ଆମ ଜିଲା ଖବର

ବାହୁଡ଼ା ଦେଖି ଫେରୁଥିବା ବେଳେ ଦୁର୍ଘଟଣା: ୨ ମୃତ , ଜଣେ ଗୁରୁତର

ମାଲକାନଗିରି,୧୩।୭(ଡି.ଏନ୍‌.ଏ): ମାଲକାନଗିରି ଜିଲା ଚମ୍ପାଖାରୀ ଗ୍ରାମ ନିକଟରେ ଏକ ମୋଟର ସାଇକେଲ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ବନମାଳୀ ସିକୁଡ଼ୁ, ସଞ୍ଜୟ ସିକୁଡ଼ୁ ଓ ଗୁରୁତର ହେଲେ ଶରତ ମାଝି। ସୂଚନାଯୋଗ୍ୟ,…

କସ୍ତୁରବା ଗାନ୍ଧୀ ବିଦ୍ୟାଳୟରେ ମୃତ୍ୟୁ ଘଟଣା: ପ୍ରଧାନ ଓ୍ବାର୍ଡନ ନିଲମ୍ବିତ, ଶିକ୍ଷୟିତ୍ରୀ ବହିଷ୍କାର

ମୁନିଗୁଡ଼ା,୧୩।୭: ମୁନିଗୁଡ଼ା ଜିଲା ରାୟଗଡ଼ା ବ୍ଲକ ଅନ୍ତର୍ଗତ କୁମୁଡ଼ାବାଲି କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ମୁନିଗୁଡ଼ା ଗୋଷ୍ଠୀ ଶିକ୍ଷାଧିକାରୀ ରାଧାକାନ୍ତ ଛାତ୍ରୀ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶୋଭାରାଣୀ…

ଏମିତି ଚାଲିଛି ସ୍ବାସ୍ଥ୍ୟସେବା: ୪ଘଣ୍ଟା ଯାଏ ଆସିଲାନି ଆମ୍ବୁଲାନ୍ସ, ଦୁର୍ଘଟଣାରେ ଯୁବକ ଗୁରୁତର

ଆନନ୍ଦପୁର,୧୩।୭(ସ୍ବ.ପ୍ର.)-ରାଜ୍ୟରେ ସ୍ବାସ୍ଥ୍ୟସେବା ଦିନକୁ ଦିନ ବିଗିଡିବାରେ ଲାଗିଛି। କେଉଁଠି ଆମ୍ବୁଲାନ୍ସ ପହଞ୍ଚିି ନ ପାରି ଅଧା ରାସ୍ତାରେ ପ୍ରସୂତି ପ୍ରସବ କରୁଛନ୍ତି ତ କେଉଁଠି ଖଟିଆରେ କିମ୍ବା ଅନ୍ୟ କୌଣସି ଉପାୟରେ ରୋଗୀମାନଙ୍କୁ ଡାକ୍ତରଖାନାକୁ ନିଆଯାଉଥିବାର ଘଟଣା ଅନେକ ସମୟରେ ଖବରକାଗଜ…

ଏଟିଏମ୍‌ ଲୁଟ୍‌, ଘସିପୁରା ଥାନାରେ ଅଭିଯୋଗ

ଆନନ୍ଦପୁର,୧୩।୭(ସ୍ବ.ପ୍ର.)- କେନ୍ଦୁଝର ଜିଲା ଘସିପୁରା ଥାନା ଶାଳପଡା ବାଇପାସ୍‌ ଛକ ନିକଟରେ ଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାର ଏକ ଏଟିଏମ୍‌ କାଉଣ୍ଟରରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ଶାଖା ପରିଚାଳକ ଗଙ୍ଗାଧର…

ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ରରେ ଶ୍ରୀଶ୍ରୀ ଦଧିବାମନଙ୍କ ସୁନାବେଶ

ଭଟଲି,୧୩।୭(ଡି.ଏନ୍‌.ଏ): ପଶ୍ଚିମୋତ୍କଳ ଶ୍ରୀକ୍ଷେତ୍ର ଭାବେ ଅଭିହିତ ବରଗଡ଼ ଜିଲା ଭଟଲି ଦଧିବାମନ ଧାମରେ ପ୍ରଭୁ ଶ୍ରୀଶ୍ରୀ ଦଧିବାମନଙ୍କ ନବଦିନାମତ୍କ ଗୁଣ୍ଡିଚା ଯାତ୍ରା ସମାପନ ହୋଇଯାଇଛି । ପ୍ରଭୁ ଶ୍ରୀଶ୍ରୀ ଦଧିବାମନ ଶୁକ୍ରବାର ଗୁଣ୍ଡିଚା ମନ୍ଦିରରୁ ବାହୁଡ଼ି ରାତିରେ ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ…

