ନାବାଳିକାଙ୍କୁ ଅପହରଣ, ବଳାତ୍କାର ମାମଲା : ହାଇଦ୍ରାବାଦରୁ ଅଭିଯୁକ୍ତ ଗିରଫ
ଛତ୍ରପୁର,୧୨ା୭(ଡି.ଏନ.ଏ): ନାବାଳିକାଙ୍କୁ ଅପହରଣ ଓ ପରେ ବଳାତ୍କାର କରିବା ମାମଲାର ଅଭିଯୁକ୍ତଙ୍କୁ ଛତ୍ରପୁର ପୋଲିସ ଗିରଫ କରିଛି। ସେ ହେଲେ ସ୍ଥାନୀୟ ଅଞ୍ଚଳର ବାବୁଲି ସେଠୀ। ଗୁରୁବାର ତାଙ୍କୁ ବ୍ରହ୍ମପୁରସ୍ଥିତ ପୋକ୍ସୋ କୋର୍ଟକୁ ଚାଲାଣ କରାଯାଇଛି। ଛତ୍ରପୁର ଅଞ୍ଚଳର ନାବାଳିକାଙ୍କୁ ଅପହରଣ…
ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ: ସ୍ବାମୀ, ସମ୍ପର୍କୀୟ ଗିରଫ
ଫୁଲବାଣୀ ଅଫିସ/ତୁମୁଡିବନ୍ଧ, ୧୨ା୭(ଡି.ଏନ.ଏ.)-କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କୁ ସ୍ବାମୀ ଏବଂ ତାଙ୍କର ଜଣେ ସମ୍ପର୍କୀୟ ଜୀବନରେ ମାରି ଦେବାକୁ ଉଦ୍ୟମ କରିଛନ୍ତି। ଏ ନେଇ ମହିଳା ଜଣକ ବେଲଘର…
ଦୃଷ୍ଟି ଆଢ଼ୁଆଳରେ ଝିକରା ଜଳପ୍ରପାତ
କେନ୍ଦୁଝର, ୧୨ା୭(ସ୍ବ.ପ୍ର.)-ବଣପାହାଡ ଘେରା କେନ୍ଦୁଝର ଜିଲାରେ ବହୁ ପ୍ରାକୃତିକ ଝରଣା ଏବଂ ଜଳପ୍ରପାତ ରହିଛି ା ରକ୍ଷଣାବେକ୍ଷଣ ଅଭାବରୁ ସେସବୁ ଲୋପ ପାଇବାକୁ ବସିଛି ା ଏଭଳି ଏକ ଜଳପ୍ରପାତ ସମସ୍ତଙ୍କ ଆଢୁଆଳରେ ରହିଯାଇଥିବାରୁ ଏହାର ବିକାଶ ଦାବି ହେଉଛି ା…
ସରକାରୀ ସହାୟତା ସ୍ବପ୍ନ
ବନ୍ତ, ୧୨।୭(ଡି.ଏନ.ଏ.) – କେନ୍ଦ୍ର ଓ ରାଜ୍ୟ ସରକାର ଦିବ୍ୟାଙ୍ଗମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଲକ୍ଷ୍ୟରେ ବିଭିନ୍ନ ଉନ୍ନୟନମୂଳକ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସେମାନଙ୍କୁ ରହିବା ପାଇଁ ଘର, ଚଳିବା ଲାଗି ଭତ୍ତା ପ୍ରଦାନର ବ୍ୟବସ୍ଥା କରିଛନ୍ତି। ଭଦ୍ରକ ଜିଲା…
ସହାୟତା ଅପେକ୍ଷାରେ ବିତୁଛି ଦିନ
ବାହାନଗା, ୧୨ା୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଳକ ରୂପଖଣ୍ଡ ଗ୍ରାମରେ ପକ୍ଷାଘାତ େଋାଗୀ ଶୁକମଣି ମହାଳିକଙ୍କ ପରିବାର ଅସହାୟ ସ୍ଥିତିିରେ ଦିନ ବିତାଉଛନ୍ତି। ଶୁକମଣିଙ୍କ ସ୍ବାମୀ ତ୍ରିଲୋଚନ ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁ ଆଉ କାମଧନ୍ଦା କରିପାରୁ ନାହାନ୍ତି। ଏହି ବୃଦ୍ଧ ଦମ୍ପତିଙ୍କ…
ଏଫଏମ୍ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସ: ‘ଚାକିରି ପଛରେ ନ ଗୋଡ଼ାଇ ନିଯୁକ୍ତି ସୁଯୋଗ ସୃଷ୍ଟି କର’
ବାଲେଶ୍ୱର ଅଫିସ, ୧୨।୭-ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ(ଏଫଏମ୍ ୟୁନିଭରସିଟି)ର ଏକବିଂଶତମ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ କୁଳପତି ଡ. ମଧୁମିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଝାଡ଼ଖଣ୍ଡ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେଇ କଳା ଓ…
ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ତାଲା
ଖଇରା, ୧୨।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାଦିକପୁର ୟୁଜିୟୁପି ସ୍କୁଲର ବିଜ୍ଞାନ ଶିକ୍ଷକଙ୍କୁ ବଦଳି ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇ ବିରୋଧ କରିଛନ୍ତି ା ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଶିକ୍ଷା ବିଭାଗ ଓ ଗ୍ରାମବାସୀଙ୍କ ମଧ୍ୟରେ ସମାଧାନର…
ସିଜେଏମ୍ଙ୍କ ପୁରୁଷୋତ୍ତମପୁରକୋର୍ଟ ପରିଦର୍ଶନ
ପୁରୁଷୋତ୍ତମପୁର ୧୧ା୭(ଡି.ଏନ୍.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତକୁ ଜିଲା ମୁଖ୍ୟ ବିଚାରପତି (ସିଜେଏମ୍) ପ୍ରଜ୍ଞା ପରମିତା ରାଉଳ ପରିଦର୍ଶନରେ ଆସିଥିଲେ। ବିଚାରପତି ଅନ୍ନପୂର୍ଣ୍ଣା ଷଡଙ୍ଗୀ ବିଭିନ୍ନ ମାମଲାର ବିଚାର କରୁଥିବାବେଳେ ତାର ତଦାରଖ କରିଥିଲେ। ଏହି ପରିଦର୍ଶନ କାର୍ଯ୍ୟକ୍ରମ…
ରେକର୍ଡ କଲେ ଶିଳ୍ପୀ ସତ୍ୟ: ୧୨ ଘଣ୍ଟାରେ ନିର୍ମାଣ କଲେ ୧.୫ ଇଞ୍ଚ ଉଚ୍ଚତା ରଥ
ବ୍ରହ୍ମପୁର ଅଫିସ,୧୧ା୭-ନିଜ ରେକର୍ଡକୁ ପୁଣି ଭାଙ୍ଗିଲେ ବ୍ରହ୍ମପୁରର ଶିଳ୍ପୀ ସତ୍ୟ ମହାରଣା। ସତ୍ୟ ଶ୍ରୀଗୁଣ୍ଡିଚା ଅବସରରେ ୨.୫ ଇଞ୍ଚ ଉଚ୍ଚତା, ୨ ଇଞ୍ଚ ଓସାରର ବିଶ୍ୱର ସବୁଠାରୁ କ୍ଷୁଦ୍ର ରଥ ନିର୍ମାଣ କରି ରେକର୍ଡ ସୃଷ୍ଟି କରିଥିଲେ। ଏବେ ତିନିଠାକୁରଙ୍କ ବାହୁଡାଯାତ୍ରାରେ…
ଗଞ୍ଜେଇ ବ୍ୟବସାୟକୁ ନେଇ ୨ଭାଇଙ୍କୁ ଅପହରଣ ଉଦ୍ୟମ: ଜେଲ କର୍ମଚାରୀଙ୍କ ସମେତ ୭ ଗିରଫ
ଦାରିଙ୍ଗବାଡ଼ି,୧୧।୭(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଗୁରୁବାର ୨ ଅପହୃତ ଯୁବକଙ୍କୁ ଉଦ୍ଧାର କରିବା ସହ ୭ ଅପହରଣକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ମୁଖ୍ୟ ଅଭିଯୁକ୍ତ ବାଲିଗୁଡ଼ା ସବ୍ଜେଲର କର୍ମଚାରୀ ସୁବାସ ଚନ୍ଦ୍ର ବେହେରଦଳାଇ ଏବଂ ସୁପାରି ନେଇଥିବା ମୁନା…
ବିଦ୍ୟୁତ୍ ଆଘାତରେ ଛାତ୍ରୀଙ୍କ ମୃତ୍ୟୁ
ମୁନିଗୁଡା, ୧୧ା୭(ଡ଼ି.ଏନ.ଏ)- ରାୟଗଡା ଜିଲା କୁମୁଡାବାଲି ବ୍ଲକ ମୁନିଗୁଡା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ବୁଧବାର ରାତିରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିିଛି । ମୃତା ଛାତ୍ରୀ ଜଣକ ହେଲେ କୁମୁଡାବାଲି ପଞ୍ଚାୟତ ଗୁମୁଡି ଗ୍ରାମର…
କାମରେ ଆସୁନି ସୌରଚାଳିତ ପାନୀୟ ଜଳ ପ୍ରକଳ୍ପ
ମନମୁଣ୍ଡା, ୧୧।୭ (ଡି.ଏନ.ଏ): କଣ୍ଟାମାଳ ବ୍ଲକ ଘିକୁଣ୍ଡି ପଞ୍ଚାୟତ ହାତୀପାଲିଠାରେ ଥିବା ସୌରଚାଳିତ ଜଳଯୋଗାଣ ପ୍ରକଳ୍ପ ଏବେ କାମରେ ଲାଗୁନି । ଫଳରେ ଲୋକମାନେ ପାନୀୟ ଜଳ ପାଇଁ ଅସୁବିଧା ଭୋଗୁଛନ୍ତି । ସୂଚନା ଅନୁସାରେ, ୨୦୧୮ ମସିହାରେ ଗ୍ରାମ୍ୟ ଜଳଯୋଗାଣ…

