ଆମ ଜିଲା ଖବର

ବ୍ରହ୍ମପୁରରେ ଖୋଲିଲା ଦୁଗ୍ଧ ଏଟିଏମ୍‌

ବ୍ରହ୍ମପୁର ଅଫିସ,୪ା୭: ଗଞ୍ଜାମ – ଗଜପତି ସମବାୟ ଦୁଗ୍ଧ ଉତ୍ପାଦକ ସଂଘ ଲିମିଟେଡ୍‌ ପକ୍ଷରୁ ରାଜ୍ୟର ପ୍ରଥମ ଦୁଗ୍ଧ ବିଶୋଧିତ ଏବଂ ଭିଟାମିନ ମିଶ୍ରିତ ଏଟିଏମ ଗୁରୁବାର ବ୍ରହ୍ମପୁର ଗେଟ୍‌ବଜାର ନିକଟସ୍ଥ ସଂଘ କାର୍ଯ୍ୟାଳୟ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଗଞ୍ଜାମ…

ମଦଭାଟି ମ୍ୟାନେଜରଙ୍କଠାରୁ ଲୁଟ୍‌ ଘଟଣା : ୪ ଗିରଫ

ବଅଁରପାଳ,୪ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ମହୀଧରପୁର ରାସ୍ତାର ଫୁଲୁପଡ଼ା ନିକଟରୁ ଗତ ଜୁନ୍‌ ୧୪ ତାରିଖରେ ଜଣେ ମଦଭାଟି ମ୍ୟାନେଜରଙ୍କ ଠାରୁ ସ୍କୁଟି ସହ ୫ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିଲା। ଏନେଇ ସେ ଥାନାରେ ଅଭିଯୋଗ କରିଥିଲେ।…

ଫାଟକରେ ତାଲା ପକାଇ ଆନ୍ଦୋଳନରେ ବସିଲେ ଗ୍ରାମବାସୀ, କମ୍ପାନୀ କର୍ମଚାରୀଙ୍କୁ ଛାଡ଼ିଲେନି ଭିତରକୁ

ଯୋଡ଼ା,୪ା୭(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ଟାଟା ଷ୍ଟିଲ କମ୍ପାନୀର ଯୋଡ଼ା ଇଷ୍ଟ ଲୁହାପଥର ଖଣିର ଫାଟକରେ ତାଲା ପକାଇ ଯୋଡ଼ା ବସ୍ତିର ମୂଳ ଅଧିବାସୀମାନେ ଗୁରୁବାର ସକାଳୁ ଆନ୍ଦୋଳନରେ ବସିଛନ୍ତି ା କ୍ଷତିଗ୍ରସ୍ତ, ଜମିହରା ଗ୍ରାମବାସୀ ଫାଟକ ବନ୍ଦ କରିବାରୁ…

ପୋଖରୀରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର

ଛେଣ୍ଡିପଦା,୪ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ପଞ୍ଚାୟତର ଧୁଡ଼ାମାଳ ପୋଖରୀରୁ ଗୁରୁବାର ନବଜାତ ଶିଶୁର ମୃତଦେହ ଉଦ୍ଧାର କରାଯାଇଛି। ଘଟଣାରୁ ପ୍ରକାଶ ଯେ, ଛେଣ୍ଡିପଦା ଗ୍ରାମର କିଛି ଲୋକ ଶୌଚ ହେବା ପାଇଁ ପୋଖରୀକୁ ଯାଇଥିଲେ। ସେଠାରେ ଏକ ନବଜାତ ଶିଶୁର ମୃତଦେହ…

ପହଣ୍ଡିରେ ରଥାରୂଢ଼ ଶ୍ରୀଜୀଉ, ରଥ ଟାଣିବାକୁ ଭକ୍ତଙ୍କ ଅପେକ୍ଷା

ଅନୁଗୋଳ ଅଫିସ,୪ା୭: ଅନୁଗୋଳ ଶୈଳଶ୍ରୀକ୍ଷେତ୍ରଠାରେ ଗୋଟି ପହଣ୍ଡିରେ ଶ୍ରୀଜୀଉମାନଙ୍କୁ ରଥାରୂଢ଼ କରାଯାଇଛି। ମନ୍ଦିର ପରିଚାଳନା କମିଟି ସଭାପତି ତଥା ଜିଲାପାଳ ମନୋଜ କୁମାର ମହାନ୍ତି, ଉପସଭାପତି ତଥା ଏସପି ମିତ୍ରଭାନୁ ମହାପାତ୍ର ଛେରା ପହଁରା କରିଛନ୍ତି। ଏହି ଅବସରରେ ଶୈଳଶ୍ରୀ କ୍ଷେତ୍ର…

ଶାବର ଶ୍ରୀକ୍ଷେତ୍ରରେ ରଥ ଓ ପଥ ପ୍ରସ୍ତୁତ : ଅପେକ୍ଷା ରଥଟଣାକୁ

କୋରାପୁଟ,୪ା୭(ସ୍ବ.ପ୍ର.): ଶାବର ଶ୍ରୀକ୍ଷେତ୍ର କୋରାପୁଟରେ ରଥଯାତ୍ରା ନେଇ ତିନି ରଥ ଓ ପଥ ପ୍ରସ୍ତୁତ ହୋଇ ରହିଛି । ଅପେକ୍ଷା କେବଳ ରଥଟଣାକୁ। ଚଳିତବର୍ଷ ପ୍ରଥମ ଥର ପାଇଁ ୩ଟି ରଥ ମନ୍ଦିର ପରିଚାଳନା କମିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ସୁଭଦ୍ରାଙ୍କ…

