ଆମ ଜିଲା ଖବର

ଧଉଳି ଗଣବଳାତ୍କାର: ଧରାପଡ଼ିଲେ ଆଉ ଜଣେ ଅଭିଯୁକ୍ତ

ଭୁବନେଶ୍ୱର,୧୬।୧: ବହୁ ଚର୍ଚ୍ଚିତ ଧଉଳି ଗଣବଳାତ୍କାର ମାମଲାରେ ସମ୍ପୃକ୍ତ ଅନ୍ୟଜଣେ ଅଭିଯୁକ୍ତଙ୍କୁ କମିଶନରେଟ୍‌ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ସାଗର ଜେନା। ସ୍ପେଶାଲ ସ୍କ୍ବାଡ୍‌ ତାଙ୍କୁ ବଡ଼ଗଡ଼ ଅଞ୍ଚଳରୁ ଗିରଫ କରିଛି। ସାଗରଙ୍କୁ…

ନିର୍ମାଣସ୍ଥଳରେ ଶ୍ରମିକଙ୍କୁ ହତ୍ୟା, ଠିକାଦାରଙ୍କ ଦ୍ୱାରା କାର୍ଯ୍ୟ ଚାଲିଥିବାବେଳେ…

କର୍ଲାମୁଣ୍ଡା,୧୬ା୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତ ଟକାରୁମାଲ ବଜାର ପଡ଼ିଆ ନିକଟରେ ଗୁରୁବାର ରାତିରେ ନିର୍ମାଣସ୍ଥଳରେ ଜନୈକ ଶ୍ରମିକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ ହୋଇଛି। ସୂଚନାନୁଯାୟୀ, ଆର୍‌ଏମ୍‌ସି ପକ୍ଷରୁ ଠିକାଦାରଙ୍କ ଦ୍ୱାରା ଧାନ ପିଣ୍ଡି ନିର୍ମାଣ…

ବେଆଇନ ପଥର ଖାଦାନରେ ଅଘଟଣ: ୨ ଶ୍ରମିକଙ୍କ ମୃତ, ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା

ମାଲକାନଗିରିରେ,୧୬।୨: ମାଲକାନଗିରି ଜିଲାରେ ବେଆଇନ ପଥର ଖାଦାନରୁ ପଥର ଖସି ଦୁଇ ଶ୍ରମିକଙ୍କ ପ୍ରାଣହାନି ଘଟିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ ପ୍ରାୟ ସମୟରେ ତାରିଣୀ ମନ୍ଦିର ପଛପଟେ…

ମାଘସପ୍ତମୀ ନୀତିନିର୍ଘଣ୍ଟ: ଭୋର ୪ଟା ୪୧ରୁ ବୁଡ଼ ପକାଇବେ ଶ୍ରଦ୍ଧାଳୁ

କୋଣାର୍କ,୧୬ା୧(ଜ୍ୟୋତିରାଜ ମହାନ୍ତି): କୋଣାର୍କ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଚନ୍ଦ୍ରଭାଗା ମାଘସପ୍ତମୀ ବୁଡ଼ ନିମନ୍ତେ ଦ୍ବିତୀୟ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୪ ତାରିଖ ୬ଷ୍ଠୀ ରାତିରେ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ତ୍ରିଶମ୍ଭୁଙ୍କ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ ଠାବ ହୋଇଛି । ମିଳିଥିବା ସୂଚନା ଅନୁସାରେ, ହାତୀଟି ତାଳଚେର ବନାଞ୍ଚଳରୁ ଆସି…

ନିଶାଙ୍କ ଅଶ୍ଳୀଳ ନୃତ୍ୟରେ ମସ୍‌ଗୁଲ ପୋଲିସ ବାବୁ, ଭିଡିଓ ଭାଇରାଲ ପରେ…

ବଲାଙ୍ଗୀର,୧୬ା୧(ସୁନିଲ କୁମାର ମହାନ୍ତି): ଚନ୍ଦନଭାଟି ଗାଁ ଅପେରା ମଞ୍ଚରେ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ। ଏନେଇ ସଦର ଥାନା ପୋଲିସ ନିଶାଙ୍କ ନାଁରେ ମାମଲା ରୁଜୁ କରିଥିଲା। ତେବେ ଏହି ଅଶ୍ଳୀଳକୁ ଖୋଦ୍‌ ପୋଲିସ ବାବୁ ବସି ଦେଖୁଥିଲେ।…

ବିଜେଡି ନେତାଙ୍କ ଘରେ ED ରେଡ୍, ମନରେ ଛନକା…

ବ୍ରହ୍ମପୁର,୧୬।୧(ସୁବାସ ଚନ୍ଦ୍ର ପାଢ଼ୀ): ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ପକ୍ଷରୁ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଶୁକ୍ରବାର ସକାଳୁ ବଡ ଧରଣର ଚଢାଉ ଜାରି ରହିଛି । ୧୫ଜଣିଆ ଟିମ ବିଜେଡି ନେତା ଓ ବ୍ୟବସାୟୀଙ୍କ ଘରେ ଏକ କାଳୀନ ଚଢାଉ ଜାରି…

