ଆମ ଜିଲା ଖବର

ଯୁକ୍ତ ୩ ବ୍ୟାକ ଫଳ ପ୍ରକାଶ ବିଳମ୍ବ ଘଟଣା: ପୁଣି ଧାରଣାରେ ବସିଲେ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ, ୮ା୮-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ମହାବିଦ୍ୟାଳୟରେ ଅଧ୍ୟୟନ ଛାତ୍ରୀଛାତ୍ରଙ୍କ ଯୁକ୍ତ ୩ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବକୁ ନେଇ ପୁଣି ଛାତ୍ର ଅଶାନ୍ତି ଦେଖାଦେଇଛି। ବୁଧବାର ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖାକୁ ନେଇ ବିଶ୍ୱବିଦ୍ୟାଳୟ…

ଓଭର ଲୋଡିଙ୍ଗରୁ ଟ୍ରାନ୍ସଫର୍ମରରେ ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୮ା୮: ଟାଉନ ଥାନା ଅନ୍ତର୍ଗତ କଂଗ୍ରେସ ଅଫିସ ନିକଟରେ ଥିବା ଏକ ଟ୍ରାନ୍ସଫର୍ମରରେ ବୁଧୁବାର ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍‌ ବିଭାଗ କନିଷ୍ଠ ଯନ୍ତ୍ରୀ ବନୋଦ ପଣ୍ଡାଙ୍କ କହିବା ଅନୁସାରେ, ଟ୍ରାନ୍ସଫର୍ମର ଉପରେ କ୍ଷମତାଠାରୁ ଅଧିକ ଲୋଡିଂ ପଡିଥିଲା। ଫଳରେ ସେଥିରୁ…

ଜନତା ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସ

ନିରାକାରପୁର/ଟାଙ୍ଗୀ(ଖୋର୍ଦ୍ଧା),୮ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା କୁହୁଡ଼ିସ୍ଥିତ ଜନତା ମହାବିଦ୍ୟାଳୟର ୩୪ତମ ପ୍ରତିଷ୍ଠା ଦିବସ ବୁଧବାର କଲେଜ ପରିସରରେ ପାଳିତ ହୋଇଯାଇଛି । ଆୟୋଜିତ ସଭାରେ ଏହାର ଅଧ୍ୟକ୍ଷ ଡ. ସଞ୍ଜୟ କୁମାର ମହାପାତ୍ର ପୌରୋହିତ୍ୟ କରିଥିବାବେଳେ ସଂସ୍କୃତ ଅଧ୍ୟାପକ ବଟକୃଷ୍ଣ ମିଶ୍ର ବେଦପାଠ…

ଲଗାଣ ବର୍ଷା, ସମସ୍ତ ଅଞ୍ଚଳ ଜଳମୟ: ଜେସିବି ଯୋଗେ ଗ୍ରାମବାସୀ ନିର୍ମାଣ କଲେ ଡ୍ରେନ୍‌

କୃଷ୍ଣପ୍ରସାଦ,୮ା୮(ଡି.ଏନ.ଏ.): କୃଷ୍ଣପ୍ରସାଦ ବ୍ଲକରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁ ସମସ୍ତ ଅଞ୍ଚଳ ଜଳମୟ ହୋଇଉଠିଛି। ବର୍ଷା ପାଣିରେ ଗାଁ ଦାଣ୍ଡ ଉବୁଟୁବୁ ହେଉଛି। ବର୍ଷା ଲାଗି ରହିବାରୁ ଏହା ବିଶେଷ ଭାବେ କୃଷି ଓ କୃଷକଙ୍କ ନିମନ୍ତେ…

କଣ୍ଟିଲୋବାସୀଙ୍କ ପାନୀୟ ଜଳ ମହାନଦୀର ଗୋଳିଆ ପାଣି

ଖଣ୍ଡପଡା,୮ା୮(ସ୍ବ.ପ୍ର.): ନୟାଗଡ଼ ଜିଲା ଅନ୍ତର୍ଗତ କଣ୍ଟିଲୋ ନୀଳମାଧବଜୀଉ ପଯର୍‌ୟଟନ କ୍ଷେତ୍ର ଓ କଂସା ପିତ୍ତଳ ବାସନ ଶିଳ୍ପ ପାଇଁ ପ୍ରସିଦ୍ଧି ଲାଭ କରିଛି । ୧୫ ହଜାରରୁ ଊର୍ଦ୍ଧ୍ୱ ଜନସଂଖ୍ୟା ବିଶିଷ୍ଟ ଏହି ରାଜସ୍ବ ଗ୍ରାମର ୨୫ଟି ୱାର୍ଡକୁ ନେଇ କଣ୍ଟିଲୋ…

ଟାଟା ସ୍ପଞ୍ଜ କାରଖାନା କର୍ତ୍ତୃପକ୍ଷ ଦୁଃଖ ଶୁଣିଲେନି: ଧାରଣାସ୍ଥଳରେ ସ୍ବାମୀଙ୍କୁ ଶ୍ରାଦ୍ଧ ଦେଲେ ମହିଳା

ଯୋଡ଼ା, ୮।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦାସ୍ଥିତ ଟାଟାସ୍ପଞ୍ଜ କାରଖାନା ଫାଟକ ସମ୍ମୁଖରେ ଗତ ୮୩ ଦିନ ଧରି ଧାରଣାରେ ବସିଛନ୍ତି ବିଳାସୀ କାରୁଆ। ପୁଅ ଦୀପକ କାରୁଆ ବି ମାଆଙ୍କ ସହିତ ଏହି ଧାରଣାରେ ସାମିଲ ହୋଇଛନ୍ତି ା ହେଲେ…

