ଆମ ଜିଲା ଖବର

ହଳଦିଆପଦର ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ ନେଇ ସ୍ବତନ୍ତ୍ର ବୈଠକ

ବ୍ରହ୍ମପୁର ଅଫିସ,୧୬।୭: ବ୍ରହ୍ମପୁର ହଳଦିଆପଦର ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ ନେଇ ମଙ୍ଗଳବାର ଏକ ସ୍ବତନ୍ତ୍ର ବୈଠକ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଜିଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ଉପଜିଲାପାଳ ଦିଗନ୍ତ ରାଉତରାୟ, ନିଗମ…

ଗନ୍ଧମାର୍ଦ୍ଦନ ଖଣି ପରିସରରେ ଦୁର୍ଘଟଣା: ଟ୍ରକ ଚାଳକ ମୃତ, କ୍ଷତିପୂରଣ ଦାବିରେ ଓଏମ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ

କେନ୍ଦୁଝର,୧୬।୭(ସ୍ବ.ପ୍ର.):କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଶୁଆକାଠି ଗନ୍ଧମାର୍ଦ୍ଦନ ଖଣି ପରିସରରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଗାଡି ଚାଳକ ତଥା ଟ୍ରକ ମାଲିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଟମକା ଅଞ୍ଚଳର ସନାତନ ସାହୁ (୪୫)। ସୂଚନାଯୋଗ୍ୟ, ସକାଳ…

ପୋଲିସ ଡ୍ରେସ୍‌ ପିନ୍ଧି ଦୁର୍ବ୍ୟବହାର: ଧାରଣାରେ ବସିଲେ ନର୍ସ

କୋରାପୁଟ,୧୬।୭(ସ୍ବ.ପ୍ର): କୋରାପୁଟ ମେଡିକାଲ କଲେଜ ଓ ହସପିଟାଲର ପୁରୁଷ ସର୍ଜରୀ ୱାର୍ଡରେ ରବିବାର ବିଳମ୍ବିତ ରାତିରେ ୨ ଜଣ ଯୁବକ ପୋଲିସ ଡ୍ରେସ ପିନ୍ଧି ନର୍ସମାନଙ୍କୁ ଦୁର୍ବ୍ୟବହାର କରିଥିଲେ ା ଏହାର ପ୍ରତିବାଦରେ ସୋମବାର ସମସ୍ତ ନର୍ସ ମେଡିକାଲର ମୁଖ୍ୟ ଫାଟକଠାରେ…

ଚମ୍ପୁଆରେ ଫୁଟିଲା ବ୍ରହ୍ମକମଳ

ଚମ୍ପୁଆ, ୧୬।୭(ଡି.ଏନ.ଏ)-ଚମ୍ପୁଆ ଏନଏସି ଅନ୍ତର୍ଗତ ୬ନଂ ୱାର୍ଡର ଡାକ୍ତର ଭବାନୀ ଶଙ୍କର ମହାନ୍ତଙ୍କ ବାଡିରେ ବ୍ରହ୍ମ କମଳ ଫୁଲ ଫୁଟିଥିବା ଦେଖିବାକୁ ମିଳିଛି। ୬ନଂ ପିଏଚଡି କଲୋନୀରେ ରହି ଆସୁଥିବା ଭବାନୀ ଶଙ୍କର ମହାନ୍ତଙ୍କ ବାଡିରେ ଏହି ଦୁର୍ଲଭ ଫୁଲ ଫୁଟିଛି।…

ରାସ୍ତା ଅବସ୍ଥା ଶୋଚନୀୟଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ

ଝୁମ୍ପୁରା ୧୬।୭(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଫକିରପୁର, ପଦ୍ମକେଶରପୁର, ବାଘିଆନଶା, କଙ୍କଡାଯୋଡି ଗାଁ ଲୋକେ ରାସ୍ତା ନିର୍ମାଣ ପାଇଁ ବାରମ୍ବାର ଦାବି କରିବା ସତ୍ତ୍ୱେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିଲା। ଏହାକୁ କେନ୍ଦ୍ର କରି ଗାଁ ଲୋକେ ଶେଷରେ…

ବେଧଡ଼କ ଚାଲିଛି ପାଣି ପାଇପ ଚୋରି

କେନ୍ଦୁଝର, ୧୬ା୭ (ସ୍ବ.ପ୍ର.)- ସଦର ଥାନା ଅନ୍ତର୍ଗତ ବଡଘାଗରା ଜଳଭଣ୍ଡାରକୁ ଯାଇଥିବା ରାସ୍ତାକଡରେ ଜଳ ଯୋଗାଣ ପାଇଁ ବିଛାଯାଇଥିବା ପୁରୁଣା ପାଇପ ବେଧଡକ ଚୋରି ହେଉଛି। ସୋମବାର ଦୁର୍ବୃତ୍ତମାନେ ମାଟି ଖୋଳି ପାଇପ ଚୋରି କରୁଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ବର୍ଷା ନାହିଁ, ଚାଷ କାର୍ଯ୍ୟରେ ବାଧା ଚାଷୀକୂଳ ହତାଶ

