ଆମ ଜିଲା ଖବର

ଶୋଚନୀୟ ଅବସ୍ଥାରେ ହାଟବସ୍ତ-ପାଟବନ୍ଧ ରାସ୍ତା : ତୁରନ୍ତ କାମ ସାରିବାକୁ ଦାବି

ବୋଲଗଡ଼,୮।୭(ଡି.ଏନ୍‌.ଏ.): ବୋଲଗଡ଼ ବ୍ଲକ ଅନ୍ତର୍ଗତ ହାଟବସ୍ତଠାରୁ ଖଲ୍ଲିକୋଟ ମଧ୍ୟ ଦେଇ ପାଟବନ୍ଧ ପର୍ଯ୍ୟନ୍ତ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାଟି ବର୍ତ୍ତମାନ ନିର୍ମାଣ ନ ହୋଇ ଅଧାପନ୍ତରିଆ ଅବସ୍ଥାରେ ପଡିରହିଛି। ୧ ବର୍ଷ ପୂର୍ବରୁ ଟେଣ୍ଡର ମାଧ୍ୟମରେ ଏହି ରାସ୍ତାର ନିର୍ମାଣ ଆରମ୍ଭ…

କଞ୍ଚଣା ନିକଟରେ ସ୍କର୍ପିଓ ଜଳିଗଲା

ବେଗୁନିଆପଡ଼ା,୭।୭(ଡି.ଏନ.ଏ.)-କୋଦଳା ଥାନା କଞ୍ଚଣାଠାରୁ କୋଦଳା ରାସ୍ତାର ବାଲିପୋଇ ଛକ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ସ୍କର୍ପିଓ ଜଳିଯାଇଛି। ଏ ନେଇ ବୁଢ଼ାଆମ୍ବ ସ୍ଥିତ ଗାଡି ମାଲିକ ଚନ୍ଦ୍ର ଶେଖର ପ୍ରଧାନ କୋଦଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ…

ଶୌଚାଳୟରେ ପାଣି ନ ଥିବାରୁ ଡାକ୍ତରଙ୍କୁ ଘେରିଲେ

ଭଞ୍ଜନଗର,୭।୭(ଡି.ଏନ.ଏ)-ଭଞ୍ଜନଗର ଉପଖଣ୍ଡ ଡାକ୍ତରଖାନାର ଭିତ୍ତିଭୂମି ସୁଦୃଢ଼ କରିବା ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ମାତ୍ର ଦାୟିତ୍ୱରେ ରହୁଥିବା କେତେଜଣ କର୍ମଚାରୀଙ୍କ ଦାୟିତ୍ୱହୀନତାରୁ ଲୋକେ ସୁଫଳ ପାଇପାରୁନାହାନ୍ତି। ରବିବାର ସକାଳେ ଏଭଳି ଏକ ଘଟଣା ଦେଖିବାକୁ ମିଳିଥିଲା।…

ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ସ୍ତ୍ରୀ, ଜେଲ ଗଲେ ସ୍ବାମୀ

ଗଞ୍ଜାମ,୭।୭(ଡି.ଏନ.ଏ.)-ଗଞ୍ଜାମ ଥାନା ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ କାର୍ଯ୍ୟରତ କର୍ମଚାରୀ ଅଧିକ ଯୌତୁକ ଦାବିକରି ନିଜ ସ୍ତ୍ରୀଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗରେ ଜେଲ ଯିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ଜଣାପଡ଼ିଛି । ଗିରଫ ବ୍ୟକ୍ତି ହେଲେ ଶିବ ଶଙ୍କର ପାଢ଼ୀ…

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ

ତିହିଡ଼ି, ୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଦୋଳସାହି ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ମନ୍ମଥନାଥ ଚୌଧୁରୀଙ୍କୁ ନିଲମ୍ବିତ କରାଯାଇଛି। ପଞ୍ଚାୟତର ଜଣେ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାମ ଅନୁଯାୟୀ ଅଧିକ ବିଲ୍‌ କରାଇଥିବାରୁ ଜିଲାପାଳ ଜ୍ଞାନରଞ୍ଜନ ଦାସ…

ଲଘୁଚାପ ବର୍ଷା : ବଜାର ଅଞ୍ଚଳରେ ଆଣ୍ଠୁଏ ପାଣି

ତେଲକୋଇ, ୭।୭(ଡି.ଏନ.ଏ.)-ତେଲକୋଇ ଅଞ୍ଚଳରେ ବର୍ଷା ଯୋଗୁ ବଜାର ଅଞ୍ଚଳ ରାସ୍ତାରେ ୨ଫୁଟ ପାଣି କେନାଲ ସଦୃଶ ହୋଇଛି। ଡ୍ରେନ ସମସ୍ୟା ଲାଗି ବଜାର ଅଞ୍ଚଳରେ କୁଢ କୁଢ ବର୍ଜ୍ୟବସ୍ତୁ ରାସ୍ତାରେ ଜମା ହୋଇଛି। ଏପରିସ୍ଥଳେ ବଜାର ଅଞ୍ଚଳରେ ଥିବା ବିଭିନ୍ନ ବ୍ୟବସାୟ…

