ଗାଁ ଶ୍ମଶାନରେ ଜଳିଲା ସୌମ୍ୟାଶ୍ରୀଙ୍କ ଚିତା: ଅଶ୍ରୁଳ ବିଦାୟ ଦେଲେ ହଜାର ହଜାର ଲୋକ
ଭୋଗରାଇ,୧୫।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଦେଇଥିବା ଛାତ୍ରୀ ୩ଦିନ ମୃତ୍ୟୁ ସହ ସଂଗ୍ରାମ କରି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ତାଙ୍କ ଶରୀରର ୯୫% ପୋଡ଼ି ଯାଇଥିବାରୁ ସଙ୍କଟାପନ୍ନ…
ଦୋକାନ ନିକଟରେ ପରିସ୍ରା କରି ଛେଚା ଖାଇଲେ ଯାତ୍ରୀ
ଦାରିଙ୍ଗବାଡି, ୧୫।୭ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବଜାର ଏବେ ପୁତ୍ତିମୟ ଗନ୍ଧରେ ନାକ ଫାଟୁଛି। ଚାରିଛକଠାରୁ ବସଷ୍ଟାଣ୍ଡ ଏବଂ ୩ ଛକ ମଧ୍ୟରେ କୁଢ଼ କୁଢ଼ ଅଳିଆ ଗଦା ସହ ପୂର୍ତ୍ତ ବିଭାଗ କଲୋନୀ ଫାଟକ ନିକଟରେ କୁଢ଼…
ଏକମାତ୍ର ଭରସା ସୋଲାର ଜଳପ୍ରକଳ୍ପ ଅଚଳ:ହନ୍ତସନ୍ତ ଗ୍ରାମବାସୀ
ଦାରିଙ୍ଗବାଡି, ୧୫।୭ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଦଡିବାଡି ଗ୍ରାମରେ ଜଳସଙ୍କଟ ଦେଖାଯାଇଛି। ଏକମାତ୍ର ଭରସା ସୋଲାର ପମ୍ପ ଅଚଳ ଯୋଗୁ ଗାଁରେ ପିଇବା ଓ ନିତ୍ୟ ବ୍ୟବହାର ପାଇଁ ପାଣି ମିଳୁନାହିଁ। ଏଭଳି ଗତ…
ସୌମ୍ୟାଶ୍ରୀଙ୍କ ମୃତ୍ୟୁରେ ପ୍ରକୃତ ଦୋଷୀ କିଏ, ଖୋଲାଖୋଲି କହିଦେଲେ ପ୍ରତାପ ଷଡ଼ଙ୍ଗୀ
ଭୁବନେଶ୍ୱର,୧୫।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଦେଇଥିବା ଛାତ୍ରୀ ୩ଦିନ ମୃତ୍ୟୁ ସହ ସଂଗ୍ରାମ କରି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ତାଙ୍କ ଶରୀରର ୯୫% ପୋଡ଼ି ଯାଇଥିବାରୁ ସଙ୍କଟାପନ୍ନ…
ବିପଦକୁ ଡାକୁଛି ମୁକୁଳା ବିଦ୍ୟୁତ୍ ଟ୍ରାନ୍ସଫର୍ମର
ନୂଆପଡ଼ା, ୧୫ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ କେରମେଲି ଗାଁ ବରପଡା ଛକଠାରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର ବିପଦ ସଙ୍କୁଳ ଅବସ୍ଥାରେ ରହିଛି। ଟ୍ରାନ୍ସଫର୍ମର ଚାରି ପାର୍ଶ୍ୱରେ ତାର ବାଡ କିମ୍ବା ପାଚେରି ନିର୍ମାଣ ପାଇଁ ଗ୍ରାମବାସୀ ବିଭାଗୀୟ ଅଧିକାରୀଙ୍କୁ ଲିଖିତ ଓ…
କାହିଁକି ରାତିଅଧରେ FM ପୀଡ଼ିତାଙ୍କ ମୃତଦେହ କରାଗଲା ପୋଷ୍ଟମର୍ଟମ: ଖୁଲାସା କଲେ ଡିସିପି
ଭୁବନେଶ୍ୱର,୧୫।୭:ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଦେଇଥିବା ଛାତ୍ରୀ ୩ଦିନ ମୃତ୍ୟୁ ସହ ସଂଗ୍ରାମ କରି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ତାଙ୍କ ଶରୀରର ୯୫% ପୋଡ଼ି ଯାଇଥିବାରୁ ସଙ୍କଟାପନ୍ନ ଅବସ୍ଥାରେ…
