ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ
ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ ଘେରା ଗଁାରେ ବନ୍ୟପ୍ରାଣୀ, ବିଷାକ୍ତ ସରୀସୃପ ପ୍ରବେଶ କରି ଧନ ଜୀବନ, ଜୀବିକା…
ରାକ୍ଷୀ ପାଇଁ ସହର ଭିଡ଼: ମିଠା ଦେକାନରେ ଚାଲିଛି ପ୍ରସ୍ତୁତି
କେସିଙ୍ଗା,୨୭।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରଠାରୁ ଗ୍ରାମାଞ୍ଚଳରେ ଆସନ୍ତା କାଲି ଶୁକ୍ରବାର ରାକ୍ଷୀ ପାଳନ କରାଯିବ। ସେଥିପାଇଁ ସହରର ବିଭିନ୍ନ ଛକ, ଜାତୀୟ ରାଜପଥ ୨୬ ପାର୍ଶ୍ୱରେ ଦୋକାନୀମାନେ ରାକ୍ଷୀ ଦୋକାନ ଖୋଲି ବିକ୍ରି କରୁଛନ୍ତି। ଭାଇଙ୍କ ପାଇଁ ଭଉଣୀ…
ବାଇକ-ବଳଦ ମୁହାଁମୁହିଁ ଧକ୍କା: ଯୁବକ ଗୁରୁତର, ଘଟଣାସ୍ଥଳରେ ବଳଦର ମୃତ୍ୟ
ଥୁଆମୂଳ ରାମପୁର, ୨୭।୮ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ରାସ୍ତାର କୃଷି କାର୍ଯ୍ୟାଳୟ ନିକଟସ୍ଥ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର ନିକଟରେ ବୁଧବାର ସା ପ୍ରାୟ ୬ଟା ୪୦ ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏହି ଦୁର୍ଘଟଣାରେ ବାଇକ ଆରୋହୀ…
ପୋଖରୀରେ ବୁଡି ବୃଦ୍ଧା ମୃତ
ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ ବୃଦ୍ଧା ସେହି ଗ୍ରାମର ସ୍ବର୍ଗତ ଶଙ୍କର ମୁଣ୍ଡାଙ୍କ ସ୍ତ୍ରୀ ମାସିରୀ ମୁଣ୍ଡା (୬୧)…
ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ
ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି। ସୁବର୍ଣ୍ଣପୁର ଜିଲା ସାଗରପାଲି ଗ୍ରାମର ଶିବ ଶଙ୍କର ମେହେର (୭୩) ନିଜ ହାତର…
ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା
କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ ବାଲିଯାତ୍ରା ଉପର ଓ ତଳ ପଡ଼ିଆରେ କରାଯିବାକୁ ସ୍ଥିର କରାଯାଇଛି ବୋଲି ଜିଲାପାଳଙ୍କ…
କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ
କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ ଶିକ୍ଷାର ମାନ ବୃଦ୍ଧି କରିବା ପାଇଁ ଆବାସିକ ସେବାଶ୍ରମ ନିର୍ମାଣ କରାଯାଉଛି। ହେଲେ…
ତହସିଲଦାର, ଏଆର୍ଆଇ ନିଲମ୍ବିତ
ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ ଅତିରିକ୍ତ ରାଜସ୍ବ ନିରୀକ୍ଷକ (ଏଆର୍ଆଇ) ତଥା ଡିଲିଂ କ୍ଲର୍କ ରାମନାଥ ମିଶ୍ର କାର୍ଯ୍ୟରୁ…
ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…
କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ କରିବା ସହ ଦୁଇ ଜଣଙ୍କୁ ଅଟକ ରଖିଛି। କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ ସିଙ୍ଗାରି…
ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…
ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ଘଟଣାରେ ପୋଲିସ ବୁଧବାର ଆଉ ୨ ଜଣ ମହିଳାଙ୍କୁ…
ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…
ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ ଘଟିଛି। ଏହି ଘଟଣାରେ ପୋଲିସ ଦୁଇ ପୃଥକ୍ ମାମଲା ରୁଜୁ କରିବା ସହ…
ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ
ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆବାହକ ବ୍ରହ୍ମଚାରୀ ଅନ୍ତର୍ଯ୍ୟାମୀ…

