ଆମ ଜିଲା ଖବର

କିମ୍ବଦନ୍ତୀର ମୂକସାକ୍ଷୀ: ପବିତ୍ର ନାରାୟଣୀଙ୍କ ପୋଖରୀବନ୍ଧ୍ୟା ସ୍ନାନ କଲେ ହୁଅନ୍ତି ସନ୍ତାନବତୀ

ଖଣ୍ଡପଡ଼ା,୨ା୭(ସ୍ବ.ପ୍ର.)-ନୟାଗଡ଼ ଜିଲା ଭାପୁର ବ୍ଲକ ଅନ୍ତର୍ଗତ ପଥରଚକଡ଼ା ଗ୍ରାମ ନିକଟସ୍ଥ ପୌରାଣିକ କିମ୍ବଦନ୍ତୀର ମୂକସାକ୍ଷୀ ପାଲଟିଥିବା ମା’ ନାରାୟଣୀ ପୀଠସ୍ଥିତ ପୋଖରୀଟି ସ୍ଥାନୀୟ ଅଞ୍ଚଳରେ ବେଶ୍‌ ପ୍ରସିଦ୍ଧ। ମା’ଙ୍କ ହୁକୁମ ପାଇ ଭକ୍ତି ଓ ବିଶ୍ୱାସର ସହ ବନ୍ଧ୍ୟା ନାରୀଟିଏ ସଂକଳ୍ପ…

ଢିଙ୍କିଆରେ ପଞ୍ଚାୟତ ନିର୍ବାଚନୀ ହିଂସା, ଜଣେ ଗୁରୁତର

କୁଜଙ୍ଗ,୨ା୭(ସ୍ବ.ପ୍ର.): ତ୍ରିଲୋଚନପୁର ଥାନା ଅଧୀନ ଢିଙ୍କିଆ ପଞ୍ଚାୟତରେ ସୋମବାର ସନ୍ଧ୍ୟାରେ ନିର୍ବାଚନୀ ହିଂସା ଘଟିଛି। ଗଣ୍ଡଗୋଳ ଘଟି ଜଣେ ଗୁରୁତର ହୋଇ ପ୍ରଥମେ ଅଠରବାଙ୍କୀ ଓ ପରେ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଗ୍ରାମରେ ପୋଲିସ…

ମହିଳାଙ୍କୁ ଆୟର ପନ୍ଥା ଯୋଗାଇବା ନାଁରେ ଠକେଇ

କେନ୍ଦୁଝର, ୨ା୭(ଡି.ଏନ୍‌.ଏ.)- କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବନାଯୋଡି ଗ୍ରାମରେ ଏକ ସ୍ବେଚ୍ଛାସେବୀ ସଂସ୍ଥା ଗତବର୍ଷ କାର୍ଯ୍ୟାଳୟ ଖୋଲି ମହିଳାମାନଙ୍କୁ ଛେଳି ଚାଷ ଓ କ୍ଷୁଦ୍ର ଶିଳ୍ପ ଉଦ୍ୟୋଗ ଯୋଜନାରେ ଆୟର ପନ୍ଥା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇ ଲକ୍ଷାଧିକ ଟଙ୍କା…

ଲଗାଣ ବର୍ଷା ପରେ ଏବେ ଜଳ ନିଷ୍କାସନ ଚିନ୍ତା

ଜଗତ୍‌ସିଂହପୁର ଅଫିସ, ୨ା୭: ଅସରାଏ ବର୍ଷା ହେଲେ ଜଗତ୍‌ସିଂହପୁର ସହରରେ ଜଳ ନିଷ୍କାସନ ଚିନ୍ତା ବଢିଯାଏ। ଡ୍ରେନ୍‌ଗୁଡିକ ଜବରଦଖଲ ସାଙ୍ଗକୁ ଆବଶ୍ୟକ ପୁନରୁଦ୍ଧାର ଅଭାବରୁ ଜଳ ନିଷ୍କାସନ ହୋଇପାରେନି। ଓଲଟି ଡ୍ରେନ୍‌ର ଅପରିଷ୍କାର ପାଣି ରାସ୍ତାରେ ମାଡେ। ଏଥିଯୋଗୁ ସଂକ୍ରମଣ ବୃଦ୍ଧି…

୬ ଅନାଥ ଭଉଣୀଭାଇଙ୍କୁ ଥଇଥାନ

କେନ୍ଦୁଝର, ୨ା୭ (ସ୍ବ.ପ୍ର.)-ସାହାରପଡା ବ୍ଲକ ଲୁଙ୍ଗା ଗ୍ରାମ ମୁଣ୍ଡା ସାହିରେ ବାପା ଓ ମା ଙ୍କୁ ହରାଇ ଅନାଥ ହୋଇଯାଇଥିବା ୬ ଶିଶୁଙ୍କୁ ପାଠ ପଢାଇବା ବ୍ୟବସ୍ଥା ପ୍ରଶାସନ କରୁଛି ା ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଚିଫ…

