ଆମ ଜିଲା ଖବର

ଧାମରା ଥାନାରେ ଆଣ୍ଠୁଏ ପାଣି

ଚାନ୍ଦବାଲି, ୨।୭ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଦୋସିଙ୍ଗା ପଞ୍ଚାୟତର ଶିଳ୍ପକ୍ଷେତ୍ର ଆଦାନୀ ପୋର୍ଟ ନିକଟରେ ନବନିର୍ମିତ ଧାମରା ଥାନା ବର୍ଷାଜଳରେ ଉବୁଟୁବୁ ହେଉଛି। ନୂତନ ଥାନା ହେବା ପରେ ଏହି ଥାନା ଅଧୀନରେ ୩ ପଞ୍ଚାୟତ ସହ…

ଲଗାଣ ବର୍ଷାରେ ଭାସିଲା ସହର

ଭଦ୍ରକ ଅଫିସ, ୨।୭ – ମୌସୁମୀର ୨ୟ ବର୍ଷାରେ ଭଦ୍ରକ ସହରର ସ୍ଥିତି ସଙ୍ଗୀନ ହୋଇପଡ଼ିଛି। ସହରର ଖାଲୁଆ ଅଞ୍ଚଳରେ ବର୍ଷାପାଣି ଜମି ରହିଛି। ରବିବାର ଦିନତମାମ ଝିପିଝିପି ବର୍ଷା ଲାଗିରହିଥିଲା। ସୋମବାର ସକାଳଠାରୁ ଲଗାଣ ବର୍ଷାରେ ପୌରାଞ୍ଚଳର ବିଭିନ୍ନ ୱାର୍ଡ…

ନିର୍ମାଣର ବର୍ଷକରେ ରାସ୍ତା ମରଣଯନ୍ତା

ବାଲିକୁଦା,୨ା୭(ସ୍ବ.ପ୍ର.): ବାଲିକୁଦା ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ପଞ୍ଚାୟତ କୁଶୁପୁରରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନ ରାସ୍ତା ବିପର୍ଯ୍ୟସ୍ତ ହୋଇପଡିଛି। କିଛିଦିନ ତଳେ ନିର୍ମାଣ ହୋଇଥିବା ଏକ ଢଳେଇ ରାସ୍ତା କାମରେ କିଭଳି ଭାବେ ଠିକାଦାରଙ୍କୁ ଅନୁକମ୍ପା ପ୍ରଦର୍ଶନ କରାଯାଇଛି, ତାହାର ଉଦାହରଣ…

ଟ୍ରକକୁ ପିଟିଲା ଆମ୍ବୁଲାନ୍ସ, ୨ ମୃତ

ଜଳେଶ୍ୱର, ୨।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଧୀନ ୬୦ ନଂ. ଜାତୀୟ ରାଜପଥର ଲକ୍ଷ୍ମଣନାଥ ଟୋଲପ୍ଲାଜା ନିକଟରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଟ୍ରକ ପଛପଟେ ଆମ୍ବୁଲାନ୍ସ ପିଟି ହୋଇଯିବାରୁ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୪ଜଣ ଗୁରୁତର ଆହତ ହୋଇଛନ୍ତି।…

ସେବା ସମବାୟ ସମିତିରେ ଅଚଳାବସ୍ଥା

ଖଇରା, ୨।୭(ଡି.ଏନ.ଏ.)-ଭଦ୍ରକ ଏଆରସିଏସ୍‌୍‌ (ଆସିଷ୍ଟାଣ୍ଟ ରେଜିଷ୍ଟର କୋ-ଅପରେଟିଭ ସୋସାଇଟି) ଅଧୀନରେ ଥିବା ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ମାଣିତ୍ରୀ ସେବା ସମବାୟ ସମିତିରେ ଅଚଳାବସ୍ଥା ଲାଗି ରହିଛି। ଖରିଫ ଚାଷ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଚାଷୀମାନେ ବିହନ, ସାର…

ବ୍ୟାଙ୍କରୁ ୭୩ ହଜାର ଟଙ୍କା ଚୋରି

ଶଙ୍କରାଖୋଲ,୨ା୭(ଡି.ଏନ୍‌.ଏ.)-ଚକାପାଦ ଥାନା ଚକାପାଦ ଭାରତୀୟ ଷ୍ଟେଟବ୍ୟାଙ୍କରୁ ସୋମବାର ସକାଳେ ୭୩ ହଜାର ୮୫ ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ବ୍ୟାଙ୍କର ଫିଲ୍ଡ ଅଫିସର ମନୋରଞ୍ଜନ ଆଚାର୍ଯ୍ୟଙ୍କ ଏତଲା କ୍ରମେ ଚକାପାଦ ପୋଲିସ ନଂ. ୩୩/୧୯ ମାମଲା ରୁଜୁ କରିଛି। ଘଟଣାସ୍ଥଳ…

