ଆମ ଜିଲା ଖବର

ବାଇକ୍‌, ଟଙ୍କା ଲୁଟ୍‌ ଘଟଣା: ୩ କୋର୍ଟ ଚାଲାଣ

ଛତ୍ରପୁର,୧୩ା୭(ଡି.ଏନ.ଏ)-ବାଇକ୍‌ ଓ ଟଙ୍କା ଲୁଟ୍‌ ଘଟଣାରେ ୩ ଅଭିଯୁକ୍ତଙ୍କୁ ଛତ୍ରପୁର ପୋଲିସ ଗିରଫ କରିଛି । ସେମାନେ ହେଲେ ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳର ରାଜ କୁମାର ସେଠୀ, ସଦର ଥାନା ଅଧୀନ କୁମ୍ଭାର ସାହିର ସୁରଜ ପରିଡା ଓ ପଶ୍ଚିମବଙ୍ଗ…

ଗଞ୍ଜାମ ଜିଲା: ନର୍ସିଂହୋମ ଗୁଡ଼ିକରେ ଅଗ୍ନି ନିରାପତ୍ତା ଫେଲ: ନୋଟିସ ଦିଆଯାଉଛି, କାର୍ଯ୍ୟାନୁଷ୍ଠାନ ଶୂନ

ବ୍ରହ୍ମପୁର ଅଫିସ,୧୩ା୭-ବ୍ରହ୍ମପୁର ମହାନଗର ନିଗମ ସମେତ ଜିଲାର ବିଭିନ୍ନ ସ୍ଥାନରେ ଏବେ ବହୁ ସଂଖ୍ୟାରେ ଘରୋଇ ହସ୍ପିଟାଲ ଓ ନର୍ସିଂହୋମ ଚାଲିଛି। ଘରୋଇ ହସ୍ପିଟାଲ ଓ ନର୍ସିଂହୋମ ଗୁଡ଼ିକରେ କ୍ଲିନିକାଲ ଏଷ୍ଟାବ୍ଲିସମେଣ୍ଟ ଆକ୍ଟ ଅନୁସାରେ ସରକାରଙ୍କ ଦ୍ୱାରା ନିର୍ଦ୍ଦେଶ ରହିଥିବା ସମସ୍ତ…

ମିଳୁନି ଧାନ ବିକ୍ରି ଟଙ୍କା:ବିଷ ବୋତଲ ଧରି ଧାରଣାରେ ଚାଷୀ

ପଦ୍ମପୁର, ୧୩।୭(ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକାଣିଡିହୀ ସେବା ସମବାୟ ସମିତିରେ ଧାନବିକ୍ରି କରି ୬ ମାସ ହେଲା ଟଙ୍କା ପାଇନାହାନ୍ତି ଚାଷୀ। ଏହାର ପ୍ରତିବାଦରେ ଚାଷୀମାନେ ବିଷ ବୋତଲ ଧରି ଗୁରୁବାରଠାରୁ ସେବା ସମବାୟ ସମିତି…

ଦରକାର ବେଳେ ଖୋଜା, ପରେ ଅଲୋଡ଼ା

ଭଣ୍ଡାରିପୋଖରୀ, ୧୩।୭(ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବନ୍ୟା ପ୍ଲାବିତ ଅଞ୍ଚଳ। ବୈତରଣୀ ନଦୀରେ ବନ୍ୟା ଆସିଲେ ବ୍ଲକର ବହୁ ଅଞ୍ଚଳ ଜଳମଗ୍ନ ହୋଇପଡ଼େ। ବୈତରଣୀ ଅବବାହିକାରେ ଥିବା ନଈନାଳ ଘେରା ଏହି ଅଞ୍ଚଳରେ ପ୍ରତ୍ୟେକ ବର୍ଷ ବନ୍ୟା ବିପର୍ଯ୍ୟୟ…

ପୋଲିସ ଗାଡି ଦୁର୍ଘଟଣାଗ୍ରସ୍ତ: ୧୧ ଆହତ

ଖଇରା, ୧୩ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର-କୁପାରୀ ରାସ୍ତାର ଦାନ୍ତିଆ ଛକ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ପୋଲିସ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୧ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ଜଣ ପୋଲିସ କର୍ମଚାରୀ ଥିବା ବେଳେ ୨ଜଣ ସାଇକେଲ ଆରୋହୀ, ଅନ୍ୟ ୪ଜଣ…

ବାହୁଡାରେ ସୁନାବେଶ ଦର୍ଶନ କଲେ ଭକ୍ତ

ଢେଙ୍କାନାଳ ଅଫିସ,୧୨ା୭: ଢେଙ୍କାନାଳରେ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡାଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଅପରାହ୍ନ ୫ଟା ୧୫ରେ ବଡରଥ ଓ ସାଢେ ୫ଟାରେ ମହିଳାମାନେ ଟାଣୁଥିବା ସାନରଥ ରଥଗଡାଠାରେ ଲାଗିଥିଲା। ସନ୍ଧ୍ୟାରେ ହରଶୟନ ଏକାଦଶୀ ଉପଲକ୍ଷେ ଶ୍ରୀଜୀଉ ଶ୍ରଦ୍ଧାଳୁମାନଙ୍କୁ ସୁନା…

