ନିମ୍ନମାନର ରାସ୍ତାକାମ, ବନ୍ଦ କଲେ ଗ୍ରାମବାସୀ
ଅମରପାଲି, ୧୧।୭(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ମୁଖ୍ୟ ଛକଠାରୁ ରେଢ଼ାଖୋଲ- ବୀରମହାରାଜପୁର ସୀମାବର୍ତ୍ତୀ ଅମରପାଲି ପର୍ଯ୍ୟନ୍ତ ହେଉଥିବା ରାସ୍ତା କାମ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ଗୁରୁବାର ଅମରପାଲି ଗ୍ରାମବାସୀ କାମକୁ ବନ୍ଦ କରି ପ୍ରତିବାଦ ଜଣାଇଛନ୍ତି । ବିଭାଗୀୟ ଯନ୍ତ୍ରୀ…
ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ
ଢେଙ୍କାନାଳ ଅଫିସ, ୧୧ା୭-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଡଙ୍ଗାପାଳ ଗ୍ରାମରେ ୨୦୧୬ରେ ସଙ୍ଗଠିତ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍ସୋ ବିଚାରପତି ତଥା ଅତିରିକ୍ତ ଜିଲାଜଜ୍ ରାଜକିଶୋର ମହାପାତ୍ର ଅଭିଯୁକ୍ତ ସୁବାସ ସିଂଙ୍କୁ ଦୋଷୀ…
ଗାଧୋଇବାକୁ ଯାଉଥିବାବେଳେ ଯୁବକଙ୍କୁ ଶୁଣ୍ଢରେ କଚାଡ଼ି ଦେଲା ହାତୀ
ରାସୋଳ,୧୧।୭(ଡି.ଏନ.ଏ.)-ଢେଙ୍କାନାଳ ବନଖଣ୍ଡ ହିନ୍ଦୋଳ ବନାଞ୍ଚଳ ବାବନ୍ଧ ସେକ୍ସନ ଅଧୀନ କାଦୁଆମଡା ଗ୍ରାମର ପ୍ରଫୁଲ ନାୟକ ଗୁରୁବାର ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ସେ ଅପରାହ୍ନରେ ଗ୍ରାମ ନିକଟସ୍ଥ ବେଗାନାଳକୁ ଗାଧୋଇବା ପାଇଁ ଯାଉଥିବାବେଳେ ଏକ ହାତୀ ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି…
୭ ବର୍ଷ ହେଲା ନାହାନ୍ତି ସ୍ଥାୟୀ ଡାକ୍ତର, ୫ ପଞ୍ଚାୟତର ଲୋକେ ପାଉନାହାନ୍ତି ସ୍ବାସ୍ଥ୍ୟସେବା
ନାଉଗାଁ,୧୧ା୭(ସ୍ବ.ପ୍ର.): ଗ୍ରାମାଞ୍ଚଳର ଜନସାଧାରଣଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ସରକାର ଯୋଜନା ଉପରେ ଯୋଜନା କରିଚାଲିଛନ୍ତି। ପ୍ରତି ୫ ହଜାର ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ଉପକେନ୍ଦ୍ର ଓ ୨୫ ହଜାର ଜନସଂଖ୍ୟାକୁ ଆଧାର କରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇଛି। ନିରାମୟ ଯୋଜନାରେ…
ସ୍ଲୁଇସ ଗେଟ୍ କାମ ନିମ୍ନମାନର: ପ୍ରଭାବିତ ହେବେ ୫ ପଞ୍ଚାୟତର ଚାଷୀ
ନାଉଗାଁ,୧୧ା୭(ସ୍ବ.ପ୍ର.): ଚାଷ ଜମିରୁ ଉଦ୍ବୃତ ଜଳ ନିଷ୍କାସନ ସହିତ ଆବଶ୍ୟକ ସମୟରେ ସଂରକ୍ଷିତ ଜଳକୁ ଚାଷ କାର୍ଯ୍ୟରେ ବିନିଯୋଗ କରିବା ନିମନ୍ତେ ନାଉଗାଁ ବ୍ଲକର ବିଭିନ୍ନ ସ୍ଥାନରେ ଗୋବରୀ ନଦୀରେ ସ୍ଲୁଇସ ଗେଟ୍ ନିର୍ମାଣ କରାଯାଇଛି। ତେବେ ରକ୍ଷଣାବେକ୍ଷଣ ଅଭାବରୁ ଅନେକ…
ବର୍ଷା ଆଗମନରେ ଛତୁର ପସରା
କୋଳିମାଟି, ୧୧ା୭-(ଡି.ଏନ.ଏ.)-ବର୍ଷା ଦିନରେ ଆଗମନରେ ପାହାଡ଼ିଆ ଅଞ୍ଚଳରେ ବିଭିନ୍ନ ରଙ୍ଗବେରଙ୍ଗର ଛତୁ ଫୁଟିଥାଏ। ଏହା ଦେଖିବାକୁ ସୁନ୍ଦର ହୋଇଥିବାଳେ ଖାଇବାକୁ ମଧ୍ୟ ସୁଆଦିଆ ହୋଇଥାଏ। ଗାଁରୁ ସହର ପର୍ଯ୍ୟନ୍ତ ଲୋକ ଏହି ଛତୁକୁ ବେଶ୍ ଆଗ୍ରହର ସହ କିଣିଥାନ୍ତି। କେନ୍ଦୁଝର ଜିଲା…
