ଆମ ଜିଲା ଖବର

ଗଛକଟା ବେଳେ ସ୍କୁଲ ୱାଚ୍‌ମ୍ୟାନ୍‌ଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଧାରଣା

ଜଳେଶ୍ୱର, ୧୦।୭(ଡି.ଏନ.ଏ.)-ଜଳେଶ୍ୱର ବ୍ଲକ ଆରୁହା ପଞ୍ଚାୟତର ଆରୁହା ଗ୍ରାମସ୍ଥିତ ହରପ୍ରସାଦ ଏକାଡ଼େମୀ ହାଇସ୍କୁଲରେ ମଙ୍ଗଳବାର ଗଛକଟା ଯାଉଥିବା ବେଳେ ଅସାବଧାନତା ବଶତଃ ୱାଚ୍‌ମ୍ୟାନ୍‌ କୁରେନ୍ଦ୍ର ପାତ୍ର(୪୮)ଙ୍କ ଉପରେ ପଡିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ଏହାର ପ୍ରତିବାଦ କରି ସ୍କୁଲ ପରିସରରେ ଶତାଧିକ…

ଅସ୍ଥିଶଲ୍ୟ ବିଭାଗରେ ତ୍ରୁଟିପୂର୍ଣ୍ଣ ଚିକିତ୍ସା: ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଭେଟି ଅଭିଯୋଗ କଲେ ଛାତ୍ରନେତା

ବାଲେଶ୍ୱର ଅଫିସ, ୧୦।୭- ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ଅସ୍ଥିଶଲ୍ୟ ବିଭାଗରେ ଜଣେ ରୋଗୀଙ୍କୁ ତ୍ରୁଟିପୂର୍ଣ୍ଣ ଚିକତ୍ସା କରାଯିବା ଘଟଣା ନେଇ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଭେଟି ଛାତ୍ରନେତା ଜ୍ଞାନେନ୍ଦ୍ର ମହାନ୍ତି ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ଗତ…

୧୦ ହଜାର ଟଙ୍କାରେ ୭ମାସର ଶିଶୁପୁତ୍ରକୁ ବିକିଲା ବାପା

ଝରିଗାଁ,୯।୭(ସ୍ବ.ପ୍ର)- ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୭ମାସର ଶିଶୁପୁତ୍ରକୁ ବାପା ବିକ୍ରି କରି ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ଉମରକୋଟ ବ୍ଲକ ପୂଜାରୀଗୁଡା ଗ୍ରାମର ସଂଗ୍ରାମ ଲୋହରା ପେସାରେ ଜଣେ ଜେସିବି ଅପରେଟର । ତାଙ୍କର ଦୁଇ ଝିଅ ଏବଂ…

ଫେରିବାଲାଙ୍କଠୁ ମିଳିଲା ୪୫କେଜି ଗଞ୍ଜେଇ: ଷ୍ଟେଶନରୁ ୩ ଗିରଫ, ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା

ଦାମନଯୋଡି, ୯।୭(ଡି.ଏନ୍‌.ଏ.)- ଗଞ୍ଜେଇ ଚାଲାଣ ଅଭିଯୋଗରେ କୋରାପୁଟ ସିଆର୍‌ପିଏଫ୍‌ ମଙ୍ଗଳବାର ଦାମନଯୋଡି ଷ୍ଟେସନରୁ ଜଣେ ମହିଳାଙ୍କ ସମେତ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପଡୋଶୀ ପଶ୍ଚିମବଙ୍ଗ ନାଦିଆ ଜିଲାର ସମ୍‌ପା ଦାସ, ମୁର୍ସିଦାବାଦର ରାଜକୁମାର ଏବଂ ବର୍ଦ୍ଧମାନର କୁସ୍‌ଦିରାମ। ପୋଲିସ…

ଦେଢ଼ଲକ୍ଷରେ ମହାଲକ୍ଷ୍ମୀଙ୍କ ଆଜ୍ଞାମାଳ, ଲଡ଼ୁ ନିଲାମ

ତାଳଚେର, ୯ା୭(ନି.ପ୍ର.)- ତାଳଚେର ଭଜନସନ୍ଧ୍ୟା କମିଟି ପକ୍ଷରୁ ସୋମବାର ହେରା ପଞ୍ଚମୀ ଉପଲକ୍ଷେ ମା’ ମହାଲକ୍ଷ୍ମୀଙ୍କ ଆଜ୍ଞାମାଳ ଓ ଲଡୁ ନିଲାମ କରାଯାଇଥିଲା। ମୁଖ୍ୟଅତିଥି ଭାବେ ବିଡିଓ ନେତ୍ରାନନ୍ଦ ମଲ୍ଳିକ, ପୂର୍ବତନ ନଗରପାଳ ପବିତ୍ର ଭୂତିଆ, ସାମାଜିକ କର୍ମୀ ମହେଶ ଅଗ୍ରୱାଲ,…

ମା’ ହିଙ୍ଗୁଳାଙ୍କ ମନ୍ଦିର ନିମନ୍ତେ ଭକ୍ତଙ୍କ ଦାନ, ରତ୍ନମୁଦ ଉତ୍ସବରୁ ମିଳିଲା ୨୩ ଲକ୍ଷ

ତାଳଚେର,୯ା୭(ନି.ପ୍ର.)- ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନୂତନ ମନ୍ଦିରର ରତ୍ନମୁଦ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଲକ୍ଷାଧିକ ଶ୍ରଦ୍ଧାଳୁ ଯୋଗ ଦେବା ସହ ଭବ୍ୟ ମନ୍ଦିର ନିର୍ମାଣ ପାଇଁ ଅକୁଣ୍ଠ ଚିତ୍ତରେ ଅର୍ଥ ଦାନ କରିଥିଲେ। ରତ୍ନମୁଦ ଉତ୍ସବ…

