କେନ୍ଦୁପତ୍ର ବିକ୍ରି କରିପାରୁନାହାନ୍ତି ୧୧ ଗାଁର ଗ୍ରାମବାସୀ
ମାଲକାନଗିରି,୨୦।୪ (ଡି.ଏନ୍.ଏ.)- ମାଲକାନଗିରି ଜିଲାରେ ଗତ ୪ ଦିନ ହେଲା ବନ ବିଭାଗ (କେନ୍ଦୁପତ୍ର) ଏବଂ କେତେକ ଘରୋଇ ସଂସ୍ଥା ଜିଲାର ବିଭିନ୍ନ ଫଡିରେ କେନ୍ଦୁପତ୍ର ତୋଳାଳିଙ୍କଠାରୁ କେନ୍ଦୁପତ୍ର ଖରିଦ କରିବା ଆରମ୍ଭ କରିଛନ୍ତି। ମାତ୍ର ମାଲକାନଗିରି ସଦର ବ୍ଲକ ଗୋରାଖଣ୍ଟା…
ବିବାହ ଭୋଜିଖାଇ ୨୦୦ ଝାଡ଼ାବାନ୍ତିରେ ଆକ୍ରାନ୍ତ
ରାଜଗାଙ୍ଗପୁର, ୨୦।୪ (ଡି.ଏନ.ଏ.)- ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କୁଟୁଣିଆ ଗ୍ରାମପଞ୍ଚାୟତ ଲାଠୁପଡା ଗ୍ରାମରେ ଶୁକ୍ରବାର ବିବାହ ଭୋଜିଖାଇ ୨୦୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୩୦ରୁ ଅଧିକ ଶିଶୁ ଥିବା ଜଣାଯାଇଛି। ଆକ୍ରାନ୍ତଙ୍କୁ ଚିକିତ୍ସା…
ଦେବଗଡ ପୌରାଞ୍ଚଳରେ କଂଗ୍ରେସ ପ୍ରାର୍ଥୀଙ୍କ ରୋଡ୍ ଶୋ
ଦେବଗଡ଼, ୨୦।୪ (ସ୍ବ.ପ୍ର.) -ନିର୍ବାଚନ ମତଦାନ ପାଇଁ ଆଉ ୩ ଦିନ ବାକିଥିବାବେଳେ କଂଗ୍ରେସ ପକ୍ଷରୁ ସମ୍ବଲପୁର ଲୋକସଭା ପ୍ରାର୍ଥୀ ଶରତ ପଟ୍ଟନାୟକ ଓ ସ୍ଥାନୀୟ ବିଧାୟକ ପ୍ରାର୍ଥୀ ଉମାଶଙ୍କର ସାହୁ ନିଜର କର୍ମୀ ତଥା ନେତାଙ୍କୁ ନେଇ ଗୁରୁବାର ସନ୍ଧ୍ୟାରେ…
ଅଲ ଇଣ୍ଡିଆ ଓପନ୍ ଚେସ୍: ଶୀର୍ଷରେ ଗୁସେନ
କଟକ ଅଫିସ,୨୦ା୪- ଟ୍ରିପଲ ସି’ ଚେସ୍ କ୍ଲବ ଆନୁକୂଲ୍ୟରେ ଜବାହରଲାଲ ନେହେରୁ ଇନ୍ଡୋର ଷ୍ଟାଡିୟମରେ ଚାଲିଥିବା ୪ର୍ଥ ଅଲ ଇଣ୍ଡିଆ ଓପନ ଚେସ୍ ଚାମ୍ପିୟନଶିପରେ ଶୁକ୍ରବାର ତୃତୀୟ ଦିବସ ଖେଳ ଶେଷ ହୋଇଛି। ୬ ରାଉଣ୍ଡ ଖେଳ ଶେଷ ସୁଦ୍ଧା ଇଣ୍ଟରନ୍ୟାଶନାଲ…
ରୋଡ୍ ଶୋ’ ସମୟରେ ଦୁର୍ଘଟଣା, ଜଣେ ମୃତ
ବ୍ରହ୍ମଗିରି, ୨୦ା୪(ଡି.ଏନ୍.ଏ.): ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ ଶୋ’ ସମୟରେ ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବ୍ରହ୍ମଗିରି ଥାନା ସାତପଡ଼ା ଫାଣ୍ଡି ଅନ୍ତର୍ବତ ଗଙ୍ଗାଧରପୁର ଗ୍ରାମର କାହ୍ନୁଚରଣ ଜାଲି(୪୧)। ମିଳିଥିବା…
ମହାଶ୍ୱେତା, ଶ୍ରୀତମଙ୍କ ରୋଡ୍ ଶୋ
ପାଲଲହଡ଼ା, ୨୦ା୪(ଡି.ଏନ.ଏ.)- ପାଲଲହଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ଅଶୋକ ମହାନ୍ତିଙ୍କ ପାଇଁ ଶୁକ୍ରବାର ରୋଡ୍ ଶୋ କରିଛନ୍ତି ଓଲିଉଡ କଳାକାର ମହାଶ୍ୱେତା ରାୟ ଓ ଶ୍ରୀତମ ଦାସ। ମଧ୍ୟାହ୍ନ ୧୨ଟାରେ ଦୁଇ କଳାକାର ହେଲିକପ୍ଟର ଯୋଗେ ପାଲଲହଡ଼ା ଷ୍ଟାଡିୟମରେ…
ଆଜି ଅନୁଗୋଳ ଆସିବେ ମୁଖ୍ୟମନ୍ତ୍ରୀ: ୪ ନିର୍ବାଚନମଣ୍ଡଳୀରେ କରିବେ ମାରାଥନ ପ୍ରଚାର