ଦମ୍ପତିଙ୍କୁ ଖୁଣ୍ଟରେ ବାନ୍ଧି ବିଷ୍ଠା ଖୁଆଇବା ଘଟଣା:ଉଭୟ ପକ୍ଷର ୭ କୋର୍ଟ ଚାଲାଣ

ପୁରୁଷୋତ୍ତମପୁର,୨ା୭(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁର ଥାନା ରାଣୀଗାଁରେ ଗୁଣି ଗାରେଡି ସନ୍ଦେହରେ କେତେଜଣ ଲୋକ ରବିବାର ଏକ ଦମ୍ପତିଙ୍କୁ ଖୁଣ୍ଟିରେ ବାନ୍ଧି ମାଡ଼ ମାରିବା ସହ ଦାନ୍ତ ଭାଙ୍ଗି ବିଷ୍ଠା ଖୁଆଇବା ଘଟଣାରେ ଚାପା ଉତ୍ତେଜନା ଲାଗିରହିଛି। ଗାଁରେ ପୋଲିସ ପଇଁତରା ମାରିବା ସହ…

ଆୟ ବହିର୍ଭୂତ ସମ୍ପତ୍ତି :ଜେଲ ଗଲେ ପୌର ନିର୍ବାହୀ ଅଧିକାରୀ

ଫୁଲବାଣୀ ଅଫିସ/ବ୍ରହ୍ମପୁର ଅଫିସ, ୨ା୭-ଆୟ ବହିର୍ଭୂତ ସମ୍ପତ୍ତିି ଠୁଳ ଘଟଣାରେ ଛନ୍ଦି ହୋଇ ପଡିଥିବା ଫୁଲବାଣୀ ପୌର ପରିଷଦ ନିର୍ବାହୀ ଅଧିକାରୀ ରାଧାମୋହନ ବେହେରାଙ୍କୁ ସୋମବାର ଭିଜିଲାନ୍ସ ବିଭାଗ କୋର୍ଟ ଚାଲାଣ କରିଛି ା ସେଠାରେ ଜାମିିନ ନାମଞ୍ଜୁର ହେବାରୁ ତାଙ୍କୁ…

ବିସିିସି ବ୍ୟାଙ୍କ କୃଷି ଋଣ ଦେବ ୨୪୫ କୋଟି

ବ୍ରହ୍ମପୁର ଅଫିସ,୨ା୭-ଚଳିତ ବର୍ଷର ଖରିଫ ଧାନ ଫସଲ ପାଇଁ ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ଗଞ୍ଜାମ ଓ ଗଜପତି ଜିଲାର ଚାଷୀଙ୍କୁ ୨୪୫ କୋଟି ଟଙ୍କା କୃଷିଋଣ ଲଗାଣ କରିବା ଲାଗି ସରକାର ଟାର୍ଗେଟ ଦେଇଛନ୍ତି। ତନ୍ମଧ୍ୟରୁ ଗଞ୍ଜାମ ଜିଲା…

ବନ୍ଦ ହୋଇପାରେ ୨ଶହ ଘରୋଇ ସ୍କୁଲ

ବ୍ରହ୍ମପୁର ଅଫିସ୍‌,୨ା୭-ଭିତ୍ତିଭୂମି ନ ଥିବା ଘରୋଇ ସ୍କୁଲଗୁଡ଼ିକର ଅଡ଼ୁଆ ବଢ଼ିବାରେ ଲାଗିଛି। ଯେଉଁ ଘରୋଇ ସ୍କୁଲର ଆବଶ୍ୟକ ଭିତ୍ତିଭୂମି ନାହିଁ, ସେଗୁଡ଼ିକୁ ବନ୍ଦ କରିଦେବା ପାଇଁ ରାଜ୍ୟ ଗଣଶିକ୍ଷା ବିଭାଗ କଠୋର ହେବାରେ ଲାଗିଛି । ତେବେ ସୋମବାର ବିଭାଗ ପକ୍ଷରୁ…

ଗାଇଡ୍‌ଲାଇନ ଜାରି କଲା ଜିଲା ସ୍ବାସ୍ଥ୍ୟ ବିଭାଗ

ଫୁଲବାଣୀ ଅଫିସ, ୨ା୭-କନ୍ଧମାଳ ଜିଲା ଦାରିଙ୍ଗିବାଡି ବ୍ଲକରେ ଦୁଇ ଦିନ ତଳେ ଖଟିଆରେ ମୃତଦେହ ବୁହାଯିବା ଘଟଣା ପରେ ଜିଲା ପ୍ରଶାସନର ଚେତା ପଶିଛି ା ସୋମବାର ଜିଲା ସ୍ବାସ୍ଥ୍ୟ ବିଭାଗ ଡାକ୍ତରଖାନାରୁ ମୃତଦେହ ନେବା ପାଇଁ ଗାଇଡଲାଇନ ଜାରି କରିଛି…

ଯୌତୁକ ପାଇଁ ସ୍ତ୍ରୀଙ୍କୁ ପୋଡି ମାରିବା ଅଭିଯୋଗ: ସ୍ବାମୀ କୋର୍ଟଚାଲାଣ

ପୁରୁଷୋତ୍ତମପୁର,୨ା୭(ଡି.ଏନ.ଏ.): ପୁରୁଷୋତ୍ତମପୁର ଥାନା ପୁଟିଆପଦର ଗ୍ରାମରେ ଯୌତୁକ ପାଇଁ ସ୍ତ୍ରୀଙ୍କୁ କିରୋସିନ ଢାଳି ନିଅଁା ଲଗାଇ ପୋଡି ମାରିବା ଅଭିଯୋଗରେ ଅଭିଯୁକ୍ତ ସ୍ବାମୀଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଉକ୍ତ ଗ୍ରାମର ସମ୍ବାରିଆ ଦାସ। ମାମଲା ନଂ. ୧୪୭/୧୯ ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?