ଆମ ଜିଲା ଖବର

ବାସନ୍ତୀର ଚିକିତ୍ସା ଲାଗି ହାତ୍‌ ବଢ଼ାଲା ଯୁବକ ସଂଘଚାଁଦା କରି ଡାକ୍‌ତରଖାନା ପଠାଲେ

ମୁରିବାହାଲ, ୧୨।୭ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ପତ୍ରାପାଲି(କ) ପଁଚେତ୍‌ର ଜାମୁଟ ଗଁାର ପ୍ରଦୀପ ଲୁହାକଁର ଝି’ ବାସନ୍ତୀ ଲୁହା(୨୨)। ସେ ଅନେକ ବଛର ହେଲା ମାନସିକ୍‌ ରୋଗ୍‌ରେ ପୀଡ଼ିତ ଅଛନ୍‌। ଇଆଡ଼େ ପରିବାରଟା ଦଲିତ ଆର ନିହାତି ଗରିବ…

ଦିବ୍ୟାଙ୍ଗ ପୁଷ୍ପାଞ୍ଜଳିକେ ଘାରୁଛେ ପାଠ୍‌ପଢ଼ା ଚିନ୍‌ତା:ସ୍କୁଲ ଯିବାରେ ଭଂଗା ଟ୍ରାଇସାଇକେଲ ବାଧକ୍‌

ଲୋଇସିଂହା,୧୨।୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ସଦରର ପୁଷ୍ପାଞ୍ଜଳି ବେହେରା(୧୬)। ସେ ଜନ୍‌ମୁ ଦିବ୍ୟାଙ୍ଗ, ଚାଲବୁଲ କରି ନାଇଁପାରବାର। ଏହେଦେ ସେ ଥାନୀୟ ବାଳିକା ହାଇସ୍କୁଲରେ ନବମ ଶ୍ରେଣୀରେ ପଢ଼ୁଛନ୍‌। ହେଲେ ତାହାକୁ ମିଲିଥିବାର ଟ୍ରାଇସାଏକେଲଟା ଏହେଦେ ଅଦରବା ହେଇଗଲାନ। ଯେନ୍‌ଥିରଲାଗି ସେ…

ଇରିଙ୍ଗାଝରଣରେ ବେଲଟିକିରିର ପୁନରାବୃତ୍ତି: ମିଥ୍ୟା ତଥ୍ୟ ଦେଇଥିଲା ଶିଶୁ ସୁରକ୍ଷା ବିଭାଗ

ଢେଙ୍କାନାଳ ଅଫିସ, ୧୨ା୭- ବେଲଟିକିରି ସେଲ୍‌ଟର ହୋମ୍‌ ଅନ୍ତେବାସୀ ନିର୍ଯାତନା ଘଟଣାରୁ କିଛି ଶିଖିଲାନି ଢେଙ୍କାନାଳ ଜିଲା ଶିଶୁ ସୁରକ୍ଷା ବିଭାଗ। ଶିଶୁ ନିର୍ଯାତନା ଭଳି ସମ୍ବେଦନଶୀଳ ଘଟଣାକୁ ଅତ୍ୟନ୍ତ ଖାମଖିଆଲ ଭାବେ ନେଲେ ବିଭାଗୀୟ ଅଧିକାରୀ। ଏପରି କି ନିଜ…

୬୨ ଛାତ୍ରୀଛାତ୍ର ଉଦ୍ଧାର

କାମାକ୍ଷାନଗର, ୧୨।୭(ଡି.ଏନ.ଏ.)-କଙ୍କଡ଼ାହାଡ଼ ବ୍ଲକ ଗଡ଼ପଳାଶୁଣୀ ପଞ୍ଚାୟତ ଇରିଙ୍ଗାଝରଣରେ ବେଆଇନ ଭାବେ ଚାଲିଥିବା ଶ୍ରୀ ଲକ୍ଷ୍ମୀନାରାୟଣ ଆଶ୍ରମ ବିଦ୍ୟାଳୟର ୩ୟ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ପରେ ସ୍କୁଲର କଳା କାରନାମା ଉପରୁ ଧୀରେ ଧୀରେ ପରଦା ହଟିବାରେ ଲାଗିଛି। ଜିଲା ଶିଶୁ ସୁରକ୍ଷା…

ଜାତୀୟ ସ୍କୋଏ ମାର୍ଶଲ ଆର୍ଟ: ଅନୁଗୋଳକୁ ୨ ପଦକ

ଅନୁଗୋଳ ଅଫିସ, ୧୨।୭-ଷଷ୍ଠ ତମ ଜାତୀୟ ସ୍କୋଏ ମାର୍ଶଲ ଆର୍ଟ ପ୍ରତିଯୋଗିତା କଶ୍ମୀର ପହଲ ଗ୍ରାମ ଠାରେ ଜୁନ୍‌ ୧୬ ଠାରୁ ୨୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଅନୁଗୋଳ ଜିଲାର କୁନ୍ଦନ କୁମାର ଏବଂ…

କଣିହାଁରେ ହାତୀ: ଉଜାଡୁଛନ୍ତି ଫସଲ, ଘର

କଣିହାଁ, ୧୨ା୭(ଡି.ଏନ.ଏ.)-କଣିହାଁ ବ୍ଲକ ଅଞ୍ଚଳରେ କିଛି ଦିନ ହେଲା ୩ ହାତୀ ଆତଙ୍କ ଖେଳାଇଛନ୍ତି। ଗୁରୁବାର ହାତୀପଲ ଦଲକ, ତାଳପଦା, କଣିହାଁ, ହନୁମାନପୁର ପଞ୍ଚାୟତରେ ପଶି ବ୍ୟାପକ ଫସଲ ନଷ୍ଟ କରିବା ସହ ଘର ଭାଙ୍ଗିଛନ୍ତି। ଦଲକ ଓ ପୋଇପାଳ ବାସିନ୍ଦାଙ୍କ…