ଅନୁଗୋଳ ଅଫିସ/ବଇଣ୍ଡା/ଛେଣ୍ଡିପଦା ୨୦।୪ (ଡି.ଏନ୍.ଏ/ସ୍ବ.ପ୍ର.)- ନିର୍ବାଚନୀ ପ୍ରଚାର ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସୁଛନ୍ତି। ଜିଲାର ୪ଟି ନିର୍ବାଚନ ମଣ୍ଡଳୀରେ ସେ ମାରାଥନ ପ୍ରଚାର କରିବେ। ତାଳଚେରରୁ ପୂର୍ବାହ୍ନ ୧୦ଟା ୧୫ରେ…
ନଦୀ ପାର ଦନ୍ତାର ନରସଂହାର
ଅନୁଗୋଳ ଜିଲାରେ ଅନେକ ସମୟରେ ହାତୀକୁ ନେଇ ଆତଙ୍କ ଦେଖାଯାଉଛି। କେତେବେଳେ ହାତୀ ଗଁ। ନିକଟକୁ ଆସି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି ତ ପୁଣି କେବେ ସହର ମଧ୍ୟକୁ ପଶି ଭୟର ବାତାବରଣ ଖେଳାଇ ଦେଉଛନ୍ତି। ଜଙ୍ଗଲରେ ମୁହଁ।…
ବିଜେଡି, ଭାଜପା ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର
କାମାକ୍ଷାନଗର, ୨୦।୪(ଡି.ଏନ୍.ଏ.)- ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ମଝିରେ ମାତ୍ର ୩ ଦିନ ଥିବାବେଳେ ପ୍ରାର୍ଥୀମାନେ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି। ରାଜ୍ୟ ରାଜନୀତିର ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ଭୋଟରଙ୍କୁ ଆକୃଷ୍ଟ କରିବାକୁ ସମସ୍ତ ଉଦ୍ୟମ ଚଳାଇଥିବାବେଳେ ଏହାକୁ…
ନିର୍ବାଚନ ପାଇଁ ରିକ୍ୟୁଜିଶନ ହେଲା ଦୁଇ ଚକିଆ ଯାନ: ଥାନାକୁ ବାଇକ୍ ଟାଣି ଆଣିଲା ପୋଲିସ
ଅନୁଗୋଳ ଅଫିସ, ୨୦।୪- ନିର୍ବାଚନ ପାଇଁ ଦୁଇ ଚକିଆ ଯାନ ରିକ୍ୟୁଜିଶନ ଯୋଗୁ ଅନୁଗୋଳ ପୋଲିସ ଲୋକଙ୍କଠାରୁ ବାଇକ୍ ସଂଗ୍ରହ କରିଛି। ତେବେ ପୋଲିସ ବିନା ସୂଚନାରେ ହଠାତ୍ ଲୋକମାନଙ୍କୁ ରାସ୍ତାରେ ଅଟକାଇ ସେମାନଙ୍କ ବାଇକ୍ ଥାନାକୁ ନେଇଯିବା ପ୍ରଥମେ କିଛି…
ଶେଷ ପର୍ଯ୍ୟାୟରେ ନିର୍ବାଚନ ପ୍ରଚାର: ବିଜେଡି-ଭାଜପା ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା
ଢେଙ୍କାନାଳ ଅଫିସ, ୨୦।୪- ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ଢେଙ୍କାନାଳ ଲୋକସଭା କ୍ଷେତ୍ର। ହାଟ୍ରିକ୍ ବିଜୟ ସହ ମୋଟ ୪ ଥର ଏମ୍ପି ରହିଆସିଥିବା ବରିଷ୍ଠ ବିଜେଡି ନେତା ତଥାଗତ ସତପଥୀ ନିର୍ବାଚନରୁ ନିଜକୁ ଦୂରେଇ ରଖିବା ପରେ ଶାସକ ଦଳକୁ…
ଗଞ୍ଜାମ ଏସ୍ପିଙ୍କ ଖବରଦାତା ସମ୍ମିଳନୀ, ଭାଜପା ସମର୍ଥକଙ୍କୁ ହତ୍ୟା ଘଟଣାର ଚାଲିଛି ତଦନ୍ତ
ଛତ୍ରପୁର,୨୦ା୪(ଡି.ଏନ.ଏ.)-ଗଞ୍ଜାମ ପୋଲିସ ଜିଲା ଅଞ୍ଚଳରେ ସାଧାରଣ ନିର୍ବାଚନ ବେଳେ ଘଟିଥିବା ଅପରାଧ ନେଇ ଅଭିଯୁକ୍ତଙ୍କ ବିରୋଧରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନଷ୍ଠାନ ସମ୍ପର୍କରେ ଶୁକ୍ରବାର ଛତ୍ରପୁରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍ପି ବ୍ରିଜେଶ କୁମାର ରଏ ସୂଚନା ଦେଇଛନ୍ତି। ସୋରଡା ଥାନା ଲାଠିପଡା…
Archives


