ଆମ ଜିଲା ଖବର

ବିଜ୍ଞାନ ନାଟକ ପ୍ରତିଯୋଗିତା: ‘ସମ୍ଭାବନା’ ଶ୍ରେଷ୍ଠ ବିବେଚିତ

ବଲାଙ୍ଗୀର ଅଫିସ, ୪ା୮-ବଲାଙ୍ଗୀର ପୃଥ୍ବୀରାଜ ହାଇସ୍କୁଲଠାରେ ଜିଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି ା ଏହି ନାଟକ ପ୍ରତିଯୋଗିତାରେ ପୁଇଁନ୍ତଲା ଓଡିଶା ଆଦର୍ଶ ବିଦ୍ୟାଳୟର ବିଜ୍ଞାନ ନାଟକ ସମ୍ଭାବନା ଶ୍ରେଷ୍ଠ ବିବେଚିତ ହୋଇ ଜୋନାଲସ୍ତରକୁ ମନୋନୀତ ହୋଇଛି ା ଜିଲା…

ସଙ୍କୁଚିତ ହେଉଛି ତାଳଦଣ୍ଡା କେନାଲ : କମିଲାଣି ଜଳଧାରଣ କ୍ଷମତା

ପାରାଦୀପ,୪ା୮(ସ୍ବ.ପ୍ର.): ପାରାଦୀପର ଜୀବନ ରେଖା ତାଳଦଣ୍ଡା କେନାଲ ଏବେ ସଙ୍କୁଚିତ ହେବା ସହ ପୋତିହେବାରେ ଲାଗିଛି। ଫଳରେ ଏହାର ଜଳଧାରଣ କ୍ଷମତା ହ୍ରାସ ପାଇଲାଣି। କଟକରୁ ପାରାଦୀପ ପର୍ଯ୍ୟନ୍ତ ୮୦ କିମିର ଏହି କେନାଲରେ ୧୭ଟି ଛୋଟ ଶାଖା କେନାଲ ଓ…

ଜଳସେଚନ ପ୍ରକଳ୍ପ ନିର୍ମାଣ ସମୀକ୍ଷା

ବଇଣ୍ଡା,୪।୮(ଡି.ଏନ.ଏ.)-କୃଷି ବହୁଳ ଅଞ୍ଚଳ କିଶୋରନଗର ବ୍ଲକରେ ନିର୍ମାଣ ହେବାକୁ ଥିବା ସୁରେଶ୍ୱରୀ ଓ ଜୟଗଡ଼ ଜଳସେଚନ ପ୍ରକଳ୍ପ ପାଇଁ ଶନିବାର କ୍ଷୁଦ୍ର ଜଳସେଚନ ପକ୍ଷରୁ ସମୀକ୍ଷା କରାଯାଇଛି। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପୂର୍ତ୍ତବିଭାଗର ପୂର୍ବତନ ସଚିବ ନଳିନୀକାନ୍ତ ପ୍ରଧାନ,…

ଶାରଳା ମନ୍ଦିରରେ ପାଳି କରି ପୂଜା କରିବେ ୨ ବଡ଼ପଣ୍ଡା

ଜଗତ୍‌ସିଂହପୁର ଅଫିସ, ୪ା୮: ଶାରଳା ମନ୍ଦିରରେ ବଡ଼ପଣ୍ଡାଙ୍କୁ ନେଇ ଚାଲିଥିବା ବିବାଦର ଏକପ୍ରକାର ସମାଧାନ ହୋଇଛି। ଏଣିକି ୨ ଜଣଙ୍କୁ ବଡ଼ପଣ୍ଡା ଭାବେ ଗ୍ରହଣ କରାଯିବା ସହ ଉଭୟଙ୍କୁ ପାଳି କରି ପୂଜା ଦାୟିତ୍ୱ ବାଣ୍ଟି ଦିଆଯିବ। ଏହି ଦାୟିତ୍ୱ ଉପଜିଲାପାଳ…

ଏସ୍‌ପି, ତଦନ୍ତକାରୀ ଅଧିକାରୀ, ପିପି ସମ୍ବର୍ଦ୍ଧିତ

ଅନୁଗୋଳ ଅଫିସ, ୪।୮-ଓଡ଼ିଶା ପୋଲିସ ପକ୍ଷରୁ ଭୁବନେଶ୍ୱର ପୋଲିସ ଭବନ ଠାରେ ମହିଳା ଓ ଶିଶୁଙ୍କ ସୁରକ୍ଷା ପାଇଁ ଅନୁଷ୍ଠିତ ‘ପରି’ କାର୍ଯ୍ୟକ୍ରମରେ ଅନୁଗୋଳ ନାବାଳିକା ବଳାତ୍କାର ଓ ହତ୍ୟା ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବାରେ ପ୍ରମୁଖ…

ବିଦ୍ୟୁତ୍‌ ଉତ୍ପାଦନ ପାଇଁ କୋଇଲା ମିଳୁନି: ଏନ୍‌ଟିପିସିର ୪, ଟିଟିପିଏସ୍‌ର ୫ ୟୁନିଟ୍‌ ବନ୍ଦ

ତାଳଚେର,୪ା୮ (ନି.ପ୍ର.)-ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣି ଦୁର୍ଘଟଣା ପରେ ଜାରି ରହିଥିବା ଆନ୍ଦୋଳନ ଯୋଗୁ ତାଳଚେର କୋଲ୍‌ ଫିଲଡ୍ସରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଫଳରେ ଏହାର ସିଧାସଳଖ ପ୍ରଭାବ ୩୦୦୦ ମେଗାୱାଟ୍‌ ବିଶିଷ୍ଟ ମହାରତ୍ନ କମ୍ପାନୀ କଣିହଁାସ୍ଥିତ ଏନ୍‌ଟିପିସି ଓ ଏହା…

