ଆମ ଜିଲା ଖବର

୧୦ବର୍ଷ ପରେ ଘରକୁ ଫେରି ଆତ୍ମହତ୍ୟା

ହିଞ୍ଜଳିକାଟୁ,୩ା୭(ଡି.ଏନ୍‌.ଏ.)- ୧୦ ବର୍ଷ ତଳେ ଘରୁ କେଉଁଆଡେ ଚାଲିଯାଇଥିଲେ। ୨ଦିନ ତଳେ ହଠାତ୍‌ ଘରକୁ ଫେରି ଜାଣିଲେ ୨ମାସ ତଳେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ଏଥିରେ ମ୍ରିୟମାଣ ହୋଇ ଶେଷରେ ରଶି ଲଗାଇ ଜୀବନ ହାରିଲେ। ଏଭଳି ଏକ ଅଭାବନୀୟ ଘଟଣା…

ସାରଙ୍ଗଡ଼ରୁ ବଣ୍ଡଗୁଡ଼ାକୁ ମୃତଦେହ ବୁହାଯିବା ଘଟଣା: ନର୍ସ, ଆଟେଣ୍ଡାଣ୍ଟ ନିଲମ୍ବିତ

ଫୁଲବାଣୀ ଅଫିସ,୩।୭-ଫୁଲବାଣୀ ଜିଲା କ.ନୂଆଗଁା ବ୍ଲକ ସାରଙ୍ଗଗଡ ଚିକିସତ୍ାଳୟରୁ ପୁଣି ଜଣେ ବ୍ୟକ୍ତିଙ୍କ ମୃତଦେହ ବୋହି ନେବା ଘଟଣାରେ ମଙ୍ଗଳବାର ଜିଲା ଚିକିତ୍ସାଧିକାରୀ ସମୀର କୁମାର ଦାସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବାଲିଗୁଡା ଉପଖଣ୍ଡ ଚିକିତ୍ସା ଅଧିକାରୀଙ୍କ ରିପୋର୍ଟ ପାଇବା…

କ୍ଷେତ୍ର ପରିଦର୍ଶନ କଲେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର

ଆସିକା,୩ା୭(ଡି.ଏନ୍‌.ଏ.)- ଆସିକା ବାଲିପଦର ମୁଖ୍ୟ ରାସ୍ତାର ବାବନପୁର ସଂଲଗ୍ନ ଗଡଗଡିଆ ପାହାଡ ପାଦ ଦେଶରେ ଆସିକା ଏନ୍‌ଏସି ପକ୍ଷରୁ ବର୍ଯ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ନିର୍ମାଣ ଲାଗି ସ୍ଥାନ ଚିହ୍ନଟ ହୋଇଛି। ବୁଧବାର ମଧ୍ୟାହ୍ନରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ତେନଜନ୍‌ ୱାପଙ୍ଗ ସମ୍ପୃକ୍ତସ୍ଥଳୀରେ…

୨୫୮ କିଲୋ ଗଞ୍ଜେଇ ଜବତ

ମାଲକାନଗିରି, ୩।୭(ଡି.ଏନ୍‌.ଏ.): ମାଲକାନଗିରିର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ରାତିରେ ପୋଲିସ ୨୫୮ କିଲୋ ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ୨ଟି ଚାରି ଚକିଅ ଯାନ, ୪ଟି ମୋବାଇଲ ଓ ୧ଲକ୍ଷ ଟଙ୍କା…

ଗଡିଲା ସଚେତନତା ରଥ: ପିଏମ୍‌ଏଫବିୱାଇ ସମ୍ପର୍କରେ ଚାଷୀ ହେବେ ସଚେତନ

ସୋନପୁର,୩।୭(ନି.ପ୍ର.): ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍‌ଏଫବିୱାଇ)ରେ ଚଳିତ ଖରିଫ ଋତୁ ସକାଶେ ଚାଷୀ ବୀମାଭୁକ୍ତ ହେବା ପାଇଁ ଅନ୍ତିମ ତାରିଖ ଜୁଲାଇ ମାସ ୧୧ ତାରିଖ। ଋଣୀ କିମ୍ବା ଅଣଋଣୀ କୃଷକ ଏହି ସମୟ ମଧ୍ୟରେ ପ୍ରସ୍ତାବ ପତ୍ର ଏବଂ ବୀମା…

ମଦ ଚାଲାଣବେଳେ ଗୋଡ଼ାଇଲେ ଅବକାରୀ କର୍ମଚାରୀ: ବ୍ରାହ୍ମଣୀକୁ ଡେଇଁ ଯୁବକ ମୃତ

ପରଜଙ୍ଗ, ୩।୭ (ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରେ ବୁଧବାର ଅଭାବନୀୟ ଘଟଣା ଘଟିଛି। ବାଇକ୍‌ରେ ମଦଚାଲାଣ କରୁଥିବା ବେଳେ ଅବକାରୀ ବିଭାଗ କବଳରୁ ବର୍ତ୍ତିବା ପାଇଁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଥିବା ଜଣେ ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।…

