ବାଇକ-ସାଇକେଲ ଧକ୍କାରେ ୨ ମୃତ
ଗୋପାଳପୁର,୧୫ ।୭-ଗୋଳନ୍ଥରା ଥାନା ଅନ୍ତର୍ଗତ କନିଷି ହାଟ ତୁଳୁ ରାସ୍ତାରେ ରବିବାର ରାତିରେ ବାଇକ୍ ସାଇକେଲ ଧକ୍କାରେ ୨ଜଣଙ୍କ ମୃତ୍ୟୁ ଘଟିଛି । ସେମାନେ ହେଲେ ହିଞ୍ଜିଳାପଲ୍ଲୀ ଗ୍ରାମର ସଦାନନ୍ଦ ଦାସ (୬୩) ଓ ବାହାଦୁରପେଟା ଗ୍ରାମର ଡି. ଶ୍ରୀନୁ ରେଡ୍ଡୀ…
ହାଣ୍ଡି ମାଠିଆ ଧରି ରାସ୍ତାରେ ବସିଲେ ମହିଳା
ପୁରୁଷୋତ୍ତମପୁର,୧୫।୭(ଡି.ଏନ୍.ଏ.)-ପୁରୁଷୋତ୍ତମପୁର ବ୍ଲକ ବଡ ବରଗାଁରେ ଦୀର୍ଘଦିନ ହେଲା ପାନୀୟ ଜଳର ସଙ୍କଟ ଦେଖାଦେଇଛି। ଲୋକେ ପୋଖରୀ ପାଣିପିଇ ରୋଗାକ୍ରାନ୍ତ ହେଉଛନ୍ତି। ସମସ୍ୟା ସମାଧାନ ପାଇଁ ବ୍ଲକ ପ୍ରଶାସନ ଓ ଗ୍ରାମ୍ୟ ଜଳଯୋଗାଣ ବିଭାଗୀୟ ଅଧିକାରୀଙ୍କଠାରେ ଦାବି କରି ଆସୁଥିଲେ କୌଣସି ସୁଫଳ…
ପିଲା ଚୋରି ଅଭିଯୋଗରେ ଯୁବକଙ୍କୁ ମାଡ଼
ଗଞ୍ଜାମ,୧୫। ୭(ଡି.ଏନ.ଏ.)-ଗଞ୍ଜାମ ଥାନା ବଡ଼ନୋଳିଆ ନୂଆଗାଁରେ ରବିବାର ରାତି ପ୍ରାୟ ସାଢ଼େ ୮ଟାରେ ଜଣେ ବ୍ୟକ୍ତି ପିଲା ଚୋରି କରି ନେଇ ଯାଉଥିବା ବେଳେ ଗ୍ରାମବାସୀ ଧରି ନିସ୍ତୁକ ମାଡ଼ ମାରିଛନ୍ତି। ଖବର ପାଇ ଗଞ୍ଜାମ ଥାନା ଏଏସ୍ଆଇ ଶକୁନ୍ତଳା ଦେବୀ…
ଚତୁର୍ଦ୍ଧାମୂର୍ତ୍ତିଙ୍କ ସାହାଣମେଲା ଦର୍ଶନ
ବଡବିଲ, ୧୫।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲସ୍ଥିତ ହରିହର ମନ୍ଦିରରେ ସୋମବାର ପୂର୍ବାହ୍ନରେ ଚତୁର୍ଦ୍ଧାମୂର୍ତ୍ତି ରଥରୁ ପହଣ୍ଡି ହୋଇ ନିଳାଦ୍ରୀ ବିଜେ କରିଛନ୍ତି। ରୀତି ନୀତି ଅନୁଯାୟୀ, ଶ୍ରୀ ଜଗନ୍ନାଥ ଓ ମା’ ଲକ୍ଷ୍ମୀ ସାନ୍ତାଣୀଙ୍କ ନିକଟରେ ରସଗୋଲା ଭୋଗ ଲାଗି ହେବା ପରେ…
ଅବ୍ୟବସ୍ଥାରେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟ: ନାମକୁ ମାତ୍ର ସିକ୍ୟୁରିଟି ବ୍ୟବସ୍ଥା, ନିଷେଧାଦେଶ ସତ୍ତ୍ୱେ ହେଉଛି ପାର୍କିଂ
ଆନନ୍ଦପୁର,୧୫। ୭(ସ୍ବ.ପ୍ର.)- ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ନାମକୁ ମାତ୍ର ସିକ୍ୟୁରିଟି ବ୍ୟବସ୍ଥା ରହିଛି। ସିକ୍ୟୁରିଟି ଗାର୍ଡମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ ନିଜ ୟୁନିଫର୍ମ ପରିଧାନ କରି ଏଣେତେଣେ ଟହଲ ମାରୁଛନ୍ତି। ନୋ ପାର୍କିଂ ଜୋନ୍ରେ ସିକ୍ୟୁରିଟି ନିଜେ ଡ୍ୟୁଟି କରୁଥିଲେ ସୁଦ୍ଧା…
ଡ୍ରେନ୍ ଭିତରେ ପାନୀୟ ଜଳ ପାଇପ୍
ଆନନ୍ଦପୁର,୧୫। ୭(ସ୍ବ.ପ୍ର.)-ଆନନ୍ଦପୁର ପୌରପରିଷଦର ଖପରାଖାଇଠାରୁ ଘସିପୁରା ଗ୍ୟାରେଜ ଛକ ଭିଆଇପି ରୋଡ ପାଇଁ ବିବାଦ ପିଛା ଛାଡୁନି। ନିକଟରେ ସାମାନ୍ୟ ବର୍ଷାରେ ଭିଆଇପି ରୋଡ ଫାଟିବା ଠାରୁ ଆରମ୍ଭ କରି ସାଇଡ୍ ଓାଲ୍ ସତ୍ତ୍ୱେ ରାସ୍ତା ଧସିବା ଘଟଣାର ଚର୍ଚ୍ଚା ଥମି…
ବିପଦର ସମ୍ମୁଖୀନ ହେଉଛନ୍ତି ସାର୍କ