ପ୍ରଶାସନ ଉପରେ ବଢ଼ିଲା ଚାପ: ପରିବହନ ସ୍ବାଭାବିକ ପାଇଁ ଦାବିପତ୍ର

ତାଳଚେର,୪ା୮(ନି.ପ୍ର.)-ଭରତପୁର କୋଇଲା ଖଣି ଦୁର୍ଘଟଣାରେ ମୃତ ୪ ଶ୍ରମିକଙ୍କ ପରିବାରକୁ ଉପଯୁକ୍ତ ନ୍ୟାୟ ପ୍ରଦାନ ସହ ପୂର୍ବପରି ଟ୍ରକ୍‌ ଗୁଡିକରେ କୋଇଲା ପରିବହନ ପାଇଁ ପଦକ୍ଷେପ ନେବାକୁ ତାଳଚେର କୋଲ୍‌ କଞ୍ଜ୍ୟୁମର ଆସୋସିଏଶନ ଓ ଟ୍ରକ୍‌ ମାଲିକମାନଙ୍କ ପକ୍ଷରୁ ଶନିବାର ପ୍ରଶାସନ…

ବୋଲେରୋ ଧକ୍କାରେ ଯୁବକ ମୃତ: ପୂର୍ବ ଶତ୍ରୁତାରୁ ଗାଡ଼ି ଚଢ଼ାଇ ହତ୍ୟା ଅଭିଯୋଗ; ଚାଳକଙ୍କ ଥାନାରେ ଆତ୍ମସମର୍ପଣ

ନୂଆଗାଁ,୪।୮(ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ଥାନା ୫୭ ନମ୍ବର ଜାତୀୟ ରାଜପଥ ଡିମିରିଝରିଠାରେ ଶନିବାର ମଧ୍ୟାହ୍ନରେ ବୋଲେରୋ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ପୂର୍ବ ଶତ୍ରୁତାରୁ ତାଙ୍କୁ ଜାଣିଶୁଣି ଗାଡି ଧକ୍କା କରି ମାରି ଦିଆ ଯାଇଥିବା ମୃତକଙ୍କ ପରିବାର…

ଡମ୍‌ବେଲ ପଞ୍ଚରେ ସୁବ୍ରତଙ୍କ ରେକର୍ଡ

ଢେଙ୍କାନାଳ ଅଫିସ, ୪।୮-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କୁରୁଣ୍ଟି ଗ୍ରାମର ସୁବ୍ରତ କୁମାର ସାମଲ ୧ ମିନିଟରେ ୩୩୪ ଥର ଡମ୍‌ବେଲ ପଞ୍ଚ ମାରି ବଜ୍ର ଓ୍ବାଲର୍‌ଡ ରେକର୍ଡରେ ନିଜ ନାମକୁ ସାମିଲ କରିଛନ୍ତି। ଆଗାମୀ ଦିନରେ ସେ ଗିନିଜ୍‌ ବୁକ୍‌…

ଆବାସ ଯୋଜନା ଅନୁଦାନ ଅଟକାଇବା ଘଟଣା: ତଦନ୍ତ କଲେ ଉପଜିଲାପାଳ

ଭୁବନ, ୪।୮(ଡ.ଏନ୍‌.ଏ.)-ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ଭୁବନ ଏନ୍‌ଏସି ଅନ୍ତର୍ଗତ ୩ନଂ. ଓ୍ବାର୍ଡର ୮ଜଣ ହିତାଧିକାରୀଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ଅନୁଦାନ ଟଙ୍କା ପ୍ରଦାନ କରାଯାଉ ନ ଥିବା ଅଭିଯୋଗ ହୋଇଥିଲା। ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ଶନିବାର ଏହାର…

ମହଙ୍ଗା ପଡ଼ିଲା ମିଥ୍ୟା ବିଲ୍‌ କରିବା: ୩ ସରକାରୀ କର୍ମଚାରୀ ଭରିବେ ଟଙ୍କା

ନୟାଗଡ଼ ଅଫିସ, ୪ା୮: ମିଥ୍ୟା ବିଲ୍‌ କରିବା ୩ ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ପଡ଼ିଛି। ସେମାନଙ୍କଠାରୁ ୩ମାସ ଭିତରେ ୬୬ ହଜାର ୫୫୦ ଟଙ୍କା ଲେଖାଏ ଭରଣା କରାଯିବ। ସରକାରୀ ଟଙ୍କା ଆତ୍ମସାତ୍‌ କରିବା ଅଭିଯୋଗରେ ଏହି ଟଙ୍କା ସେମାନଙ୍କଠାରୁ…

ଭୁଶୁଡ଼ି ପଡ଼ିଲା ପାନୀୟଜଳ ପ୍ରକଳ୍ପ

ପରଜଙ୍ଗ, ୪।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ନୂଅଁାକୁଆଳୋ ଗ୍ରାମରେ ଗତ ଫେବୃୟାରୀରେ ଲୋକାର୍ପିତ ହୋଇଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଡିପ୍‌ଓ୍ବେଲ ଶନିବାର ଭୁଶୁଡ଼ି ପଡ଼ିଛି। ଏଥିରେ ୧୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ନିମ୍ନମାନର କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?