ପାଣିରେ ବୁଡ଼ିଛି ଚାଷଜମି: ସ୍ଥିତି ଅନୁଧ୍ୟାନ କଲେ ଜଳସେଚନ ବିଭାଗ ନିର୍ବାହୀଯନ୍ତ୍ରୀ
ତିହିଡ଼ି, ୨।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ କୁବେରା ପଞ୍ଚାୟତର ୩ଟି ମୌଜାରେ ୩ ଶହ ଏକର ଚାଷଜମି ପାଣିରେ ବୁଡ଼ି ରହିଛି। ଇଟାଗଡ଼ି ଗ୍ରାମବାସୀଙ୍କ ପକ୍ଷରୁ ଗୁରୁବାର ଏ ସମ୍ପର୍କରେ ସାଳନ୍ଦୀ ଜଳସେଚନ ବିଭାଗ କାର୍ଯ୍ୟନିର୍ବାହୀ…
ନରମିଲେ ବିଷ୍ଣୁ, ଟ୍ରିପଲ୍ ତଲାକ୍ ମନ୍ତବ୍ୟକୁ ନେଇ ଦୁଃଖ ପ୍ରକାଶ କଲେ
ଭୁବନେଶ୍ୱର, ୨।୮(ବ୍ୟୁରୋ): ଟ୍ରିପଲ୍ ତଲାକ୍ ଉପରେ ବିବାଦୀୟ ବୟାନ ଲାଗି ଦୁଃଖପ୍ରକାଶ କରିଛନ୍ତି ଭାଜପା ବିଧାୟକ ଦଳ ଉପନେତା ବିଷ୍ଣୁଚରଣ ସେଠୀ। ଗୁରୁବାର ବିଧାନସଭା ଶୂନ୍ୟକାଳରେ ସେ ଟ୍ରିପଲ୍ ତଲାକ୍ ଏବଂ ମୁସ୍ଲିମ ମହିଳାଙ୍କୁ ନେଇ ଦେଇଥିବା ବିବାଦୀୟ ବୟାନ ପାଇଁ…
ହତ୍ୟା କରିବା ପରେ ଦୁର୍ଘଟଣାର ରୂପ ଦେବାକୁ ଉଦ୍ୟମ: ଅଭିଯୁକ୍ତଙ୍କ ମଧ୍ୟରୁ ୨ ଗିରଫ; ବ୍ୟବହୃତ ହାଇଓ୍ବା, କାର୍ ଜବତ
ଜମନକିରା, ୨।୮(ଡି.ଏନ୍.ଏ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ ବଡ଼ରମା ଘାଟିରେ ଗତ ୧୪ ତାରିଖ ବିଳମ୍ବିତ ରାତିରେ ଘଟିଥିବା ବାଇକ ଦୁର୍ଘଟଣାରେ ଚାଳକଙ୍କ ମୃତ୍ୟୁ ଘଟିଥିଲା। ତେବେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଶୁକ୍ରବାର ପୋଲିସ…
ମାଲକାନଗିରିରେ ଲଗାଣ ବର୍ଷା: ୨ ଦିନ ପାଇଁ ସବୁ ସ୍କୁଲ ଛୁଟି
ମାଲକାନଗିରି, ୨।୮(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର ସମସ୍ତ ସ୍କୁଲକୁ ଦୁଇଦିନ ଅର୍ଥାତ୍ ଶୁକ୍ରବାର ଓ ଶନିବାର ପାଇଁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଲଗାଣ ବର୍ଷା ଯୋଗୁ ମାଲକାନଗିରି ସ୍ଥିତି ପୁଣି ବେହାଲ ହୋଇପଡ଼ିଛି।…
ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କଲେ ଆର୍ଡିସି
ଶେରଗଡ଼,୨ା୮(ଡି.ଏନ.ଏ.)- ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଟି. ଆପନ୍ନା ଆଓ ଶୁକ୍ରବାର ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୧ଟାବେଳେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ଶେରଗଡ଼, ଧନନ୍ତର, ଗୋବିନ୍ଦପୁର ରାଜସ୍ବ ସର୍କଲର ବହୁ ଲୋକଙ୍କୁ ଆର୍ଡିସି ପଟ୍ଟା ବଣ୍ଟନ…
ବିଷ ପିଆଇ ହତ୍ୟା ଅଭିଯୋଗ ପରେ ମାଟି ତଳୁ ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରୁନି ପୋଲିସ, ବରଗଡ଼ ଏସ୍ପିଙ୍କୁ ଭେଟିଲେ ପରିବାରଲୋକେ
ବରଗଡ଼ ଅଫିସ୍,୨।୮- ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ଅମ୍ବାମୁଣ୍ଡା ଗ୍ରାମରେ ଜଣେ ବୃଦ୍ଧଙ୍କ ମୃତ୍ୟୁର ୩ ମାସ ପରେ ତାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ଅଭିଯୋଗ ଅଣାଯିବା ପରେ ପୋଲିସ ମାଟୁତଳୁ ତାଙ୍କ ମୃତଦେହ ଉଦ୍ଧାର…
