ଆମ ଜିଲା ଖବର

ଶିଳାନ୍ୟାଶର ୭ ମାସ ବିତିଲା:ଆରମ୍ଭ ହୋଇପାରୁନି ରାସ୍ତା

ଖଇରା, ୯।୭(ଡି.ଏନ.ଏ)-ବାଲେଶ୍ୱର ଜିଲା ଖଇରା ବ୍ଲକ ମାଖନପୁର ପଞ୍ଚାୟତ ଅଧୀନ ସାଉଣ୍ଡିଆ ହରିଜନ ସାହି ରାସ୍ତା ନିର୍ମାଣ ପାଇଁ ଅର୍ଥ ମଞ୍ଜୁର ହେବାର ପାଖାପାଖି ୭ମାସ ବିତିଗଲାଣି। ଏ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ହୋଇପାରୁନାହିଁ। ତୁରନ୍ତ ରାସ୍ତାକାମ ଆରମ୍ଭ କରା ନ…

ସ୍ବପ୍ନ ଦେଇଛି ଜିଇବାର ସାହାରା:ନିଆରା ବ୍ୟକ୍ତିତ୍ୱ ଚନ୍ଦ୍ରଶେଖର

ସିମୁଳିଆ, ୯।୭(ଡି.ଏନ.ଏ.)-ବିଭିନ୍ନ ଅଞ୍ଚଳରେ ଖାଦ୍ୟରୁଚିରେ ଭିନ୍ନତା ପରିଲକ୍ଷିତ ହୁଏ। କେଉର୍ଁଠି ଘୁଗୁନି ଓ ଆଳୁଦମ ତ ଆଉ କେଉଁଠି ଦହିବରା ଭଳି ନାନା ଖାଦ୍ୟର ଅଧିକ ଚାହିଦା ରହିଥାଏ। ବର୍ତ୍ତମାନ ସମୟରେ ଫାଷ୍ଟଫୁଡ୍‌ର ଚାହିଦା ବଢିଥିଲେ ବି ଅନେକ ବ୍ୟକ୍ତ ପାରମ୍ପରିକ…

ସୁବର୍ଣ୍ଣରେଖାରେ ବୁଡ଼ି ଜଣେ ମୃତ : ବେଆଇନ ବାଲି ଉତ୍ତୋଳନକୁ ଦାୟୀ କଲେ ଗ୍ରାମବାସୀ

ଜଳେଶ୍ୱର, ୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଧୀନ ସୁବର୍ଣ୍ଣରେଖା ନଦୀର ମହମ୍ମଦନଗରପାଟଣାସ୍ଥିତ ବାଲିଉତ୍ସ ଗଭୀର ଗର୍ତ୍ତରେ ବୁଡ଼ି ଜଣକର ମୃତ୍ୟୁ ଘଟିଛି। ମୃତକ ହେଲେ ଜଳେଶ୍ୱର ଥାନା ଶିଖରପୁର ପଞ୍ଚାୟତ ଚକହରି ଗ୍ରାମର ପ୍ରତାପ ସାମଲ(୫୫)। ସେ ମଙ୍ଗଳବାର ପୂର୍ବାହ୍ନ ସମୟରେ…

ବଢୁଛି ଗଞ୍ଜେଇ ଚାଷ, ଅବକାରୀ ବିଭାଗ ନୀରବ୭୧୨୮ ଏକର ଜମିରୁ ଗଛ ନଷ୍ଟ, ଗିରଫ ଶୂନ

ଫୁଲବାଣୀ ଅଫିସ, ୯ା୭ ରାକେଶ କୁମାର ରାଉତ କନ୍ଧମାଳ ଜିଲାରେ ବ୍ୟାପକ ଗଞ୍ଜେଇ ଚାଷ ହେବା ଘଟଣା କାହାରିକୁ ଅଛପା ନାହିଁ। ଜିଲାରୁ ରାଜ୍ୟ ଓ ରାଜ୍ୟ ବାହାରକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ବହୁ ନଜିର ରହିଛି। ଗଞ୍ଜେଇ…

୫ଦିନରେ ଦୋକାନ ବନ୍ଦ ପାଇଁ ପ୍ରତିଶ୍ରୁତି

ହାତିଓଟ,୯ା୭-ପୋଲସରା ବ୍ଲକ ଜକର ପଞ୍ଚାୟତ ଜକର ଗ୍ରାମରେ ଚାଲିଥିବା ମଦବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ଶନିବାର ୨୭ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା ମଦ ବନ୍ଦ ପାଇଁ ପୋଲସରା ବିଡିଓଙ୍କୁ ଲିଖିତ ଅଭିଯୋଗପତ୍ର ପ୍ରଦାନ କରିଥିଲେ। ରବିବାର ଗ୍ରାମର ଗୋପିନାଥ ମନ୍ଦିରଠାରେ ପୁଣି…

ସ୍କୁଲକୁ ସିଗାରେଟ୍‌, ପାନ ନେଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୯ା୭(ଡି.ଏନ.ଏ.)-କୌଣସି ସରକାରୀ କିମ୍ବା ସେସରକାରୀ ସ୍କଲ ପରିସରକୁ ଶିକ୍ଷକ ଓ ଛାତ୍ରୀଛାତ୍ର ସିଗାରେଟ୍‌, ଗୁଟଖା ଆଦି ନେବା ଉପରେ ନିଷେଧ କରାଯାଇଛି ା ଏଥିପାଇଁ ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ହୋଇଥିବା ଟବାକୋ ମୁକ୍ତ…