ଗୋଟିଏ ଦିନରେ ୩ ଘରୁ ଚୋରି: ପୋଲିସ, ସାଇଣ୍ଟିଫିକ ଟିମ୍ର ତଦନ୍ତ ଆରମ୍ଭ
ଚମ୍ପୁଆ, ୧୧ା୭(ଡି.ଏନ.ଏ)-ଦୁଇ ଦିନ ତଳେ ଚମ୍ପୁଆ ସଖି ପେଟ୍ରୋଲ ପମ୍ପ ନିକଟରୁ ତାଲାଭାଙ୍ଗି ହୋଇଥିବା ସିରିଜ ଚୋରିର ତଦନ୍ତ ଆରମ୍ଭ ହୋଇଛି। ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ ସହାୟତାରେ ଚମ୍ପୁଆ ପୋଲିସ ଏହାର ତନାଘନା କରିଛି। ସୂଚନା ଅନୁସାରେ ଚମ୍ପୁଆ…
ଦେଢ ବର୍ଷ ହେଲା ବସ୍ତ୍ର ବିତରଣ କେନ୍ଦ୍ରରେ ପଡ଼ିଛି ତାଲା
ବଡବିଲ, ୧୧।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ତହସିଲ କାର୍ଯ୍ୟାଳୟ ପରିସରରେ ପ୍ରଶାସନ ପକ୍ଷରୁ ବ୍ୟବହାର ଉପଯୋଗୀ ବସ୍ତ୍ର ଓ ଆସବାବପତ୍ର ଦାତାଙ୍କ ଠାରୁ ଗ୍ରହଣ କରାଯାଇ ଗରିବ ଓ ଦୁଃଖୀ ମାନଙ୍କୁ ମାଗଣା ବସ୍ତ୍ର ଯୋଗାଇ ଦେବାକୁ ‘ହେଲପିଙ୍ଗ ହ୍ୟାଣ୍ଡ’ ନାମରେ ଏକ…
ସଚେତନତା ହିଁ ଆଣିବ ସ୍ଥିରତା
ସୋନପୁର,୧୧।୭(ନି.ପ୍ର.): ଜିଲା ସ୍ବାସ୍ଥ୍ୟ ସମିତି ସୁବର୍ଣ୍ଣପୁର ତରଫରୁ ବିଶ୍ୱ ଜନସଂଖ୍ୟା ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଅନୁଷ୍ଠିତ ସଚେତନତା ସଭାରେ ଅଧ୍ୟକ୍ଷତା କରି ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ…
ଛାତ୍ରଙ୍କୁ ମାଡ଼ ମାରିବା ଘଟଣା: ଶିକ୍ଷୟିତ୍ରୀ ନିଲମ୍ବିତ
ବସ୍ତା ୧୧।୭,(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ମୁଳିଦା ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ ଗୁରୁବାର ଶିକ୍ଷୟିତ୍ରୀ ସଂଘମିତ୍ରା ବେହେରାଙ୍କୁ ନିଲମ୍ବନ କରାଯାଇଛି। ସୋମବାର ଦ୍ବିତୀୟ ଶ୍ରେଣୀ ଛାତ୍ର ବିଷ୍ଣୁ କୁମାର ଜେନା ରବର ଆଣି ନ…
ସିଙ୍ଗାପୁର ମାଷ୍ଟର ଟ୍ରାକ୍ ଆଣ୍ଡ୍ ଫିଲ୍ଡରେ ଦୁର୍ଗା ଚରଣ ମିଶ୍ର ଜିତିଲେ ୨ ସ୍ବର୍ଣ୍ଣ
ଭବାନୀପାଟଣା,୧୧।୭(ଡି.ଏନ୍.ଏ.): ସିଙ୍ଗାପୁରରେ ଆରମ୍ଭ ହୋଇଥିବା ମାଷ୍ଟର ଟ୍ରାକ୍ ଆଣ୍ଡ ଫିଲ୍ଡ ପ୍ରତିଯୋଗିତାରେ କଳାହଣ୍ଡି ଜିଲା ଭବାନୀପାଟଣା ସହରର ଦୁର୍ଗା ଚରଣ ମିଶ୍ର ଡିସ୍କସ୍ ଥ୍ରୋ ଓ ଜାଭେଲିନ୍ ଥ୍ରୋରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଅବସରପ୍ରାପ୍ତ ଅତିରିକ୍ତ ଏସ୍ପି ଶ୍ରୀ ମିଶ୍ର…
ମହିଳାଙ୍କୁ ଗଣ ବଳାତ୍କାର ଅଭିଯୋଗ: ସ୍ବାମୀ ଛାଡି ଚାଲିଯିବାପରେ ଥାନାର ଦ୍ୱାରସ୍ଥ ହେଲେ ମହିଳା
ରାଉରକେଲା ଅଫିସ, ୧୧।୭: ଝିରିପାଣି ଥାନା ଅଞ୍ଚଳର ଜନୈକା ମହିଳାଙ୍କୁ ଗଣ ବଳାତ୍କାର କରାଯାଇଥିବା ଗୁରୁବାର ଅଭିଯୋଗ ହୋଇଛି। ଗତ ୭ ତାରିଖରେ ଏଭଳି ଘଟଣା ଘଟିଥିଲେ ମଧ୍ୟ ଲୋକ ଲଜ୍ଜା ଭୟରେ ମହିଳା ମୁହଁ ଖୋଲି ନ ଥିଲେ। ତେବେ…

