ଆମ ଜିଲା ଖବର

ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ବିଭାଗ ଉପସଚିବଙ୍କ ଅଚାନକ ଗସ୍ତ

ଗଜପତି,୧୬।୧(ଗିରିଧାରୀ ପରିଛା): ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ଥିବା ଖାଉଟି କେନ୍ଦ୍ରକୁ ଅଚାନକ ପରିଦର୍ଶନ କରିଥିଲେ ବିଭାଗୀୟ ଉପସଚିବ ମୋନଜ କୁମାର ପଟ୍ଟନାୟକ। ଅଚାନକ ପରିଦର୍ଶନ…

ଜି.ଉଦୟଗିରି ନଗର-ବ୍ଲକ ବିଜେଡି ସଭାପତି ହେଲେ ଅନୀଲ କୁମାର, ଲିଙ୍ଗରାଜ

ଜି.ଉଦୟଗିରି,୧୬।୧(ଚିନ୍ମୟ କୁମାର ସେଠୀ): ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ କନ୍ଧମାଳ ଜିଲାରେ ବିଭିନ୍ନ ବ୍ଲକ ଓ ଏନ୍‌ଏସିରେ ଥିବା ସଂଗଠନକୁ ମଜଭୁତ କରିବା ନିମନ୍ତେ ସଭାପତି ମାନଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ ଜି.ଉଦୟଗିରି ନଗର ସଭାପତି…

କଣ୍ଟେଇକୋଳି ନାଳରେ ସ୍ଲୁଇସ କମ୍‌ ୱିଅର୍‌ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ ଗ୍ରାମ ନିକଟସ୍ଥ କଣ୍ଟେଇକୋଳି ନାଳରେ ରାଜ୍ୟ ଜଳସମ୍ପଦ ବିଭାଗ ଅଧିନସ୍ଥ ବ୍ରହ୍ମପୁର ଜଳ ନିକାସ ବିଭାଜନ( ଡ୍ରେନେଜ) ଡିଭିଜନ କାର୍ଯ୍ୟାଳୟ ପକ୍ଷରୁ ସ୍ଲୁଇସ କମ ୱିଅର୍‌ ପ୍ରକଳ୍ପ…

ଦିବ୍ୟାଙ୍ଗ ପୁଅକୁ କାଠଫାଳିଆରେ ମାରୁଥିଲେ, ବାପା ବଞ୍ଚେଇବାକୁ ଯାଇ…

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗାଁର ପ୍ରକାଶ ଗୌଡ଼(୬୫) ନାମକ ଜଣେ ବୃଦ୍ଧଙ୍କୁ ଗାଁର କୋଠଘର ନିକଟରେ ଶୁକ୍ରବାର ସାରେ ମରଣାନ୍ତକ ଆକ୍ରମଣ କରାଯାଇଛି। ପ୍ରକାଶଙ୍କ ଦିବ୍ୟାଙ୍ଗ ପୁଅ ସୀମାଞ୍ଚଳ…

ଧର୍ମଶାଳା ପାଖର ଛକ ନିକଟରେ ଦୁର୍ଘଟଣା: ଧକ୍କା ଦେଇ ଚାଲିଗଲା ଅଜଣା ଗାଡ଼ି; ୫ରୁ ଅଧିକ…

ଧର୍ମଶାଳା,୧୬।୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ପାଖର ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ୫ରୁ ଅଧିକ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମଇଁଷିଗୁଡ଼ିକ ଚରି ସାରି…

ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଯାଇଥିଲେ ଜେଲ, ଜାମିନରେ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ; ପୁଣି ଥରେ ଅଭିଯୁକ୍ତ ସ୍ବାମୀ… 

ଦିଗପହଣ୍ଡି, ୧୬।୧(ଅଶେଷ ନାଥ ମିଶ୍ର): ୬ ମାସ ପୂର୍ବେ ବଡ଼ ଝିଅଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜେଲ ଯାଇଥିଲେ। ଜେଲରୁ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ। ଅଭିଯୁକ୍ତ ସ୍ବାମୀ ପୁଣି ଗଲେ ଜେଲ। ଏଭଳି ଏକ ଅଭାବନୀୟ ଘଟଣା ଗଞ୍ଜାମ ଜିଲା…

ଜାତୀୟ ପ୍ରତିଯୋଗିତାରେ ଭାଗନେବେ ଗଞ୍ଜାମ ଝିଅ:  ସାଉଣ୍ଟୁଛନ୍ତି ଗୋଟିଏ ପରେ ଗୋଟିଏ ସମ୍ମାନ

ଛତ୍ରପୁର,୧୬।୧(ଦିଲ୍ଲୀପ ସାମଲ): ଭୁବନେଶ୍ବରସ୍ଥିତ କିଟ୍‌ ବିଶ୍ବବିଦ୍ୟାଳୟ ପରିସରରେ ଅନୁଷ୍ଠିତ ୩୫ତମ ଓଡ଼ିଶା ମାଷ୍ଟର୍ସ ଦୌଡରେ ଗଞ୍ଜାମ ଜିଲା ଛତ୍ରପୁର ତହସିଲ କାର୍ଯ୍ୟାଳୟର ସୁପ୍ରକାଶ ପ୍ରଧାନ କୃତିତ୍ୱ ହାସଲ କରିଛନ୍ତି। ୬ ତାରିଖରେ ଆୟୋଜିତ ଏହି ପ୍ରତିଯୋଗିତାରେ ୩୫ ବର୍ଷରୁ ୮୫ବର୍ଷ ପର୍ଯ୍ୟନ୍ତ…

