ଆମ ଜିଲା ଖବର

ମାଉସୀ ଘର ଯିବେ ମହାପ୍ରଭୁ : ପଥ ଚାହିଁଛି ୩ ରଥ

ଅନୁଗୋଳ ଅଫିସ, ୪।୭ – ରଥରେ ଚଢ଼ି ମାଉସୀ ଘର ଯିବେ ମହାପ୍ରଭୁ। ଏଥିପାଇଁ ଅନୁଗୋଳ ଶୈଳଶ୍ରୀକ୍ଷେତ୍ରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଉ ମାତ୍ର କେଇ ଘଣ୍ଟା ପରେ ଟାହିଆ ହଲାଇ ପହଣ୍ଡିରେ ଆସି ରଥାରୁଢ଼ ହେବେ ଚତୁର୍ଦ୍ଧାମୂର୍ତ୍ତି। ଏହାପରେ…

ଛୁଟି ସରିଲା, ମରାମତି ହେଲାନି ସ୍କୁଲ : ଛାତ୍ରାବାସ ଶୟନ କକ୍ଷରେ ପାଠପଢ଼ା

ବଇଣ୍ଡା, ୪।୭- ଜୁନ ୬ ତାରିଖ କାଳବୈଶାଖୀରେ କ୍ଷତିଗ୍ରସ୍ତ ହୋଇଥିଲା ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତ କନକେଇ ଉଚ୍ଚ ବିଦ୍ୟାପୀଠ। ସ୍କୁଲର ୨ଟି ଶ୍ରେଣୀଗୃହର ଆଜବେଷ୍ଟସ ପବନରେ ଉଡିଯିବା ସହ ଭାଙ୍ଗି ରୁଜି ଯାଇଥିଲା। ଇତି ମଧ୍ୟରେ ଖରାଛୁଟି ସରି ସ୍କୁଲ…

ନର୍ସ, ଆଟେଣ୍ଡାଣ୍ଟ ନିଲମ୍ବିତ

ଫୁଲବାଣୀ ଅଫିସ,୪ା୭-ଫୁଲବାଣୀ ଜିଲା କ.ନୂଆଗଁ। ବ୍ଲକ ସାରଙ୍ଗଗଡ ଚିକିସତ୍ାଳୟରୁ ପୁଣି ଜଣେ ବ୍ୟକ୍ତିଙ୍କ ମୃତଦେହ ବୋହି ନେବା ଘଟଣାରେ ମଙ୍ଗଳବାର ଜିଲା ଚିକିତ୍ସାଧିକାରୀ ସମୀର କୁମାର ଦାସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବାଲିଗୁଡା ଉପଖଣ୍ଡ ଚିକିତ୍ସା ଅଧିକାରୀଙ୍କ ରିପୋର୍ଟ ପାଇବା…

ଶାଗୁଆନ ପଟା ସହ ଅଟୋ ଜବତ, ଚାଳକ ଫେରାର

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ। ,୪।୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଶାଗୁଆନ କାଠପଟା ବୋଝେଇ ଅଟୋକୁ ବନ ବିଭାଗ ଜବତ କରିଛି । ଘଟଣାସ୍ଥଳରୁ ଚାଳକ ଫେରାର ହୋଇଯାଇଛନ୍ତି। ପ୍ରକାଶ ଯେ, ଏକ ଡାଲା ଅଟୋ ନଂ.ଓଆର-୦୭ଏସ-୭୨୦୨ରେ ପ୍ରାୟ ୧୮ଖଣ୍ଡ…

ଏକ ଟଙ୍କାରେ ମିଳିବ ଗୋଟିଏ ଚାରା

ବ୍ରହ୍ମପୁର ଅଫିସ୍‌,୪ା୭-ବ୍ରହ୍ମପୁର ବନଖଣ୍ଡ ତରଫରୁ ବନଖଣ୍ଡ କାର୍ଯ୍ୟାଳୟ ପରିସରରେ ଚାରା ବିକ୍ରୟ କେନ୍ଦ୍ର ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଆଶିଷ କୁମାର ବେହେରା ଆନୁଷ୍ଠାନିକ ଭାବେ ଏହାକୁ ଉଦ୍‌ଘାଟନ କରି କହିଥିଲେ, ଗଞ୍ଜାମ ଜିଲା ଏକ ବାତ୍ୟାପ୍ରବଣ ଅଞ୍ଚଳ।…

ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୪ା୭-ଗଞ୍ଜେଇ ଚୋରା ଚାଲାଣ ଘଟଣାରେ ଗିରଫ ହୋଇ ବିଚାରାଧୀନ ବନ୍ଦୀ ଭାବେ ଥିବା ଜଣେ ଅସୁସ୍ଥ ବ୍ୟକ୍ତିଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ଦାମୀ ଗ୍ରାମର…

ବିଶ୍ୱର ସବୁଠୁ କ୍ଷୁଦ୍ର ରଥ :ନ୍ୟାଶନାଲ ବୁକ ଅଫ ରେକର୍ଡରେ ସ୍ଥାନିତ ,ଗିନିଜ ବୁକ ଅଫ ରେକର୍ଡ ଦେବ ସ୍ବତନ୍ତ୍ର ମାନ୍ୟତା