ବ୍ୟାଙ୍କ ଡକାୟତି ଘଟଣା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ରୂପ୍‌ସା, ୧୨।୭(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ, ଶ୍ରୀରାମପୁର ଶାଖାରୁ ଗୁରୁବାର ୩୨ଲକ୍ଷ ୪୨ହଜାର ଟଙ୍କା ଡକାୟତି ହୋଇଥିବା ଫିଲ୍‌ଡ଼ ଅଫିସର ଲିଙ୍ଗରାଜ ସାହୁ ବସ୍ତା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ଥାନାରେ…

ନିର୍ବାଚନ ପରବର୍ତ୍ତୀ ହିଂସା ନେଇ ୨ ପୃଥକ ମାମଲା: ଯୁବନେତା ବେଣୁମାଧବ ଗିରଫ

ସିମୁଳିଆ, ୧୨।୭(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କାଞ୍ଚପଡ଼ା ପଞ୍ଚାୟତ ଅଧୀନ ଡିଆଁପୁରୁଷୋତ୍ତମପୁର ଗଁାରେ ବୁଧବାର ବିବାହ ଚତୁର୍ଥୀ ଭୋଜି ବେଳେ ଘଟିଥିବା ଗଣ୍ଡଗୋଳ ଘଟଣା ନେଇ ପୋଲିସ ୨ଟି ପୃଥକ ମାମଲା ରୁଜୁ କରିଛି। ଘଟଣାର ଦିନକ ପରେ ଶୁକ୍ରବାର…

ରାକେଶଙ୍କୁ ଏନ୍‌ଏସ୍‌ଏସ୍‌ ପୁରସ୍କାର

ରୂପ୍‌ସା, ୧୨।୭(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ରୂପ୍‌ସା ନୀଳମଣି ମହାବିଦ୍ୟାଳୟର ଏନ୍‌ଏସ୍‌ଏସ୍‌(ଜାତୀୟ ସେବା ଯୋଜନା) ସ୍ବେଚ୍ଛାସେବୀ ରାକେଶ କୁମାର ବାରିକଙ୍କୁ ୨୦୧୮-୧୯ ଶିକ୍ଷାବର୍ଷ ପାଇଁ ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା ପୁରସ୍କାର ପ୍ରଦାନ କରାଯାଇଛି। ଫକୀରମୋହନ ବିଶ୍ୱବିଦ୍ୟାଳୟର ୨୧ତମ ପ୍ରତିଷ୍ଠା…

ଗାଁର ନାଁ କାମାରଗୁଡା: ୮କିମି ଗଲେ ଡାକ୍ତରଖାନା, ୧୫ କିମି ଗଲେ ପଞ୍ଚାୟତ କାର୍ଯ୍ୟାଳୟ

ଏମଭି ୭୯,୧୨ା୭: ମାଲକାନଗିରି ଜିଲା କାଲିମେଳା ବ୍ଲକ ପଶୁଗୁ ପଞ୍ଚାୟତର ଜିନେଲଗୁଡାଠାରୁ ୪ କିମି ଦୂରରେ ରହିଛି ଆଦିବାସୀ ଗାଁ କାମାରଗୁଡା। ସ୍ବାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ଏଠାରେ ପହଞ୍ଚତ୍ପାରିନି ମୌଳିକ ସୁବିଧା ଓ ସୁଯୋଗ। ଗ୍ରାମରେ କେବେ ସରକାରୀ…

ଟ୍ରାକ୍ଟର ଚାପାରେ ଛାତ୍ର ମୃତ, ଉତ୍ତେଜନା

ଲୋଇସିଂହା, ୧୨।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଆଗଲପୁର ବ୍ଲକ ଅନ୍ତର୍ଗତ ବିନ୍ଧାପାଲି ଗାଁରେ ଟ୍ରାକ୍ଟର ଚାପାରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବରଗଡ ଜିଲା ଗାଇସିଲାଟ ବ୍ଲକ ଭୂତିବାହାଲ ଗ୍ରାମର ନାଗର ଜୁଏଡଙ୍କ ପୁଅ…

ସମବାୟ ସମିତିରୁ ୫ ଲକ୍ଷ ହଡ଼ପ ଅଭିଯୋଗ: ପୂର୍ବତନ ସମ୍ପାଦକ ଗିରଫ

ତିହିଡ଼ି, ୧୨।୭ (ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଗୁଆମାଳ ସେବା ସମବାୟ ସମିତିରୁ ୫ ଲକ୍ଷ ଟଙ୍କା ହଡ଼ପ ହୋଇଛି। ସମିତିର ଉପସଭାନେତ୍ରୀ ଚୁମାରାଣୀ ଜେନା ଗୁରୁବାର ଏ ସମ୍ପର୍କରେ ତିହିଡ଼ି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?