ଆମ ଜିଲା ଖବର

ଧାନବିଲରେ ଗାଈ ପଶିବାକୁ ନେଇ ଆକ୍ରମଣ: ୩ ଗୁରୁତର, ଥାନାରେ ମାମଲା

ଖଣ୍ଡପଡ଼ା,୧୬ା୭(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ରାଣୀପଡା ପଞ୍ଚାୟତର ଗୋପପୁର ଗ୍ରାମରେ ଧାନ ବିଲରେ ଗାଈ ପଶିବାକୁ କେନ୍ଦ୍ରକରି ରବିବାର ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା। ଗୋଟିଏ ଗୋଷ୍ଠୀର ଆକ୍ରମଣରେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ଏ ନେଇ ଅଭିଯୋଗ ପରେ…

ବର୍ଷା ନାହିଁ, ଅଟକିଯାଇଛି ଚାଷ କାର୍ଯ୍ୟ:ବୁଣା ସରିଲାଣି, ରୁଆ ମନ୍ଥର

ଅନୁଗୋଳ ଅଫିସ, ୧୬।୭ ଜୁନ ଯାଇ ଜୁଲାଇ ଅଧା ହେଲାଣି। ଏପରି ସମୟରେ ଚାଷ କାର୍ଯ୍ୟ ଜୋର ଧରିବା କଥା। ହେଲେ ଜୁନ ପରି ଜୁଲାଇରେ ଆବଶ୍ୟକ ବର୍ଷା ଅଭାବରୁ ଅନୁଗୋଳ ଜିଲାରେ ଚାଷ ଜୋରଦାର ହୋଇପାରୁ ନାହିଁ। ବିଶେଷକରି ରୁଆ…

ଆଠମଲ୍ଲିକରେ କେନ୍ଦ୍ରୀୟ ବିଦ୍ୟାଳୟ ଦାବି :କେନ୍ଦ୍ରମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ ଏମ୍‌ପି

ଛେଣ୍ଡିପଦା,୧୬।୭(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ଏବଂ ଆଠମଲ୍ଲିକ ବ୍ଲକରେ ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାକୁ ସମ୍ବଲପୁର ଏମ୍‌ପି ନୀତୀଶ ଗଙ୍ଗଦେବ ଦାବି କରିଛନ୍ତି। ଏ ନେଇ ସେ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲଙ୍କୁ ସାକ୍ଷାତ କରି ଏକ…

ଶିକ୍ଷୟିତ୍ରୀଙ୍କ ନିଲମ୍ବନ ବିରୋଧରେ ତାଲା

ଅନୁଗୋଳ ଅଫିସ, ୧୬।୭ ଅନୁଗୋଳ ସହର ପଶ୍ଚିମ ବଜାରପଡ଼ା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରଣତି ମିଶ୍ର ଓ ସହକାରୀ ଶିକ୍ଷୟିତ୍ରୀ ପ୍ରୀତିମଞ୍ଜରୀ ଦ୍ୱିବେଦୀଙ୍କୁ ଶିକ୍ଷାଦାନରେ ଅବହେଳା କାରଣରୁ ସସ୍‌ପେଣ୍ଡ କରାଯାଇଥିଲା। ଏହାକୁ ବିରୋଧ କରି ସ୍କୁଲ ପରିଚାଳନା କମିଟିର ସୁଲେଖା…

ଜୀବନ ପାଲଟିଛି ବୋଝ:ସହାୟତା ଅପେକ୍ଷାରେ ଚମ୍ପା ହଁାସଦା

ବଅଁରପାଳ, ୧୬।୭ (ଡି.ଏନ୍‌.ଏ.) ଦେହରେ ବଳ ଥିବାବେଳେ ନାଲ୍‌କୋ ପ୍ଲାଣ୍ଟରେ ଖଟି ଗୁଜୁରାଣ ମେଣ୍ଟାଉଥିଲେ। ଏବେ ହାତ ଛାଡି ଦେଇଛି ବୟସ। ବୃଦ୍ଧାବସ୍ଥାକୁ ନିସଙ୍ଗ ଓ ରୋଗଗ୍ରସ୍ତ ଜୀବନ ଯେପରି ବୋଝ ପାଲଟିଯାଇଛି ତାଙ୍କ ପାଇଁ। ସୁସ୍ଥ ହେବାକୁ ନା ଅଛି…

ମଧ୍ୟାହ୍ନଭୋଜନରେ ବୁଢିଆଣୀ ପଡିବା ଘଟଣା:ପ୍ରତିବାଦରେ ସ୍କୁଲରେ ତାଲା

ପରଜଙ୍ଗ, ୧୬ା୭(ଡି.ଏନ.ଏ)ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁଳେଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ଶନିବାର ମଧ୍ୟାହ୍ନଭୋଜନରେ ବୁଢିଆଣୀ ପଡିବା ଓ ଏହାକୁ ଖାଇ ୩୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଅସୁସ୍ଥ ହେବା ଘଟଣାରେ ଅଭିଭାବକମାନେ ସୋମବାର ସ୍କୁଲରେ ତାଲା ପକାଇ ପ୍ରତିବାଦ କରିଛନ୍ତି।…

