଯ୍ୟନିର୍ବାହୀ ଅଧିକାରୀ ନିଯୁକ୍ତି ଦେବାକୁ ଦାବି
ହାଟଡିହୀ, ୧୬ା ୭ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନରେ ରହିଛି ୩୧ଟି ପଞ୍ଚାୟତ । ବିଭିନ୍ନ ଦୃଷ୍ଟି କୋଣରୁ ଏହି ବ୍ଲକ ଏକ ସମସ୍ୟା ବହୁଳ ଓ ଆଦିବାସୀ ଅଧ୍ୟୁସିତ ବ୍ଲକ ଭାବେ ଜଣାଶୁଣା ା ୩୧ଟି ପଞ୍ଚାୟତ…
ବିଦ୍ୟାଳୟରେ ସିଆରସିସି, ଶିକ୍ଷକ ମୁହାଁମୁହିଁ
ହାଟଡିହୀ, ୧୬ା ୭ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାଳକଣିଆଁ ସ୍କୁଲରେ ସିଆରସିସି ଓ ଶିକ୍ଷକ ମଙ୍ଗଳବାର ମୁହାଁମୁହିଁ ହୋଇଛନ୍ତିା ସୂଚନାଯୋଗ୍ୟ, ଗତ ସୋମବାର ଜଣେ ଛାତ୍ର ସ୍କୁଲ ଆଗରେ ଥିବା ରାସ୍ତା ପାର ହେଉଥିବା ବେଳେ ଏକ ମୋଟରସାଇକେଲ…
ସ୍କୁଲ ଗାଡି ବ୍ୟାଟେରି ଫାଟି ଛାତ୍ରୀ ଗୁରୁତର
ହାଟଡିହୀ, ୧୬ା ୭ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ କାନପୁର ସରସ୍ବତୀ ଶିଶୁ ମନ୍ଦିରର ଜଣେ ଛାତ୍ରୀ ସ୍କୁଲ ଗାଡ଼ିରେ ଯାଉଥିବା ବେଳେ ଗାଡ଼ିର ବ୍ୟାଟେରି ଫାଟି ଯିବାରୁ ଛାତ୍ରୀ ଜଣକ ଆହତ ହୋଇଛନ୍ତି । ଶିଶୁ ମନ୍ଦିର…
ଅଗ୍ନିକାଣ୍ଡ: ୩ ବଖରା ଜଳିଗଲା
ହାଟଡିହୀ, ୧୬ା ୭ (ଡି.ଏନ୍.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାବଳେଶ୍ୱର ଗ୍ରାମରେ ଅଗ୍ନିକାଣ୍ଡ ଘଟି ୩ ବଖରା ଜଳିଯାଇଛି । ଏଥିରେ ଲମ୍ବୋଦର ସିଂ ଓ ପ୍ରତାପ ସିଂ କ୍ଷତିଗ୍ରସ୍ତ ହୋଇଛନ୍ତି ା ଖବରପାଇ ଯାଜପୁର ଜିଲା ବୈତରଣୀ ରୋଡ଼…
ମ୍ୟୁନିସିପାଲିଟି ପକ୍ଷରୁ ଚଢ଼ାଉ: ଲକ୍ଷାଧିକ ଟଙ୍କାର ପଲିଥିନ ଜବତ
କୋରାପୁଟ,୧୬/୭(ସ୍ବ.ପ୍ର.): କୋରାପୁଟ ମ୍ୟୁନିସିପାଲିଟି ପକ୍ଷରୁ ମଙ୍ଗଳବାର ସହରର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଲକ୍ଷାଧିକ ଟଙ୍କାର ପଲିଥିନ ଜବତ ହୋଇଛି। ମ୍ୟୁନିସିପାଲିଟି ନିର୍ବାହୀ ଅଧିକାରୀ ଗୌରଚନ୍ଦ୍ର ପଟ୍ଟନାୟକଙ୍କ ନେତୃତ୍ୱରେ ସହରର ବସଷ୍ଟାଣ୍ଡ ଓ ଅମଲକୁଟୀର ଅଞ୍ଚଳରେ ଚଢ଼ାଉ କରାଯାଇ ଲକ୍ଷାଧିକ ଟଙ୍କାର…

