ଆମ ଜିଲା ଖବର

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ଏନ୍‌ସିସି ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ/ପଦ୍ମପୁର,୨।୭- ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବରଗଡ଼ ଜିଲା ପଦ୍ମପୁରସ୍ଥିତ ରାଜବୋରାସମ୍ବର ହାଇସ୍କୁଲର ଏନ୍‌ସିସି ଶିକ୍ଷକ ମୋହନ ବନଛୋରଙ୍କ ଘରେ ଚଢ଼ାଉ କରାଯାଇଛି। ପଦ୍ମପୁର କଲେଜ ଛକସ୍ଥିତ ଶିକ୍ଷକ ବନଛୋରଙ୍କ ବାସଭବନ ସମେତ…

ପୁରୁଷୋତ୍ତମପୁରରେ ଜଗନ୍ନାଥଙ୍କ ନବଯୌବନ ଦର୍ଶନ ଲାଗି ଭିଡ଼

ପୁରୁଷୋତ୍ତମପୁର, ୨।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଥିବା ଜଗନ୍ନାଥ ମନ୍ଦିରଗୁଡ଼ିକରେ ମହାପ୍ରଭୁଙ୍କ ନବଯୌବନ ବେଶ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼ ଜମିଛି। ଥାନା ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କୁ ରୀତିନୀତି ପ୍ରକାରେ ପୂଜାର୍ଚ୍ଚନା କରାଯାଇଥିଲା। ଏହାପରେ ମହାପ୍ରଭୁ ଜଗନ୍ନାଥ…

ସର୍ପ ଦଂଶନରେ ବୃଦ୍ଧାଙ୍କ ମୃତ୍ୟୁ

ପାଟଣା,୨।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ଅଙ୍କୁରା ଗ୍ରାମର ଜଣେ ବୃଦ୍ଧାଙ୍କର ସର୍ପ ଦଂଶନରେ ମଙ୍ଗଳବାର ସକାଳେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ ସ୍ବର୍ଗତ ନିଶାକର ପାତ୍ରଙ୍କ ସ୍ତ୍ରୀ କୋଇଲି ପାତ୍ର।…

ତାରାତାରିଣୀ ପୀଠକୁ ସ୍ବତନ୍ତ୍ର ବସ୍‌ ଚଳାଚଳର ଶୁଭାରମ୍ଭ

ପୁରୁଷୋତ୍ତମପୁର, ୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ପୀଠକୁ ଆସୁଥିବା ପର୍ଯ୍ୟଟକଙ୍କ ଯାତାୟାତ ସୁବିଧା ଲାଗି ମଙ୍ଗଳବାର ସ୍ବତନ୍ତ୍ର ବସ୍‌ ସେବାର ଶୁଭାରମ୍ଭ ହୋଇଛି। ଏହି ବସ୍‌କୁ ପୁରୁଷୋତ୍ତମପୁର ମା’ କନକେଶ୍ବରୀ ଘରୋଇ ବସ୍‌ ମାଲିକ ସଂଘ…

୨ଲକ୍ଷ ୮୫ ହଜାର ଟଙ୍କା ସହ ସୁନା ଅଳଙ୍କାର ଚୋରି, ସନ୍ଧାନୀ କୁକୁର ସହାୟତାରେ ତନାଘନା

ଅନୁଗୋଳ ଅଫିସ, ୨।୭: ଅନୁଗୋଳ ଥାନା ଅନ୍ତର୍ଗତ ଜରସିଂହାଠାରେ ସୋମବାର ବିଳମ୍ବିତ ରାତିରେ ଘନଶ୍ୟାମ ସାହୁଙ୍କ ଘରୁ ଚୋରି ହୋଇଥିବା ମଙ୍ଗଳବାର ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ସପରିବାର ରାତିରେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ଘର ତାଲା ଭାଙ୍ଗି ବିଭିନ୍ନ ସାମଗ୍ରୀ…

ଯାଜପୁର ଜିଲା ବିକାଶର ଓଲଟା ଚିତ୍ର:୧୩୩ ଗ୍ରାମକୁ ସଡ଼କ ନାହିଁ

ଯାଜପୁର ଅଫିସ,୨।୭: ନିର୍ବାଚିତ ପ୍ରତିନିଧିମାନେ ଯାଜପୁରକୁ ବିକଶିତ ଜିଲା ବୋଲି ଡିଣ୍ଡିମ ପିଟୁଛନ୍ତି। କିନ୍ତୁ ଜିଲାର ମୋଟ ୧୭୮୧ ଗ୍ରାମ ମଧ୍ୟରୁ ୧୩୩ଟିକୁ ଅଦ୍ୟାବଧି ସଡ଼କ ସଂଯୋଗ ହୋଇ ନାହିଁ। କେନ୍ଦୁଝର ବିଧାୟକ ମୋହନଚରଣ ମାଝୀଙ୍କ ଦ୍ୱାରା ଉତ୍‌ଥାପିତ ବିଧାନସଭା ପ୍ରଶ୍ନସଂଖ୍ୟା…