ବିନା ଲାଇସେନ୍ସରେ ଚାଲିଥିଲା ମେଡ଼ିସିନ ଦୋକାନ, ଚଢ଼ାଉ କଲା ଡ୍ରଗ୍ସ ବିଭାଗ

ଖୋର୍ଦ୍ଧା,୧୬।୧(ପ୍ରଭାତ ପାଣିଗ୍ରାହୀ): ବାଣପୁର ବଜାରରେ ବିନା ଲାଇସେନ୍ସରେ ବେଧଡକ ଭାବେ ଦୀର୍ଘ ବର୍ଷଧରି ଚାଲିଥିଲା ବେଆଇନ ଔଷଧ ଦୋକାନ ଚାଲିଥିବା ବେଳେ ଡ୍ରଗ୍ସ ବିଭାଗ ପକ୍ଷରୁ ଆଜି କଡାକଡି ଯାଞ୍ଚ କରାଯାଇଛି । ଏଲୋପ୍ୟାଥି, ହୋମିଓପ୍ୟାଥୀ ସହ ଆୟୁର୍ବେଦିକ ଔଷଧ ଗ୍ରାହକଙ୍କୁ…

ଷ୍ଟେଜରେ ନିଆଁ ଲଗାଇଲେ ନିଶା ମହାରାଣା, ବସି ଦେଖୁଥିଲେ ପୋଲିସ ବାବୁ!

ବଲାଙ୍ଗୀର,୧୬।୧: ଚର୍ଚ୍ଚିତ ଯାତ୍ରା ଡ୍ୟାନ୍ସର ନିଶା ମହାରାଣାଙ୍କୁ ନେଇ ବଲାଙ୍ଗୀର ଜିଲାରେ ଏକ ନୂଆ ବିବାଦ ମୁଣ୍ଡ ଟେକିଛି। ଅଭିଯୋଗ ହୋଇଛି ଯେ, ଯେଉଁ ଯାତ୍ରା ମଞ୍ଚରେ ନିଶା ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ, ତାହାକୁ ଜଣେ ପୋଲିସ ଅଧିକାରୀ ହିଁ…

ମା’ ଅନ୍ଧାରୀ ଠାକୁରାଣୀଙ୍କ ମୁକୁଟ ଚୋରି କରି ପୁଣି ଫେରାଇ ଦେଲେ ଚୋର, କାରଣ କହିଲେ…

ପାଟଣା,୧୬ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର ଗ୍ରାମର ମା’ ଅନ୍ଧାରୀ ଠାକୁରାଣୀଙ୍କ ମନ୍ଦିର କବାଟ ଭାଙ୍ଗି ଅକ୍ଟୋବର ୨୩ତାରିଖ ବିଳମ୍ବିତ ରାତିରେ ଠାକୁରାଣୀଙ୍କ ରୁପା ମୁକୁଟକୁ କେହି ଦୁର୍ବୃତ୍ତ ଚୋରି କରି ନେଇଯାଇଥିବା ସେତେବେଳେ ପାଟଣା ଥାନାରେ ଅଭିଯୋଗ…

ପୁଣେକୁ ହରାଇଲା ଭୁବନେଶ୍ୱର ବାପୁଜୀ କ୍ଲବ

ପଦ୍ମପୁର,୧୬।୧(ପ୍ରଦୀପ୍ତ ଦାଶ): ପଦ୍ମପୁର ଆର୍‌.ବି ହାଇସ୍କୁଲ ପଡିଆରେ ଚାଲିଥିବା ୩୦ତମ ସର୍ବଭାରତୀୟ ବୋଡ଼ାସମ୍ବର କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଷଷ୍ଠ ଦିବସ ତଥା ପୁଲ୍‌-‘ବି’ର ଦ୍ୱିତୀୟ ମ୍ୟାଚ୍‌ ଅମର ସ୍ପୋର୍ଟସ ପୁଣେ ଓ ବାପୁଜୀ କ୍ଲବ୍‌ ଭୁବନେଶ୍ୱର ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଭୁବନେଶ୍ୱର…

ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ: ରାଉରକେଲା, ରାଜଗାଙ୍ଗପୁରକୁ ବଢ଼ିଲା ଇଣ୍ଟରନେଟ୍ କଟକଣା

ସୁନ୍ଦରଗଡ଼,୧୬ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଗୋମାଂସ ବିକ୍ରିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଭୟାବହ ସଂଘର୍ଷ ଘଟିଛି। ଏହି ହିଂସାକାଣ୍ଡରେ ପୋଲିସ କର୍ମଚାରୀଙ୍କ ସମେତ ୧୨ ଜଣ ଆହତ ହୋଇଥିବା ବେଳେ ସହରରେ ଉତ୍ତେଜନାପୂର୍ଣ୍ଣ ସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?