ବକେୟା ବେତନ ପ୍ରଦାନ ଦାବିରେ ଗଣଧାରଣା

ବ୍ରହ୍ମପୁର ଅଫିସ୍‌,୯ା୭-ଓଡ଼ିଶା ରାଜ୍ୟ ବିଦ୍ୟୁତ୍‌ ଶ୍ରମିକ କର୍ମଚାରୀ ସଂଘ ପକ୍ଷରୁ ବକେୟା ବେତନ ପ୍ରଦାନ ଦାବିରେ ସାଉଥ୍‌କୋ କର୍ପୋରେଟ୍‌ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଗଣଧାରଣା ଦିଆଯାଇଥିଲା। ଏଥିରେ ଅନ୍ୟ ସଂଗଠନଗୁଡ଼ିକ ମଧ୍ୟ ସାମିଲ୍‌ ହୋଇଥିଲେ । ଶକ୍ତି ବିଭାଗ ବରିଷ୍ଠ ଅଧିକାରୀ…

ଜମା ସଂଗ୍ରହକୁ ଗୁରୁତ୍ୱ, ଋଣ ପ୍ରଦାନ ନୈରାଶ୍ୟଜନକ

ବ୍ରହ୍ମପୁର ଅଫିସ,୯ା୭-ଗଞ୍ଜାମ ଜିଲାରେ ୨୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ୨୬୨ ଶାଖାରେ କାରବାର ହେଉଛି । କେବଳ ଗ୍ରାହକଙ୍କଠାରୁ ଜମା (ଡିପୋଜିଟ) ସଂଗ୍ରହକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଥିବା ବେଳେ ଋଣ ପ୍ରଦାନ ପ୍ରତି କର୍ତ୍ତୃପକ୍ଷ ଆଗ୍ରହ ଦେଖାଉ ନାହାନ୍ତି ା ୨୦୧୮-୧୯ ଆର୍ଥିକ…

ବାଇଗିଣିଆରେ ହାତୀ ଉପଦ୍ରବ:ଉଜାଡ଼ିଦେଲେ ଫଳ ବଗିଚା

ପରଜଙ୍ଗ, ୯।୭(ଡି.ଏନ.ଏ.)ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଅଧୀନ ବାଇଗିଣିଆ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ହାତୀପଲ ପଶି ବ୍ୟାପକ କ୍ଷତି କରିଛନ୍ତି। ହାତୀ ଉପଦ୍ରବରେ ଆଖୁ, କଦଳୀ ବଗିଚା ଉଜୁଡ଼ିଯାଇଛି। ଅନେକ ପଣସ, ନଡ଼ିଆ ଗଛ ମଧ୍ୟ ନଷ୍ଟ ହୋଇଛି। କିଛିଦିନ…

କାନପୁରା ହାଇସ୍କୁଲରେ ‘ଅଟଳ ଟିଙ୍କରିଙ୍ଗ’ ଲ୍ୟାବ୍‌ ଉଦ୍‌ଘାଟିତ:ପିଲାଙ୍କୁ ମିଳିବ ଗୁଣାତ୍ମକ ଶିକ୍ଷା ପ୍ରଶିକ୍ଷଣ

କାମାକ୍ଷାନଗର, ୯।୭(ଡି.ଏନ୍‌.ଏ.) ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ସମ୍ପର୍କିତ ପ୍ରଶିକ୍ଷଣ ପ୍ରଦାନ ଲକ୍ଷ୍ୟରେ ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାନପୁରସ୍ଥିତ ପଞ୍ଚାୟତିରାଜ ହାଇସ୍କୁଲରେ ସୋମବାର ଉଦ୍‌ଘାଟିତ ହୋଇଛି ‘ଅଟଳ ଟିଙ୍କ୍‌ରିଙ୍ଗ ଲ୍ୟାବ୍‌’। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ…

ଭାଗବତ ଟୁଙ୍ଗି ନିର୍ମାଣ କଲେ ମହିଳା

ବନ୍ତଳା, ୯।୭ (ଡି.ଏନ୍‌.ଏ.) ଅନୁଗୋଳ ବ୍ଲକ ବଡ଼କେରା ପଞ୍ଚାୟତ ପାଞ୍ଜିଆସାହି ଗ୍ରାମବାସୀଙ୍କ ଦୀର୍ଘ ବର୍ଷର ସ୍ବପ୍ନ ସାକାର ହୋଇଛି। ଗ୍ରାମ୍ୟ ମହିଳା ପରିଚାଳନା କମିଟି ସଦସ୍ୟାମାନେ ଗ୍ରାମରେ ଏକ ଭାଗବତ ଟୁଙ୍ଗି ନିର୍ମାଣ କରିବାରେ ସଫଳ ହୋଇଛନ୍ତି। ସେହି ଟୁଙ୍ଗିରେ ଦୈନିକ…

ଅନୁଗୋଳ କଲେଜ ଛାତ୍ରଙ୍କ ସାହିତ୍ୟ କୃତି:ପ୍ରକାଶ କଲେ ୨୨୪ ପୃଷ୍ଠାର ଉପନ୍ୟାସ

ଅନୁଗୋଳ ଅଫିସ, ୯।୭ ମାତ୍ର ୨୦ ବର୍ଷ ବୟସରେ ୨୨୪ ପୃଷ୍ଠାର ଉପନ୍ୟାସ ଲେଖିଛନ୍ତି ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ର ପ୍ରଭୁ କଲ୍ୟାଣ ସିଂ। ସେ ଏବେ ଯୁକ୍ତ ୩ ଦ୍ୱିତୀୟ ବର୍ଷ (ଇଂଲିଶ ସମ୍ମାନ)ରେ ଅଧ୍ୟୟନ କରୁଛନ୍ତି। ପ୍ରେମକାହାଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?