ଦୁର୍ଘଟଣାରେ ନାଲ୍‌କୋ କର୍ମଚାରୀ ଗୁରୁତର

ବଅଁରପାଳ,୧୩।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ସେଲ୍‌ଟର ପ୍ଲାଣ୍ଟ ପରିସର ପଟଲାଇନ କ୍ୟାଣ୍ଟିନ୍‌ ସମ୍ମୁଖରେ ଶନିବାର ମଧ୍ୟାହ୍ନରେ ଏକ ମେଟାଲ୍‌ ବୋଝେଇ ଟ୍ରେଲର (ଏମ୍‌ଟିଟି) ଧକ୍କାରେ ଜଣେ ନାଲ୍‌କୋ କର୍ମଚାରୀ ଗୁରୁତର ହୋଇଛନ୍ତି। ସେ ହେଲେ ବୁଧୁରାମ ମାଝୀ(୫୭)। ବାଇକ ଯୋଗେ ସେ…

ଦୁଇ ନାବାଳିକାଙ୍କ ସଲିଳ ସମାଧି

ହାଟଡିହୀ,୧୩।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଥାନା ମଧୁବନ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି ା ଗ୍ରାମର ଦୁଇ ନାବାଳିକାଙ୍କ ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେମାନେ ହେଲେ ସୁରେଶ ମହାକୁଡ଼ଙ୍କ ଝିଅ ଅନିତା(୮) ଓ ଅଭିମନ୍ୟୁ…

ଶଟର ଭାଙ୍ଗି ଗହଣା ଦୋକାନରେ ଚୋରି

ନୀଳଗିରି,୧୩।୭(ଡି.ଏନ.ଏ.): ନୀଳଗିରି ଥାନା ଅଧୀନ ସନ୍ତରାଗଡିଆ ବଜାରରେ ନ୍ୟୁ ନାରାୟଣ ଜୁଏଲାରି ଦୋକାନରୁ ଲୁଟ୍‌ ହୋଇଛି। ଶୁକ୍ରବାର ବିଳମ୍ବତି ରାତିରେ କେହି ଦୁର୍ବୃତ୍ତ ଶଟର ଭାଙ୍ଗି ରୁପା ଅଳଙ୍କାର ସବୁ ଚୋରି କରିନେଇଥିବା ଅଭିଯୋଗ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୧୫ହଜାର…

ଟ୍ରାଫିକ୍‌ ସଂଯୋଜକ ସମ୍ମାନିତ

ଅତାବିରା,୧୩।୭(ଡି.ଏନ୍‌.ଏ): ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳର ଜନସାଧାରଣଙ୍କୁ ଦୁର୍ଘଟଣାରୁ ବର୍ତ୍ତିବା ପାଇଁ ୨୦୧୪ରୁ ଟ୍ରାଫିକ୍‌ ଜନ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରିଥିବା ପଶ୍ଚିମ ଓଡିଶା ଟ୍ରାଫିକ୍‌ ସଚେତନତା ସଂଯୋଜକଙ୍କୁ ସମ୍ମାନିତ କରାଯାଇଛି। ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଓ ବାହୁଡାରେ ପୁରୀର ଜନସାଧାରଣଙ୍କୁ…

ଦୁଗ୍ଧ ଶୀତଳିକରଣ ଭଣ୍ଡାର ସମ୍ମୁଖରେ କ୍ଷୀର ଢ଼ାଳି ପ୍ରତିବାଦ କଲେ ଚାଷୀ

ବାସୁଦେବପୁର,୧୩।୭(ଡି.ଏନ୍‌.ଏ): ଭଦ୍ରକ ଜିଲା ବାସୁଦେବପୁର ସ୍ଥିତ ଦୁଗ୍ଧ ଶୀତଳିକରଣ ଭଣ୍ଡାର ସମ୍ମୁଖରେ ଶନିବାର ଶତାଧିକ ଚାଷୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶୁକ୍ରବାର ରାତିରେ ମଧ୍ୟ ଚାଷୀମାନେ କ୍ଷୀର ଢ଼ାଳି ପ୍ରତିବାଦ ପଦର୍ଶନ କରିଥିଲେ। ସୂଚନାଯୋଗ୍ୟ, ଦୁଗ୍ଧ ଶୀତଳିକରଣ ଭଣ୍ଡାର ପକ୍ଷରୁ ବିଭିନ୍ନ…

ଅଜଣା ଗାଡି ଧକ୍କାରେ ବାଇକ ଆରୋହୀ ମୃତ: କ୍ଷତି ପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାଜପଥ ଅବରୋଧ

ପାଟଣା,୧୩।୭(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ରେଙ୍ଗାଳବେଡା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ମୁରୁସୁଆଁ ଗାଁର…

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଗଲା ୩ ଜୀବନ

ତାଳଚେର ନି.ପ୍ର./ପବିତ୍ରନଗର,୧୩।୭ (ଡିଏନଏ): ଅନୁଗୋଳ ଜିଲା ସମଲ ଥାନା ବୁରୁକୁନା ପଞ୍ଚାୟତ ନାଇକାନାଳିଠାରେ ଜାତୀୟ ରାଜପଥ ୧୪୯ରେ ଶନିବାର ସକାଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?