ପାଠ୍ୟପୁସ୍ତକ, ଔଷଧ ପୋଡ଼ି ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ବ୍ଲକ ଶିକ୍ଷା ଅଧିକାରୀ
ଛେଣ୍ଡିପଦା,୧୦ା୭(ସ୍ବ.ପ୍ର.)-ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ରାଜ୍ୟ ସରକାର ମାଗଣାରେ ପାଠ୍ୟ ପୁସ୍ତକ ଯୋଗାଇ ଦେଉଛନ୍ତି। ସେହିପରି ସ୍ବାସ୍ଥ୍ୟର ଯତ୍ନ ପାଇଁ ଆଇରନ ଓ କୃମି ନାଶକ ଔଷଧ ମଧ୍ୟ ସ୍କୁଲଗୁଡ଼ିକରେ ବଣ୍ଟନ କରାଯାଉଛି। ହେଲେ ଛେଣ୍ଡିପଦା ସଦର ମହକୁମାରେ ବନ୍ଦ…
ମାଗୁରାଣି ଚାଞ୍ଚରାରେ ଛେଳି, ମେଣ୍ଢା ମଡ଼କ
ବେଗୁନିଆପଡ଼ା,୯ା୭(ଡି.ଏନ.ଏ.): ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଏସ. ଛଚିନା ପଞ୍ଚାୟତ ମାଗୁରାଣି ଚାଞ୍ଚରା ଗ୍ରାମରେ ଛେଳି ଓ ମେଣ୍ଢା ମଡ଼କ ଦେଖାଦେଇଛି। ଗତ ସପ୍ତାହକ ମଧ୍ୟରେ ଗ୍ରାମର ଡି. ଯୋଗୀ ପାତ୍ର, କେ. ତାରିଣୀ ପାତ୍ର, ଏ. ସୁରେଶ ପାତ୍ର, ଏ. ରାମ…
ବିଦ୍ୟାଳୟରେ ବାଘ ଆତଙ୍କ, ତଦନ୍ତ ଆରମ୍ଭ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ, ୧୦।୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ଝିଞ୍ଜିରିଗୁଡା ପଞ୍ଚାୟତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ହଷ୍ଟେଲ ପରିସରରେ ବାଘ ଆତଙ୍କ ଦେଖାଯାଇଛି। ଶୁକ୍ରବାର ଭୋରରେ ବିଦ୍ୟାଳୟର କୁକ୍ କମ୍ ଆଟେଣ୍ଡାଣ୍ଟଙ୍କ ସ୍ବାମୀ ଅମିତ ମଲ୍ଲିକ ବିଦ୍ୟାଳୟ ପରିସରରେ ଥିବା ତାଙ୍କ ବାସଭବନ ବାହାରକୁ ବାହାରିଥିବାବେଳେ…
ଚାଷର ବିକାଶ ହେଉନି, ଗାଁ ଛାଡୁଛନ୍ତି ଚାଷୀ
ଛତ୍ରପୁର,୧୦ା୭(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଚାଷୀ ଓ ଚାଷର ବିକାଶ ହୋଇପାରୁନି। ପ୍ରତିବର୍ଷ ପ୍ରାକୃତିକ ବିପର୍ଯ୍ୟୟ ଦାଉ ସାଧୁଛି। ଅନ୍ୟପଟେ ଚାଷ ପାଇଁ ଜଳସେଚନ ଅଭାବ ରହିଛି। ଫସଲ ବାବଦରେ ପ୍ରିମିୟମ ଦେଇ ବୀମା କରିଥିଲେ ମଧ୍ୟ ବିପର୍ଯ୍ୟୟ ପରେ ବହୁ ଚାଷୀ ବୀମା…
ଶୀଘ୍ର ମିଳିବ କୋଠା ନିର୍ମାଣ ଅନୁମତି
ବ୍ରହ୍ମପୁର ଅଫିସ୍,୧୦ା୭-ବ୍ରହ୍ମପୁର ମହାନଗର ନିଗମ୍(ବିଏମ୍ସି) ଏବଂ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡ଼ିଏ) ମଧ୍ୟରେ ଏକ ସଚେତନତା ବୈଠକ ମଙ୍ଗଳବାର ବିଡ଼ିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବିଏମ୍ସି କମିଶନର୍ ଚକ୍ରବର୍ତ୍ତୀ ସିଂ ରାଠୋର୍ଙ୍କୁ ବିଡ଼ିଏ ଉପାଧ୍ୟକ୍ଷ ଦାୟିତ୍ୱ ମିଳିବା ପରେ ସେ ଏହି…
ଏଜେଣ୍ଟ, ଗ୍ରାହକଙ୍କୁ ମିଳୁନି ମାଚୁରିଟି ଟଙ୍କା
