ରୁପା, ଷ୍ଟୋନ୍ ରାଖୀର ଚାହିଦା ବେଶି
କଟକ ଅଫିସ,୨।୮: ଭାଇ ଭଉଣୀଙ୍କର ସ୍ନେହ ସମ୍ପର୍କ ଓ ଭଲ ପାଇବାର ପର୍ବ ରାଖୀପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ରାଖୀ ବାନ୍ଧି ଶୁଭମନାସୀ ଥାଏ ଓ ଭଉଣୀକୁ ସୁରକ୍ଷା ଦେବାକୁ ଭାଇ ପ୍ରତିଶ୍ରୁତି ଦିଏ। ଆମ ସଂସ୍କୃତି ଓ ପରମ୍ପରାର ବାର୍ତ୍ତା…
ଖତ ଖାଉଛି ୫୦ ସିଟିବସ୍, ଆଖିବୁଜି ବସିଛି ସିଏମ୍ସି
କଟକ ଅଫିସ,୨।୮: ସହରବାସୀଙ୍କ ଉତ୍ତମ ଯାତାୟାତ ପାଇଁ ଆରମ୍ଭ ହୋଇଥିଲା ସିଟିବସ୍ ସେବା। ମାତ୍ର କଟକ ମହାନଗର ନିଗମ (ସିଏମ୍ସି)ର ଆନ୍ତରିକତା ଅଭାବ ଯୋଗୁ ବିକାଶ ଭବନ ପରିସରରେ ଖତ ଖାଉଛି ୫୦ଟି ସିଟିବସ୍। ଗୋଟିଏ ପଟେ ସହରବାସୀ ସିଟିବସ୍ ସେବାରୁ…
ମରାମତି ପରେ ବି ଦବିଲା ଗୋପ-ବାଲିଘାଇ ରାସ୍ତା
ଗୋପ, ୨।୮(ଡି.ଏନ୍.ଏ.): ନିର୍ମାଣାଧୀନ ଗୋପ-ବାଲିଘାଇ ରାସ୍ତାର ଗୋପ ବ୍ରିଜ୍ ନିକଟରେ ନିର୍ମାଣାଧୀନ ନୂତନ ସ୍ପାନ୍ ରାସ୍ତାଟି ଗତ ୧୦ ତାରିଖରେ ଦବିଯିବା ନେଇ ଖବର ପ୍ରକାଶିତ ପରେ ପୂର୍ତ୍ତ ବିଭାଗ ପକ୍ଷରୁ ଏହାକୁ ମରାମତି କରାଯାଇଥିଲା। ମାତ୍ର ମରାମତିର ୪-୫ ଦିନ…
ପୂରଣ ହୋଇନି ଏସ୍ଡିଏମ୍ଆଇଏସ୍ ଡାଟା
ପୁରୀ ଅଫିସ, ୨।୮: ଆରମ୍ଭ ହୋଇଛି ୨୦୧୯-୨୦ ଶିକ୍ଷାବର୍ଷ। ହେଲେ ଏ ପର୍ଯ୍ୟନ୍ତ ପୁରୀ ଜିଲାର ଛାତ୍ରୀ ଛାତ୍ରଙ୍କ ସବିଶେଷ ତଥ୍ୟ ବା ଷ୍ଟୁଡେଣ୍ଟ ଡାଟା ମ୍ୟାନେଜମେଣ୍ଟ ଇନ୍ଫରମେଶନ ସିଷ୍ଟମ (ଏସ୍ଡିଏମ୍ଆଇଏସ୍) ତଥ୍ୟ ସମ୍ପୂର୍ଣ୍ଣ ହୋଇପାରିନାହିଁ । ଫଳରେ ସରକାରୀ ପୋର୍ଟାଲରେ…
ସାତଶଙ୍ଖ ଶୀତଳଭଣ୍ଡାରରେ ୧ ହଜାର କୁଇଣ୍ଟାଲ ଆଳୁ ଗଜା
ପୁରୀ ଅଫିସ, ୨।୮ : ରାଜ୍ୟବାସୀ ଯେମିତି କମ୍ ଦାମରେ ବର୍ଷସାରା ଆଳୁ ପାଇପାରିବେ ସେଥିପାଇଁ ସରକାର ଆଳୁ ମିଶନ ଆରମ୍ଭ କରିଥିଲେ। ହେଲେ ଏହି ମିଶନ ଏବେ ଦିଗହରା ହୋଇଥିବା ବେଳେ ସରକାରୀ ପ୍ରୋତ୍ସାହନ ଅଭାବ ଏବଂ ସଂରକ୍ଷଣ ସୁବିଧା…
ଦେଶୀ ମାଛରୁ ପ୍ରସ୍ତୁତ ହେବ ମୂଲ୍ୟଯୁକ୍ତ, ପୁଷ୍ଟିକର ଖାଦ୍ୟ
କଟକ ଅଫିସ, ୨।୮ : ଓଡ଼ିଶାରେ ମଧୁରଜଳ ମାଛର ଚାହିଦା ଅଧିକ ଥିବାବେଳେ ଛୋଟ ମାଛଗୁଡ଼ିକ ଅଧିକ ପୁଷ୍ଟିଯୁକ୍ତ ଓ ଅନ୍ୟାନ୍ୟ ଖାଦ୍ୟସାରରେ ପରିପୂର୍ଣ୍ଣ। ତେଣୁ ଏହାର ଉତ୍ପାଦନ ସହିତ ଏଥିରୁ ମୂଲ୍ୟଯୁକ୍ତ ପଦାର୍ଥ ପ୍ରସ୍ତୁତ କରି ବଜାରରେ ଉପଲବ୍ଧ କରିବା…
ମିଶନ ଚନ୍ଦ୍ରୟାନ : ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନେଇଥିଲେ ବୈଜ୍ଞାନିକ