ଜଳିଗଲା ୫୦ ବସ୍ତା ଧାନ: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ପାରଳାଖେମୁଣ୍ଡି,୧୬ା୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଗାରାବନ୍ଧ ପଞ୍ଚାୟତ ଅକୋୟାକୋଣ୍ଡା ଗ୍ରାମର ଭେଙ୍କେଟେଶ୍ବର ଶବରଙ୍କ ଖଳାରେ ନିଆଁ ଲାଗି ୫୦ ବସ୍ତାରୁ ଊର୍ଦ୍ଧ୍ୱ ଅମଳ ଧାନ ପୋଡି ପାଉଁଶ ହୋଇଯାଇଛି। ଭେଙ୍କେଟେଶ୍ବର ଶୁକ୍ରବାର ସକାଳ ୧୧ଟା ପର୍ଯ୍ୟନ୍ତ ନିଜ ଧାନଖଳାରେ…

ବାଲ୍ୟ ବିବାହ ମୁକ୍ତ ଯୋଜନା: ୧୦୦ ଦିନ ଧରି ଦେଶରେ ଚାଲିବ ସଚେତନତା କାର୍ଯ୍ୟକ୍ରମ

ଭଞ୍ଜନଗର,୧୬।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସିଡ଼ିପିଓ କାର୍ଯ୍ୟାଳୟ ଏବଂ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ଶୁକ୍ରବାର ମିଳିତ ଭାବେ ବାଲ୍ୟ ବିବାହ ଏବଂ ମହିଳା ଓ ଶିଶୁ…

ଛତ୍ରପୁର, ଗଞ୍ଜାମ ବିକାଶ ପାଇଁ ଧର୍ମେନ୍ଦ୍ରଙ୍କୁ ଭେଟିଲେ ବିଧାୟକ: ୨ ଏକ୍ସପ୍ରେସ ରହଣି, କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଦାବି

ଗଞ୍ଜାମ / ଛତ୍ରପୁର,୧୬।୧(ଅନାଥ ତରାଇ/ ଦିଲ୍ଲୀପ ସାମଲ ): ଛତ୍ରପୁର ନିର୍ବାଚନମଣ୍ଡଳୀର ବିକାଶ ଓ ଜନସାଧାରଣଙ୍କ ଦୀର୍ଘଦିନର ଦାବିକୁ ପୂରଣ କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି ସ୍ଥାନୀୟ ବିଧାୟକ କୃଷ୍ଣଚନ୍ଦ୍ର ନାୟକ। ଶୁକ୍ରବାର ସେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି…

ଯାଜପୁରରେ ଭାଙ୍ଗୁଛି ବିଜେଡି ଗଡ଼: ଭାଜପାରେ ସାମିଲ ହେଲେ ପୂର୍ବତନ ଏମ୍‌ପି ସହ ବହୁ ବରିଷ୍ଠ ନେତୃତ୍ୱ…

ଧର୍ମଶାଳା,୧୬।୧(ଶିବପ୍ରସାଦ ମହାନ୍ତି): ବିଜେଡିକୁ ବଡ଼ ଝଟକା। ବିଜେଡିର ବହୁ ବରିଷ୍ଠ ନେତୃତ୍ୱମାନେ ଶୁକ୍ରବାର ଭାଜପାରେ ଯୋଗ ଦେଇଛନ୍ତି। ଏହି ମିଶ୍ରଣ ପର୍ବରେ ଯାଜପୁରର ପୂର୍ବତନ ଏମ୍‌ପି ଶ୍ରୀମତୀ ରିତା ତରାଇ ଭାଜପାରେ ସାମିଲ ହୋଇଛନ୍ତି। ରସୁଲପୁର ବ୍ଲକ୍‌ ଅଧ୍ୟକ୍ଷ ଅରୁଣ କୁମାର…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ କରିଥିଲେ ବଳାତ୍କାର: ଏମିତି ରାୟ ଶୁଣାଇଲେ କୋର୍ଟ  

ବ୍ରହ୍ମପୁର,୧୬।୧(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍ସ ଜଜ୍‌ ପ୍ରଣତି ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ଛାତ୍ରୀ ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ସାକ୍ଷୀ ପ୍ରମାଣ ଆଧାରରେ ଜଜ୍‌ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଲେ ପୋଲସରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?