ବ୍ରହ୍ମପୁର ଅଫିସ,୪ା୭-ପୁଣି ଏକ ନୂତନ ରେକର୍ଡ ସୃଷ୍ଟି କରିଛନ୍ତି ବ୍ରହ୍ମପୁରର ଶିଳ୍ପୀ ସତ୍ୟ ମହାରଣା । ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ କାଠରେ ସେ ବିଶ୍ୱର ସବୁଠୁ କ୍ଷୁଦ୍ରରଥ ନିର୍ମାଣ କରି ଚର୍ଚ୍ଚାକୁ ଆସିଛନ୍ତି । ୨.୫ ଇଞ୍ଚ ଉଚ୍ଚତା, ୨ ଇଞ୍ଚ…

ନାବାଳିକା ଗର୍ଭବତୀ, ଅଭିଯୁକ୍ତ ଫେରାର

ବ୍ରହ୍ମପୁର ଅଫିସ,୪ା୭-କେ. ନୂଆଗାଁ ଥାନା ଇଲାକାରେ ଜନୈକା ନାବାଳିକାଙ୍କୁ ଭୟଭୀତ କରି ବାରମ୍ବାର ବଳାତ୍କାର କରିବା ପରେ ସେ ଗର୍ଭବତୀ ହେବା ଜାଣି ଅଭିଯୁକ୍ତ ଫେରାର୍‌ ହୋଇଯାଇଛନ୍ତି। ଏନେଇ ପୀଡିତାଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ନଂ.୧୨୧/୧୯ରେ ଏକ ମାମଲା…

ଅଧ୍ୟକ୍ଷା, ଉପାଧ୍ୟକ୍ଷା ପଦବୀରେ ଦୁଇ ମହିଳା

ବ୍ରହ୍ମପୁର ଅଫିସ,୪ା୭-ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷ ଉପନିର୍ବାଚନ ସରିଛି। ଖଲ୍ଲିକୋଟ ବ୍ଲକର ଜୋନ ନଂ.୧୧ରୁ ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେଡିରୁ ନିର୍ବାଚିତ ସଦସ୍ୟା ସୋନମ ପଲେଇ ନିଦ୍ୱନ୍ଦ୍ୱରେ ଅଧ୍ୟକ୍ଷା ନିର୍ବାଚିତ ହୋଇଛନ୍ତି। ଅନ୍ୟପକ୍ଷରେ ଜିଲା ପରିଷଦ ଇତିହାସରେ ଦୁଇ ମହିଳା…

ଧାନ ବିକ୍ରି ଟଙ୍କା ନ ମିଳିଲେ ଆନ୍ଦୋଳନ

ବନ୍ତ, ୪।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ପଧାନପଡ଼ା ସେବା ସମବାୟ ସମିତିରେ ଚାଷୀମାନେ ୩ ମାସ ପୂର୍ବରୁ ଧାନ ବିକି ଟଙ୍କା ପାଇ ନ ଥିବା ଅଭିଯୋଗ କରିଛନ୍ତି। ସେମାନଙ୍କୁ ତୁରନ୍ତ ପ୍ରାପ୍ୟ ଟଙ୍କା ପ୍ରଦାନ…

ଥଇଥାନ ପାଇଁ ଜିଲାପାଳଙ୍କୁ ଭେଟିଲେ ବ୍ୟବସାୟୀ

ଭଦ୍ରକ ଅଫିସ, ୪।୭ – ଭଦ୍ରକ ସହରରୁ ଜବରଦଖଲ ଉଚ୍ଛେଦ ପରେ ରୋଜଗାର ହରାଇଥିବା ଦୋକାନୀମାନଙ୍କୁ ଥଇଥାନ ଦାବିରେ ସିପିଆଇ(ଏମ୍‌)ର ଜିଲା କମିଟି ବୁଧବାର ଜିଲାପାଳଙ୍କୁ ଭେଟିଥିଲା। କମିଟି ନେତୃତ୍ୱରେ ଶତାଧିକ ବ୍ୟବସାୟୀ ଏକତ୍ର ହୋଇ ଶୋଭାଯାତ୍ରାରେ ଯାଇ ଜିଲାପାଳ ଜ୍ଞାନରଞ୍ଜନ…

କମ୍‌ ପିଲା ଯୋଗୁ ବନ୍ଦ ହେଲା ୪ ସ୍କୁଲ

ବନ୍ତ, ୪।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକରେ ପିଲା ସଂଖ୍ୟା କମ୍‌ ଯୋଗୁ ୨ ବର୍ଷ ମଧ୍ୟରେ ୪ ସ୍କୁଲ ବନ୍ଦ ହୋଇଯାଇଛି। ଅଭିଭାବକମାନେ ସରକାରୀ ସ୍କୁଲ ଅପେକ୍ଷା ଘରୋଇ ସ୍କୁଲରେ ସେମାନଙ୍କ ପିଲାଙ୍କୁ ପାଠ ପଢ଼ାଇବାକୁ ଆଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?