ଉପହାସ କରୁଛେ ସରକାରୀ ଯୋଜନା:ଆବାସ ଯୋଜନାରୁ ବଁଚିତ୍ ବୁରୁଧ୍ କନ୍ଦର୍ପ
କେସିଙ୍ଗା, ୩।୭ (ଡି.ଏନ୍.ଏ.): କେନ୍ଦ୍ର ଆର ରାଏଜ୍ ସରକାର ଗରିବ୍ଦୁଖି, ଭୂମିହୀନ, ବାସହୀନମାନକର ଲାଗି ଅନେକ ଯୋଜନା କାଯ୍କାରୀ କରୁଛନ୍। ହେଲେ କେନ୍ଠାନେ ଭୂମିହୀନ ଘରଡିହ ପାଉଛେ ତ ଘର ନାଇଁ, ଆର କିଏ ଘର ପାଏଲେ କିସ୍ତି ଟଁକା ପାଏବାର…
କିଡ଼୍ନୀ ରୋଗ୍ରେ ରୁଜ୍ଗାରିଆ ପୁଓ: ଉଷୋ ଘିନବାକେ ଟଁକା ନାଇଁ
ବୌଦ୍ଧ,୩।୭(ସ୍ବ.ପ୍ର): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଲୁଣିବାହାଲ ପଁଚେତ୍ ଅଧୀନ ଯୁବରାଜପୁର ଗାଁର ଭୀମସେନ ରଣା। ସେ ୫ ବଛର ତଲେ କିଡ଼୍ନୀ ରୋଗ୍ରେ ଆକ୍ରଁାତ ହେଇ ଦୁଇ କିଡ଼୍ନୀ ହରେଇଥିଲେ। ପୁଓର ଏନ୍ତା ଦୁଖ୍ ଦେଖି ମା’ ରେଖା ନିଜର…
ବଶିଷ୍ଠକୁଁ ଉଧାର କଲା ଡାକ୍ତରି ଦଲ: ଚିକିତ୍ସା ଲାଗି ବୁର୍ଲା ଡାକ୍ତରଖାନାରେ ଭରତି
ଲୋଇସିଂହା,୩।୭(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ନେଗିପାଲି ଗାଁର ବଶିଷ୍ଠ ନାଗ(୬୦) ପକ୍ଷାଘାତ ରୋଗ୍ରେ ପୀଡ଼ିତ ଅଛନ୍। ଅଭାବ ଅନାଟନ ଲାଗି ସେ ଚିକିସତ୍ିତ ନାଇଁ ହେଇପାରି ଘରେ ପଡ଼ିରହିଥିଲେ। ଇ ବାବ୍ଦେ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ଖବର ବାହାରିଥିଲା। ଖବର…
ଲୁଟେରାଙ୍କ ଟାର୍ଗେଟରେ ଫାଇନାନ୍ସ କର୍ମଚାରୀ: ବନ୍ଧୁକ ଦେଖାଇ ନେଇଗଲେ ଲକ୍ଷେ ଟଙ୍କା
ପରଜଙ୍ଗ, ୩।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରେ ପୁଣିଥରେ ଲୁଟେରା ଆତଙ୍କ ଦେଖାଦେଇଛି। ଭାଲୁମୁଣ୍ଡା-ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ଗଣ୍ଡତଇଲା ଗ୍ରାମ ନିକଟରୁ ମଙ୍ଗଳବାର ଅପରାହ୍ନରେ ଭାରତ ଫାଇନାନ୍ସ କର୍ମଚାରୀ ଆଶିଷ କୁମାର ନାୟକଙ୍କ ଠାରୁ ଏକଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍…
ମୁଖ୍ୟ ଚିକିତ୍ସାଳୟ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ: ବେଡ୍ ଛାଡ଼ି ପଳାଇଲେ ମାନସିକ ରୋଗୀ
ଅନୁଗୋଳ ଅଫିସ, ୩।୭ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ମାନସିକ ରୋଗୀ ବେଡ୍ ଛାଡ଼ି କେଉଁଆଡ଼େ ପଳାଇଯିବା ମଙ୍ଗଳବାର ଚର୍ଚ୍ଚାର ବିଷୟ ହୋଇଛି। ମେଡିକାଲ କର୍ତ୍ତୃପକ୍ଷଙ୍କ ହୁଗୁଳା ସୁରକ୍ଷା ବ୍ୟବସ୍ଥା ଯୋଗୁ ବାରମ୍ବାର ଏପରି ଘଟଣା ଘଟୁଥିବା…
ଆରମ୍ଭ ହେଲା ସ୍ମାର୍ଟ କ୍ଲାସ୍ ପ୍ରକଳ୍ପ
ଢେଙ୍କାନାଳ ଅଫିସ, ୩।୭ – ଢେଙ୍କାନାଳ ଜିଲା ଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ‘ସ୍ଲାର୍ଟ କ୍ଲାସ ପ୍ରକଳ୍ପ’। ଏହି ପ୍ରକଳ୍ପ କାର୍ଯ୍ୟକାରୀ କରିବାରେ ଢେଙ୍କାନାଳ ରାଜ୍ୟର ପ୍ରଥମ ଜିଲା। ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ…
ମେରାମଣ୍ଡଳୀ ଅଞ୍ଚଳରେ ବିଦ୍ୟୁତ୍ ବିଭ୍ରାଟ: ଜରୁରୀ ସେବା ବାଧାପ୍ରାପ୍ତ, ତାତିଲେ ଜନତା