ପୁରୀ ଅଫିସ, ୨।୮ : ମିଶନ ଚନ୍ଦ୍ରୟାନ-୨ର ସଫଳତା ପଛରେ ରହିଛି ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ଉପଦେଶ। ମହାକାଶ ବିଜ୍ଞାନ ବୈଦିକ ଗଣିତ ଆଧାରରେ ଚାଲୁଛି। ତେଣୁ ଏହାକୁ କିପରି ଉପଯୋଗ କରାଯାଇପାରିବ ସେ ନେଇ…
ଆଗଭଳି ମିଳୁନି ତାଳପତ୍ର : ସଙ୍କଟରେ ତାଳପତ୍ର କାରିଗରଙ୍କ ଜୀବନ ଜୀବିକା, ନବକଳେବର ପାଇଁ ବି ଦେଖାଦେଇପାରେ ଅଭାବ
ପୁରୀ ଅଫିସ, ୨।୮ : ଦିନ ଥିଲା ତାଳପତ୍ର କାରିଗର ଭଲ ଦି ପଇସା ରୋଜଗାର କରୁଥିଲେ। ଖରାଦିନେ ବିଞ୍ଚଣା ଆଉ ବର୍ଷାଦିନେ ପଖିଆ ବ୍ୟବହାର କରୁଥିଲେ ଲୋକେ। ଘରେ ଘରେ ଚଟେଇ ଆଉ ତାଳପତ୍ରରେ ତିଆରି ପିଲାଙ୍କ ଖେଳଣାର ବ୍ୟବହାର…
ଏଲିଡି ଲାଇଟ୍ ବଣ୍ଟନ, ସଚେତନତା ଶିବିର:‘କମ୍ ବିଦ୍ୟୁତ ଖର୍ଚ୍ଚରେ ଅଧିକ ଆଲୋକ ମିଳିପାରିବ’
ଯାଜପୁର ରୋଡ,୨|୮(ନି.ପ୍ର.)- ଯାଜପୁର ରୋଡ ବିଦ୍ୟୁତ୍ ବିଭାଗ ତରଫରୁ ଗୁରୁବାର ବ୍ୟାସନଗର ପୌରପରିଷଦ ଅନ୍ତର୍ଗତ ଖଣ୍ଡାହାତ ଗ୍ରାମରେ ବିପିଏଲ କାର୍ଡଧାରୀଙ୍କୁ ଏଲ୍ଇଡି ବଲ୍ବ ବଣ୍ଟନ କରାଯାଇଛି। ଏହି ଅବସରରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଯାଜପୁର ରୋଡ୍ ବିଦ୍ୟୁତ୍…
ତହସିଲ ପକ୍ଷରୁ ଚଢାଉ: ଜେସିବି, ଟିପ୍ପର୍ ଜବତ
ଧର୍ମଶାଳା,୨|୮(ଡି.ଏନ୍.ଏ.)- ଧର୍ମଶାଳା ତହସିଲ ଅଞ୍ଜିରା ପାହାଡରେ ଗୁରୁବାର ଚଢାଉ କରି ବେଆଇ ଭାବେ ଖନନ କରୁଥିବା ଏକ ଜେସିବି ସହ ମାଣ୍ଡିଆ ଛକରୁ ଏକ ଟିପ୍ପର ଜବତ କରିଛି। ଧର୍ମଶାଳା ତହସିଲଦାର ସରୋଜ କୁମାର ପଣ୍ଡା ଓ ସହକର୍ମୀ ଚଢାଉରେ ସାମିଲ…
ଅଗ୍ନିକାଣ୍ଡକୁ ୪ମାସ ବିତିଲା: ମିଳିପାରୁନି ପରିବାରକୁ ସହାୟତା
ଜେନାପୁର,୨|୮(ଡି.ଏନ୍.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ଜେନାପୁର ପଞ୍ଚାୟତ ଅଧୀନ ପଣସପଡ଼ିଆ ଗ୍ରାମର ରମେଶ ମଳିକଙ୍କ ଘର ୪ ମାସ ହେବ ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ ପୋଡ ଯାଇଥିଲା। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କୁ ସହାୟତା ମିଳି ପାରି ନାହଁି। ଫଳରେ ଅନେକ ସମୟରେ…
ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି
ପୁରୀ ଅଫିସ, ୨।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର ପୁରୀ ଜିଲା ପ୍ରଶାସନ ନିକଟକୁ ଆସିଛି। ରିପୋର୍ଟ ପାଇବା ପରେ ପ୍ରଶାସନ ଓ ପୁରୀ…