ଧାନବସ୍ତା ରଖି ଜାତୀୟ ରାଜପଥ ଅବରୋଧ: ଜିଲାପାଳଙ୍କ ଅଫିସ ଘେରାଉ କଲେ ଚାଷୀ

ନୂଆପଡା ଅଫିସ,୩ା୭: ନୂଆପଡା ଜିଲାରେ ରବି ଧାନକିଣାରେ ଅଚଳାବସ୍ଥା ଲାଗିରହିଛି । ଚାଷୀମାନେ ବାରମ୍ବାର ବ୍ଲକରୁ ଜିଲା ଅଫିସ ଦୌଡି ନୟାନ୍ତ ହେବା ପରେ ଜିଲାପାଳଙ୍କ ଅଫିସ ଘେରାଉ କରିବା ସହ ଜାତୀୟ ରାଜପଥରେ ଧାନ ବସ୍ତା ରଖି ଅବରୋଧ କରି…

ଲକ୍ଷାଧିକ ଟଙ୍କାର କୋରେକ୍ସ ଜବତ, ଅଭିଯୁକ୍ତ ଫେରାର

ନୂଆପଡା ଅଫିସ,୩ା୭: ନୂଆପଡା ଅବକାରୀ ବିଭାଗ ସ୍ଥାନୀୟ ଲଖନା ଥାନା ଅନ୍ତର୍ଗତ ବରପଦରପଡା (ବାଞ୍ଜିବାହାଲ)ରୁ ଲକ୍ଷାଧିକ ଟଙ୍କାର କୋରେକ୍ସ ଜବତ କରିଥିବା ବେଳେ ଅଭିଯୁକ୍ତ ଫେରାର ହୋଇଛନ୍ତି। ଏ ନେଇ ଦଫା ୨୧(ଖ)ରେ ଏକ ମାମଲା (ନଂ. ୨୩/୧୯) ରୁଜୁ କରାଯାଇଥିବାବେଳେ…

ଧାରଣା ଦେଲେ ବିଏସ୍‌ଏନ୍‌ଏଲ୍‌ ଠିକା କର୍ମଚାରୀ

ଜୟପୁର,୩ା୭(ଡି.ଏନ୍‌.ଏ.): ଜୟପୁରସ୍ଥିତ ବିଏସ୍‌ଏନ୍‌ଏଲରେ କାର୍ଯ୍ୟରତ ଚୁକ୍ତିଭତ୍ତିକ ଅସ୍ଥାୟୀ କର୍ମଚାରୀ ବୁଧବାର ଧାରଣା ଦେଇଛନ୍ତି। ସିଟୁ ସମର୍ଥିତ କାଜୁଆଲ କର୍ମଚାରୀ ସଂଘର ଆହ୍ବାନ କ୍ରମେ ସ୍ଥାନୀୟ ଟେଲିଫୋନ୍‌ ଭବନ ସମ୍ମୁଖରେ ଅସ୍ଥାୟୀ କର୍ମଚାରୀଙ୍କ ପକ୍ଷରୁ କାର୍ଯ୍ୟବନ୍ଦ ଧାରଣା ଦିଆଯାଇଥିଲା । ଅସ୍ଥାୟୀ କର୍ମଚାରୀଙ୍କୁ…

ସୁବ୍ରମଣ୍ୟମଙ୍କ ଦାୟିତ୍ୱ ନେଲା ଜିଲା ପ୍ରଶାସନ

ବାରିପଦା ଅଫିସ,୩।୭: ମୟୂରଭଞ୍ଜ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରକୁ ସାହାଯ୍ୟ ପାଇବା ଆଶାରେ ଯାଇଥିବା ଦିବ୍ୟାଙ୍ଗ ସୁବ୍ରମଣ୍ୟମ ପାତ୍ରଙ୍କୁ ବାହାର ଜିଲାର ଲୋକ କହି ସୋମବାର ଫେରାଇ ଦିଆଯାଇଥିଲା। ଏଥିରେ ନିରାଶ ହୋଇ ସେ ଆତ୍ମହତ୍ୟା କରିବେ ବୋଲି ଚେତାବନୀ ଦେଇଥିଲେ।…

ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ସ୍ବତନ୍ତ୍ର ପରିଚୟପତ୍ର

ବାସୁଦେବପୁର, ୩।୭ (ଡି.ଏନ.ଏ.): ବାସୁଦେବପୁର ବ୍ଲକ ଇରମ ପଞ୍ଚାୟତ ରଥପଦାଠାରେ ଶହୀଦ ମେମୋରିଆଲ ସଂଗ୍ରାମୀ ମହାସଂଘ ପକ୍ଷରୁ ବୁଧବାର ସ୍ବାଧୀନତା ଓ ଅଣବନ୍ଦୀ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାର ଲୋକଙ୍କୁ ମାନପତ୍ର, ସ୍ବତନ୍ତ୍ର ପରିଚୟପତ୍ର ବଣ୍ଟନ କରାଯାଇଛି। ମହାସଂଘର କର୍ମକର୍ତ୍ତାଙ୍କ ଉପସ୍ଥିତିରେ ସାହିତି୍ୟକ…

ଯୁକକଙ୍କ ସନ୍ଦେହଜନକ ମୃତ୍ୟୁ: ଥାନାରେ ମାଡ଼ ମରାଯାଇଥିବା ଚର୍ଚ୍ଚା, ଦୋଷ ଝାଡ଼ୁଛି ପୋଲିସ

ନାଉଗାଁ, ୩।୭(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଯୁବକଙ୍କ ବୁଧବାର ସକାଳେ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ ନୂଆଗାଁ ଗ୍ରାମର ବନ୍ଦନ ମହାନ୍ତି (୨୭)। ନାଉଗାଁ ଥାନା ଅଧିକାରୀ ପ୍ରଜ୍ଞା ପୀତାମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?