ରାସ୍ତାକଡ଼ରେ ଜଙ୍ଗଲୀ ଛତୁର ପସରା

କେନ୍ଦୁଝର, ୨ା୭(ସ୍ବ.ପ୍ର.)-ଛତୁ ଖାଇବାକୁ କିଏ ନ ଭଲ ପାଏ। ବର୍ଷା ଆରମ୍ଭ ହେଲେ ସକାଳୁ ବଣଜଙ୍ଗଲରେ ବିଭିନ୍ନ ରଙ୍ଗବେରଙ୍ଗର ଛତୁ ଫୁଟିଥାଏ। ଏହା ଦେଖିବାକୁ ଯେତିକି ସୁନ୍ଦର ହୋଇଥାଏ ତାହାର ସ୍ବାଦ ମଧ୍ୟ ସେତିକି ଭଲ। ପିଲା ଠାରୁ ବୃଦ୍ଧ ସମସ୍ତେ…

ବେଧଡ଼କ ଚାଲିଛି ବାଲି ଉଠାଣ

ଆରଡ଼ି, ୨।୭ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତସ୍ଥିତ ବୋଡ଼କ ଓ ଷାଠିବାଙ୍କୁଡା ନିକଟରେ ବୈତରଣୀ ନଦୀରୁ ଭୁଟୁଭୁଟି ସାହାଯ୍ୟରେ ବେଧଡ଼କ ବାଲି ଉଠାଣ ଚାଲିଛି। ଏହି ବାଲି ଉଠାଣ ଯୋଗୁ ନଦୀବନ୍ଧ ଦୁର୍ବଳ ହେବାରେ…

ଆଲୋଚନା ବିଫଳ, ଜମିହରାଙ୍କ ଧାରଣା ଜାରି

ପାରାଦୀପ,୨ା୭(ସ୍ବ.ପ୍ର.): ପାରାଦୀପ ତୈଳ ବିଶୋଧନାଗାର ଆଗରେ ଗତମାସ ୨୪ ତାରିଖରୁ ଜମିହରା କୃଷକ ଏକତା ମଞ୍ଚ ପକ୍ଷରୁ ନିଯୁକ୍ତି ଦାବିରେ ଧାରଣା ଜାରି ରହିଛି। ଏ ସମ୍ପର୍କରେ ସୋମବାର ସନ୍ଧ୍ୟାରେ ପାରାଦୀପ ଅତିରିକ୍ତ ଜିଲାପାଳଙ୍କ ପ୍ରକୋଷ୍ଠରେ ଏକ ବୈଠକ ହୋଇଥିଲା। ତେବେ…

ଧାମରା ଥାନାରେ ଆଣ୍ଠୁଏ ପାଣି

ଚାନ୍ଦବାଲି, ୨।୭ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଦୋସିଙ୍ଗା ପଞ୍ଚାୟତର ଶିଳ୍ପକ୍ଷେତ୍ର ଆଦାନୀ ପୋର୍ଟ ନିକଟରେ ନବନିର୍ମିତ ଧାମରା ଥାନା ବର୍ଷାଜଳରେ ଉବୁଟୁବୁ ହେଉଛି। ନୂତନ ଥାନା ହେବା ପରେ ଏହି ଥାନା ଅଧୀନରେ ୩ ପଞ୍ଚାୟତ ସହ…

ଲଗାଣ ବର୍ଷାରେ ଭାସିଲା ସହର

ଭଦ୍ରକ ଅଫିସ, ୨।୭ – ମୌସୁମୀର ୨ୟ ବର୍ଷାରେ ଭଦ୍ରକ ସହରର ସ୍ଥିତି ସଙ୍ଗୀନ ହୋଇପଡ଼ିଛି। ସହରର ଖାଲୁଆ ଅଞ୍ଚଳରେ ବର୍ଷାପାଣି ଜମି ରହିଛି। ରବିବାର ଦିନତମାମ ଝିପିଝିପି ବର୍ଷା ଲାଗିରହିଥିଲା। ସୋମବାର ସକାଳଠାରୁ ଲଗାଣ ବର୍ଷାରେ ପୌରାଞ୍ଚଳର ବିଭିନ୍ନ ୱାର୍ଡ…

ନିର୍ମାଣର ବର୍ଷକରେ ରାସ୍ତା ମରଣଯନ୍ତା

ବାଲିକୁଦା,୨ା୭(ସ୍ବ.ପ୍ର.): ବାଲିକୁଦା ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ପଞ୍ଚାୟତ କୁଶୁପୁରରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନ ରାସ୍ତା ବିପର୍ଯ୍ୟସ୍ତ ହୋଇପଡିଛି। କିଛିଦିନ ତଳେ ନିର୍ମାଣ ହୋଇଥିବା ଏକ ଢଳେଇ ରାସ୍ତା କାମରେ କିଭଳି ଭାବେ ଠିକାଦାରଙ୍କୁ ଅନୁକମ୍ପା ପ୍ରଦର୍ଶନ କରାଯାଇଛି, ତାହାର ଉଦାହରଣ…

ଟ୍ରକକୁ ପିଟିଲା ଆମ୍ବୁଲାନ୍ସ, ୨ ମୃତ

ଜଳେଶ୍ୱର, ୨।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଧୀନ ୬୦ ନଂ. ଜାତୀୟ ରାଜପଥର ଲକ୍ଷ୍ମଣନାଥ ଟୋଲପ୍ଲାଜା ନିକଟରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଟ୍ରକ ପଛପଟେ ଆମ୍ବୁଲାନ୍ସ ପିଟି ହୋଇଯିବାରୁ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୪ଜଣ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?