ଆମ ଜିଲା ଖବର

ସମଲପୁରୀ ଦିନ୍‌ ପାଳନ ଅବସରରେ ଶୋଭାଯାତ୍ରା

ବରଗଡ଼ ଅଫିସ,୧।୮: ବରଗଡ଼ ଜିଲା ଭେଡେନର ମନୋହର ସାଂସ୍କୃତିକ ସଂସଦ ଏବଂ ଶ୍ରୀଧର ସାହିତ୍ୟ ସଂସଦ ପକ୍ଷରୁ ଗୁରୁବାର ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ୍‌ରେ ସମଲପୁରୀ ଦିନ୍‌ ପାଳନ କରାଯାଇଛି। ଏଥିସହିତ କବି ସତ୍ୟନାରାୟଣ ବହିଦାର ଓ ଶ୍ରୀଧର ପ୍ରଧାନ…

ପିକ୍‌ଅପ୍‌ ଭ୍ୟାନ ସହିତ ଚୋରାକାଠ ଜବତ: ୩ଗିରଫ

କପ୍ତିପଦା,୧।୮(ଡି.ଏନ୍‌.ଏ):କପ୍ତିପଦା ରେଞ୍ଜ ଅଧିନ ନିକଟରେ ଚୋରାକାଠ ଚାଲାଣ ହେଉଥିବା ଖବର ପାଇବା ପରେ କପ୍ତିପଦା ବନବିଭାଗ ପକ୍ଷରୁ ବୁଧବାର ରାତିରେ ଏକ ପିକ୍‌ଅପ୍‌ ଭ୍ୟାନ ଉପରେ ଚଢ଼ାଉ କରାଯାଇଥିଲା। ଭ୍ୟାନକୁ ଜବତ କରାଯିବା ସହ ଚୋରାକାଠକୁ ଜବତ କରାଯାଇଛି। ଏହି କାଠର…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା

ରାଜନଗର,୧।୮(ଡି.ଏନ୍‌.ଏ): ଦେଶ ବିଦେଶର ପର୍ଯ୍ୟଟକଙ୍କ ପରିଭ୍ରମଣ ପାଇଁ ଗୁରୁବାର ଭିତରକନିକା ଜାତୀୟ ଉଦ୍ୟାନକୁ ଖୋଲାଯାଇଛି। ବହୁ ପତୀକ୍ଷା ପରେ ଦୂରଦୂରାନ୍ତରୁ ଆସିଥିବା ହଜାର ହଜାର ପର୍ଯ୍ୟଟକ ଭିତରକନିକା ବୁଲି ଦେଖିଛନ୍ତି। ଏଥିସହ ପର୍ଯ୍ୟଟକଙ୍କ ପାଇଁ ନୌକା ବିହାରର ବ୍ୟବସ୍ଥା କରାଯିବା ସହ…

ଦୁର୍ଘଟଣାରେ ଛାତ୍ରୀ ଗୁରୁତର

ଆନନ୍ଦପୁର,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପ୍ରାଥମିକ ବିଦ୍ୟାଳୟର ଜଣେ ପ୍ରଥମ ଶ୍ରେଣୀ ଛାତ୍ରୀ ରାସ୍ତା ପାର ହୋଇ ସ୍କୁଲକୁ ଯାଉଥିବା ବେଳେ ଏକ ବାଇକ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଛାତ୍ରୀ ଜଣକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଆନନ୍ଦପୁର ମୁଖ୍ୟ…

ହାତୀ ଆକ୍ରମଣରେ ମହିଳାଙ୍କ ଜୀବନ ଗଲା, ପ୍ରତିବାଦରେ ରାସ୍ତା ଅବରୋଧ

ବଇଣ୍ଡା,୧।୮(ଡି.ଏନ୍‌.ଏ.) : ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା ପ୍ରତାପପୁର ଗ୍ରାମରେ ହାତୀ ଆକ୍ରମଣରେ ମଞ୍ଜୁଲତା ସାହୁ(୫୫)ଙ୍କ ଜୀବନ ଯାଇଛି। ଏହାର ପ୍ରତିବାଦ ଏବଂ କ୍ଷତିପୂରଣ ଦାବି କରି ଗ୍ରାମବାସୀ ୫୫ ନଂ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଖବର…

ଡେପୁଟି ଅଗ୍ନି ନିର୍ବାପକ ଅଧିକାରୀଙ୍କ ଆଦର୍ଶ ବିଦ୍ୟାଳୟ କୋଠା ଅନୁଧ୍ୟାନ

ଶେରଗଡ଼,୧।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ସ୍ଥିତ ଆଦର୍ଶ ବିଦ୍ୟାଳୟ ପରିଦର୍ଶନରେ ଡେପୁଟି ଅଗ୍ନି ନର୍ବାପକ ଅଧିକାରୀ ଡିକେ ସ୍ବାଇଁ ପହଞ୍ଚିଛନ୍ତି। ଗୁରୁବାର ପୂର୍ବାହ୍ନରେ ବିଦ୍ୟାଳୟରେ ପହଞ୍ଚି କୋଠାର ଅବସ୍ଥା ଅନୁଧ୍ୟାନ କରିଥଲେ। ପରେ ବିଦ୍ୟାଳୟର ପାଇଖାନା, ଶିଡ଼ି ଏବଂ ଅଗ୍ନି ନିିର୍ବାପକ ଯନ୍ତ୍ରପାତି…

