ସ୍କୁଲକୁ ସିଗାରେଟ୍, ପାନ ନେଲେ କାର୍ଯ୍ୟାନୁଷ୍ଠାନ
ଛତ୍ରପୁର,୯ା୭(ଡି.ଏନ.ଏ.)-କୌଣସି ସରକାରୀ କିମ୍ବା ସେସରକାରୀ ସ୍କଲ ପରିସରକୁ ଶିକ୍ଷକ ଓ ଛାତ୍ରୀଛାତ୍ର ସିଗାରେଟ୍, ଗୁଟଖା ଆଦି ନେବା ଉପରେ ନିଷେଧ କରାଯାଇଛି ା ଏଥିପାଇଁ ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ହୋଇଥିବା ଟବାକୋ ମୁକ୍ତ…
ବକେୟା ବେତନ ପ୍ରଦାନ ଦାବିରେ ଗଣଧାରଣା
ବ୍ରହ୍ମପୁର ଅଫିସ୍,୯ା୭-ଓଡ଼ିଶା ରାଜ୍ୟ ବିଦ୍ୟୁତ୍ ଶ୍ରମିକ କର୍ମଚାରୀ ସଂଘ ପକ୍ଷରୁ ବକେୟା ବେତନ ପ୍ରଦାନ ଦାବିରେ ସାଉଥ୍କୋ କର୍ପୋରେଟ୍ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଗଣଧାରଣା ଦିଆଯାଇଥିଲା। ଏଥିରେ ଅନ୍ୟ ସଂଗଠନଗୁଡ଼ିକ ମଧ୍ୟ ସାମିଲ୍ ହୋଇଥିଲେ । ଶକ୍ତି ବିଭାଗ ବରିଷ୍ଠ ଅଧିକାରୀ…
ଜମା ସଂଗ୍ରହକୁ ଗୁରୁତ୍ୱ, ଋଣ ପ୍ରଦାନ ନୈରାଶ୍ୟଜନକ
ବ୍ରହ୍ମପୁର ଅଫିସ,୯ା୭-ଗଞ୍ଜାମ ଜିଲାରେ ୨୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ୨୬୨ ଶାଖାରେ କାରବାର ହେଉଛି । କେବଳ ଗ୍ରାହକଙ୍କଠାରୁ ଜମା (ଡିପୋଜିଟ) ସଂଗ୍ରହକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଥିବା ବେଳେ ଋଣ ପ୍ରଦାନ ପ୍ରତି କର୍ତ୍ତୃପକ୍ଷ ଆଗ୍ରହ ଦେଖାଉ ନାହାନ୍ତି ା ୨୦୧୮-୧୯ ଆର୍ଥିକ…
ବାଇଗିଣିଆରେ ହାତୀ ଉପଦ୍ରବ:ଉଜାଡ଼ିଦେଲେ ଫଳ ବଗିଚା
ପରଜଙ୍ଗ, ୯।୭(ଡି.ଏନ.ଏ.)ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଅଧୀନ ବାଇଗିଣିଆ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ହାତୀପଲ ପଶି ବ୍ୟାପକ କ୍ଷତି କରିଛନ୍ତି। ହାତୀ ଉପଦ୍ରବରେ ଆଖୁ, କଦଳୀ ବଗିଚା ଉଜୁଡ଼ିଯାଇଛି। ଅନେକ ପଣସ, ନଡ଼ିଆ ଗଛ ମଧ୍ୟ ନଷ୍ଟ ହୋଇଛି। କିଛିଦିନ…
କାନପୁରା ହାଇସ୍କୁଲରେ ‘ଅଟଳ ଟିଙ୍କରିଙ୍ଗ’ ଲ୍ୟାବ୍ ଉଦ୍ଘାଟିତ:ପିଲାଙ୍କୁ ମିଳିବ ଗୁଣାତ୍ମକ ଶିକ୍ଷା ପ୍ରଶିକ୍ଷଣ
କାମାକ୍ଷାନଗର, ୯।୭(ଡି.ଏନ୍.ଏ.) ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ସମ୍ପର୍କିତ ପ୍ରଶିକ୍ଷଣ ପ୍ରଦାନ ଲକ୍ଷ୍ୟରେ ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାନପୁରସ୍ଥିତ ପଞ୍ଚାୟତିରାଜ ହାଇସ୍କୁଲରେ ସୋମବାର ଉଦ୍ଘାଟିତ ହୋଇଛି ‘ଅଟଳ ଟିଙ୍କ୍ରିଙ୍ଗ ଲ୍ୟାବ୍’। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ…
ଭାଗବତ ଟୁଙ୍ଗି ନିର୍ମାଣ କଲେ ମହିଳା
ବନ୍ତଳା, ୯।୭ (ଡି.ଏନ୍.ଏ.) ଅନୁଗୋଳ ବ୍ଲକ ବଡ଼କେରା ପଞ୍ଚାୟତ ପାଞ୍ଜିଆସାହି ଗ୍ରାମବାସୀଙ୍କ ଦୀର୍ଘ ବର୍ଷର ସ୍ବପ୍ନ ସାକାର ହୋଇଛି। ଗ୍ରାମ୍ୟ ମହିଳା ପରିଚାଳନା କମିଟି ସଦସ୍ୟାମାନେ ଗ୍ରାମରେ ଏକ ଭାଗବତ ଟୁଙ୍ଗି ନିର୍ମାଣ କରିବାରେ ସଫଳ ହୋଇଛନ୍ତି। ସେହି ଟୁଙ୍ଗିରେ ଦୈନିକ…
