ଆମ ଜିଲା ଖବର

ଶିକାର ପାଇଁ ନିରାପଦ ସ୍ଥାନ ପଥରଗଣ୍ଡ ପ୍ରକଳ୍ପ: ୧ ମାସରେ ୯ ବନ୍ୟଜନ୍ତୁ ଶିକାର

ରଣପୁର,୩।୮(ସ୍ବ.ପ୍ର.): ବନ୍ୟଜନ୍ତୁ ଶିକାର ପାଇଁ ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜର ପଥରଗଣ୍ଡ ପ୍ରକଳ୍ପ ନିରାପଦ ସ୍ଥାନ ପାଲଟିଛି । ରଣପୁର କ୍ଷୁଦ୍ର ଜଳସେଚନ ବିଭାଗ ଅଧୀନରେ ଥିବା ଏହି ପ୍ରକଳ୍ପ ନିକଟକୁ ବନ୍ୟଜୀବଜନ୍ତୁ ପାଣି ପିଇବାକୁ ଆସି ଶିକାର ହେଉଛନ୍ତି। ଭୋର…

କନ୍ଧମାଳ ଜିଲାପାଳଙ୍କ ଶ୍ରାନିକେତା ଗସ୍ତବିଦ୍ୟାଳୟ, ପଞ୍ଚାୟତ କାର୍ଯ୍ୟାଳୟର ସ୍ଥିତି ପରଖିଲେ

ଦାରିଙ୍ଗବାଡ଼ି,୨।୮(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତ ଅଞ୍ଚଳକୁ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ଅଚାନକ ଗସ୍ତ କରିଛନ୍ତି। ସେ ପ୍ରଥମେ ଶ୍ରାନିକେତା ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ସେଠାରେ କେହି କର୍ମଚାରୀ ନଥିବା ଜାଣି ଉଦ୍‌ବେଗ ପ୍ରକାଶ କରିବା ସହ ଚାଲିଥିବା…

ବିଦ୍ୟାଳୟ ଗେଟ୍‌ରେ ତାଲା ପକାଇଲେ ଛାତ୍ରୀଛାତ୍ର

ଶଙ୍କରାଖୋଲ,୨ା୮(ଡି.ଏନ.ଏ.)- ଶଙ୍କରାଖୋଲ ସରକାରୀ ଉଚ୍ଚ ବିଦ୍ୟାଳୟ ଗେଟ ସମ୍ମୁଖରେ ଗୁରୁବାର ସକାଳେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ତାଲା ପକାଇ ବିକ୍ଷୋଭ କରିଥିଲେ। ଗଣଶିକ୍ଷା ବିଭାଗର ନିୟମ ଅନୁଯାୟୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଟି ଉଚ୍ଚ ବିଦ୍ୟାଳୟରେ ମିଶିବା ପାଇଁ ନିର୍ଦ୍ଦେଶ ରହିଛି।…

ଶ୍ରମ ଆଇନ ସଂଶୋଧନ ବିଲ୍‌ ପ୍ରତ୍ୟାହାର ଦାବି

ପୁରୀ ଅଫିସ, ୨ା୮: କେନ୍ଦ୍ର ସରକାର ଶ୍ରମ ଆଇନ ସଂଶୋଧନ ବିଲ୍‌ ତୁରନ୍ତ ପ୍ରତ୍ୟାହାର ଲାଗି ସିପିଆଇ, ସିପିଆଇ(ଏମ୍‌) ଏବଂ ବିଭିନ୍ନ ଶ୍ରମିକ ସଙ୍ଗଠନ ଦାବି କରିଛନ୍ତି। ଏ ନେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଶୁକ୍ରବାର ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି।…

କୁସଂସ୍କାର ଦୂରୀକରଣ ଉପରେ ଗୁରୁତ୍ୱ

ମୁରିବାହାଲ,୨।୮(ଡି.ଏନ.ଏ.)- ବଲାଙ୍ଗୀର ଜିଲା ମୁରିବାହାଲ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଗତ ୩୧ତାରିଖଠାରୁ ଆରମ୍ଭ ହୋଇଥିବା ସାମାଜିକ ଏବଂ ଆଧ୍ୟାତ୍ମିକ ସଚେତନା ଶିବିର ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଧନ୍ଦାମୂଳକ ଶିକ୍ଷାର ଏକ ଅଂଶ ଭାବେ ପରିଚିତ ଆଧ୍ୟାତ୍ମିକ ସଚେତନା କର୍ମଶାଳା କେନ୍ଦ୍ରାପଡା ହରିହରନନ୍ଦ…

ଉଚ୍ଛେଦ ନୋଟିସ୍‌ ବିରୋଧରେ ପ୍ରତିବାଦ ସଭା

ବାରିପଦା ଅଫିସ,୨।୮- ବାରିପଦା ସହର ୱାର୍ଡ ନଂ.୨୭ର ଦେବେନ୍ଦ୍ରପୁର ବସ୍ତି ଅଞ୍ଚଳରେ ବସବାସ କରୁଥିବା ଭୂମହୀନମାନଙ୍କୁ ଉଚ୍ଛେଦ କରିବା ପାଇଁ ବାରିପଦା ଉପଜିଲାପାଳ ନୋଟିସ କରିଛନ୍ତି। ଏହି ନୋଟିସକୁ ବାରିପଦା ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘ ପକ୍ଷରୁ ବିରୋଧ କରାଯାଇଛି। ୱାର୍ଡ…