ବର୍ଷା ନାହିଁ, ଚାଷ ଜମି ଫାଟି ଆଁ

ବଅଁରପାଳ, ୧୨।୭(ଡି.ଏନ.ଏ.)-ଅନୁଗୋଳ କୃଷି ଜିଲା ଅନ୍ତର୍ଗତ ବଅଁରପାଳ ବ୍ଲକରେ ଚଳିତ ବର୍ଷ ବର୍ଷା ଅଭାବ ବେଉଷଣ କାର୍ଯ୍ୟରେ ବାଧା ସାଜିଛି। ବିଲରେ ପାଣି ନ ଥିବାରୁ ବିହୁଡା କାର୍ଯ୍ୟ ହୋଇପାରୁ ନ ଥିବା ଦେଖାଦେଇଛି। ଏପରିକି ଅନେକ ଚାଷ ଜମିରେ ମାଟି…

ଆଜି ଶୈଳଶ୍ରୀକ୍ଷେତ୍ରକୁ ବାହୁଡ଼ିବେ ଶ୍ରୀଜୀଉ: ସନ୍ଧ୍ୟା ସାଢ଼େ ୬ଟାରେ ଛୁଇଁବ ଚକଡ଼ା

ଅନୁଗୋଳ ଅଫିସ, ୧୨।୭-୯ ଦିନ ଜନ୍ମବେଦିରେ ଭକ୍ତଙ୍କୁ ଦର୍ଶନ ଦେବା ପରେ ଶୁକ୍ରବାର ଭଉଣୀ ଭାଇଙ୍କୁ ଧରି ଶୈଳଶ୍ରୀକ୍ଷେତ୍ର ଫେରିବେ ମହାପ୍ରଭୁ ଜଗନ୍ନାଥ। ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ସକାଳୁ ସମସ୍ତ ନୀତିକାନ୍ତି କରାଯିବା…

ର଼୍ୟାମ୍ପ ଶୋ ଗ୍ରାଣ୍ଡ ଫାଇନାଲରେ ବ୍ରହ୍ମପୁରର ତନିଶା

ବ୍ରହ୍ମପୁର ଅଫିସ,୧୨ା୭: ବୟସ ୧୫ ବର୍ଷ। ଏହି ସ୍ବଳ୍ପ ବୟସରୁ ସେ ଜାତୀୟସ୍ତରରେ ସୃଷ୍ଟି କରିଛନ୍ତି ନିଜର ପରିଚୟ ା ସେ ହେଲେ ବ୍ରହ୍ମପୁର ଅରବିନ୍ଦ ନଗରର ପ୍ରଦୀପ କୁମାର ମିଶ୍ର ଓ ସୌଦାମିନୀ ମିଶ୍ରଙ୍କ କନିଷ୍ଠା କନ୍ୟା ତନିଶା। ଦିଲ୍ଲୀରେ…

ଜେଲ ଗଲେ କୋଟିପତି ସରପଞ୍ଚ

ବ୍ରହ୍ମପୁର ଅଫିସ,୧୨ା୭-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ସରପଞ୍ଚ ତଥା ବିଜେଡି ନେତା ଉଷାନ୍ତ କୁମାର ସାହୁଙ୍କୁ ଗୁରୁବାର ବ୍ରହ୍ମପୁର ଭିଜିଲାନ୍ସ ଗିରଫ କରିଛି । ମାମଲା ନଂ ୧୬/୧୯ରେ ତାଙ୍କୁ କୋର୍ଟଚାଲାଣ କରାଯାଇଥିବା…

ସିଙ୍ଗାପୁରରେ ଚାକିରି ନାଁରେ ଠକେଇ ମାମଲା: ଅଧିକାରୀଙ୍କୁ ଧରିପାରୁନି ପୋଲିସ

ବ୍ରହ୍ମପୁର ଅଫିସ,୧୨ା୭- ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ କମ୍ପାନୀରେ ଚାକିରି କରାଇଦେବା ନଁାରେ ବାରମ୍ବାର ଠକେଇ ଘଟଣା ଦୃଷ୍ଟିକୁ ଆସୁଛି। ବ୍ରହ୍ମପୁର ସହରରେ ଠକ କମ୍ପାନୀ ଦ୍ୱାରା ବହୁ ଯୁବତୀ ଯୁବକ ଠକେଇର ଶିକାର ହୋଇଛନ୍ତି। ଏଭଳି ଏକ ଠକ କମ୍ପାନୀର…

ଥାନା ଆଇଆଇସି ବଦଳି ଦାବିରେ କବିସୂର୍ଯ୍ୟନଗର ବନ୍ଦ

କବିସୂର୍ଯ୍ୟନଗର,୧୧ା୭-କବିସୂର୍ଯ୍ୟନଗର ଥାନା ଆଇଆଇସି ତପନ କୁମାର ପତି ବରିଷ୍ଠ ଓକିଲ ଭଗବାନ ମହାପାତ୍ରଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଘଟଣାକୁ ନେଇ ଆନ୍ଦୋଳନ ଜୋର ଧରିଛି। ଓକିଲ ସଂଘ ଦୃଢ଼ କାର୍ଯ୍ୟାନୁଷ୍ଠାନ ସ୍ବରୂପ ତାଙ୍କର ବଦଳି ଦାବି କରିଛି। ଆନ୍ଦୋଳନ ତୃତୀୟ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?