ବାଲେଶ୍ୱର ଅଫିସ, ୧୫।୭-ବାଲେଶ୍ୱର ନୋସି ବିଜିନେସ୍ ପାର୍କର ଉତ୍କଳା ମଞ୍ଚରେ ପାଳିତ ହୋଇଛି ‘ସାର୍କ ଦିବସ’। ସାର୍କ କେତେ ଗୁରୁତ୍ୱପୂର୍ଣ୍ଣ ତାହା ଉପରେ ଶିକ୍ଷା ଦେବା ଏବଂ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ। ସାମୁଦ୍ରିକ…
ରୂପ୍ସା ଷ୍ଟେଶନରେ ଟିକେଟ କାଉଣ୍ଟର ବନ୍ଦ: ନିରାଶ ହୋଇ ଫେରୁଛନ୍ତି ଯାତ୍ର୍ରୀ, ବିକାଶ ପରିଷଦର ଆନ୍ଦୋଳନ ଚେତାବନୀ
ରୂପ୍ସା, ୧୫।୭(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ରୂପ୍ସା ରେଳ ଜଙ୍କସନ ଓ ଷ୍ଟେଶନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ଷ୍ଟେଶନରେ ଥିବା ୨ଟି ବୁକିଂ କାଉଣ୍ଟର ମଧ୍ୟରୁ ଗୋଟିଏ ବନ୍ଦ ରଖାଯିବା ଯୋଗୁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେବଳ ଗୋଟିଏ…
କବି ରମେଶଙ୍କୁ ଶ୍ରେଷ୍ଠ ସାହିତ୍ୟ ସମ୍ମାନ
ବଇଣ୍ଡା,୧୫।୭ (ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ତ୍ରିଧାରା ସାହିତ୍ୟ ସଂସଦର ସମ୍ପାଦକ କବି ରମେଶଚନ୍ଦ୍ର ମିଶ୍ରଙ୍କୁ ରବିବାର ଶ୍ରେଷ୍ଠ ସାହିତ୍ୟ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଛି। କେନ୍ଦୁଝର ଘଟଗାଁରେ ସଂଯୋଗୀ ସଜଫୁଲ ସାହିତ୍ୟ ସଂସଦର ବାର୍ଷିକ ଉତ୍ସବରେ ଉତ୍ତରୀୟ ଓ ମାନପତ୍ର ଦେଇ ମୁଖ୍ୟଅତିଥି…
ମଦ ସହ ସ୍କୁଟି ଜବତ, ୩ ଗିରଫ
ବଇଣ୍ଡା,୧୫।୭ (ଡି.ଏନ.ଏ.)-ହଣ୍ଡପା ପୋଲିସ ରବିବାର ରାତିରେ ବିଭିନ୍ନ ଗ୍ରାମରେ ଚଢାଉ କରି ମଦ ସହିତ ସ୍କୁଟି ଗାଡ଼ି ଜବତ କରିଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି। ଲୁହାମୁଣ୍ଡା ଗ୍ରାମର ନରେନ୍ଦ୍ର ସ୍ବାଇଁ ବଇଣ୍ଡାରୁ ଏକ ସ୍କୁଟିରେ ୧୨ଟି…
ଜଙ୍ଗଲକୁ ଛତୁ ଆଣିବାକୁ ଯିବା ହେଲା କାଳ: ଦନ୍ତାହାତୀ ଆକ୍ରମଣରେ ଯୁବକ ମୃତ
ବାଲିଶଙ୍କରା, ୧୫।୭ (ଡି.ଏନ.ଏ.)- ସୁନ୍ଦରଗଡ଼ ଜିଲା ଲେଫ୍ରିପଡା ବନରେଞ୍ଜର କିଞ୍ଚିରକେଲା ସେକ୍ସନ ଅଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ସୋମବାର ସକାଳେ ଜଙ୍ଗଲକୁ ଛତୁ ଆଣିବାକୁ ଯାଇଥିବା ଜଣେ ଯୁବକଙ୍କ ପାଇଁ କାଳ ହୋଇଛି। ଦନ୍ତାହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଛି।…
୧୭ ବଛର ହେଲା ଅଜନା ରୋଗ୍ରେ ପୀଡ଼ିତ ଘଟନା: ଅଷ୍ଟମୀକଁର ପାସେ ପୁହୁଁଚିଲା ଡାକ୍ତରି ଦଲ
କୋକସରା, ୧୫ା୭(ଡି.ଏନ୍.ଏ): କୋକସରା ବ୍ଲକ କାଉଡ଼ୋଲା ପଁଚେତ୍ କୁସୁମଖୁଣ୍ଟି ଗଁାର ଚନ୍ଦ୍ରଶେଖର ମାଝିକଁର ମାଏକିନା ଅଷ୍ଟମୀ ମାଝି। ସେ ଆଏଜ୍କେ ୧୭ ବଛର ହେଲେ କେହେନ୍ସି ଗୁଟେ ଅଜନା ରୋଗ୍ରେ ପୀଡ଼ିତ ଅଛନ୍। ହେଲେ ଗଲା ୭ ମାସ ହେଲା ସେ…