ବିଶୋଇ ଭାଜପା ପକ୍ଷରୁ ବିକ୍ଷୋଭ

ବିଶୋଇ,୨ା୮(ଡି.ଏନ୍‌.ଏ.)- ବିଶୋଇ ବ୍ଲକର ବିଭିନ୍ନ ସମସ୍ୟା ନେଇ ଶୁକ୍ରବାର ଭାଜପା ପକ୍ଷରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିଭିନ୍ନ ଅଭିଯୋଗ ସମ୍ମିଳିତ ଏକ ସ୍ମାରକପତ୍ର ବିଡ଼ିଓ ବିବୁଧ ଗଡ଼ନାୟକଙ୍କୁ ପ୍ରଦାନ କରାଯାଇଛି। ଭାଜପାର ଅଭିଯୋଗ ଅନୁଯାୟୀ, ବିଭିନ୍ନ…

ଶ୍ରମ ଆଇନ ସଂଶୋଧନ ପ୍ରସ୍ତାବକୁ ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୨।୮-କେନ୍ଦ୍ର ସରକାର ସଂସଦରେ ଆଗତ କରିଥିବା ଶ୍ରମ ଆଇନ ସଂଶୋଧନ ପ୍ରସ୍ତାବକୁ ବିରୋଧ କରି ଶୁକ୍ରବାର ପୂର୍ବାହ୍ନରେ ବିଭିନ୍ନ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ଓ ସ୍ବାଧୀନ ଜାତୀୟ ଫେଡେରେଶନ ତରଫରୁ ସହସ୍ରାଧିକ ଶ୍ରମିକ ବାଲେଶ୍ୱର ଜିଲାପାଳଙ୍କ ଅଫିସ ସମ୍ମୁଖରେ…

ଡିକି ଭାଙ୍ଗି ଲକ୍ଷେ ଟଙ୍କା ଲୁଟ୍‌

ନୀଳଗିର/ସଜନାଗଡ, ୨।୮(ଡି.ଏନ.ଏ.)-ନୀଳଗିରି ସହର ଉପକଣ୍ଠ ରବୀନ୍ଦ୍ର ପରିଡ଼ାଙ୍କ ଘର ସମ୍ମୁଖରୁ ଶୁକ୍ରବାର ଅଜଣା ଦୁର୍ବୃତ୍ତ ସ୍କୁଟି ଡିକି ଭାଙ୍ଗି ଲକ୍ଷେ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ପୋଲିସ ବ୍ୟାଙ୍କ ଓ ରବୀନ୍ଦ୍ରଙ୍କ ଘରେ ଲାଗିଥିବା ସିସିଟିଭି ଫୁଟେଜକୁ ନେଇ ତଦନ୍ତ…

ଜିଲା ବିଦ୍ୟାଳୟସ୍ତରୀୟ ଫୁଟବଲ: ସଦର ବ୍ଲକ କ୍ୱାଟର ଫାଇନାଲରେ

ଢେଙ୍କାନାଳ ଅଫିସ,୨ା୮- ଢେଙ୍କାନାଳ ଜିଲା କ୍ରୀଡା ସଂଘ ପକ୍ଷରୁ ସ୍ଥାନୀୟ ଷ୍ଟାଡିୟମଠାରେ ଚାଲିଥିବା ବିଦ୍ୟାଳୟସ୍ତରୀୟ ଫୁଟବଲ ପ୍ରତିଯୋଗିତାର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ସଦର ବ୍ଲକ, ଭୁବନ ବ୍ଲକକୁ ଟାଇବ୍ରେକର ଜରିଆରେ ୫-୩ ଗୋଲରେ ପରାସ୍ତ କରି କ୍ୱାଟର ଫାଇନାଲରେ ପ୍ରବେଶ କରିଛି।…

ଏୟୁସିସିବି ଏଟିଏମ୍‌ ସମ୍ମୁଖ ପାଲଟିଛି ପାର୍କିଂ ଜୋନ୍‌: ଉଦ୍‌ଘାଟନ ପରଠାରୁ ଅଚଳ

ପରଜଙ୍ଗ, ୨।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ (ଏୟୁସିସିବି) ଏଟିଏମ୍‌ ଉଦ୍‌ଘାଟନ ପରଠାରୁ କାମରେ ଆସୁନାହିଁ। ପରିଚାଳନାଗତ ଅବ୍ୟବସ୍ଥାରେ ଏପରି ସମସ୍ୟା ସୃଷ୍ଟି ହୋଇଥିବା ଅଭିଯୋଗ ହେଉଛି। ଏ ଦିଗରେ ବ୍ୟାଙ୍କ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ…

ଘରୋଇ ବସ ଓଲଟି ୧୬ରୁ ଊର୍ଦ୍ଧ୍ୱ ଆହତ

ବିରିଡ଼ି,୨।୮(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା କନ୍ଦରପୁର-ମାଛଗାଁ ଜାତୀୟ ରାଜପଥ ନଂ.୫୫ର ହାଜିପୁର ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଅଭିରାମ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୬ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ଜଣ ଜଗତ୍‌ସିଂହପୁର ଜିଲା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?