ବୋଲେରୋ ଦୁର୍ଘଟଣାଗ୍ରସ୍ତ : ବରଗଡ଼ ଯୋଗାଣ ଅଧିକାରିଣୀ ଗୁରୁତର

ସରଣ୍ଡା, ୪ା୭(ଡି.ଏନ୍‌.ଏ.) : ବରଗଡ଼ – ସମ୍ବଲପୁର ୫୩ ନଂ ଜାତୀୟ ରାଜପଥର ସରଣ୍ଡା ଛକ ନିକଟରେ ଗୁରୁବାର ସକାଳେ ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବରଗଡ଼ ଯୋଗାଣ ଅଧିକାରିଣୀ (ସିଭିଲ)ବୈଜୟନ୍ତୀ କୁଜୁର (୩୦), ମାଆ ନନ୍ଦିଆ କୁଜୁର (୫୪),…

ଭାଇ ଭଉଣୀଙ୍କ ସହ ନନ୍ଦିଘୋଷରେ ଯାଆନ୍ତି ଜଗନ୍ନାଥ

ଶ୍ରୀଜଗନ୍ନାଥ ସଂସ୍କୃତିରେ ଆଦିବାସୀ ସଂସ୍କୃତିର ରହିଛି ନିବିଡ ସମ୍ପର୍କ । ଆଦିବାସୀ ବହୁଳ କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀଶ୍ରୀ ବଳଦେବଜୀଉଙ୍କ ଘୋଷଯାତ୍ରାରେ ଆଦିବାସୀ ପରମ୍ପରା ଓ ସଂସ୍କୃତିର ଛାପ ପ୍ରତିଫଳିତ ହୋଇଥାଏ । ବିଭିନ୍ନ ସଙ୍ଗଠନ ପକ୍ଷରୁ ବିଶ୍ୱର ସର୍ବୋଚ୍ଚ ରଥ…

ପୋଲିସ ଗୁଳି ଫେଲ୍‌

ଗଞ୍ଜାମ ଜିଲାରେ ଅପରାଧ କମୁନି। ବ୍ରହ୍ମପୁର ଏବଂ ଗଞ୍ଜାମ ଦୁଇଟି ପୋଲିସ ଜିଲାରେ ଦୁଇଜଣ ଏସ୍‌ପି ଏବଂ ମାଳମାଳ ବରିଷ୍ଠ ପୋଲିସ ଅଧିକାରୀଙ୍କ ବିରାଟ ଟିମ୍‌ ଥିବା ସତ୍ତ୍ୱେ ଆପରାଧିକ କାର୍ଯ୍ୟକଳାପ ବଢ଼ୁଛି। କମ୍‌ ବୟସର ଯୁବକମାନେ ଅପରାଧ ଦୁନିଆରେ ପାଦ…

ଜେଏସ୍‌ପିଏଲ୍‌ର ସର୍ବକାଳୀନ ରେକର୍ଡ : ଦିନକରେ ୧୦,୮୪୫ ମେଟ୍ରିକ ଟନ୍‌ ଗରମ ମେଟାଲ ଉତ୍ପାଦନ

ଅନୁଗୋଳ ଅଫିସ, ୪।୭- ଅନୁଗୋଳ ସ୍ଥିତ ଜେଏସ୍‌ପିଏଲ୍‌ ପ୍ଲାଣ୍ଟ ବ୍ଲାଷ୍ଟ ଫର୍ନେସରୁ ଜୁଲାଇ ୨ରେ ୧୦,୮୪୫ ମେଟ୍ରିକ ଟନ୍‌ ଗରମ ମେଟାଲ ଉତ୍ପାଦନ ହୋଇଛି, ଯାହା ସର୍ବକାଳୀନ ରେକର୍ଡ। ଭାରତର କୌଣସି ପ୍ଲାଣ୍ଟରୁ ଗୋଟିଏ ଦିନରେ ଏତେ ପରିମାଣର ହଟ୍‌ ମେଟାଲ…

ମହାନଦୀ ଜଳ ବିବାଦର ଚାହାନ୍ତି ସମାଧାନ : ପ୍ରଧାନମନ୍ତ୍ରୀଙ୍କୁ ଦାବି ଜଣାଇବାକୁ କଟକରୁ ସାଇକେଲ ଯାତ୍ରା

ଅନୁଗୋଳ ଅଫିସ,୪ା୭ – ମହାନଦୀ ଜଳ ବିବାଦର ସମାଧାନ ନିମନ୍ତେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଦାବିପତ୍ର ଦେବା ଲକ୍ଷ୍ୟରେ ଦୁଇ ଛାତ୍ର କଟକ ମାହାଙ୍ଗା ଅଞ୍ଚଳର କ୍ରିଷ୍ଣାକାନ୍ତ ଷଡ଼ଙ୍ଗୀ ଓ କେନ୍ଦୁଝର ଆନନ୍ଦପୁରର ଶୁଭ୍ରଜିତ ବାରିକ କଟକରୁ ସାଇକେଲ୍‌ରେ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି।…

ମାଉସୀ ଘର ଯିବେ ମହାପ୍ରଭୁ : ପଥ ଚାହିଁଛି ୩ ରଥ

ଅନୁଗୋଳ ଅଫିସ, ୪।୭ – ରଥରେ ଚଢ଼ି ମାଉସୀ ଘର ଯିବେ ମହାପ୍ରଭୁ। ଏଥିପାଇଁ ଅନୁଗୋଳ ଶୈଳଶ୍ରୀକ୍ଷେତ୍ରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଉ ମାତ୍ର କେଇ ଘଣ୍ଟା ପରେ ଟାହିଆ ହଲାଇ ପହଣ୍ଡିରେ ଆସି ରଥାରୁଢ଼ ହେବେ ଚତୁର୍ଦ୍ଧାମୂର୍ତ୍ତି। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?