ଗୃହଦାହ ସନ୍ଦେହରେ ମହିଳାଙ୍କୁ ଆକ୍ରମଣ

ତିହିଡି, ୯।୭ (ଡି.ଏନ.ଏ.) – ଭଦ୍ରକ ଜିଲା ମନ୍ଦାରମାଳ ଥାନା ଅନ୍ତର୍ଗତ ତିହିଡ଼ି ଗ୍ରାମର ପଦୁ ସାମଲ ଓ ଜଗବନ୍ଧୁ ମସାଲଙ୍କ ଘର ସୋମବାର ରାତିରେ ଅଗ୍ନିକାଣ୍ଡ ଘଟି ଜଳିଯାଇଛି। ଗ୍ରାମର ମନସୀ ସାମଲ ନାମ୍ନୀ ଜଣେ ମହିଳା ଏହି ଗୃହଦାହରେ…

ନିର୍ବାଚନ ପରେ କାଁ ଭାଁ ଚାଷୀଙ୍କୁ ମିଳିଛି କାଳିଆ ଟଙ୍କା: ସିପିଆଇର ଗଣଧାରଣା

ନୀଳଗିରି, ୯।୭(ଡି.ଏନ.ଏ.)-ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ), ସ୍ଥାନୀୟ ଆଞ୍ଚଳିକ କମିଟି ପକ୍ଷରୁ ମଙ୍ଗଳବାର ଗଣଧାରଣା ଦିଆଯିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୮୭ଦଫା ଦାବିପତ୍ର ଦିଆଯାଇଥିଲା। ପୂର୍ବାହ୍ନରେ ନିଞ୍ଜନ ବାରିକଙ୍କ ନେତୃତ୍ୱରେ ଦଳୀୟ କର୍ମୀମାନେ ଶୋଭାଯାତ୍ରାରେ ଆସି ଉପଜିଲାପାଳ ଅଫିସ ଫାଟକ ନିକଟରେ…

ବରାହ, ନୃସିଂହ ବେଶରେ ଶ୍ରୀଜୀଉ

ନୀଳଗିରି, ୯।୭(ଡି.ଏନ.ଏ.)-ନୀଳଗିରିସ୍ଥିତ ମାଉସୀମା’ ମନ୍ଦିରରେ ବିଜେ ଶ୍ରୀଜୀଉ ମଙ୍ଗଳବାର ବରାହ ଓ ନୃସିଂହ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଶ୍ରୀଗୁଣ୍ଡିଚା ଯାତ୍ରାରେ ଭକ୍ତଙ୍କ ଗହଳରେ ରଥରେ ବିଜେ ଶ୍ରୀଜୀଉ ବଡ଼ଦାଣ୍ଡରେ ଆସି ଶନିବାର ମାଉସୀମା’ ମନ୍ଦିରରେ ବିଜେ କରିଥିଲେ। ଦୁଇଦିନ ଧରି…

ଜିଲାପାଳଙ୍କୁ ଭେଟିଲେ ଅନ୍ତେବାସୀ

ବରଗଡ଼ ଅଫିସ୍‌, ୯।୭- ବରଗଡ଼ ସହର ଉପକଣ୍ଠ ଚକରକେନ୍ଦ ନିକଟ ମାତୃଛାୟା ଓ ବାନପ୍ରସ୍ଥ ଆଶ୍ରମର ଅନ୍ତେବାସୀମାନେ ମଙ୍ଗଳବାର ମାତୃଛାୟା ଜିଲାପାଳଙ୍କୁ ଭେଟିଛନ୍ତି। ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ସେମାନେ ସ୍ମାରକପତ୍ର ପ୍ରଦାନ କରି ମାତୃଛାୟାର ଭବିଷ୍ୟତ ଓ ବାନପ୍ରସ୍ଥର ସୁବ୍ୟବସ୍ଥା ଦିଗରେ…

ମିଳିନାହିଁ ୨୦୧୬ ଖରିଫ ଫସଲକ୍ଷତିର କ୍ଷତିପୂରଣ: ବୀମା ପାଇଁ ଆସି ନିରାଶରେ ଫେରିଲେ ଚାଷୀ

ବରଗଡ଼ ଅଫିସ୍‌,୯।୭- ବରଗଡ଼ ଜିଲାରେ ୨୦୧୯ ଖରିଫ ଫସଲ ଚାଷକାର୍ଯ୍ୟ ଜୋର୍‌ ଧରିଛି । ହେଲେ ଏ ପର୍ଯ୍ୟନ୍ତ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ୧୩ଟି ପଞ୍ଚାୟତର କ୍ଷତିଗ୍ରସ୍ତ ଚାଷୀଙ୍କୁ ୨୦୧୬ ଖରିଫ ଫସଲକ୍ଷତିର ବୀମା କ୍ଷତିପୂରଣ ମିଳିପାରି ନାହିଁ।…

ସାପ କାମୁଡାରେ ମହିଳା ମୃତ

ଆନନ୍ଦପୁର, ୯। ୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ମାର୍ଶାପାଳ ଗ୍ରାମର ଜନୈକା ମହିଳାଙ୍କର ସାପ କାମୁଡ଼ାରେ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ ବାଙ୍ଗି ସୋରେନ୍‌(୪୨)। ବାଙ୍ଗି ଘରେ ଶୋଇଥିବା ବେଳେ ଏକ ବିଶାକ୍ତ ସାପ ତାଙ୍କୁ କାମୁଡ଼ି ଦେଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?