ବର୍ଷା ନାହିଁ, ଜମିରେ ଚରୁଛନ୍ତି ଗୋରୁ

ଢେଙ୍କାନାଳ ଅଫିସ,୧୬ା୭ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମୋଟଙ୍ଗା ଓ କଣ୍ଟାବଣିଆ ଥାନା ଅଞ୍ଚଳରେ ବର୍ଷା ଅଭାବ ନେଇ ଚାଷୀ ହତାଶ ହୋଇପଡିଛନ୍ତି। ଦୁଇ ସପ୍ତାହ ତଳେ ଲଘୁଚାପ ଯୋଗୁ ସାମାନ୍ୟ ବର୍ଷା ହୋଇଥିଲା, ଯାହା କି ଚାଷ ପାଇଁ ପର୍ଯ୍ୟାପ୍ତ…

କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର : ୪ ସହପାଠୀ ଛାତ୍ର ଅଟକ, ପୋଲିସ ତନାଘନା

ସୁନ୍ଦରଗଡ଼, ୧୬।୭ (ଡି.ଏନ୍‌.ଏ.) -ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅଞ୍ଚଳରେ ଥିବା ଏକ କଲେଜର ଜଣେ ଯୁକ୍ତ ୩ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ସୋମବାର ଅପରାହ୍ନ ସାଢେ ୪ଟାରେ ସୁନ୍ଦରଗଡ଼ ସଦର ଥାନାରେ ଛାତ୍ରୀ…

ଆବାସ ଯୋଜନାରୁ ବଁଚିତ୍‌ ଜଗଦିଶ

ଖଡିଆଳ, ୧୬।୭ (ଡି.ଏନ୍‌.ଏ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କୁସମାଲ ଗଁ। ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ପରକୁତ ହିତାଧିକାରୀ ଯୋଜନାରୁ ବଁଚିତ୍‌ ହେଉଥିବାର ଅଭିଯୋଗ ହେଉଛେ। ସୂଚନା ହିସାବେ ଗଁ। ର ଜଗଦିଶ ସାଗରିଆ। ପରିବାର କହେଲେ ମାଏକିନା ଆର…

୧୫ ବଛର ହେଲା ମାନସିକ୍‌ ରୋଗ୍‌ରେ ପୀଡ଼ିତ:ବଁଦୀ ଜୀବନ୍‌ ବିତଉଛନ୍‌ ସୁଭଦ୍ରା

ସିନାପାଲି, ୧୬।୭ (ଡି.ଏନ୍‌.ଏ): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଲିଟିଗୁଡ଼ା ପଁଚେତ୍‌ କୋକପଦର ଗଁାର ନୀଳକଣ୍ଠ ହରିଜନକଁର ଝି’ ସୁଭଦ୍ରା ହରିଜନ(୩୫)। ଆଏଜ୍‌କେ ୧୫ ବଛର ହେଲା ସେ ମାନ୍‌ସିକ ରୋଗ୍‌ରେ ପୀଡ଼ିତ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ବାପା…

ସ୍ବାମୀଙ୍କ ଚିକିତ୍ସା ପାଇଁ ସ୍ତ୍ରୀ, ଝିଅଙ୍କ ଗୁହାରି

ବରଗଡ଼ ଅଫିସ୍‌,୧୬।୭ ବରଗଡ଼ ସହର ଉପକଣ୍ଠ ଖଲିଆପାଲି ଗ୍ରାମରୁ ଅସୁସ୍ଥ ତଥା ଶଯ୍ୟାଶାୟୀ ସ୍ବାମୀ ବଲ୍ଲଭ ମେହେରଙ୍କୁ ଏକ ଅଟୋରେ ଧରି ଚିକିତ୍ସା ସହାୟତା ପାଇଁ ସୋମବାର ସ୍ତ୍ରୀ ଚିତ୍ରା ଓ ତାଙ୍କ ଝିଅ ବରଗଡ଼ ଜିଲାପାଳଙ୍କୁ ଫେରାଦ ହୋଇଛନ୍ତି ।…

ବାଇକ-ସାଇକେଲ ଧକ୍କାରେ ୨ ମୃତ

ଗୋପାଳପୁର,୧୫ ।୭-ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ହାଟ ତୁଳୁ ରାସ୍ତାରେ ରବିବାର ରାତିରେ ବାଇକ୍‌ ସାଇକେଲ ଧକ୍କାରେ ୨ଜଣଙ୍କ ମୃତ୍ୟୁ ଘଟିଛି । ସେମାନେ ହେଲେ ହିଞ୍ଜିଳାପଲ୍ଲୀ ଗ୍ରାମର ସଦାନନ୍ଦ ଦାସ (୬୩) ଓ ବାହାଦୁରପେଟା ଗ୍ରାମର ଡି. ଶ୍ରୀନୁ ରେଡ୍ଡୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?