୧୧ କେଭି ବିଦ୍ୟୁତତାର ଲାଗି ଜଣକ ଜୀବନଗଲା

ଶେରଗଡ଼,୧।୮(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଗୋବିନ୍ଦପୁର ବାଲିସାହି ରାସ୍ତାରେ ଗୁରୁବାର ପୂର୍ବାହ୍ନରେ ୧୧କେଭି ତାର ଲାଗି ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସେ ହେଲେ ଗୋବିନ୍ଦପୁର ଗ୍ରାମର ବୃନ୍ଦାବନ ସ୍ବାଇଁ (୫୦)। ବୃନ୍ଦାବନ ଗ୍ରାମର ରାସ୍ତା ପାର୍ଶ୍ୱରେ ଥିବା…

ପୂର୍ବତନ ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାସୁଦେବପୁର,୧।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବରଣ୍ଡୁଆ ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବରଣ୍ଡୁଆ ସେବା ସମବାୟ ସମିତିର ସଭାପତି ନଗେନ୍ଦ୍ର ବିଶ୍ୱାଳଙ୍କ ବାସଭବନରେ ଗୁରୁବାର ସକାଳେ ଭିଜିଲାନ୍ସ ଚଢ଼ାଉ କରିଛି। ବାଲେଶ୍ୱର ଓ ଭଦ୍ରକ ଭିଜିଲାନ୍ସ ବିଭାଗର ମିଳିତ ସହଯୋଗରେ…

ବିଦ୍ୟାଳୟ ନଳକୂପ ଭାଙ୍ଗିଲେ ଦୁର୍ବୃତ୍ତ : ମଧ୍ୟାହ୍ନଭୋଜନ ରନ୍ଧନ ପାଇଁ ମିଳୁନି ପାଣି, ଛାତ୍ରୀଛାତ୍ର ହନ୍ତସନ୍ତ

ବନ୍ତ,୧।୮(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଶିକ୍ଷା ସର୍କଲ ଅନ୍ତର୍ଗତ କଳାପାହାଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ନଳକୂପକୁ ବୁଧବାର ରାତିରେ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି। ଫଳରେ ପିଲାମାନେ ପାଣି ପିଇବା ଓ ମଧ୍ୟାହ୍ନଭୋଜନ ରୋଷେଇ ପାଇଁ…

ନାଲକୋ ପ୍ଲାଣ୍ଟରେ ପୋଡ଼ି ହୋଇଯାଇଥିବା ଶ୍ରମିକଙ୍କ ମୃତ୍ୟୁ

ଅନୁଗୋଳ ଅଫିସ,୧।୮: ନାଲକୋ ସ୍ମେଲଟର ପ୍ଲାଣ୍ଟ ପରିସରରେ ଗତ୨୩ ତାରିଖରେ ଏକ ଦୁର୍ଘଟଣାରେ ଆହତ ହୋଇଥିବା ଶ୍ରମିକଙ୍କ ଗୁରୁବାର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୪ଜଣ ଶ୍ରମିକ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ହେଲେ…

ଆଜିଠୁ ପାନ, ଗୁଟ୍‌ଖା ଖାଇ ଶ୍ରୀମନ୍ଦିରକୁ ପ୍ରବେଶ ମନା: ଧରାପଡିଲେ ୫୦୦ ଟଙ୍କା ଜରିମାନା

ପୁରୀ ଅଫିସ୍‌, ୧।୮:ଏଣିକି ପାନ ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କେହି ବି ଧରାପଡ଼ିଲେ ସେମାନଙ୍କଠାରୁ ଜରିମାନା ଆଦାୟ ହେବ। ଅଗଷ୍ଟ ୧ ଅର୍ଥାତ୍‌ ଆଜିଠୁ ଏହି କଟକଣା କଡ଼ାକଡ଼ିି ଭାବେ ଲାଗୁ…

ପୁରୀରେ ବ୍ରିଟିଶ ଅମଳର ହାତଚାଳିତ ଇଞ୍ଜିନ

ପୁରୀ ଅଫିସ, ୧।୮: ପୁରୀ ସହରରେ ରହିଛି ବ୍ରିଟିଶ ଅମଳର ହାତଚାଳିତ ଇଞ୍ଜିନ। ଜିଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ନିକଟ ଏକ ପରିତ୍ୟକ୍ତ ଘରେ ପଡ଼ିରହିଛି ଏହି ଐତିହାସିକ କୀର୍ତ୍ତିରାଜି। ସୋମବାର ଓଡ଼ିଶା ହାଇକୋର୍ଟ ଅତିଥି ଭବନ ଶିଳାନ୍ୟାସ ସମୟରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?