ତେଲକୋଇ, ୧୬।୭(ଡି.ଏନ.ଏ.)-ତେଲକୋଇ ବ୍ଲକର ଚାଷୀ ମାନେ ମୌସୁମୀ ବର୍ଷା ଉପରେ ନିର୍ଭର କରି ଚାଷ କାର୍ଯ୍ୟ କରିଥାନ୍ତି। ତେବେ ମୌସୁମୀ ବର୍ଷାର ଅଭାବ ଯୋଗୁଁ ୯୦ପ୍ରତିଶତ ଚାଷ ଜମି ପଡିଆ ପଡିରହିଛି । ଏପରିକି ଧାନ ତଳି ହଳଦିଆ ହୋଇଯାଇଥିବା ବେଳେ…

୨୦ ବର୍ଷରେ ବୁଟୁ-ଲକ୍ଷ୍ମୀଧର ଯୋଡ଼ିଚା’ ଦୋକାନ ଦେଇଛି ସାହାରା :ଏକାଠି ଭଡା ଘର ନେଇ ସପରିବାର ରହୁଛନ୍ତି

କେନ୍ଦୁଝର, ୧୬ା୭ (ସ୍ବ.ପ୍ର.)- ସେମାନେ ଥିଲେ ପରସ୍ପର ଅପରିଚିତ। ଗ୍ରାମ ଅଲଗା ା କାମ ବି ଅଲଗା । ପରିସ୍ଥିତି ସେମାନଙ୍କୁ ଏକାଠି କଲା। ଆଜିକୁ ୨୦ ବର୍ଷ ଧରି ସହଭାଗିତା ଭିତ୍ତିରେ ଏକାଠି ହୋଇ ସେମାନେ ଏକ ଚା’ ଦୋକାନ…

ଟାଙ୍ଗିଆରେ ମା’ଙ୍କୁ ହତ୍ୟା

ଚୌଦ୍ୱାର, ୧୬। ୭(ଡି.ଏନ୍‌.ଏ.): ଚୌଦ୍ୱାର ଥାନା ଅନ୍ତର୍ଗତ କଖଡି ପଞ୍ଚାୟତ ଗୋପୀନାଥପଡା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଜଣେ ଯୁବକ ନିଜ ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ପରେ ଟାଙ୍ଗିଆ ନେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଏହି ଘଟଣା ସ୍ଥାନୀୟ…

ଫର୍ଜନା ଏବେ ସ୍ବପ୍ନାରାଣୀ

ତିହିଡ଼ି, ୧୬।୭ (ଡି.ଏନ.ଏ.) – ଭଲପାଇବା ମାନେନି ଜାତିଭେଦ କି ସାମାଜିକ ବନ୍ଧନ। ପ୍ରଶାନ୍ତ ଓ ଫର୍ଜନା ଏହା ବିରୋଧରେ ସାହସର ସହ ଲଢ଼ି ଏବେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରିଛନ୍ତି। ଏକ ସଂଖ୍ୟାଲଘୁ ସମ୍ପ୍ରଦାୟର ଝିଅ ଫର୍ଜନା ସାଜିଛନ୍ତି ‘ସ୍ବପ୍ନାରାଣୀ’,…

‘ଅଧ୍ୟବସାୟ, ଉଦ୍ୟମ ବଳରେ ସବୁ କାର୍ଯ୍ୟ ସମ୍ଭବ’

ତିହିଡ଼ି, ୧୬।୭ (ଡି.ଏନ.ଏ.)- ଅଳ୍ପ ପୁଞ୍ଜି ଓ ସୀମିତ ଭିତ୍ତିଭୂମିରେ ଛତୁଚାଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସ୍ବାବଲମ୍ବୀ କରିପାରିବ। ଏଭଳି ବିଶ୍ୱାସ ନେଇ ୬ବର୍ଷ ତଳେ ସେ ଆରମ୍ଭ କରିଥିଲେ ଛତୁ ଚାଷ। ବର୍ଷକୁ ବର୍ଷ ଏହାର ଚାଷ ଓ…

ଅବକାରୀ ଭ୍ୟାନ୍‌କୁ ଧକ୍କା ଲଗାଇ ଖସିଗଲେ ମଦ ବେପାରୀ, ଡ୍ରାଇଭର

ଭଦ୍ରକ ଅଫିସ, ୧୬।୭ – କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ସୋମବାର ଭୋର ସମୟରେ ଚଢ଼ାଉ କରି ୧୬ ନମ୍ବର ଜାତୀୟ ରାଜପଥର ରାଣୀତାଲ ନିକଟରୁ ୧୨୫୦ ଲିଟର ଦେଶୀମଦ ବୋଝେଇ ଏକ ଗାଡ଼ିକୁ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?