ଆମ ଜିଲା ଖବର

ଗାଁକୁ ପକ୍କା ରାସ୍ତା ନାହିଁ, ଚୁଆପାଣି ଭରସା

ଦାରିଙ୍ଗବାଡ଼ି,୧୫।୭(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗ୍ରାମ କହମପଡ଼ିକୁ ରବିବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଗସ୍ତ କରିଛନ୍ତି। ଗାଁକୁ ସବୁଦିନିଆ ରାସ୍ତା ନାହିଁ କି ପିଇବା ପାଣି ବ୍ୟବସ୍ଥା ନାହିଁ। ଗ୍ରାମର ୬୦ ପରିବାରର ପ୍ରାୟ ୫ଶହରୁ ଉର୍ଦ୍ଧ୍ୱ ଲୋକ…

ବାହୁଡ଼ାରେ ନାଚପାର୍ଟିକୁ ନେଇ ଉତ୍ତେଜନା

ଦିଗପହଣ୍ଡି,୧୫ା୭(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମରେ ଜଗନ୍ନାଥଙ୍କ ବାହୁଡା ଯାତ୍ରା ସମୟରେ ଉତ୍ତେଜନା ଦେଖା ଦେଇଛି। ଜଗନ୍ନାଥଙ୍କ ରଥ ଅଧାବାଟରେ ଅଟକିବା ପରେ ପ୍ରତିବର୍ଷ ନାଚ ପରିବେଷଣ କରାଯିବା ସହ ପରଦିନ ପୁଣି ରଥଟଣା ହେବାର ପରମ୍ପରା ରହିଛି। କିନ୍ତୁ ଚଳିତବର୍ଷ ଗ୍ରାମର…

କୁକୁଡ଼ା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ସହ ୩ କୋର୍ଟଚାଲାଣ

ଶଙ୍କରାଖୋଲ,୧୫ା୭(ଡି.ଏନ୍‌.ଏ.)-ଟିକାବାଲି ଥାନା ଶଙ୍କରାଖୋଲ ନିକଟ ଗୁଡ୍ରିଗଁାରେ ଗତ ସେପ୍ଟେମ୍ବର ୨୯ ତାରିଖ ରାତିରେ ୭ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ କୁକୁଡ଼ା ବ୍ୟବସାୟୀ ସୀମାଞ୍ଚଳ ସାହୁଙ୍କ ଘରୁ ଡକାୟତି କରିଥିଲେ। ଏହି ମାମଲାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସହ ୩ ଜଣଙ୍କୁ ରବିବାର…

୫ ଗାଁକୁ ଖୋଲିଲା ରାସ୍ତା ଅପହଞ୍ଚ ଇଲାକାକୁ ଗଲା ଦୁଇଚକିଆ ଯାନ

ରାଇକିଆ,୧୫ା୭(ଡ଼ି.ଏନ.ଏ)-ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ବାନ୍ଦାଙ୍ଗି, ଇନ୍ଦ୍ରଗଡ଼ ପଞ୍ଚାୟତର ସାର୍ବାପାଙ୍ଗା, ସାର୍ସାପାଟା, ବାସୁବାଡ଼ି, ଦୁବା ଗାଁକୁ ରାସ୍ତା ଖୋଲିଛି। ପ୍ରଥମ ଥର ପାଇଁ ଏହି ସ୍ଥାନକୁ ଦୁଇ ଓ ଚାରି ଚକିଆ ଯାନ ପହଞ୍ଚତ୍ଛି। ବର୍ଷ ବର୍ଷ ଧରି ଏହି ସବୁ…

ରାସ୍ତା ସମ୍ପ୍ରସାରଣ ପାଇଁ ଗଛକଟା

ବ୍ରହ୍ମପୁର ଅଫିସ୍‌,୧୫ା୭-ବାତ୍ୟା ପ୍ରଭାବିତ ଗଞ୍ଜାମ ଜିଲାରେ ସବୁଜିମା ପାଇଁ ସରକାରୀ ଏବଂ ବେସରକାରୀସ୍ତରରେ ପଦକ୍ଷେପ ନିଆଯାଉଛି। ସ୍କୁଲ ପିଲାଙ୍କୁ ‘ପିଲାଟିଏ ଗଛଟିଏ’ କାର୍ଯ୍ୟକ୍ରମ ଜରିଆରେ ଚାରାରୋପଣ ପାଇଁ ଉତ୍ସାହିତ କରାଯାଉଛି। ଜିଲା ପ୍ରଶାସନ ତରଫରୁ ମଧ୍ୟ ବ୍ୟାପକ ଚାରାରୋପଣ କରାଯାଉଛି। ମାତ୍ର…

୨୦ କଲେଜ ପାଇଁ ନାହାନ୍ତି ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ୍‌,୧୫ା୭-ଚଳିତବର୍ଷର ଯୁକ୍ତ ୨ ନାମଲେଖା ଚାଲୁ ରହିଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ସରିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଶନିବାର କଟ୍‌ଅଫ୍‌ ମାର୍କ ପ୍ରକାଶ ପାଇବା ସହ ଯୋଗ୍ୟ ଛାତ୍ରୀଛାତ୍ରଙ୍କ ତାଲିକା ମଧ୍ୟ ପ୍ରକାଶ ପାଇଛି। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ…