ବିଡିଓ ଅନୁପସ୍ଥିତ: ଅଭିଯୋଗ ପାଇଁ ଆସି ଲୋକେ ନିରାଶ

ନୂଆଗାଁ,୨ା୭ (ଡି.ଏନ.ଏ.)- ନୟାଗଡ଼ ଜିଲା ନୂଆଗାଁ ବ୍ଲକର ବିଭିନ୍ନ ପଞ୍ଚାୟତରୁ ଲୋକେ ଅଭିଯୋଗ ଧରି ସୋମବାର ବିଡିଓଙ୍କୁ ଭେଟିବାକୁ ଆସିଥିଲେ। କିନ୍ତୁ ବିଡିଓ ଅନୁପସ୍ଥିତ ଥିବାରୁ ବିଜୁ ଯୁବବାହିନୀ ସଂଯୋଜକ ସେମାନଙ୍କଠାରୁ ଅଭିଯୋଗପତ୍ର ଗ୍ରହଣ କରଥିଲେ। ଏହା ଦ୍ୱାରା ସମସ୍ୟା ସମାଧାନର…

ରଣପୁର ବ୍ଲକରେ ଇନ୍ଦିରାଆବାସ ଜାଲିଆତିଘର ନ କରି ବିଲ୍‌ ପାସ୍‌

ରଣପୁର,୨ା୭ (ସ୍ବ.ପ୍ର.)- ନୟାଗଡ଼ ଜିଲା ରଣପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ଇନ୍ଦିରାଆବାସ (ବର୍ତ୍ତମାନ ବନ୍ଦ ହୋଇଯାଇଛି) ଯୋଜନାରେ ବ୍ୟାପକ ଜାଲିଆତି ହୋଇଥିବା ଚିତ୍ର ନଜରକୁ ଆସିଛି। କେତେକ ହିତାଧିକାରୀ ଘର ନ କରି ପଞ୍ଚାୟତ ଓ ବ୍ଲକ ଅଧିକାରୀଙ୍କୁ ହାତ କରି…

ପାନ ଦୋକାନରୁ ଜବତ ହେଲା କୋରେକ୍ସ

ନୟାଗଡ଼ ଅଫିସ,୨।୭-ନୟାଗଡ଼ ମ୍ୟୁନିସିପାଲିଟି ଓ ଟାଉନ ପୋଲିସ ପକ୍ଷରୁ ନୟାଗଡ଼ ସହରର ବିଭିନ୍ନ ଉଠାଦୋକାନ ଉପରେ ସୋମବାର ଚଢ଼ାଉ କରାଯାଉଛି। କ୍ୟାବିନ୍‌ କରି ପାନ ଦୋକାନ କରିଥିବା ବେଳେ ଭିତରେ କୋରେକ୍ସ ବିକ୍ରି କରୁଥିବା ଅଭିଯୋଗରେ ଜଣେ ଦୋକାନୀଙ୍କୁ ଗିରଫ କରାଯାଇଛି।…

ସୈନିକ ଅଶୋକ ଏବେ ଦିବ୍ୟାଙ୍ଗ ପ୍ରଶାସନର ଦ୍ୱାରସ୍ଥ ହେଲେ ପରିବାର

ନୟାଗଡ଼ ଅଫିସ,୨।୭- କାଲି ଯିଏ ସୈନିକ ହୋଇ ଦେଶ ପାଇଁ କାମ କରୁଥିଲେ, ଆଜି ସେ ଦିବ୍ୟାଙ୍ଗ ହୋଇ ନିଜ କାମ କରିବା ଅସମ୍ଭବ ହୋଇପଡୁଛି। ଏଭଳି ବିଡ଼ମ୍ବନା ଘଟିଛି ନୟାଗଡ଼ ବ୍ଲକ ଚମ୍ପତ୍ତିପୁର ବାହ୍ମଣସାହିର ଅଶୋକ କୁମାର ସାହୁଙ୍କ ଜୀବନରେ।…

ଖଣ୍ଡପଡ଼ା: ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ

ଖଣ୍ଡପଡ଼ା,୨ା୭(ସ୍ବ.ପ୍ର.)-ଖଣ୍ଡପଡ଼ାରେ ୨ଶହ ବର୍ଷ ଧରି ରଥଯାତ୍ରା ଅନୁଷ୍ଠିତ ହେଉଛି ବୋଲି ସ୍ଥାନୀୟ ଲୋକେ କହନ୍ତି ା ମାତ୍ର ଆଉ ୨ ଦିନ ରଥଯାତ୍ରା ଥିବାବେଳେ ରଥ ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ ସାରିଛି। ଏଠାରୁ ୨ଟି ରଥ ବାହାରିଥାଏ…

ଯୌତୁକଜନିତ ବଧୂ ହତ୍ୟା ନେଇ ଶାଶୁ, ଶ୍ୱଶୂର, ସ୍ବାମୀଙ୍କ ନାମରେ ଅଭିଯୋଗ

କୃଷ୍ଣପ୍ରସାଦ,୨ା୭.(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଶିଆଳ ଗାଁରେ ଜଣେ ନବ ବିବାହିତା ବଧୂଙ୍କୁ ଅଧିକ ଯୌତୁକ ଦାବି କରି ସୋମବାର ହତ୍ୟା କରାଯାଇଥିବା କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ ହୋଇଛି। ପୋଲିସ ସୂତ୍ରରୁ ପ୍ରକାଶ, ମୃତା ବଧୂ ଜଣକ ହେଉଛନ୍ତି ମୋରଡ଼ା ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?