ବେଣାମୁଣ୍ଡା ଗ୍ରାମରେ ସ୍ବଜଳଧାରା ଅଚଳ:ପାଣି ପାଉ ନାହାନ୍ତି ଗ୍ରାମବାସୀ

ତେଲକୋଇ, ୭।୭(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ପୁରୁଜୋଡା ପଞ୍ଚାୟତ ଅଧିନର ବେଣାମୁଣ୍ଡା ଗ୍ରାମରେ ସ୍ବଜଳଧାରା ଯୋଜନା ୨୦୦୮ ମସିହାରୁ ଆରମ୍ଭ ହୋଇଥିଲା। ଏହା ମଧ୍ୟରେ ୧୫ଦିନ ହେବ ଉକ୍ତ ଜଳପ୍ରକଳ୍ପ ବନ୍ଦ ହୋଇଥିବା ଯୋଗୁଁ ଗ୍ରାମବାସୀ ଅଚଳ ନଳକୂପ ଉପରେ ନିର୍ଭର କରୁଛନ୍ତି।…

କୋଡିଙ୍ଗାମାଳି ପାହାଡ଼ରେ ଚାରା ଲଗାଇଲେ ଛାତ୍ରୀଛାତ୍ର

ଲକ୍ଷ୍ମୀପୁର,୭ା୭: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଉପରଚମ୍ପି ପଞ୍ଚାୟତରେ ଥିବା କୋଡିଙ୍ଗାମାଳି ପାହାଡ଼ରେ ଚାରା ରୋପଣ କରିଛନ୍ତି ସ୍କୁଲ ଛାତ୍ରୀଛାତ୍ର। ଖଣି ଅଞ୍ଚଳ ଭାବେ ପରିଚିତ ଥିବା ଏହି ପାହାଡ଼ ଓ ଆଖପାଖରେ ସୁସ୍ଥ ବାତାବରଣ ପାଇଁ ଏହି ଅଭିଯାନ ଲକ୍ଷ୍ମୀପୁର…

ରାଜ୍ୟସ୍ତରୀୟ କବିତା ଆବୃତ୍ତି, ଆଦିକ୍‌ ତୃତୀୟ

ଢେଙ୍କାନାଳ ଅଫିସ,୭ା୭- ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ଆୟୋଜିତ ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗିତାରେ ରବିବାର କନିଷ୍ଠ ବିଭାଗରେ ଢେଙ୍କାନାଳର ଆଦିକ ନନ୍ଦ ୩ୟ ସ୍ଥାନ ଅଧିକାର କରିଛନ୍ତି।…

ଖଇରନାଳୀ ବନ ସଂରକ୍ଷଣ ସମିତି ପୁରସ୍କୃତ

କଣିହାଁ, ୭ା୭ (ଡି.ଏନ.ଏ.)- ଅନୁଗୋଳ ଜିଲା ଡେରଜାଙ୍ଗ ଡ୍ୟାମ ସାଇଟରେ ରବିବାର ଉପଖଣ୍ଡସ୍ତରୀୟ ବନ ମହୋତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ତାଳଚେର ଉପଖଣ୍ଡରେ କଣିହାଁ ବ୍ଳକ କମରେଇ ପଞ୍ଚାୟତର ଖଇରନାଳୀ ବନ ସଂରକ୍ଷଣ ସମିତିକୁ ରାଜ୍ୟ ଜଙ୍ଗଲ ଓ ପରିବେଶ…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ବୁଲିଲେ ବିଧାୟକ

ପାଲଲହଡ଼ା, ୭ା୭(ଡି.ଏନ.ଏ.)- ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଲ ରବିବାର ପାଲଲହଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଓ ମାଓ ଅଞ୍ଚଳ ନାଗିରା ପଞ୍ଚାୟତର ବିଭିନ୍ନ ସ୍ଥାନକୁ ଯାଇ ଲୋକଙ୍କ ସମସ୍ୟା ପଚାରି ବୁଝିଛନ୍ତି। ପ୍ରଥମେ ବିଧାୟକ ନଗିରା ଗ୍ରାମରେ ପହଞ୍ଚି ଲୋକଙ୍କ…

ଚକ୍‌ଲେଟ୍‌ ଦେବା ବାହାନାରେ ନାବାଳିକାଙ୍କୁ ଅପହରଣ

ରଣପୁର,୭ା୭(ସ୍ବ.ପ୍ର.)-ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳରୁ ଜଣେ ନାବାଳିକା(ବୟସ-୮)ଙ୍କୁ ଚକ୍‌ଲେଟ୍‌ ଦେବା ବାହାନାରେ ଡାକି ଦୁବୁର୍ତ୍ତମାନେ ଅପହରଣ କରି ନେଇଥିବା ପରିବାର ପକ୍ଷରୁ ଶନିବାର ରାତିରେ ଥାନାରେ ଅଭିଯୋଗ ହୋଇଛି । ଏ ନେଇ ପୋଲିସ କେସ୍‌ ନଂ ୯/୧୯ ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?