ବରଗଡ଼ରେ ମାତିଛନ୍ତି ଚୋର: ଘରେ କେହି ନ ଥିବା ବେଳେ ନେଇଗଲେ ନଗଦ ଟଙ୍କା, ସୁନାଗହଣା; ଟାଉନ ଥାନା ପୋଲିସର ତନାଘନା
ବରଗଡ଼ ଅଫିସ୍,୨।୮- ବରଗଡ଼ ସହରରେ ଗତ କିଛିମାସ ହେଲା ଚୋରମାନେ ସକ୍ରିୟ ହୋଇପଡ଼ିଛନ୍ତି। ପୋଲିସକୁ ଚ୍ୟାଲେଞ୍ଜ କରି ସହରରେ ଗୋଟିଏ ପରେ ଗୋଟିଏ ଚୋରି ଘଟୁଛି । ଦିନ ଦ୍ୱିପ୍ରହରରେ ମହିଳାଙ୍କ ବେକରୁ ସୁନାଚେନ ଲୁଟ୍ ହେଉଥିବାବେଳେ ବିଳମ୍ବିତ ରାତ୍ରିରେ ଘରେ…
ସ୍ତ୍ରୀଙ୍କୁ ବାଡ଼େଇ ହତ୍ୟା ଘଟଣା: ଅଭିଯୁକ୍ତ ସ୍ବାମୀଙ୍କୁ ୧୦ବର୍ଷ ଜେଲ
ଯାଜପୁର ରୋଡ, ୨।୮(ନି.ପ୍ର.): ୨୦୧୫ ମସିହାରେ ଯାଜପୁର ରୋଡ ଥାନା ଅନ୍ତର୍ଗତ ଦାନଗଦି ନୂଆଗାଁ ଗ୍ରାମର କୁନା ସିଂ ସ୍ତ୍ରୀ ରଜନୀ ମୁଣ୍ଡାଙ୍କୁ ବାଡେଇ ହତ୍ୟା କରିଥିଲେ। ଏ ନେଇ ପୋଲିସ କେସ (ନଂ ୩୧୮/୧୫)ରେ ଏକ ହତ୍ୟା ମାମଲା ରୁଜୁକରିବା…
ମରୁଡ଼ି ବୀମାରାଶି ପାଇଲେନି ୨୦୮ ଚାଷୀ, ବ୍ୟାଙ୍କ ସମ୍ମୁଖରେ ଧାରଣା
ପରଜଙ୍ଗ, ୨।୮(ଡି.ଏନ୍.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ପରଜଙ୍ଗ ଶାଖା ଅଧୀନରେ ଥିବା ୧୦ଟି ସୋସାଇଟିରୁ ଋଣ ନେଇଥିବା ସହ ସହ ଚାଷୀ ଗତ ୨୦୧୭ ମସିହାରେ ମରୁଡି ନିମନ୍ତେ ଟାଟା ଏଆଇଜି ଇନ୍ସୁରାନ୍ସ କମ୍ପାନୀରେ ସୋସାଇଟି…
ଲଗାଣ ବର୍ଷା ଯୋଗୁ କୋରୁକୋଣ୍ଡା ଅଞ୍ଚଳର ଅନେକ ପୋଲ ଉପରେ ବର୍ଷା ଜଳ ପ୍ରବାହିତ
କୋରୁକୋଣ୍ଡା, (ଡି.ଏନ୍.ଏ.)୨।୭: ଗୁରୁବାର ରାତିରୁ ଲଗାଣ ବର୍ଷା ହେତୁ ମାଲକାନଗିରି ଜିଲା କୋରୁକୋଣ୍ଡା ଅଞ୍ଚଳରେ ଅନେକ ନଦୀ ଓ ନାଳରେ ବନ୍ୟା ଜଳ ପ୍ରବାହିତ ହେଉଛି। କୋରୁକୋଣ୍ଡା ନଦୀ ଏବଂ ଚାଲାଣଗୁଡ଼ା ନିକଟସ୍ଥ ତମସା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ଏମ୍ଭି-୩୭…
କନଷ୍ଟେବଳଙ୍କୁ ଭ୍ୟାନ୍ ଚଢ଼ାଇ ହତ୍ୟା ଉଦ୍ୟମ: ଗାଡ଼ି ମାଲିକ ଗିରଫ
ପଦ୍ମପୁର, ୨।୮(ଡି.ଏନ୍.ଏ.): ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି କନଷ୍ଟେବଳ ରଜତ ପାଣିଗ୍ରାହୀଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ ଘଟଣାରେ ଗୁରୁବାର ମଧ୍ୟ ରାତିରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଗାଡ଼ି ମାଲିକଙ୍କୁ ଗିରଫ କରିଛି। ସେ ହେଲେ…
ଶାଳଗଣ୍ଡି ସହ ପିକ୍ଅପ୍ ଜବତ, ୩ ଗିରଫ
ଜମନକିରା,୨।୮(ଡି.ଏନ୍.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍ ବାମରା ବନ୍ୟପ୍ରାଣୀ ବନଖଣ୍ଡସ୍ଥ ବଡ଼ରମା ରେଞ୍ଜ କାଣିବନ୍ଧଲି ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଏକ ପିକ୍ଅପ୍ ସହ ୬ ଖଣ୍ଡ ଶାଳଗଣ୍ଡି ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…