ଢେଙ୍କାନାଳ ଅଫିସ, ୩ା୭ – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଅନ୍ତର୍ଗତ ମେରାମଣ୍ଡଳୀ ସବ୍ଷ୍ଟେଶନ ଅଞ୍ଚଳରେ ବିଦ୍ୟୁତ୍ ବିଭ୍ରାଟ ସୀମା ଟପିଲାଣି। ବାରମ୍ବାର ବିଦ୍ୟୁତ୍ କାଟ୍ ଯୋଗୁ ଜରୁରୀ ସେବା ବାଧାପ୍ରାପ୍ତ ହେଉଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ…
ରାଜପଥରୁ ଡକାୟତି ଯୋଜନା ପଣ୍ଡ: ମାଷ୍ଟରମାଇଣ୍ଡ ସହ ୬ ଦୁର୍ବୃତ୍ତ ଗିରଫ
ଅନୁଗୋଳ ଅଫିସ, ୩।୭-ଅନୁଗୋଳ ଦେଇ ଯାଇଥିବା ଜାତୀୟ ରାଜପଥରେ ଟ୍ରକ୍ ଗୁଡ଼ିକରୁ ଡକାୟତି ପାଇଁ ଯୋଜନା ବେଳେ ସୋମବାର ରାତିରେ ପୋଲିସ ମାଷ୍ଟରମାଇଣ୍ଡ ସହ ୬ ଦୁର୍ବୃତ୍ତଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ଏକାଧିକ ମାରଣାସ୍ତ୍ର ମିଳିଥିବା ବେଳେ ନଗଦ ଟଙ୍କା…
ବମ୍ବେ ପୋଲିସ ଦ୍ୱାରା ଢେଙ୍କାନାଳର ନାବାଳିକା ଉଦ୍ଧାର: ଏମ୍ପିରେ ବିବାହ କରାଇଦେଇଥିଲେ ଦଲାଲ
ଢେଙ୍କାନାଳ ଅଫିସ, ୩।୭-ସମ୍ପର୍କୀୟ ଏବଂ ଦଲାଲଙ୍କ ଦ୍ୱାରା ମଧ୍ୟପ୍ରଦେଶରେ ଢେଙ୍କାନାଳ ଜିଲା ଗଁଦିଆ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଜୋରଜବରଦସ୍ତ ବିବାହ କରାଇ ଦିଆଯାଇଥିଲା। ଅକଥନୀୟ ନିର୍ଯାତନାର ଶିକାର ହୋଇଥିବା ଉକ୍ତ ନାବାଳିକାଙ୍କୁ ବମ୍ବେ ପୋଲିସ ଉଦ୍ଧାର କରିଛି।…
୧ ଲକ୍ଷ ଚାଷୀଙ୍କୁ ମିଳିଲାନି ବୀମା ସହାୟତା
ଛତ୍ରପୁର,୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାର ୧ ଲକ୍ଷ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମା ସହାୟତା ମିଳି ନ ଥିବା ଜଣାପଡିଛି। ଏହି ଯୋଜନାରେ ପ୍ରିମିୟମ ଦେଇ ବୀମା କରିଥିବା ଚାଷୀମାନେ ନିରାଶ ହୋଇଛନ୍ତି। ଜିଲାର ବିଭିନ୍ନ ଚାଷୀ ସଙ୍ଗଠନ ଏଥିପାଇଁ ତୀବ୍ର…
ସହରରେ ସୀମିତ ବରିଷ୍ଠ ନାଗରିକ ସୁରକ୍ଷା ସେଲ୍: ଗ୍ରାମାଞ୍ଚଳ ଥାନା ଇଲାକାରେ ହୋଇନି କାର୍ଯ୍ୟକ୍ଷମ
ବ୍ରହ୍ମପୁର ଅଫିସ,୩ା୭-ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ ବ୍ରହ୍ମପୁର ପୋଲିସ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି। ବିଭିନ୍ନ ଥାନାରେ ବରିଷ୍ଠ ନାଗରିକ ସେଲ ଗଠନ କରାଯାଇଛି। ଏକୁଟିଆ ରହୁଥିବା ବରିଷ୍ଠ ନାଗରିକଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ପରିଚୟ ପତ୍ର ବଣ୍ଟନ କରାଯାଉଛି। ପ୍ରତ୍ୟେକ ଥାନାରେ…
ସକଳେଶ୍ୱର ହାଇସ୍କୁଲ ତାଲା ପକାଇଲେ ଛାତ୍ରୀଛାତ୍ର, ଅଭିଭାବକ
ଖଲ୍ଲିକୋଟ,୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ବିକ୍ରମପୁର ଗ୍ରାମରେ ଥିବା ସକଳେଶ୍ୱର ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରୀଛାତ୍ର ଓ ଅଭିଭାବକ ତାଲା ପକାଇ ଧାରଣା ଦେଇଥିଲେ । ଏହି ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀରେ ୧୨୦ ଛାତ୍ରୀଛାତ୍ର ଅଧ୍ୟୟନ କରନ୍ତି।…