ଚରମ ଅବ୍ୟବସ୍ଥାରେ ସ୍ବାସ୍ଥ୍ୟସେବା

ଆନନ୍ଦପୁର,୧୫। ୭(ସ୍ବ.ପ୍ର.)- ଅବ୍ୟବସ୍ଥାର ଚରମ ସୀମାରେ ପହଞ୍ଚିଛି ସ୍ବାସ୍ଥ୍ୟସେବା। ଗରିବ ଲୋକମାନଙ୍କ ପାଇଁ ଏହା ଯେମିତି ସାତ ସପନ ପାଲଟିଛି। ଅର୍ଥ ନାହିଁ ତ ଚିକିତ୍ସା ସୁବିଧା ପାଇବାର ହକ୍‌ ନାହିଁ। ଏହିଭଳି ଆଉ ଏକ ଅବହେଳିତ ସ୍ବାସ୍ଥ୍ୟସେବାର ନମୁନା ଆନନ୍ଦପୁର…

ଗାଁର ନାମ ପିଟାପିଟି

କେନ୍ଦୁଝର, ୧୫ା୭(ସ୍ବ.ପ୍ର.)-(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝରରୁ ନରଣପୁର-ବ୍ରାହ୍ମଣୀପାଳ ରାସ୍ତାରେ ଗଲେ ହରିଚନ୍ଦନପୁର ପହଞ୍ଚିବା ପୂର୍ବରୁ ଏକ ଗ୍ରାମ ପଡେ, ଯାହାର ନାମ ପିଟାପିଟି। ରାସ୍ତାରେ ଯାତାୟାତ କରୁଥିବା ଲୋକେ ଏହାର ନାମକରଣକୁ ନେଇ ଉତ୍ସାହିତ ହୋଇ ଉଠନ୍ତି। କେହି କେହି ଏହି…

ବୃତ୍ତି ପରୀକ୍ଷା ଦେଲେ ୨୬୪ ଛାତ୍ରୀଛାତ୍ର

ଭଣ୍ଡାରିପୋଖରୀ, ୧୫ା୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଭଣ୍ଡାରିପୋଖରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ଓ କୁଲଣା ସ୍ଥିତ ବିଶୋଳ କୁଲଣା ମୈତ୍ରୀ ସଞ୍ଜୁକ୍ତ ଉଚ୍ଚ ବିଦ୍ୟାପୀଠଠାରେ ରବିବାର ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷା କରାଯାଇଥିଲା। ଏହି ଦୁଇ…

ମଦ ବିରୋଧୀ ସଚେତନତା ଶୋଭାଯାତ୍ରା

ବନ୍ତ,୧୫।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକରେ ମଦ ବିରୋଧୀ ଆନ୍ଦୋଳନ ଜେତିିବାରେ ଲାଗିଛି। ରବିବାର ଭଦ୍ରକ ଜିଲା ବନ୍ତ ବ୍ଲକ ‘ସମ୍ଭବ ଓଡ଼ିଶା’ ଆନୁକୂଲ୍ୟରେ ମଦ ମୁକ୍ତି ଯୁବବାହିନୀ ପକ୍ଷରୁ ବନ୍ତଠାରେ ମଦ ବିରୋଧୀ ଜନସଚେତନତା ଶୋଭାଯାତ୍ରା କରାଯାଥିଲା। ସୁରଜ କୁମାର…

ଜନ୍ମବେଦିରେ ସରିଲା ଲୀଳାଖେଳା; ରତ୍ନବେଦିକୁ ଫେରିଲେ ତିନି ଠାକୁର

ବାରିପଦା ଅଫିସ,୧୫।୭- ଜନ୍ମବେଦିରେ ଲୀଲାଖେଳା ସାରି ତିନି ଠାକୁର ରବିବାର ବଡ ଦେଉଳକୁ ଫେରିଛନ୍ତିି। ରବିବାର ବିଳମ୍ବିତ ରାତିରେ ବଡ଼ ଦେଉଳକୁ ପହଣ୍ଡି ବିଜେ ହୋଇଛନ୍ତି ତିନି ଠାକୁର। ଶୁକ୍ରବାର ମାଉସୀ ଘରେ ଜନ୍ମବେଦିରେ ଶ୍ରଦ୍ଧାଳୁମାନଙ୍କୁ ସୁନାବେଶରେ ଦର୍ଶନ ଦେଇଥିଲେ। ପରେ…

ବଡ଼ଦାଣ୍ଡ ସଫେଇରେ ମୁସଲିମ ଯୁବକ ସାମିଲ

ବାରିପଦା ଅଫିସ,୧୫।୭- ବାରିପଦା ସହରରେ ସଫେଇ ସଚେତନତା ଦିଗରେ ଅନନ୍ୟ ଉଦାହରଣ ସୃଷ୍ଟି କରିଥିବା ସାମାଜିକ ଅନୁଷ୍ଠାନ ‘ସବୁଜ ସୁନ୍ଦର ବାରିପଦା’ ପକ୍ଷରୁ ରଥଯାତ୍ରା ଆରମ୍ଭରୁ ପ୍ରତିଦିନ ରାତିରେ ସମଗ୍ର ବଡଦାଣ୍ଡକୁ ସଫେଇ କରାଯାଉଥିଲା। ଏହାକୁ ସମର୍ଥନ କରି ବାରିପଦା ସହରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?