ବ୍ରହ୍ମପୁର ଅଫିସ,୧୦ା୭-ସାହାରା ଇଣ୍ଡିଆ ଚିଟଫଣ୍ଡ ସଂସ୍ଥା ଅଧୀନରେ କାର୍ଯ୍ୟ କରୁଥିବା ଏଜେଣ୍ଟ(କ୍ଷେତ୍ର କର୍ମଚାରୀ) ଓ ଜମାକାରୀଙ୍କୁ ଦୀର୍ଘ ମାସ ଧରି ମିଳିନି ମାଚୁରିଟି, ଏମ୍ଆଇଏସ (ମାସିକ ଇନ୍କମ ସ୍କିମ) ଟଙ୍କା। ଅଥଚ କମ୍ପାନୀ ଗ୍ରାହକଙ୍କଠାରୁ ବିଭିନ୍ନ ସ୍କିମରେ ଅର୍ଥ ନେଇ ମାର୍କେଟରୁ…
ପାହାଡ଼ରେ ସିଡ୍ବଲ୍ ମାଧ୍ୟମରେ ହେବ ମଞ୍ଜି ରୋପଣ
ବ୍ରହ୍ମପୁର ଅଫିସ,୧୦ା୭-ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ଗଞ୍ଜାମ ଜିଲା। କିନ୍ତୁ ଏବେ ଏହାର ସୌନ୍ଦର୍ଯ୍ୟ କ୍ରମଶଃ ହ୍ରାସ ପାଇବାକୁ ବସିଲାଣି। ପଥର, ମାଟି ସଂଗ୍ରହ ସମେତ ଅନ୍ୟାନ୍ୟ କାରଣରୁ ଜିଲାର ବିଭିନ୍ନ ଅଞ୍ଚଳରୁ ଜଙ୍ଗଲ କ୍ଷୟ ହେବା ସହ ମାଳ ଅଞ୍ଚଳରେ ଥିବା…
ଛୁରି ଭୁସି ମହିଳାଙ୍କୁ ହତ୍ୟା
ଯୋଡ଼ା, ୯।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରି ଥାନା ଅନ୍ତର୍ଗତ ହାତିମରା ଗାଁର ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ମଙ୍ଗଳବାର ସନ୍ଧ୍ୟା ସାଢ଼େ ୬ଟା ବେଳେ ଏହି ହତ୍ୟାକାଣ୍ଡ ଘଟିଛି। ଖବର ପାଇ ପୋଲିସ ଘଟଣାସ୍ଥଳକୁ ଯାଇ ମୃତଦେହ ଜବତ କରି…
ନୋ ପାର୍କିଂ ସ୍ଥାନରେ ଟ୍ରକ ପାର୍କିଂ
କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)-କେନ୍ଦୁଝର ସହର ଦେଇ ଯାଇଥିବା ଏନଏଚ ୪୯ ରେ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ହେଁ ପ୍ରଶାସନର ଚେତା ପଶୁନି ା ସହର ମଧ୍ୟରେ ବହୁ ଦୁର୍ଘଟଣା ଘଟି ନିରୀହ ଜୀବନ ଗୋଟିଏ ପରେ ଗୋଟିଏ ଚାଲିଯାଉଥିଲେ ହେଁ ରୋକିବା…
ହଜି ଯାଉଛି ଅସନପାଟର ପରିଚୟ
କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)- କେନ୍ଦୁଝର ଜିଲାର କଳା ସଂସ୍କୃତି ନିଆରା। ଏକଦା ଏଠାରେ ସାମରିକ କଳାର ପ୍ରତୀକ ସ୍ବରୂପ ଛଉ ନୃତ୍ୟର ପ୍ରସିଦ୍ଧି ରହିଥିଲା। ଝୁମ୍ପୁରା ବ୍ଲକ ଅଧୀନ ଅସନପାଟ ଗ୍ରାମ ଛଉ ଗ୍ରାମ ଭାବେ ପରିଚୟ ଲାଭ କରିଥିଲା। ଏଡି…
ହାର୍ ମାନିନାହାନ୍ତି କନକଲତା
ଭଦ୍ରକ ଅଫିସ, ୧୦।୭- ଭଦ୍ରକ ସହର ତଳିର ଏକ ଗଁା ଓକାଳ। ଗଁାରେ ରହିଛି ଏକ ୫ ଫୁଟ ଉଚ୍ଚର ବଖରାଏ ନୂଆଣିଆ ନଡ଼ା ଛପର ଘର। ରାତି ପାହିଲେ ମାଟିକାନ୍ଥ ଓ ଚଟାଣକୁ ଗୋବର ପାଣିରେ ଲିପାପୋଛା କରିଦିଅନ୍ତି କନକଲତା।…
ଦ୍ରୁତଗାମୀ ଟ୍ରେନ ରହଣି ଦାବିରେ କେନ୍ଦ୍ରମନ୍ତ୍ରୀଙ୍କୁ ଦାବିପତ୍ର
ବସ୍ତା, ୧୦।୭(ସ୍ବ.ପ୍ର.)-ବସ୍ତା ରେଳଷ୍ଟେଶନ ଉପରେ ଦୈନନ୍ଦିନ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ୫ଟି ବ୍ଲକର ହଜାର ହଜାର ଲୋକ ନିର୍ଭର କରୁଛନ୍ତି। ବସ୍ତା ରେଳଷ୍ଟେଶନ ଆଦର୍ଶ ରେଳଷ୍ଟେଶନର ମାନ୍ୟତା ପାଇଥିବା ସତ୍ତ୍ୱେ ଷ୍ଟେଶନଣ ଉନ୍ନତିକୁ ଅଣଦେଖା କରାଯାଇ ଆସୁଛି। ଦୀର୍ଘଦିନ ଧରି…