ସୌମ୍ୟାଶ୍ରୀଙ୍କ ମରଶରୀର ପହଞ୍ଚିବା ପୂର୍ବରୁ କାନ୍ଦ ବୋବାଳିରେ ଫାଟୁପଡ଼ୁଛି ଗାଁ: ଭୋଗରାଇ ପଳାସିଆରେ ଶୋକାକୁଳ ପରିବେଶ
ଭୋଗରାଇ,୧୫।୭: ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଉଦ୍ୟମ କରି ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ୍ ବିଏଡ୍ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ସୋମବାର ରାତି ୧୧ଟା ୪୬ମିନିଟରେ…
ଜୀବନ ଯୁଦ୍ଧରେ ହାରିଗଲେ FM ଛାତ୍ରୀ:AIIMS ପକ୍ଷରୁ ଘୋଷଣା
ଭୁବେଶ୍ବର,୧୫/୭: ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ଯାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ମେଡିକାଲ ବୁଲେଟିନ୍ ଅନୁଯାୟୀ, ସୌମ୍ଯାଶ୍ରୀଙ୍କୁ ଗତ ୧୨…
ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ଖଡିଆଳ କଂଗ୍ରେସର ବିରୋଧ
ଖଡ଼ିଆଳ,୧୪ା୭ (ସୁଜିତ କୁମାର ପ୍ରଧାନ)- ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାକୁ ନୂଆପଡ଼ା ଜିଲା ଖଡ଼ିଆଳ କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। କଂଗ୍ରେସର ଖଡ଼ିଆଳ ବିଧାୟକ ପ୍ରାର୍ଥୀ କମଳ ଚରଣ ତାଣ୍ଡିଙ୍କ ନେତୃତ୍ୱରେ ଶତାଧିକ କର୍ମୀ…
କାର୍-ପିକ୍ଅପ୍ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣଙ୍କର ଜୀବନ
ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ ପଁର୍ରାପାଟ ମନ୍ଦିର ନିକଟରେ ସୋମବାର ରାତି ପ୍ରାୟ ୯ଟା ୩୦ ମିନିଟରେ ଏକ ସଡକ ଦୁର୍ଘଟଣା ଘଟିଛି। କାର୍ ଏବଂ ପିକଅପ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ଲୋକଙ୍କର…
ଔଷଧ ଦୋକାନରୁ ଚୋରି: ସନ୍ଧାନୀ କୁକୁର ତଦନ୍ତ କରି ଫେରିଲା
ଭଞ୍ଜନଗର, ୧୪/୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଜିଲୁଣ୍ଡି ଗ୍ରାମରେ ଶନିବାର ରାତିରେ ଚୋରି ହୋଇଛି। ଏନେଇ ସୋମବାର ଛତ୍ରପୁରରୁ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର ଆସି ଘଟଣାର ତଦନ୍ତ କରିଛି। ଏକ ମେଡିସିନ ଦୋକାନରୁ ନଗଦ ୮…
ଝାଡାବାନ୍ତି ଅଞ୍ଚଳରେ ସ୍ବାସ୍ଥ୍ୟ ପରୀକ୍ଷା ଶିବିର
ଦିଗପହଣ୍ଡି,୧୪ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗାଁରେ କିଛିଦିନ ହେଲା ଝାଡାବାନ୍ତି ଲାଗିରହିଥିଲା। ପ୍ରଭାବରେ ୩ଜଣ ମୃତ୍ୟୁ ହୋଇଛି। ସୋମବାର ଉକ୍ତ ଗାଁରେ ଜିଲା ସ୍ବାସ୍ଥ୍ୟବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଛି। ଗ୍ରାମରେ…
Archives