ପାଓ୍ବାର ଟିଲର ନ ପାଇ ସୁଧ ଦେଉଛନ୍ତି ଗଜେନ୍ଦ୍ର: ନ୍ୟାୟ ନ ମିଳିବାରୁ କରିବେ ଅନଶନ

କେନ୍ଦୁଝର , ୮ା୮ (ସ୍ବ.ପ୍ର.)-ଦୀର୍ଘ ୧୦ ମାସ ହେଲା ଋଣ ଅନୁମୋଦିତ ହୋଇଛି ା ଏଥିପାଇଁ ସୁଧ ଆଦାୟ ଦେଉଛନ୍ତି କିନ୍ତୁ ପାଓ୍ବାର ଟିଲର ମିଳୁନଥିବାରୁ କେନ୍ଦୁଝର ଜିଲା ପାଟଣା ବ୍ଲକ ବଳିଆପଶି ଗ୍ରାମର ଜଣେ ଯୁବ ଆଦିବାସୀ ଚାଷୀ ଚାଷ…

ରାଜନୈତିକ ଚାପରେ ଡ୍ରେନ ନିର୍ମାଣ: ଘଣ୍ଟାଏ ବର୍ଷାରେ ଘରେ ପଶିଲା ପାଣି

ଓଡ଼ଗାଁ,୮ା୮(ସ୍ବ.ପ୍ର.): ଓଡଗାଁ ଏନ୍‌ଏସି ମାନ୍ୟତା ପାଇବା ପରେ ବିଭିନ୍ନ ଓ୍ବାର୍ଡର ରାସ୍ତା ଓ ଡ୍ରେନ ନିର୍ମାଣ କରାଯାଇଥିଲା। ହେଲେ ଜରୁରୀ ଆବଶ୍ୟକତା ଥିବା ସ୍ଥାନକୁ ବାଦ୍‌ଦେଇ ରାଜନୈତିକ ଚାପରେ ଅନ୍ୟତ୍ର ଡ୍ରେନ ନିର୍ମାଣ ହୋଇଥିବାରୁ ବର୍ଷାପାଣି ବିଭିନ୍ନ ସାହିର ଲୋକଙ୍କ ଘରେ…

ସାଇନ୍ସ ପାର୍କ ନିର୍ମାଣ ପାଇଁ କୁଳେଇପଦାରେ ଅନୁଧ୍ୟାନ

ଆରଡ଼ି, ୮।୮ (ଡି.ଏନ.ଏ.) – ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ନିକଟ କୁଳେଇପଦା ପଡ଼ିଆରେ ନିର୍ମାଣ ହେବାକୁ ଥିବା ପ୍ରସ୍ତାବିତ ସାଇନ୍ସ ପାର୍କ ଯୋଜନା ଏବେ ରୂପରେଖ ନେବାକୁ ଯାଉଛି। ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କନିଷ୍ଠ ଯନ୍ତ୍ରୀ ବିପିନ କୁମାର…

ବର୍ଷାରେ ଧସିଲା ନଦୀବନ୍ଧ

ଭଣ୍ଡାରିପୋଖରୀ, ୮।୮ (ଡି.ଏନ.ଏ.) – ନଦୀବନ୍ଧ ନିର୍ମାଣ ଲାଗି ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ ବିଭାଗୀୟ ଅଧିକାରୀଙ୍କ ଆବଶ୍ୟକ ତଦାରଖ ଅଭାବରୁ ଠିକାଦାର ମନଇଚ୍ଛା କାମ କରି ଚାଲି ଯାଉଛନ୍ତି। ବନ୍ୟାରେ ଲୋକଙ୍କୁ ସୁରକ୍ଷା ଦେବା…

୩୨ କେଜିର ପ୍ରାଚୀନ ମୁଦ୍ରା : ରାଜ୍ୟ ସଂଗ୍ରହାଳୟକୁ ହସ୍ତାନ୍ତର କରାଗଲା

ଭଦ୍ରକ ଅଫିସ,୮।୮-ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ୧୯୯୩ ମସିହାରେ ମିଳିଥିବା ଏକ ୩୨ କେଜିର ପ୍ରାଚୀନ ମୁଦ୍ରାକୁ ବୁଧବାର ରାଜ୍ୟ ସଂଗ୍ରହାଳୟକୁ ପଠାଯାଇଛି। ଏହି ମୁଦ୍ରାଟି ଦୋଳସାହିସ୍ଥିତ ରାମନାରାୟଣ ହାଇସ୍କୁଲ ପାଚେରି ନିର୍ମାଣ ପାଇଁ ଖନନ ସମୟରେ ମିଳିଥିଲା। ତତ୍କାଳୀନ ଜିଲାପାଳ…

କିଡନୀ ରୋଗର ଅନୁଧ୍ୟାନ ପାଇଁ ମାଙ୍କଡକେନ୍ଦାରେ ଡାକ୍ତରୀ ଟିମ୍‌

କୁଆମରା,୮ା୮(ଡି.ଏନ୍‌.ଏ.): ଆଦିବାସୀ ଅଧ୍ୟୁଷିତ ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ପଞ୍ଚାୟତ ଅନ୍ତର୍ଗତ ମାଙ୍କଡକେନ୍ଦା ଗ୍ରାମର ୧୧ ନମ୍ବର ୱାର୍ଡରେ କିଡିନୀ ରୋଗ ଆତଙ୍କ ଦେଖା ଦେଇଛି। କିଛି ଦିନ ମଧ୍ୟରେ ଏହି ରୋଗରେ ୧୦ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?