ଅନୁଗୋଳ କଲେଜ ଛାତ୍ରଙ୍କ ସାହିତ୍ୟ କୃତି:ପ୍ରକାଶ କଲେ ୨୨୪ ପୃଷ୍ଠାର ଉପନ୍ୟାସ
ଅନୁଗୋଳ ଅଫିସ, ୯।୭ ମାତ୍ର ୨୦ ବର୍ଷ ବୟସରେ ୨୨୪ ପୃଷ୍ଠାର ଉପନ୍ୟାସ ଲେଖିଛନ୍ତି ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ର ପ୍ରଭୁ କଲ୍ୟାଣ ସିଂ। ସେ ଏବେ ଯୁକ୍ତ ୩ ଦ୍ୱିତୀୟ ବର୍ଷ (ଇଂଲିଶ ସମ୍ମାନ)ରେ ଅଧ୍ୟୟନ କରୁଛନ୍ତି। ପ୍ରେମକାହାଣୀ…
ଅନ୍ତୁଳିଆ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନାହାନ୍ତି ଆବଶ୍ୟକ ଶିକ୍ଷକ:ପ୍ରଶାସନକୁ ୭ ଦିନ ସମୟ ଦେଲେ ଗ୍ରାମବାସୀ
ଅନୁଗୋଳ ଅଫିସ, ୯।୭ ଅନୁଗୋଳ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ ଆସୁଥିବା ଅନ୍ତୁଳିଆ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ତୁଳନାରେ ଶିକ୍ଷକ ନାହାନ୍ତି। ଏ ନେଇ ବହୁବାର ଶିକ୍ଷା ଅଧିକାରୀଙ୍କୁ ଅଭିଯୋଗ କରାଯାଇଥିଲେ ବି ସମସ୍ୟାର ସମାଧାନ ହୋଇପାରି…
ଟ୍ରାଫିକ୍ ଜଗିବ ୪୮ କ୍ୟାମେରା, ଖୁବ୍ଶୀଘ୍ର ଉଦ୍ଘାଟନ
ଅନୁଗୋଳ ଅଫିସ, ୯।୭ ଅନୁଗୋଳର ଅସଜଡ଼ା ଟ୍ରାଫିକ୍ ବ୍ୟବସ୍ଥା ସୁଧାରିବା ପାଇଁ ପୋଲିସ ପକ୍ଷରୁ ସହରର ବିଭିନ୍ନ ଛକରେ କ୍ୟାମେରା ଲଗାଯାଉଛି। ଏହି କ୍ୟାମେରା ଟ୍ରାଫିକ ବ୍ୟବସ୍ଥା ସହ ଅପରାଧୀଙ୍କ ଉପରେ ମଧ୍ୟ ନଜର ରଖିବ। ପ୍ରଥମ ପର୍ଯ୍ୟାୟରେ ୪୮ଟି କ୍ୟାମେରା…
ଶହେ ପରତିଶତ ଅକ୍ଷମ ଯୋଗେଶ୍ୱର:ଭତାରେ ସୀମିତ ସରକାରୀ ସାହାଯ୍
ଡୁଙ୍ଗୁରିପାଲି, ୯ । ୭ (ଡି.ଏନ୍.ଏ.): ଦିବ୍ୟାଙ୍ଗମାନେ କେନ୍ଥେଇ ସମାଜର ମୁଖିଆ ଧାରରେ ସାମିଲ ହେଇପାରବେ ସେଥିରଲାଗି ଉଭଏ କେନ୍ଦ୍ର ଆର ରାଏଜ୍ ସରକାର ଯୋଜନା ଉପରେ ଯୋଜନା ତିଆର କରୁଛନ୍। ହେଲେ ଅନେକ ଜାଗାରେ ସରକାରୀ ଅଧ୍କାରୀ, କରମଚାରୀକର ଉଦାସିନତା…
କିଡ଼୍ନୀ ରୋଗ୍ ବହପିବାର ଘଟନା:ପିତବାସପୁରରେ ପୁହୁଁଚିଲା ଡାକ୍ତରି ଦଲ
କୋକସରା, ୯ା୭ (ଡି.ଏନ୍.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡ଼ୁଗଁା ପଁଚେତ୍ ପିତବାସପୁରରେ ଗଲା ବଛ୍ରେ ହେଲା କିଡ଼୍ନୀ ରୋଗ୍ ବହପିବାରେ ଲାଗିଛେ। କିଡ଼୍ନୀ ରୋଗ୍ରେ ଗଁାର ଝନକର ମୁରତୁ ହେଇଥିଲାବେଲେ ଆର ଝନେ କଟକ ବଡ଼ ଡାକ୍ତରଖାନାରେ ମୁରତୁ ସଂଗେ…
ବିପଦ ଅବସ୍ତାରେ ଅଙ୍ଗନଓ୍ବାଡି କେନ୍ଦ୍ର
ତଳଗଁ।,୯ା.୭ (ଡି.ଏନ୍.ଏ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ତଳଗଁ। ପଁଚେତ୍ର ଗଣ୍ଡାପାଜୁ ଅଙ୍ଗନଓ୍ବାଡି କେନ୍ଦ୍ର ବିପଦ୍ ଅବସ୍ତାରେ ରହିଛେ। ଦୁଇ ବଛର ହେଲା ଇ ଅଙ୍ଗନଓ୍ବାଡି କେନ୍ଦ୍ରକେ ପରଶାସନ ଅସୁରକ୍ଷିତ ଘୋଷନା କରିଛେ। ହେଲେ ଇ କେନ୍ଦ୍ରର ଲାଗି ନୂତନ…

